Home Left

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ଜୈଶର ୩ ଆତଙ୍କବାଦୀ ନିହତ

ଶୋପିଆନ,୫।୧୦: ଜମ୍ମୁ-କଶ୍ମୀର ଶୋପିଆନରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିବା ବେଳେ ଏକ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ମୃତକ ଆତଙ୍କବାଦୀ ଜୈଶ-ଏ- ମହମ୍ମଦର ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ଶୋପିଆନର ଦକ୍ଷିଣ କଶ୍ମୀର ଦ୍ରାଚ…

ମା’ଗଙ୍ଗାଦେବୀଙ୍କ ଯାତ୍ରା ଆରମ୍ଭ

ଗଞ୍ଜାମ,୫।୧୦(ବ୍ୟୁରୋ): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ଋଷିକୁଲ୍ୟା ନଦୀ ନିକଟସ୍ଥ ଥିବା ପ୍ରସିଦ୍ଧ ମା’ ଗଙ୍ଗାଦେବୀଙ୍କ ପୀଠରେ ପବିତ୍ର ଦଶହରା ଉପଲକ୍ଷେ ମା’ଙ୍କ ଯାତ୍ରା ବୁଧବାର ଆରମ୍ଭ ହୋଇଛି l ଏହି ଅବସରରେ ମା’ ଗଙ୍ଗାଦେବୀ, ବରପଲି ପୁଡୁଗେଶର ମହାଦେବ ଏବଂ…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ

ବୌଦ୍ଧ,୫।୧୦(ସ୍ବ.ପ୍ର.): ବୌଦ୍ଧ ଜିଲା ପୁରୁନକଟକ ଥାନା ଅନ୍ତର୍ଗତ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର କରୋଡକଥାଠରେ ଏକ ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ତେବେ ମୃତକଙ୍କର ପରିଚୟ ମିଳିପାରିନାହିଁ । ଖବରପାଇ ଘଟଣାସ୍ଥଳରେ ପୁରୁନକଟକ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ…

ବିଦ୍ୟୁତ୍‌ ଆଘାତରେ ଗୋଟିଏ ପରିବାରର ଚାଲିଗଲା ୩ ଜୀବନ

ବୌଦ୍ଧ,୫।୧୦(ସ୍ବ.ପ୍ର.): ବୋଦ୍ଧ ଜିଲା ହରଭଙ୍ଗା ବ୍ଲକ ଧଳପୁର ପଞ୍ଚାୟତ ଅନ୍ତର୍ଗତ ଜବଲପୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଗୋଟିଏ ପରିବାରର ତିନି ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସୁଶୀଲ ବେହେରା(୨୧), ସୁକାନ୍ତି ବେହେରା(୩୦), ସୋହନ ବେହେରା (୧୧)। ବୁଧବାର ସକାଳେ ଶୋଇଥିବା…

୪ କାର୍‌-ଆମ୍ବୁଲାନ୍ସ ଧକ୍କା, ୫ ମୃତ…

ମୁମ୍ବାଇ,୫।୧୦ : ଦଶହରା ସକାଳେ ମୁମ୍ବାଇରେ ବଡ ଧରଣର ଦୁର୍ଘଟଣା ଘଟିଛି। ବାନ୍ଦ୍ରା ୱର୍ଲି ସି ଲିଙ୍କଠାରେ ଚାରିଟି କାର ଏବଂ ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା ହେବା ଫଳରେ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନିଜଣ ଗୁରୁତର ଆହତ ହୋଇଛନ୍ତି।…

ରିଲିଜ୍‌ ପୂର୍ବରୁ ବୟକଟ୍‌ ଦାବି

ଅଭିନେତା ପ୍ରଭାସ ଏବଂ ସୈଫ ଅଲି ଖାନ୍‌ଙ୍କ ଅଭିନୀତ ଫିଲ୍ମ ‘ଆଦିପୁରୁଷ’ରିଲିଜ୍‌ ପୂର୍ବରୁ ବିବାଦ ଘେରକୁ ଆସିଛି। ବର୍ତ୍ତମାନ #ବୟକଟ୍‌ଆଦିପୁରୁଷ ଟୁଇଟ୍‌ରରେ ଟ୍ରେଣ୍ଡ କରୁଛି। ଫିଲ୍ମର ଟିଜର ସୋମବାର ରିଲିଜ୍‌ ହୋଇଥିଲା। ଯାହାକୁ ଦେଖିବା ପରେ ୟୁଜର୍ସ ଅସନ୍ତୋଷ ପ୍ରକାଶ କରିଛନ୍ତି।…

ହିମାଚଳ ପ୍ରଦେଶ ଗସ୍ତ କରିବେ ମୋଦି, ପ୍ରକଳ୍ପର କରିବେ ଶିଳାନ୍ୟାସ

ନୂଆଦିଲ୍ଲୀ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ହିମାଚଳ ପ୍ରଦେଶ ଗସ୍ତ କରିବେ। ସେଠାରେ ୩୬୫୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ। ଏହାସହ ବିଲାସପୁରରେ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍‌ ଅଫ ମେଡିକାଲ ସାଇନ୍ସ (ଏଆଇଆଇଏମ୍‌ଏସ୍‌)ର ଉଦ୍‌ଘାଟନ କରିବାର…

ଆସନ୍ତା ୧୦ ଯାଏ ନ୍ୟାୟିକ ହେପାଜତରେ ରହିବେ ସଞ୍ଜୟ ରାଉତ

ମୁମ୍ବାଇ: ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ଶିବସେନା ନେତା ତଥା ରାଜ୍ୟ ସଭା ଏମ୍‌ପି ସଞ୍ଜୟ ରାଉତଙ୍କ ପାଇଁ ବଡିଲା ଅଡୁଆ। କୋର୍ଟ ସଞ୍ଜୟଙ୍କ ନ୍ୟାୟିକ ହେପାଜତ ଅବଧିକୁ ଅକ୍ଟୋବର ୧୦ ତାରିଖ ଯାଏ ବଢାଇ ଦେଇଛନ୍ତି। ତାଙ୍କ ଜାମିନ୍‌…

୫୦୦ ମିଟର ତଳକୁ ଖସିଲା ବସ୍‌: ୩୨ ମୃତ

ଡେରାଡୁନ,୫।୧୦: ଉତ୍ତରାଖଣ୍ଡର କୋଟଦ୍ୱାର ଜିଲାରେ ମର୍ମନ୍ତୁଦ ଦୁର୍ଘଟଣା। ମଙ୍ଗଳବାର ରାତିରେ ଏକ ଯାତ୍ରୀବାହୀ ବସ୍‌ ୫୦୦ ମିଟର ଗଭୀର ଘାଟରେ ଖସିପଡିଛି। ଏଥିରେ ୩୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ଜଣ ଆହତ ହୋଇଛନ୍ତି। ଖବରପାଇ ଏସ୍‌ଡିଆର୍‌ଏଫ୍‌ ଏବଂ ଏନ୍‌ଡିଆର୍‌ଏଫ୍‌ ଟିମ୍‌…

ଆଖିପିଛୁଳାକେ ଲୋକଙ୍କ ଉପରେ ଡେଇଁ ପଳାଇଲା ହରିଣ, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ଯାହା ହସର ଖୋରାକ ଯୋଗାଉ ଥିବା ବେଳେ ଅନେକ ସମୟରେ ଭାବପ୍ରବଣ କରିଦିଏ। ବର୍ତ୍ତମାନ ଟୁଇଟରରେ ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଏକ ହରିଣକୁ…

୨-୧ରେ ସିରିଜ୍‌ ହାତେଇଲା ଟିମ୍‌ ଇଣ୍ଡିଆ

ଇନ୍ଦୋର,୫।୧୦: ମଧ୍ୟପ୍ରଦେଶର ଇନ୍ଦୋର ହୋଲକର ଷ୍ଟାଡିୟମରେ ଖେଳାଯାଇଥିବା ସିରିଜ୍‌ର ତୃତୀୟ ତଥା ଅନ୍ତିମ ଟି-୨୦ ମ୍ୟାଚରେ ଭାରତକୁ ଦକ୍ଷିଣ ଆଫ୍ରିକା ୪୯ ରନ୍‌ରେ ପରାସ୍ତ କରିଛି। ଭାରତ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ଦକ୍ଷିଣ…

ଦଶହରାରେ ୫ଜି ଲଞ୍ଚ କରିବ ଜିଓ: ଏସବୁ ସହରର ବ୍ୟବହାରକାରୀଙ୍କୁ ସୁବିଧା, ଦେଉଛି ଓ୍ବେଲକମ୍‌ ଅଫର

ନୂଆଦିଲ୍ଲୀ,୪।୧୦: ଏୟାରଟେଲ ପରେ ଏବେ ୫ଜି ସେବା ନେଇ ଘୋଷଣା କରିଛି ଜିଓ। ଏହି ସେବା ଦଶହରାରେ ଦେଶରେ ଆରମ୍ଭ ହେବ। ପ୍ରାଥମିକ ପର୍ଯ୍ୟାୟରେ କମ୍ପାନୀ ୪ଟି ସହରରେ ସେବା ଯୋଗାଇ ଦେବ। ଦିଲ୍ଲୀ, ମୁମ୍ବାଇ, କୋଲକାତା ଓ ବାରାଣସୀର ଲୋକମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri