Home Left

ଝିଅକୁ ପୂଜା କଲେ ରାଜକୁନ୍ଦ୍ରା, ଲୋକେ କହିଲେ ୯ଶହ ମୂଷା ଖାଇ ବିଲେଇ ବାହାରିଛି ହଜ କରି

ମୁମ୍ବାଇ: ଏବେ ସାରା ଦେଶରେ ପାଳନ କରାଯାଉଛି ନବରାତ୍ର । ମଙ୍ଗଳବାର ହେଉଛି ଏହାର ଶେଷ ଦିନ । ଏଥର ୩ ଅକ୍ଟୋବରରେ ପଡିଥିଲା ଦୁର୍ଗାଷ୍ଟମୀ । ଏହିଦିନ କନ୍ୟା ପୂଜନର ବିଧି ରହିଛି । ଅନେକ ଲୋକ ଏହିଦିନ କନ୍ୟାମାନଙ୍କୁ…

  ରେଳଲାଇନ କଡ଼ରେ ଡେରାପକାଇଛନ୍ତି ହାତୀପଲ

କେନ୍ଦୁଝର,୪।୧୦(ସ୍ବ.ପ୍ର.): କେନ୍ଦୁଝର ସଦର ରେଞ୍ଜ ଅନ୍ତର୍ଗତ କଣ୍ଡରାପଶି ହାଟ ନିକଟ ରେଳଲାଇନ କଡ଼ରେ ସାତଟିକିଆ ହାତୀପଲ ଡେରା ପକାଇଛନ୍ତି। ହାତୀମାନଙ୍କ ଉପସ୍ଥିତିକୁ ନେଇ କଣ୍ଡରାପଶି, ନଇଗାଁର ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି। ଅନ୍ୟପକ୍ଷରେ ରେଳଲାଇନ ନିକଟରେ ଥିବାରୁ ବନ ବିଭାଗ ହାତୀମାନଙ୍କ ସୁରକ୍ଷା…

ଜୁଆଖେଳ ଉପରେ ବୁଗୁଡ଼ା ପୋଲିସର ନଜର

ବୁଗୁଡ଼ା,୪୧୦(ଡି.ଏନ୍‌.ଏ.): ବୁଗୁଡ଼ା ଥାନା ଅନ୍ତର୍ଗତ ବିଭିନ୍ନ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ପରମ୍ପରା ନାଁରେ ଆରମ୍ଭ ହୋଇଗଲାଣି ତାସଖେଳ ଏବଂ ଜୁଆଖେଳର ଆସର। କେତେକ ସ୍ଥାନରେ ମଜା ମଜଲିସରେ ଲୋକେ ତାସ ଖେଳୁଥିବା ବେଳେ ଆଉ କେତେକ ଜୁଆଖେଳରେ ପ୍ରଚୁର ଟଙ୍କା ବାଜିରେ…

ଆଇପିୟୁ ପ୍ରାର୍ଥୀଭାବେ ମନୋନୀତ ହେଲେ ଅପରାଜିତା

ଭୁବନେଶ୍ୱର,୪।୧୦(ବ୍ୟୁରୋ): ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଢଙ୍ଗୀ ଆନ୍ତର୍ଜାତିକ ସ୍ତରରେ ଇଣ୍ଟର ପାର୍ଲାମେଣ୍ଟାରି ୟୁନିୟନ(ଆଇପିୟୁ)ରେ ଭାରତର ପ୍ରାର୍ଥୀଭାବେ ମନୋନୀତ ହୋଇଛନ୍ତି। ଏନେଇ ଅପରାଜିତା ମଙ୍ଗଳବାର ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ଟୁଇଟ୍‌ କରି ଲେଖିଛନ୍ତି, ୧୭୮ ଦେଶ ଆନ୍ତର୍ଜାତିକ ଇଣ୍ଟର ପାର୍ଲାମେଣ୍ଟାରି ୟୁନିୟନରେ…

ସଂଘବଦ୍ଧ ଆକ୍ରମଣରେ ବାପାଙ୍କୁ ମାରିଥିଲେ, ଏବେ ଟାର୍ଗେଟ୍‌ରେ ପୁଅ

ଜୟପୁର,୪।୧୦(ନି.ପ୍ର.) : ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ଘଟିଛି କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ କଳସହାଣ୍ଡି ଗାଁରେ। ଆକ୍ରମଣର ଶିକାର ହୋଇଥିବା ଯୁବକ ଜଣଙ୍କ ହେଲେ ଶକ୍ତିରଞ୍ଜନ ପୂଜାରୀ। ଶକ୍ତିଙ୍କୁ ସଂଘବଦ୍ଧ ଭାବେ…

ଘରୋଇ ବିମାନ ପାଇଁ ଏୟାର ଇଣ୍ଡିଆ ଜାରି କଲା ନୂଆ ମେନୁ

ନୂଆଦିଲ୍ଲୀ,୪।୧୦: ବର୍ତ୍ତମାନ ଭାରତରେ ପର୍ବର ମାହୋଲ ରହିଛି। ଏହାକୁ ନେଇ ଟାଟାର ଏୟାରଲାଇନ୍ସ ଏୟାର ଇଣ୍ଡିଆ ମଧ୍ୟ ନିଜର ପ୍ରସ୍ତୁତି ଚଳାଇଛି। ଏୟାରଲାଇନ୍ସ ନିଜର ସମସ୍ତ ଘରୋଇ ବିମାନ ପାଇଁ ନୂତନ ଖାଦ୍ୟର ଏକ ତାଲିକା ପ୍ରକାଶ କରିଛି। ଏହି ନୂତନ…

ପ୍ରଶାନ୍ତଙ୍କୁ ଜେଡିୟୁର ଟାର୍ଗେଟ: ପାଣ୍ଠି ଆସୁଛି କେଉଁଠୁ

ପାଟନା,୪।୧୦: ନିର୍ବାଚନ ରଣନୀତିକାର ତଥା ଜେଡିୟୁର ପୂର୍ବତନ ରାଷ୍ଟ୍ରୀୟ ଉପସଭାପତି ପ୍ରଶାନ୍ତ କିଶୋର ଭାଜପା ପକ୍ଷରୁ କାମ କରୁଥିବା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳ ଅଭିଯୋଗ କରିଛି। ପ୍ରଶାନ୍ତଙ୍କ ବହୁପ୍ରଚାରିତ ‘ଜନ ସୁରାଜ’ ପଦଯାତ୍ରା ପାଇଁ ପାଣ୍ଠି ଆସୁଛି କେଉଁଠୁ…

ଭଦ୍ରକ ମୁଖ୍ୟ ଚିକିତ୍ସାଳୟ ଭିତରେ ପଶିଲା ବର୍ଷାପାଣି

ଭଦ୍ରକ ଅଫିସ,୪।୧୦: ଲଘୁଚାପ ଯୋଗୁ ମଙ୍ଗଳବାର ସକାଳଠାରୁ ବର୍ଷା ଲାଗି ରହିଛି । ଲଘୁଚାପ ବର୍ଷାରେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟର ବିଭିନ୍ନ ୱାର୍ଡରେ ପାଣି ପଶିଯାଇଛି । ଲଗାଣ ବର୍ଷା ପାଇଁ ହଠାତ୍‌ ଡ୍ରେନ୍‌ଗୁଡିକ ବ୍ଲକହେବା ଯୋଗୁ ବର୍ଷାପାଣି ପଶିଥିବା ଜଣାପଡ଼ିଛି।…

ମୁଲାୟମ୍‌ଙ୍କୁ ଭେଟିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ

ନୂଆଦିଲ୍ଲୀ,୪।୧୦: ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ୍‌ ସିଂହ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ଏବେ ବି ଗୁରୁତର ରହିଛି। ହରିଆଣାର ଗୁରୁଗ୍ରାମ ସ୍ଥିତ ମେଦାନ୍ତ ହସ୍ପିଟାଲରେ ମୁଲାୟମ୍‌ ସିଂହଙ୍କ ଚିକିତ୍ସା ଚାଲୁଛି। ସଦ୍ୟତମ ବୁଲେଟିନ୍‌ ଅନୁଯାୟୀ ବର୍ତ୍ତମାନ ତାଙ୍କର…

ରିଷଭ ପନ୍ତଙ୍କୁ ରୋମାଣ୍ଟିକ୍‌ ଅନ୍ଦାଜ୍‌ରେ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଗର୍ଲଫ୍ରେଣ୍ଡ

ଭାରତର ଯୁବ ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଆଜି ତାଙ୍କର ୨୫ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ବିଶେଷ ଅବସରରେ ପନ୍ତଙ୍କୁ ତାଙ୍କ ପ୍ରେମିକା ଇଶା ନେଗି ଏକ ରୋମାଣ୍ଟିକ ଅନ୍ଦାଜରେ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଇଶା ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ…

ନ୍ୟୁଜ ଚ୍ୟାନେଲ ଉପରେ ମାନହାନି ମକଦ୍ଦମା କଲେ ଟ୍ରମ୍ପ

ଓ୍ବାଂଶିଟନ୍‌,୪।୧୦: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସିଏନ୍‌ଏନ୍‌ ଚ୍ୟାନେଲ ଉପରେ ମାନହାନି ମାମଲା ଦାଏର କରିଛନ୍ତି। ଏଥିସହ ଚ୍ୟାନେଲ ଉପରେ ସେ ୪୭୫ ମିଲିୟନ ଡଲାର କ୍ଷତିପୂରଣ ମାଗିଛନ୍ତି। ନ୍ୟୁଜ୍‌ ଚ୍ୟାନେଲ ତାଙ୍କ ବିରୋଧରେ ଅପମାନ ଏବଂ ଅପବାଦ ଅଭିଯାନ…

ହେଲା ଦଶହରା ଛୁଟି ବେଳ, ଗ୍ରାମବାସୀ ଗାଁ ରାସ୍ତା କଲେ ସମତୁଲ

ଆର୍‌. ଉଦୟଗିରି,୪।୧୦(ଡି.ଏନ୍‌.ଏ.): ଦଶହରାରେ ଗ୍ରାମବାସୀ ମିଶି ଗାଁ ରାସ୍ତା ମରାମତି କରିଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଖ୍ରୀଷ୍ଟପୁର ମୁଖ୍ୟ ରାସ୍ତାରେ। ମୁଖ୍ୟ ରାସ୍ତାରୁ ଗାଁକୁ ଯିବାକୁ ଭଲ ରାସ୍ତାଟିଏ ନାହିଁ । ଏନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri