Home Left

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ୨୦ରେ ଲଘୁଚାପ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ଓ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଶନିବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ରବିବାର ରାତିରୁ ବର୍ଷା ଆରମ୍ଭ ହେବ। ଆସନ୍ତା ୧୯ ତାରିଖରେ କେନ୍ଦ୍ରାପଡ଼ା,…

ଆଇଟିରେ ନିବେଶ ପାଇଁ ଆମନ୍ତ୍ରଣ କଲେ ମନ୍ତ୍ରୀ

ଭୁବନେଶ୍ୱର, ୧୮।୯(ବ୍ୟୁରୋ): ତେଲଙ୍ଗାନା ସରକାରଙ୍କ ପକ୍ଷରୁ ହାଇଦ୍ରାବାଦଠାରେ ଶନିବାର ସପ୍ତମ ଡିଜିଟାଲ ଟ୍ରାନ୍ସଫର୍ମେଶନ କନ୍‌କ୍ଲେଭ୍‌ ଅନୁଷ୍ଠିତ ହୋଇଥିଲା। ଏଥିରେ ଓଡ଼ିଶାର ଇଲେକ୍ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ଏବଂ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ସହ ଆଇଟି କ୍ଷେତ୍ର ସହ…

ଷଣ୍ଢକୁ ଧକ୍କା ଦେଇ ଟ୍ରେନ୍‌ ଲାଇନଚ୍ୟୁତ: ହାଓଡାରୁ ଭୁବନେଶ୍ୱର ଆସୁଥିଲା ଜନଶତାବ୍ଦୀ ଏକ୍ସପ୍ରେସ୍‌

ଭଦ୍ରକ ଅଫିସ, ୧୮।୯: ଭଦ୍ରକ ଡଗରାସାହି ଲେଭଲକ୍ରସିଂଠାରେ ଶନିବାର ସନ୍ଧ୍ୟାରେ ରେଳଧାରଣାରେ ଯାଉଥିବା ଏକ ଷଣ୍ଢକୁ ଧକ୍କା ଦେଇ ଜନଶତାବ୍ଦୀ ଏକ୍ସପ୍ରେସ୍‌ ଲାଇନଚ୍ୟୁତ ହୋଇଛି। ଟ୍ରେନ୍‌ରେ ଚାପିହୋଇ ଷଣ୍ଢର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଯାତ୍ରୀଙ୍କର କୌଣସି କ୍ଷତି ହୋଇନାହିଁ। ସୂଚନା ଅନୁଯାୟୀ,…

ପୁରୀ ଆକାଶରେ ସୂର୍ଯ୍ୟକିରଣ ଶୋ’

ପୁରୀ ଅଫିସ, ୧୮।୯: ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଲୋକଙ୍କ ମନରେ ଦେଶପ୍ରେମ ଜାଗ୍ରତ କରିବା ଉଦ୍ଦେଶ୍ୟରେ ଶନିବାର ପୁରୀ ବେଳାଭୂମିରେ ବାୟୁସେନା ପକ୍ଷରୁ ସୂର୍ଯ୍ୟକିରଣ ଏୟାର ଶୋ’ ଅନୁଷ୍ଠିତ ହୋଇଛି। ପୂର୍ବାହ୍ନ ୧୦ଟା ୨୦ରୁ ୧୧ଟା ପର୍ଯ୍ୟନ୍ତ…

ଶସ୍ତା ହୋଇପାରେ ତୈଳ ଦର

ନୂଆଦିଲ୍ଲୀ,୧୮।୯: ଗତ କିଛିଦିନ ହେବ କ୍ରମାଗତ ଭାବେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହ୍ରାସ ପାଇଚାଲିଛି। ଫଳରେ ସରକାର ଦେଶ ମଧ୍ୟରେ ଉତ୍ପାଦିତ ଅଶୋଧିତ ତୈଳ ଉପରେ ଉଇଣ୍ଡଫଲ ଲାଭ ଟିକସ ହ୍ରାସ କରିଛନ୍ତି। ଏହାଛଡ଼ା ଡିଜେଲ ଓ ବିମାନ…

ଜାଣନ୍ତୁ ସଙ୍କଟ ଦୂରରେ – ପାଖରେ ଥିଲେ କ’ଣ କରିବେ

ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଙ୍କଟ ସମୟରେ ମନୁଷ୍ୟକୁ ରକ୍ଷା କରିବା ପାଇଁ ଅନେକ ପଦକ୍ଷେପ ବର୍ଣ୍ଣନା କରିଛନ୍ତି। ସଙ୍କଟ ସମୟରେ ଜଣେ ଜ୍ଞାନୀ ବ୍ୟକ୍ତି କଣ କରିବା କଥା ଜାଣନ୍ତୁ ସେ ସମ୍ପର୍କରେ… ଯେ ପର୍ଯ୍ୟନ୍ତ ଅସୁବିଧା, ଚିନ୍ତା ଏବଂ ସଙ୍କଟ…

ହାତୀ ଆସିଲେ ମେସେଜ ଆସୁଛି

କେନ୍ଦୁଝର, ୧୮।୯(ସ୍ବ.ପ୍ର.): ଧନଜୀବନ ସୁରକ୍ଷା ଲାଗି ଆଖପାଖ ଅଞ୍ଚଳରେ ହାତୀ ଚଳପ୍ରଚଳ କରୁଥିଲେ ବନବିଭାଗ ଦେଉଛି ଆଗୁଆ ମେସେଜ। ହାତୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଲା ମାତ୍ରେ ମୋବାଇଲକୁ ଆସିଯିବ ଆଗୁଆ ଭଏସ ଓ ଟେକ୍ସଟ ମେସେଜ। ଅନେକ ଅଞ୍ଚଳରେ…

ଭିସୁଟ୍‌ ମାଷ୍ଟରପ୍ଲାନ୍‌କୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌)ର ଉନ୍ନତୀକରଣ ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନକୁ ଅନୁମୋଦନ କରିଛନ୍ତି। ୨୦୨୬ ସୁଦ୍ଧା ଏହି ଅନୁଷ୍ଠାନରେ ୨୪ଟି ଅଣ୍ଡର ଗ୍ରାଜୁଏଟ ବିଭାଗରେ ୧୦ ହଜାରରୁ ଅଧିକ ଛାତ୍ରୀଛାତ୍ର…

କ୍ରସ କଣ୍ଟ୍ରି ସ୍ଲମ ରନର ଶୁଭାରମ୍ଭ କଲେ ଶାହା

ନୂଆଦିଲ୍ଲୀ,୧୮ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କ୍ରସ କଣ୍ଟ୍ରି ସ୍ଲମ ରନ ପ୍ରତିଯୋଗୀତା ଆୟୋଜନ କରାଯାଇଛି । ରାଜଧାନୀ ଦିଲ୍ଲୀରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି । ଅମିତ ଶାହା…

ଅଧିକ ସମୟ କାମ କଲେ ଖସିଯିବ ମାଉସ୍‌

କେପ୍‌ ଟାଉନ୍‌: ଅଫିସ୍‌ରେ କାମର ଚାପ ବଢ଼ିବା କାରଣରୁ କର୍ମଜୀବୀ ବ୍ୟକ୍ତି ନିଜ ପରିବାରକୁ ସମୟ ଦେବାରୁ ବଞ୍ଚିତ ହେଉଛନ୍ତି। ଖାଲି ସେତିକି ନୁହେଁ ଓ୍ବାର୍କଲୋଡ୍‌ କାରଣରୁ ଶରୀରରେ ମଧ୍ୟ ଏହାର ନକାରାତ୍ମକ ପ୍ରଭାବ ପଡ଼ୁଥିବା ଯୋଗୁ ବହୁବିଧ ରୋଗରେ ଲୋକ…

୧୬୦ ଜନଜାତିଙ୍କୁ ମାନ୍ୟତା ଦିଅ

ଭୁବନେଶ୍ୱର,୧୮୯(ବ୍ୟୁରୋ): ଅନୁସୂଚିତ ଜନଜାତି ତାଲିକାରେ ରାଜ୍ୟର ୧୬୦ରୁ ଅଧିକ ଜନଜାତିଙ୍କୁ ସାମିଲ କରିବା ପ୍ରସ୍ତାବ ଦୀର୍ଘଦିନ ଧରି କେନ୍ଦ୍ର ନିକଟରେ ପଡ଼ିରହିଛି। ଏ ନେଇ ରାଜ୍ୟ ସରକାର ବାରମ୍ବାର କେନ୍ଦ୍ରକୁ ଅବଗତ କରିଆସୁଛନ୍ତି। ମାତ୍ର ସେଗୁଡ଼ିକୁ ବିଚାରକୁ ନିଆଯାଉନାହିଁ। ଏପରି କି…

୩୦ ଜିଲାରେ ୩୪ କାଗଜବିହୀନ କୋର୍ଟ

କଟକ ଅଫିସ, ୧୮।୯: ବିଚାର ବ୍ୟବସ୍ଥାର ପରିଚାଳନା ପାଇଁ ବୈଷୟିକ ଜ୍ଞାନକୌଶଳ ଅପରିହାର୍ଯ୍ୟ ହୋଇଛି। ମାମଲାର ତ୍ୱରିତ ଫଇସଲା ଦିଗରେ ଏହା ସହାୟକ ହେବ। ଓଡ଼ିଶା ହାଇକୋର୍ଟ (ଇ-ଇନିସିଏଟିଭ) ଅନ୍‌ଲାଇନ୍‌ ପ୍ରୟାସ ଭାରତୀୟ ବିଚାର ବ୍ୟବସ୍ଥାକୁ ନୂଆ ଦିଶା ଦେଖାଇଛି ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri