ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ଇନ୍ଦୋର,୪।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ମଙ୍ଗଳବାର ଇନ୍ଦୋରରେ ଖେଳାଯିବ। ତୃତୀୟ ଟି -୨୦ରେ ବିରାଟ କୋହଲିଙ୍କୁ ବିଶ୍ରାମ ଦିଆଯାଇପାରେ। ଏଭଳି ପରିସ୍ଥିତିରେ ଶ୍ରେୟସ ଆୟରଙ୍କୁ ଦଳରେ ସାମିଲ କରାଯିବାର…
ଶସ୍ତା ହୋଇପାରେ ଖାଇବା ତେଲ, ସୁନା, ରୁପା
ନୂଆଦିଲ୍ଲୀ,୪।୧୦: ଗତ କିଛି ଦିନ ହେବ ବିଶ୍ୱ ବଜାରରେ ମାନ୍ଦାବସ୍ଥା ଜାରି ରହିଥିବାରୁ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀର ଦର ହ୍ରାସ ପାଇଛି। ଫଳରେ ଆଗାମୀ ଦିନଗୁଡ଼ିକରେ ଭାରତୀୟ ବଜାରରେ ଖାଇବା ତେଲ ଏବଂ ସୁନା ଓ ରୁପା ମୂଲ୍ୟ ଶସ୍ତା ହୋଇପାରେ…
୫୭ ଲକ୍ଷ ବନ୍ୟା ପ୍ରପୀଡ଼ିତ ପାକିସ୍ତାନୀ ଗମ୍ଭୀର ଖାଦ୍ୟ ସଙ୍କଟର ସମ୍ମୁଖୀନ ହେବେ
ଇସ୍ଲାମାବାଦ,୪।୧୦: ପାକିସ୍ତାନରେ ପ୍ରଳୟଙ୍କରୀ ବନ୍ୟାରେ ବିପନ୍ନ ହୋଇଥିବା ୫୭ ଲକ୍ଷ ଲୋକ ଆଗାମୀ ୩ ମାସ ମଧ୍ୟରେ ଗୁରୁତର ଖାଦ୍ୟ ସଙ୍କଟର ସମ୍ମୁଖୀନ ହେବାକୁ ଯାଉଛନ୍ତି। ଏନେଇ ଜାତିସଂଘର ମାନବୀୟ ବ୍ୟାପାର ସମନ୍ବୟ କାର୍ଯ୍ୟାଳୟ (ଓସିଏଚ୍ଏ) ପକ୍ଷରୁ ସତର୍କ କରିଦିଆଯାଇଛି। ବନ୍ୟା…
ସ୍ଥିର ଅଛି ମୁଲାୟମଙ୍କ ସ୍ୱାସ୍ଥ୍ୟାବସ୍ଥା, ସିସିୟୁରେ ଚାଲିଛି ଚିକିତ୍ସା
ନୂଆଦିଲ୍ଲୀ,୪ ।୧୦: ସମାଜବାଦୀ ପାର୍ଟିର ସଂରକ୍ଷକ ମୁଲାୟମ ସିଂ ଯାଦବ ଏବେ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏବେ ତାଙ୍କର ସ୍ୱାସ୍ଥାବସ୍ଥା ଗୁରୁତର ଥିବା ବେଳେ ଡାକ୍ତିରି ଟିମ ତାଙ୍କ ସ୍ୱାସ୍ଥୃ ଉପରେ ନଜର ରଖିଛନ୍ତି । ମୁଲାୟମଙ୍କ…
ପ୍ରାୟଶ୍ଚିତ୍ତ ଦିବସ ୟୋମ୍ କିପ୍ପୁର
ଜେରୁଜେଲମ, ୪ା୧୦:ୟୋମ୍ କପ୍ପୁର ହେଉଛି ଇହୁଦୀମାନଙ୍କ ପ୍ରାୟଶ୍ଚିତ୍ତର ଦିନ। ହେବୁ୍ର୍ୟ କ୍ୟାଲେଣ୍ଡର ଅନୁସାରେ, ଚଳିତ ବର୍ଷ ଏହା ଅକ୍ଟୋବର ୪ ସନ୍ଧ୍ୟାରେ ଆରମ୍ଭ ହୋଇ ୫ ସନ୍ଧ୍ୟାରେ ଶେଷ ହେବ। ଏହି ୨୫ ଘଣ୍ଟା ମଧ୍ୟରେ ଇହୁଦୀ ଧର୍ମାବଲମ୍ବୀ ଉପବାସ କରି…
ଇରାନ ଦଙ୍ଗା ପଛରେ ଆମେରିକା
ତେହେରାନ୍, ୪ା୧୦:ହିଜାବ ନ ପିନ୍ଧିବାରୁ ଇରାନ ଧର୍ମୀୟ ବ୍ୟାପାର ପୋଲିସ ଅତ୍ୟାଚାରରେ ପ୍ରାଣ ହରାଇଥିବା ୨୨ ବର୍ଷୀୟା ମହସା ଅମିନିଙ୍କ ମୃତ୍ୟୁକୁ ନେଇ ଏହି ଦେଶ ଅଦ୍ୟାବଧି ସବୁଠୁ ବଡ଼ଧରଣର ଆନ୍ଦୋଳନ ଓ ସରକାର ବିରୋଧୀ ବିକ୍ଷୋଭ ଦେଖୁଛି। ୧୭ ଦିନ…
ପ୍ରେମିକ ପାଇଁ ଶିଶୁପୁତ୍ରକୁ ହତ୍ୟାକରି ପୋତିଦେଲେ ମା’
ପଟ୍ଟାମୁଣ୍ଡାଇ,୪ା୧୦(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତଗର୍ତ ଦିହୁଡିପୁର ପଞ୍ଚାୟତ ମାଟିଆପଡ଼ା ଗଁାରେ ଘଟିଛି ଏକ ହୃଦୟ ବିଦାରକ ଘଟଣା। ପ୍ରେମରେ ପାଗିଳୀ ହୋଇ ମା’ ପ୍ରେମିକ ସହ ମିଶି ରାସ୍ତାର କଣ୍ଟା ସାଜିଥିବା ୩ ବର୍ଷର ପୁଅକୁ ସବୁଦିନ ପାଇଁ ହଟାଇବା…
ଓ୍ବେବ୍ ସିରିଜ୍ରେ ଊର୍ମିଲା
ମୁମ୍ବାଇ: ବଲିଉଡ୍ର ଚୁଲ୍ବୁଲି ନାୟିକା ଭାବେ ଜଣାଯାଉଥିବା ଊର୍ମିଲା ମାତୋଣ୍ଡକର ଏବେ ଓ୍ବେବ୍ ସିରିଜ୍ରେ ନିଜ ଭାଗ୍ୟ ପରୀକ୍ଷା କରିବାକୁ ଯାଉଛନ୍ତି। ଏକ ଥ୍ରିଲର, ସସ୍ପେନ୍ସ ସିରିଜ୍ ତିଓ୍ବାରି ଜରିଆରେ ସେ ଓଟିଟି (ଓଭର୍ ଦ ଟପ୍) ପ୍ଲାଟଫର୍ମରେ ଡେବ୍ୟୁ କରିବାକୁ…
ଦୁର୍ଗାପୂଜାରେ ସାମିଲ ହେଲେ ନ୍ୟୁୟର୍କ ମେୟର ଏରିକ ଆଦମ୍ସ, କହିଲେ ଏହା ସମ୍ମାନର କଥା
ନ୍ୟୁୟର୍କ,୪ ।୧: ଭାରତ ସମେତ ସାରା ବିଶ୍ୱରେ ଦୁର୍ଗା ପୂଜା ପାଳନ କରାଯାଉଛି । ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ଥିମକୁ ନେଇ ପେଣ୍ଡାଲ ଲାଗିଛି । ଇତିମଧ୍ୟରେ ନ୍ୟୁୟର୍କ ସିଟିର ମେୟର ଏରିକ ଆଦମ୍ସ ଦୁର୍ଗାପୂଜା ସମାରୋହରେ ସାମିଲ ହୋଇଛନ୍ତି…
ଆନ୍ତଃରାଜ୍ୟ ପକେଟ୍ମାର୍ ଗ୍ୟାଙ୍ଗ୍ ଧରାପଡ଼ିଲା
ଭୁବନେଶ୍ବର,୪ା୧୦(ବ୍ୟୁରୋ):ଦୁର୍ଗାପୂଜା ଦେଖିବାକୁ ଯାଉଥିଲେ ସାବଧାନ। ସହରରେ ମାତିଛନ୍ତି ଏକାଧିକ ପକେଟ୍ମାର୍ ଗ୍ୟାଙ୍ଗ୍। ଭିଡ଼ ଭିତରେ ପକେଟରୁ, ବ୍ୟାଗ୍ରୁ ସବୁକିଛି ଲୁଟିନେଉଛନ୍ତି। ପିଲାଙ୍କଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତଙ୍କ ବେକରୁ ସୁୁନାଚେନ୍ ବି ଝାମ୍ପିନେଉଛନ୍ତି। ଟିକିଏ ସତର୍କ ନ ରହିଲେ ଏସବୁ ତ ହରାଇବେ,…
କଟକ ପାର୍ବଣର ନିଆରା ପରମ୍ପରା
ଐତିହାସିକ ସହର କଟକ ଦଶହରାର ସ୍ବତନ୍ତ୍ରତା ରହିଛି। ଏକଦା ଏଠାରେ ମୁଖ୍ୟ ଆକର୍ଷଣ ଥିଲା ଜରି ଓ ଚାନ୍ଦି ମେଢ। ଏବେ ବିଭିନ୍ନ ପୂଜା କମିଟି ମଧ୍ୟରେ ସୁନାମେଢ଼ ପାଇଁ ପ୍ରତିଯୋଗିତା ଦେଖାଦେଇଛି। ସେହିପରି ମାଛଭୋଗ, ଦହିପଖାଳ, ସିନ୍ଦୂରଖେଳ, କୁମାରୀ ପୂଜା…
ଅସ୍ତ୍ରୋପଚାର ନିଷ୍ଫଳ: ଅସୁସ୍ଥ ହାତୀର ଜୀବନ ଗଲା
ବାରିପଦା ଅଫିସ/ବେତନଟୀ, ୪ା୧୦(ସ୍ବ.ପ୍ର.):ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ମଶିଣାକାଟି ସଂରକ୍ଷିତ ଜଙ୍ଗଲରେ ସୋମବାର ଏକ ଅସୁସ୍ଥ ଦନ୍ତାହାତୀର ମୃତ୍ୟୁ ହୋଇଛି। ଓୟୁଏଟି ବିଶେଷଜ୍ଞଙ୍କ ଦ୍ୱାରା ଅସ୍ତ୍ରୋପଚାରର ୨୪ ଘଣ୍ଟା ନ ପୂରୁଣୁ ଉକ୍ତ ଦନ୍ତାର ମୃତ୍ୟୁ ହେବା ନେଇ ବିଭିନ୍ନ ମହଲରେ…
Archives


