୧୭ରେ ମୁଖ୍ୟମନ୍ତ୍ରୀଙ୍କ ହାଇଦ୍ରାବାଦ ଗସ୍ତ
ଭୁବନେଶ୍ବର, ୪ା୧୦(ବ୍ୟୁରୋ):ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଭୁବନେଶ୍ୱରରେ ‘ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ ୨୦୨୨ର ତୃତୀୟ ସଂସ୍କରଣ’ ଅନୁଷ୍ଠିତ ହେବ। ଏଥି ନିମନ୍ତେ ଚଳିତ ମାସ ୧୭ରେ ହାଇଦ୍ରାବାଦରେ ‘ଓଡ଼ିଶା ଇନ୍ଭେଷ୍ଟର୍ସ ମିଟ୍’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଫିକ୍କି ସହଯୋଗରେ…
ଦାଦନଙ୍କ ଗୋଡ଼, ହାତପାପୁଲି କାଟିଲେ ଦଲାଲ
ପାରଳାଖେମୁଣ୍ଡି,୪ା୧୦(ଡି.ଏନ୍.ଏ.):କିଛିବର୍ଷ ତଳେ କଳାହାଣ୍ଡି ଜିଲାର ଜଣେ ଦାଦନ ଶ୍ରମିକଙ୍କ ହାତ କାଟି ଦିଆଯାଇଥିଲା। ଗଜପତି ଜିଲା ଅଡ଼ବା ଥାନା କଲବା ଗାଁର ଶାଙ୍କ ମୁର୍ମୁଙ୍କ କ୍ଷେତ୍ରରେ ଏହାର ପୁନରାବୃତ୍ତି ହୋଇଛି। ଶାଙ୍କଙ୍କୁ ୪ ଜଣ ଦଲାଲ ଦାଦନ ଖଟିବାକୁ ଡାକି ନେଇ…
ପ୍ରଶାନ୍ତ କିଶୋରଙ୍କ ପଟକଥା ବୁଝିବାକୁ ହେଲେ କୌଣସି ରକେଟ ସାଇନ୍ସ ବୁଝିବା ଜରୁରୀ ନୁହେଁ: ମନୋଜ ଝା
ପାଟନା,୪ ।୧୦: ବିହାର ରାଜନୀତିରେ ଆଜିକାଲି କଥା କଟାକଟି ଯୋରସୋରରେ ଚାଲିଛି । ଶବ୍ଦର ଏହି ଯୁଦ୍ଧ ମଧ୍ୟରେ ରାଷ୍ଟ୍ରୀୟ ଜନତା ଦଳ ନେତା ମନୋଜ ଝା ବି ଏଣ୍ଟ୍ରି ମାରିଛନ୍ତି । ମନୋଜ ଝା ସୋମବାର ରାନୀତିର ଚାଣକ୍ୟ କୁହାଯାଉଥିବା…
ଭିଡିଓ ଶେୟାର କରି ସୋସିଆଲ ମିଡିଆ ଛାଡିଲେ ମୁନାୱର ଫାରୁକି
ମୁମ୍ବାଇ,୪ ।୧୦: ଷ୍ଟାଣ୍ଡଅପ୍ କମେଡି ଦୁନିଆରେ ମୁନାୱର ଫାରୁକିଙ୍କ ନାମ ବେଶ ଜଣାଶୁଣା । ତାଙ୍କର ନିଆରା ଅନ୍ଦାଜରେ ସେ ଲୋକଙ୍କୁ ଖୁବ୍ ହସାଇଥାଆନ୍ତି । କଙ୍ଗନା ରାନାୱତଙ୍କ ଟେଲିଭିଜନ ରିୟଲିଟି ଶୋ’ ‘ଲକ ଅପ୍’ରେ ସେ ନଜର ଆସିବା ପରେ…
ବର୍ଷା ପରେ ଦିଲ୍ଲୀରେ ୪ ଗୁଣା ବଢିଲା ଡେଙ୍ଗୁ ରୋଗୀଙ୍କ ସଂଖ୍ୟା, ଭାଙ୍ଗିଲା ୫ ବର୍ଷର ରେକର୍ଡ
ନୂଆଦିଲ୍ଲୀ,୪ ।୧୦: ଗତ ସପ୍ତାହରେ ଲଗାତାର ୪ ଦିନର ବର୍ଷା ପରେ ରାଜଧାନୀ ଦିଲ୍ଲୀରେ ବଢିଯାଇଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା । ଗତ ସପ୍ତାହ ତୁଳନାରେ ଚଳିତ ସପ୍ତାହରେ ଏଠାରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୪ ଗୁଣା ବୃଦ୍ଧି ପାଇଛି ।…
ଓଟିଟିରେ ଡେବ୍ୟୁ କରିବେ ଊର୍ମିଲା
ମୁମ୍ବାଇ:ବଲିଉଡ୍ର ଚୁଲ୍ବୁଲି ନାୟିକା ଭାବେ ଜଣାଯାଉଥିବା ଊର୍ମିଲା ମାତୋଣ୍ଡକର ଏବେ ଓ୍ବେବ୍ ସିରିଜ୍ରେ ନଜର ଆସିବେ। ଏକ ଥ୍ରିଲର, ସସ୍ପେନ୍ସ ସିରିଜ୍ ତିଓ୍ବାରି ଜରିଆରେ ସେ ଓଟିଟି (ଓଭର୍ ଦ ଟପ୍) ପ୍ଲାଟଫର୍ମରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏକ ମା’ ଝିଅଙ୍କ…
‘କ୍ଷମା ମାଗୁ କଂଗ୍ରେସ’
ମାଣ୍ଡ୍ୟା,୩।୧୦: ‘କର୍ନାଟକ ପତାକା’ରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଫଟୋକୁ ନେଇ ଉତ୍ତେଜନା ଦେଖାଦେଇଛି। କନ୍ନଡ଼ ସପକ୍ଷବାଦୀ ଗୋଷ୍ଠୀ ଏହା ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଏଥିପାଇଁ କଂଗ୍ରେସ ତୁରନ୍ତ କ୍ଷମା ମାଗୁ ବୋଲି ସେମାନେ ଦାବି କରିଛନ୍ତି। କଂଗ୍ରେସର…
୫କଂଗ୍ରେସ ନେତାଙ୍କୁ ଇଡିର ସମନ
ନୂଆଦିଲ୍ଲୀ,୩।୧୦: ନ୍ୟାସନାଲ ହେରାଲ୍ଡ ମାମଲାରେ ପଚରାଉଚରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସୋମବାର ୫ଜଣ କଂଗ୍ରେସ ନେତାଙ୍କୁ ସମନ ପଠାଇଛି। ସମନ ପଠାଯାଇଥିବା ନେତାଙ୍କ ମଧ୍ୟରେ ଅଞ୍ଜନ କୁମାର, ମହମ୍ମଦ ଅଲି ଶବୀର, ଗୀତା ରେଡ୍ଡୀ, ସୁଦର୍ଶନ ରେଡ୍ଡୀ ଏବଂ ଗଲି ଅନିଲ…
ଟି-୨୦ ଓ୍ବାଲ୍ଡ କପ୍ରେ ଭାରତକୁ ବଡ଼ ଝଟ୍କା: ଟୁର୍ନାମେଣ୍ଟରୁ ବାଦ୍ ପଡ଼ିଲେ ବୁମରା
ନୂଆଦିଲ୍ଲୀ,୩।୧୦: ୨ସପ୍ତାହ ପରେ ହେବାକୁ ଥିବା ଟି-୨୦ ଓ୍ବାଲ୍ଡ କପ୍ରେ ଭାରତୀୟ ଟିମ୍କୁ ଏକ ବଡ଼ ଝଟ୍କା ଲାଗିଛି। ଭାରତୀୟ ଟିମ୍ରୁ ଅନୁଭବୀ ଦ୍ରୁତ ବୋଲର ଜସପ୍ରୀତ ବୁମରାଙ୍କୁ ଓ୍ବାଲ୍ଡ କପ୍ରୁ ବାହାର କରାଯାଇଛି। ଲଗାତର ପିଠିରେ ଯନ୍ତ୍ରଣା ଅନୁଭବ କରୁଥିବାରୁ…
ଜଳପ୍ରପାତରେ ସେଲ୍ଫି ନେଲା ଜୀବନ: ୨ ଦିନ ପରେ ମିଳିଲା ମୃତଦେହ
ପାରଳାଖେମୁଣ୍ଡି,୩ା୧୦(ଡି.ଏନ୍.ଏ.)-ରାୟଗଡ ବ୍ଲକ ଅନ୍ତର୍ଗତ ରଘୁନାଥପୁର ନିକଟରେ ଥିବା ଗୁଦ୍ଗୁଦା ଜଳପ୍ରପାତରେ ସେଲ୍ଫି ନେବା ବେଳେ ପୁଣି ଜଣେ ଯୁବକଙ୍କ ଜୀବନ ଯାଇଛି। ମାସକ ମଧ୍ୟରେ ଏହା ଦ୍ୱିତୀୟ ଘଟଣା। ଗତ ଶନିବାର ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ଜିଲା ପୁରୁଣାପାଟଣା ଗ୍ରାମାଞ୍ଚଳର ୪ ଜଣ…
ପିଏମ୍ଏଲ୍-ଏନ୍ ନେତାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଇସ୍ଲାମାବାଦ,୩।୧୦: ପାକିସ୍ତାନର ମୁସଲିମ୍ ଲିଗ୍-ନଓ୍ବାଜ (ପିଏମ୍ଏଲ୍-ଏନ୍) ନେତା ତଥା ନୱାଜ ସରିଫଙ୍କ ଝିଅ ମରିୟମ ନୱାଜ ସରିଫଙ୍କୁ ଆଶ୍ୱସ୍ତି ମିଳିଛି। ସୋମବାର ଲାହୋର ହାଇକୋର୍ଟ ପିଏମ୍ଏଲ୍-ଏନ୍ ନେତା ମରିୟମ୍ଙ୍କ ଆବେଦନର ଶୁଣାଣି କରି ପାସପୋର୍ଟ ଫେରସ୍ତ ପାଇଁ ରାୟ ଶୁଣାଇଛନ୍ତି। ପ୍ରଧାନ…
ବିଜେଡିରେ ଯୋଗଦେଲେ କଂଗ୍ରେସର ଏନ୍ଏସି କାର୍ଯ୍ୟକାରୀ ସଭାପତି
ଚାନ୍ଦବାଲି, ୩।୧୦(ଡି.ଏନ.ଏ.)-ବିଜେଡି ପକ୍ଷରୁ ଚାଲିଥିବା ଜନସମ୍ପର୍କ ପଦଯାତ୍ରା ଅବସରରେ ଭଦ୍ରକ ଜିଲା ଚାନ୍ଦବାଲି କଂଗ୍ରେସ ଏନ୍ଏସିର କାର୍ଯ୍ୟକାରୀ ସଭାପତି ମହମ୍ମଦ ମଞ୍ଜର ବିଜେଡିରେ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ ଜନକଲ୍ୟାଣକାରୀ ଯୋଜନା ଓ ଚାନ୍ଦବାଲିି ବିଧାୟକ ଡ. ବ୍ୟୋମକେଶ…
Archives


