Home Left

ଦାୟିତ୍ୱ ନେଉ ନେଉ ଶିବ କୁମାରଙ୍କୁ ଶକ୍ତ ଧକ୍କା, ଅସନ୍ତୁଷ୍ଟ ମନ୍ତ୍ରୀଙ୍କ…

ବେଙ୍ଗାଲୁରୁ,୫।୬: କର୍ନାଟକ କ୍ୟାବିନେଟରେ ବିଭାଗ ବଣ୍ଟନ ପରେ କଂଗ୍ରେସ ସରକାର ଭିତରେ ଅସନ୍ତୋଷ ଖୋଲାଖୋଲି ଭାବରେ ଦେଖାଦେଇଛି। ବରିଷ୍ଠ ନେତା ରାମଲିଙ୍ଗା ରେଡ୍ଡୀ ଶୁକ୍ରବାର ମନ୍ତ୍ରୀ ପଦରୁ ଇସ୍ତଫା ଦେବା ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ତାଙ୍କୁ ପ୍ରତିଶ୍ରୁତି ଦିଆଯାଇଥିବା…

ମାତ୍ର ୧୫ ବର୍ଷ? ବୈଭବଙ୍କ ବୟସ ଦେଖି ତାଜୁବ ହେଲେ କୃଣାଲ ପାଣ୍ଡ୍ୟା, କହିଲେ ଏମିତି କଥା କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ,୫।୬: ବୈଭବ ସୂର୍ଯ୍ୟବଂଶୀ IPL ୨୦୨୬ରେ MVP (ମୋଷ୍ଟ ଭାଲ୍ୟୁଏବଲ ପ୍ଲେୟାର) ରହିଛନ୍ତି, ଯିଏ ଅରେଞ୍ଜ କ୍ୟାପ ସହିତ ଆହୁରି ଅନେକ ପୁରସ୍କାର ମଧ୍ୟ ଜିତିଛନ୍ତି। ପ୍ରଥମ ବଲ୍‌ରୁ ହିଁ ବଡ଼ ସଟ ଖେଳିବାର କ୍ଷମତା ତାଙ୍କୁ ସ୍ବତନ୍ତ୍ର କରିଥାଏ, ଏବଂ…

ଇରାନ ପରେ ଟ୍ରମ୍ପଙ୍କ ଟାର୍ଗେଟ୍‌ରେ ଏହି ଦେଶ; ରାଷ୍ଟ୍ରପତିଙ୍କ ଉପରେ ଲଗାଇଲେ ପ୍ରତିବନ୍ଧକ, ଭୟରେ ଛାନିଆ

ଓ୍‌ବାଶିଂଟନ୍‌ , ୫।୬: ଇରାନ ସହିତ ଶାନ୍ତି ଚୁକ୍ତିକୁ ଚୂଡ଼ାନ୍ତ ରୂପ ଦେବାରେ ବ୍ୟସ୍ତ ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ପରବର୍ତ୍ତୀ ମିଶନ ବିଷୟରେ ମଧ୍ୟ ସୂଚନା ଦେଇଛନ୍ତି। ୟୁଏସ ପ୍ରେସିଡେଣ୍ଟଙ୍କ ପରବର୍ତ୍ତୀ ଟାର୍ଗେଟ୍‌ରେ କ୍ୟୁବା ରହିଛି। ଗୁରୁବାର…

ମମତାଙ୍କୁ ମିଳିଲା ବଡ଼ ଅଫର୍‌: ଯାହାକୁ ଦଳରୁ ବିଦା କରିଥିଲେ, ସେ ହିଁ ଦେଲେ ଆଶ୍ୱାସନା

କୋଲକାତା,୫।୬: ପଶ୍ଚିମବଙ୍ଗରୁ ତୃଣମୂଳ କଂଗ୍ରେସ ସରକାର ହଟିବା ପରେ ଦଳରେ ଫାଟ ଦେଖାଦେଇଛି। ଅନେକ ନେତା ଦଳ ଛାଡୁଛନ୍ତି। ଦଳର ସୁପ୍ରିମୋ ମମନା ବାନାର୍ଜୀ ଏନେଇ ବେଶ୍‌ ଚିନ୍ତିତ ଅଛନ୍ତି। ଏହି ସମୟରେ ମମତାଙ୍କୁ ଏକ ବଡ଼ ଅଫର୍‌ ମିଳିଛି। ତୃଣମୂଳ…

ଆଜି ବିଶ୍ବ ପରିବେଶ ଦିବସ: ସବୁଜ ଯୋଦ୍ଧାଙ୍କୁ ନେଇ ‘ଧରିତ୍ରୀ’ର ସ୍ବତନ୍ତ୍ର ଉପସ୍ଥାପନା

ଗଛ କଟା, ପ୍ରଦୂଷଣ, ଜଳ ସଙ୍କଟ ଓ ବିଶ୍ୱ ତାପମାତ୍ରା ବୃଦ୍ଧି ମଣିଷ ଏବଂ ପ୍ରକୃତି ପାଇଁ ଗମ୍ଭୀର ବିପଦ ସୃଷ୍ଟି କରୁଥିବାବେଳେ ପରିବେଶ ସୁରକ୍ଷା ଏବେ ସମସ୍ତଙ୍କ ପାଇଁ ଜରୁରୀ ଆବଶ୍ୟକତା ହୋଇପଡ଼ିଛି। ଏହି କ୍ଷେତ୍ରରେ ପରିବେଶକର୍ମୀମାନଙ୍କ ଭୂମିକା ଅତ୍ୟନ୍ତ…

ପରଲୋକରେ ବରିଷ୍ଠ ଆଇନଜୀବୀ, ହଠାତ୍‌ ବିଳମ୍ବିତ ରାତିରେ…

କେନ୍ଦୁଝର,୫।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ ଆଇନଜୀବୀ ତଥା ଜିଲା ଓକିଲ ସଂଘର ପୂର୍ବତନ ସଭାପତି ବିଭୂତି ଭୂଷଣ ପ୍ରଧାନଙ୍କ ଗତ କାଲି ବିଳମ୍ବିତ ରାତିରେ ଦେହାନ୍ତ ହୋଇଯାଇଛି। ରାତି ପ୍ରାୟ ୨ ଟାରେ ତାଙ୍କ କେନ୍ଦୁଝର ସହର ବାସଭବନରେ ଦୀର୍ଘ…

ତୁମେ ପାଗଳ ହୋଇଯାଇଛ…ଟ୍ରମ୍ପଙ୍କ ଭର୍ତ୍ସନା ପରେ ପ୍ରଥମ ଥର ମୁହଁ ଖୋଲିଲେ ନେତାନ୍ୟାହୁ, ସକାଳର ଝଗଡ଼ା…

ଜେରୁଜେଲମ,୫।୬: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନରେ ବାର୍ତ୍ତାଳପ ନେଇ ପ୍ରଥମ ଥର ପ୍ରତିକ୍ରିୟା ଦେଇଛନ୍ତି । ସେ ମନ୍ତବ୍ୟ ଦେଇଥିଲେ ଯେ ପରିବାର ମଧ୍ୟରେ ପ୍ରାୟତଃ ମତଭେଦ ସୃଷ୍ଟି ହୁଏ, କିନ୍ତୁ ଶେଷରେ…

ବିଦ୍ୟୁତ୍‌ ବିଭାଗର ଟାଳଟୁଳ ନୀତି, ସେବାରୁ ବଞ୍ଚିତ ଗ୍ରାମବାସୀ

ଅତାବିରା,୫ା୬(ଯୁଧିଷ୍ଠିର ମହାପାତ୍ର):ଗ୍ରୀଷ୍ମ ସମୟରେ ବିଦ୍ୟୁତ କାଟ ହେବ ନାହିଁ ବୋଲି ସରକାର କହୁଥିବା ବେଳେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି ବରଗଡ ଜିଲା ସରଣ୍ଡା ଅଞ୍ଚଳରେ l ସରଣ୍ଡାରେ ବାରମ୍ବାର ବିଦ୍ୟୁତ ସରବରାହ ବିଚ୍ଛିନ୍ନ ହେଉଛି। ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ…

ପୌରାଣିକ ନାଟକରେ ଆପତ୍ତିଜନକ ଅଭିନୟ; ଦୁଇ ଟ୍ରାନ୍ସଜେଣ୍ଡର ଗୋଷ୍ଠୀ ମଧ୍ୟରେ ଖଣ୍ଡଯୁଦ୍ଧ, ଥାନାରେ ମାମଲା

ଦିଗପହଣ୍ଡି,୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମରେ ମା ‘ ସୁବର୍ଣ୍ଣରେଖା ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ମହୋତ୍ସବ ଗତ ମେ ୧୨ ତାରିଖରେ ଉଦଯାପିତ ହୋଇଥିଲା। ଯାତ୍ରାରେ ନାଟକ ପରିବେଷଣ ଅଧାରେ ବନ୍ଦ ରହିଥିବାରୁ ଗତ ମଙ୍ଗଳବାର…

ଅବୈଧ ଧାନ ମହଜୁଦ ରଖିଥିଲେ ସୁରେଶ: ଜବତ କଲେ ଅଧିକାରୀ

ନୂଆପଡ଼ା,୫ା୬ (ମକାରୁ ବେମାଲ):ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶଙ୍କ ନିର୍ଦ୍ଦେଶରେ ଧାନର ଅବୈଧ ମହଜୁଦ ଓ ଆନ୍ତଃ ରାଜ୍ୟ ଚୋରା ଚାଲାଣ ବିରୋଧରେ ଜିଲା ପ୍ରଶାସନ ପକ୍ଷରୁ ଯାଞ୍ଚ ଜାରି ରହିଛି। ଏହି କ୍ରମରେ ଦୁଇଟି ପୃଥକ୍‌ ଘଟଣାରେ ମୋଟ ୪୬.୩୦ କୁଇଣ୍ଟାଲ…

ଦୀର୍ଘକାଳୀନ ଶକ୍ତି ଭାଗୀଦାରି ନେଇ ଭାରତ, ଭେନେଜୁଏଲା ସଙ୍କଳ୍ପବଦ୍ଧ

ନୂଆଦିଲ୍ଲୀ,୫।୬(ପି.ଟି.): ଭାରତ ଓ ଭେନେଜୁଏଲା ନିଜର ଆବଶ୍ୟକତାକୁ ପୂରଣ କରିବା ଲାଗି ଏକ ଦୀର୍ଘକାଳୀନ ଶକ୍ତି ଭାଗୀଦାରି ଗଠନ କରିବାକୁ ଗୁରୁବାର ସଂକଳ୍ପବଦ୍ଧ ହୋଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭେନେଜୁଏଲାର କାର୍ଯ୍ୟକାରୀ ରାଷ୍ଟ୍ରପତି ଡେଲ୍‌ସି ରୋଡ୍ରିଗେଜ୍‌ଙ୍କ ମଧ୍ୟରେ ଏ…

ଲୋକ ସଭାରେ କଂଗ୍ରେସଠାରୁ ଅଲଗା ବସିବ ଡିଏମ୍‌କେ, ମିଳିଲା ସଂସଦୀୟ ସଚିବାଳୟର ମଞ୍ଜୁରୀ

ନୂଆଦିଲ୍ଲୀ,୫।୬(ପି.ଟି.):ଦୀର୍ଘ ଦିନର ସହଯୋଗୀ କଂଗ୍ରେସ ସହ ସମ୍ପର୍କ ଛିନ୍ନ ହେବା ପରେ ଲୋକ ସଭାରେ କଂଗ୍ରେସ ଏମ୍‌ପିମାନଙ୍କଠାରୁ ଅଲଗା ଆସନରେ ବସିବା ପାଇଁ ଡିଏମ୍‌କେକୁ ସଂସଦୀୟ ସଚିବାଳୟ ପକ୍ଷରୁ ଅନୁମତି ମିଳିଛି । ତାମିଲନାଡୁରେ ଟିଭିକେ ସରକାରରେ କଂଗ୍ରେସ ସାମିଲ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?