ଜଣେ ବ୍ୟକ୍ତି ଗୋଟିଏ ପଦ ନିୟାନୁସାରେ ଏହି ପଦରୁ ଇସ୍ତଫା ଦେଲେ ଥରୁର
ନୂଆଦିଲ୍ଲୀ,୩।୧୦: କଂଗ୍ରେସ ଅଧ୍ୟକ୍ଷ ପଦର ପ୍ରାର୍ଥୀ ଶଶି ଥରୁର ଦଳ ସହ ଜଡିତ ଏକ ସଂଗଠନ ଅଲ୍ ଇଣ୍ଡିଆ ପ୍ରଫେସନାଲ କଂଗ୍ରେସର ମୁଖ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଦଳରେ ଜଣେ ବ୍ୟକ୍ତି, ଗୋଟିଏ ପଦ ନୀତି ଅନୁସାରେ ସେ ଏହି ଦାୟିତ୍ୱ…
ସିସିୟୁକୁ ସ୍ଥାନାନ୍ତର ହେଲେ ମୁଲାୟମ ସିଂ ଯାଦବ
ଲକ୍ଷ୍ନୌ,୩।୧୦: ବରିଷ୍ଠ ସମାଜବାଦୀ ପାର୍ଟି ନେତା ତଥା ପୂର୍ବତନ ୟୁପି ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କୁ କ୍ରିଟିକାଲ କେୟାର ୟୁନିଟ (ସିସିୟୁ)କୁ ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ରହିଛି । ବିଶେଷଜ୍ଞ ଦଳ ସେମାନଙ୍କୁ ଚିକିତ୍ସା କରୁଛନ୍ତି। ଅକ୍ଟୋବର…
ଏଣିକି ଏମ୍ସରେ ନିଶୁଳ୍କରେ ହୋଇପାରିବ ପଞ୍ଜୀକରଣ
ନୂଆଦିଲ୍ଲୀ,୩।୧୦: ଏମ୍ସରେ ଚିକିତ୍ସିତ ହେଉଥିବା ରୋଗୀଙ୍କ ପାଇଁ ଏକ ଖୁସି ଖବର। ଏଣିକି ଏମ୍ସର ଓପିଡି ସେବା ପାଇବା ପାଇଁ ପଞ୍ଜୀକରଣ ଫର୍ମ ଲାଗି ଶୁଳ୍କ ଆଉ ଦେବାକୁ ପଡ଼ିବନି। ନିଶୁଳ୍କରେ ରୋଗୀ ଫର୍ମ ପଞ୍ଜୀକରଣ କରିପାରିବେ। ନଭେମ୍ବର ୧ରୁ ଏହି…
ଲଘୁଚାପ କ୍ଷେତ୍ର ସୃଷ୍ଟି
ଭୁବନେଶ୍ୱର,୩।୧୦(ବ୍ୟୁରୋ): ପଶ୍ଚିମକେନ୍ଦ୍ରୀୟ ପାଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…
ପୁଣି ହେମନ୍ତ ସୋରେନଙ୍କ ବଢିଲା ଅଡ଼ୁଆ
ରାଞ୍ଚି,୩।୧୦: ଖଣି ଦୁର୍ନୀତିର ମୁଖ୍ୟ ଅଭିଯୁକ୍ତ ପଙ୍କଜ ମିଶ୍ରଙ୍କ ଘରୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ(ଇଡି) ଚଢାଉ ବେଳେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବ୍ୟାଙ୍କ ପାସବୁକ ଏବଂ ତାଙ୍କ ସ୍ବାକ୍ଷର ଥିବା ଏକ ଚେକ୍ ବୁକ୍ ମିଳିଛି। ଇଡି ବ୍ୟାଙ୍କ ପାସବୁକ ଏବଂ…
ନଭେମ୍ବର ୩ରେ ହେବ ଧାମନଗର ଉପନିର୍ବାଚନ
ଭୁବନେଶ୍ୱର,୩।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ନଭେମ୍ବର ୩ରେ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ସୋମବାର ଘୋଷଣା କରାଯାଇଛି। ଅକ୍ଟୋବର ୭ରେ ଏହାକୁ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ସୂଚନା ଅନୁଯାୟୀ, ଅକ୍ଟୋବର ୧୪ ଯାଏ ନାମାଙ୍କନ ଦାଖଲ କରିପାରିବେ…
ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତି ଗିରଫ
ମୁମ୍ବାଇ,୩।୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି। ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭୀସ ସୋମବାର ଏହି ସୂଚନା ଦେଇଛନ୍ତି। ତେବେ ସେ ଅଭିଯୁକ୍ତଙ୍କ ବିଷୟରେ କୌଣସି ସୂଚନା ଶେୟାର କରିନାହାଁନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ…
ଛତର ଯାତ୍ରାରେ ରକ୍ତରଞ୍ଜିତ ହେଲା ରାଜପଥ
ଭବାନୀପାଟଣା,୩।୧୦(ସ୍ବ.ପ୍ର.): କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ସୋମବାର ଭବାନୀପାଟଣାରେ ମହାସମାରୋହରେ ଅନୁଷ୍ଠିତ ହୋଇଛି। ଭୋର ୫ଟାରୁ ମା’ଙ୍କ ଛତର ଜେନାଖାଲରୁ ବାହାରି ମନ୍ଦିର ଅଭିମୁଖେ ଅଛନ୍ତି। ଗତ ୨ବର୍ଷ ଧରି କରୋନା କଟକଣା ଯୋଗୁ ବିନା…
ପ୍ରେମ ପାଇଁ ପ୍ରେମିକଙ୍କ ଗଲା ଜୀବନ
ରାଉରକେଲା ଅଫିସ,୩।୧୦: ପ୍ରେମ ପାଇଁ ପ୍ରେମିକଙ୍କୁ ହତ୍ୟା କରି ଏକ କୋଇଲା ବୋଝେଇ ଟ୍ରେନ ବଗିରେ ଫିଙ୍ଗି ଦିଆଯାଇଥିବା ଅଭିଯୋଗରେ ରାଉରକେଲା ପ୍ଲାଣ୍ଟସାଇଟ୍ ପୋଲିସ ୬ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଫଟାପାଇପ୍ ଅଞ୍ଚଳର ମୂଳବାସିନ୍ଦା ତଥା ଶିବଶଙ୍କର ନଗରରେ…
୧୪ ବର୍ଷରେ ତୁଳସୀନଗରପଡ଼ା ଦୁର୍ଗାପୂଜା
ବଲାଙ୍ଗୀର ଅଫିସ, ୩ା୧୦: ବଲାଙ୍ଗୀର ତୁଳସୀନଗରପଡା ସାର୍ବଜନୀନ ଦୁର୍ଗାପୂଜା ଚଳିତବର୍ଷ ୧୪ ବର୍ଷରେ ପଦାର୍ପଣ କରିଛି। ତୁଳସୀନଗର ଦୁର୍ଗାପୂଜା କମିଟି ପକ୍ଷରୁ ତିନିଦିନାତ୍ମକ ଦୁର୍ଗାପୂଜା ଆରମ୍ଭ ହୋଇଛି। ଶନିବାର କମିଟି ପକ୍ଷରୁ କଳସ ଶୋଭାଯାତ୍ରା କରାଯାଇଥିଲା। କମିଟି ପକ୍ଷରୁ ନାରାୟଣ ମିଶ୍ର…
ଅସ୍ତ୍ରୋପଚାରର ୨୪ ଘଣ୍ଟା ନ ପୂରୁଣୁ ଆଖିବୁଜିଲା ଅସୁସ୍ଥ ଦନ୍ତା
ବାରିପଦା ଅଫିସ,୩ା୧୦: ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ମସିଣାକାଟି ସଂରକ୍ଷିତ ଜଙ୍ଗଲରେ ଅଟକି ରହିଥିବା ଅସୁସ୍ଥ ଦନ୍ତାହାତୀର ଅସ୍ତ୍ରୋପଚାର କରିବାର ୨୪ ଘଣ୍ଟା ନ ପୂରୁଣୁ ମୃତ୍ୟୁ ଘଟିଛି। ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ସୋମବାର ସକାଳେ ଦନ୍ତାର ମୃତଦେହ ଉଦ୍ଧାର…
ନିଆରା ଉଦାହରଣ ସୃଷ୍ଟି କରିଛି ସାପ-ମଣିଷ ସମ୍ପର୍କ
ମାଲକାନଗିରି, ୩ା୧୦(ଡି.ଏନ.ଏ.): ସମ୍ପର୍କ କେବଳ ବାପ ପୁଅ, ମାଆ ଝିଅ ଓ ଝିଅପୁଅଙ୍କ ମଧ୍ୟରେ ହୋଇ ନ ଥାଏ। ପଶୁ, ପକ୍ଷୀ ଓ ସରିସୃପଙ୍କ ମଧ୍ୟରେ ବି ଗଢି ଉଠିଥାଏ। ମାଳକାନଗିରି ଜିଲାରେ ସାପ ମଣିଷ ମଧ୍ୟରେ ଗଢି ଉଠିଥିବା ପ୍ରେମ…
Archives


