Home Left

୬ ରାଜ୍ୟର ୭ ବିଧାନସଭା ଆସନ ପାଇଁ ୩ ନଭେମ୍ବରରେ ହେବ ଉପ ନିର୍ବାଚନ, ୬ ନଭେମ୍ବରରେ ଫଳାଫଳ

ନୂଆଦିଲ୍ଲୀ,୩ ।୧୦: ଦେଶର ୬ଟି ରାଜ୍ୟର ୭ଟି ବିଧାନସଭା ଆସନ ପାଇଁ ଉପନିର୍ବାଚନର ତାରିଖ ସ୍ଥିର ହୋଇଛି । ହରିୟାଣା, ଉତ୍ତର ପ୍ରଦେଶ, ବିହାର, ମହାରାଷ୍ଟ୍ର ତେଲେଙ୍ଗାନା ଓ ଓଡ଼ିଶାର ୭ ବିଧାନସଭା ଆସନ ଲାଗି ଉପନିର୍ବାଚନ କରାଯିବ । ନଭେମ୍ବର…

ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା: ଶହଶହ ବଳି

ଭବାନୀପାଟଣା,୩।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ଭବାନୀପାଟଣା ଜେନାଖାଲରୁ ଛତର ଉଠିବା ପରେ ସହରର ମୁଖ୍ୟ ରାସ୍ତାରେ ଶହଶହ କୁକ ବୋଦା ଓ ଛେଳି ବଳି ପଡିଛି। ଏତେ ସଂଖ୍ୟାରେ…

ନାକରୁ ବାହାରୁଥିଲା ଧାର ଧାର ରକ୍ତ, ପଡିଆ ଛାଡିଲେନି ହିଟ୍‌ମ୍ୟାନ୍‌

ଗୁଆହାଟୀ,୩।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଭାରତ ୨-୦ ଅଗ୍ରଣୀ ହାସଲ କରିଛି। ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ୨୩୭ ରନ କରିଥିଲା। ଏହାର ଜବାବରେ ଦକ୍ଷିଣ ଆଫ୍ରିକା କେବଳ ୨୨୧ ରନ ସ୍କୋର କରି…

ଏଟିଏମ୍‌ରୁ ଲକ୍ଷାଧିକ ଟଙ୍କା ଲୁଟ୍‌

ଢେଙ୍କାନାଳ ଅଫିସ୍‌,୩।୧୦: ଢେଙ୍କାନାଳ ଜିଲା ଗଁନ୍ଦିଆ ଥାନା ଅନ୍ତର୍ଗତ ବରପଦାଠାରେ ଏସବିଆଇ ଏଟିଏମରୁ ଲୁଟ ହୋଇଛି। ରବିବାର ବିଳମ୍ବିତ ରାତିରେ ଏହି ଲୁଟ ହୋଇଛି। ଏଟିଏମ୍‌ରେ ଟଙ୍କା ଭର୍ତ୍ତି ଥିଲା ବୋଲି ଜଣାପଡିଛି। ଏଟିଏମଟି ବରପଦା ଶ୍ରୀରାମଚନ୍ଦ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର…

ଲାଇଭ୍‌ ମ୍ୟାଚ୍‌ ସମୟରେ ହଠାତ୍‌ ପଡ଼ିଆକୁ ଆସିଲା ବିଷଧର ସାପ, ଦେଖନ୍ତୁ ଭିଡିଓ

ଗୁଆହାଟୀ,୩।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଘରୋଇ ଦଳ ୧୬ ରନ୍‌ରେ ବିଜୟ ହାସଲ କରିଛି। ଏହି ବିଜୟ ସହ ଭାରତ ସିରିଜ୍‌କୁ ମଧ୍ୟ କବ୍‌ଜା କରିଛି। ଏହି…

କୋହଲିଙ୍କ ‘ବିରାଟ’ ରେକର୍ଡ: ପ୍ରଥମ ଭାରତୀୟ ଭାବେ…

ଗୁଆହାଟୀ,୩।୧୦: ଭାରତୀୟ ଦଳର ତାରକା ବ୍ୟାଟ୍ସମ୍ୟାନ ତଥା ପୂର୍ବତନ ଅଧିନାୟକ ବିରାଟ କୋହଲି ପୁଣି ଏକ ରେକର୍ଡ କରିଛନ୍ତି। ଏସିଆ କପ ୨୦୨୨ରୁ ଫର୍ମକୁ ଫେରିଥିବା ବିରାଟ କୋହଲି କ୍ରମାଗତ ଭାବରେ ଚମତ୍କାର ଇନିଂସ ଖେଳିଆସୁଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା…

ନୂଆ କାର୍‌ କିଣିଲେ କରୀନା, ଦାମ୍‌ ଜାଣିଲେ…

ବଲିଉଡ ଅଭିନେତ୍ରୀ କରୀନା କପୁର ବିଳାସପୂର୍ଣ୍ଣ ଜୀବନ ଶୈଳୀ ପାଇଁ ଚର୍ଚ୍ଚାରେ ରହିଛନ୍ତି। ସେ ନିଜ ସଉକ ପୂରଣ କରିବା ପାଇଁ କୌଣସି ସୁଯୋଗ ହାତଛଡା କରନ୍ତି ନାହିଁ। ବେବୋ ନୂଆ ଡିଜାଇନ୍‌ର କାର୍‌ କିଣିବାକୁ ଭଲ ପାଆନ୍ତି। ନିକଟରେ ସେ…

ମନ ମୋହୁଛି ‘ଥାଇଲାଣ୍ଡ ବୁଦ୍ଧ ମନ୍ଦିର’ ତୋରଣ

ମୋରଡ଼ା,୩ା୧୦(ଡି.ଏନ୍‌.ଏ): ପାର୍ବଣ ଋତୁ ଆରମ୍ଭ ହୋଇସାରିଛି। ସାରା ରାଜ୍ୟରେ ଏବେ ଉତ୍ସବର ମାହୋଲ। ଏଥିରୁ ବାଦ ପଡ଼ି ନାହାନ୍ତି ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ବିଭିନ୍ନ ପୂଜା କିମିଟି। କରୋନା ପାଇଁ ଦୁଇ ବର୍ଷ ଧରି ପୂଜା କଟକଣାରେ ପାଳନ ହୋଇଥିବା…

ଦଶହରାରେ ଦହିପଖାଳ, ଶାଗଭଜା

ଭଦ୍ରକ ଅଫିସ,୩।୧୦: ଶାରଦୀୟ ଦୁର୍ଗାପୂଜା ପାଇଁ ସବୁଠି ଉତ୍ସବମୁଖର। କୋଭିଡ୍‌ ପାଇଁ ଦୁଇବର୍ଷ ଧରି ବନ୍ଦ ରହିବା ପରେ ଏଥର ପୂଜା ଧୁମ୍‌ଧାମ୍‌ରେ ପାଳନକୁ ନେଇ ସମସ୍ତେ ବେଶ୍‌ ଉତ୍ସାହ ଅଛନ୍ତି। ଭଦ୍ରକ ସହରର ସାଳନ୍ଦୀ ବାଇପାସ୍‌ଠାରେ ସାର୍ବଜନୀନ ଦୁର୍ଗାପୂଜା ଚଳିତବର୍ଷ…

କେନ୍ଦ୍ରାପଡ଼ାରେ ଚକ୍ରାକାର ଧଳା ମାଛିର ଆତଙ୍କ

କେନ୍ଦ୍ରାପଡ଼ା ଅଫିସ, ୩ା୧୦: ପ୍ରଥମେ ନଡ଼ିଆ ଗଛ ପତ୍ରରେ ଧଳା ଫିମ୍ପି ଦେଖା ଦେଉଥିଲା। ଏବେ କଦଳୀ ଗଛରୁ ଆରମ୍ଭ କରି ପନିପରିବା ଗଛରେ ଏହି ରୋଗ ଦେଖାଯାଇଛି। ଧଳା ଫିମ୍ପି ଗଛକୁ ଦୁର୍ବଳ କରୁଥିବା ବେଳେ ଉତ୍ପାଦକୁ କମ୍‌ କରୁଛି।…

ଆଜି ରାଜ୍ୟରେ ୧୦୦ ତଳେ କରୋନା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ରାଜ୍ୟରେ ସୋମବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ରାଜ୍ୟରୁ ୬୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୪୩୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…

ଖଣି, ଶିଳ୍ପାଞ୍ଚଳରେ ବର୍ଷା ପ୍ରଭାବିତ

ଯାଜପୁର ଅଫିସ,୩ା୧୦: ଯାଜପୁର ଜିଲାର ଖଣି ଓ ଶିଳ୍ପାଞ୍ଚଳରେ ଚଳିତବର୍ଷ ବୃଷ୍ଟିପାତ ହ୍ରାସ ଚିନ୍ତାର ବିଷୟ ହୋଇଛି। ସାରା ଜିଲାରେ ଏହାର ପ୍ରଭାବ ମଧ୍ୟ ପଡିଛି। ଅତ୍ୟାଧୁନିକ ଜୀବନଶୈଳୀ, ଶିଳ୍ପ କାରଖାନା ଏବଂ ଜନସଂଖ୍ୟା ବୃଦ୍ଧି ଦୃଷ୍ଟିରୁ ଅବାଧ ଗଛ କଟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri