Home Left

ଦୋନବାସରେ ବିଜୟ ଅଭିମୁଖେ ୟୁକ୍ରେନ୍‌, ୨୪ ଘଣ୍ଟାରେ ୨୯ ଥର ଆକ୍ରମଣ କଲାଣି ବାୟୁସେନା

କ୍ୱିଭ,୩ ।୧୦: ୟୁକ୍ରେନର ପୂର୍ବରେ ଦୋନୋସ୍କ ପ୍ରାନ୍ତର ଲାୟମନକୁ ରୁଷିଆ କବଜାରୁ ମୁକ୍ତ କରିବା ପରେ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କି ଉତ୍ସାହିତ ଜଣାପଡୁଛନ୍ତି । ଲାୟମନକୁ ଦୋନବାସ (ପୂର୍ବ)ରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ମୋର୍ଚ୍ଚ ବୋଲି କହି ଜେଲେନସ୍କି କହିଛନ୍ତି,…

କବୀର ହଂସଙ୍କୁ ଡବଲ ଟାଇଟଲ

ଭୁବନେଶ୍ୱର,୩ା୧୦(ସ୍ପୋଟର୍‌ସ ବ୍ୟୁରୋ): କେଟି ଗ୍ଲୋବାଲ ସ୍କୁଲ ସର୍ବଭାରତୀୟ ଟେନିସ ଓଟିଏ ପୁରୁଷ ବର୍ଗରେ ଡବଲ ଟାଇଟଲ ହାସଲ କରିଛନ୍ତି କବୀର ହଂସ। ଭୁବନେଶ୍ୱରସ୍ଥିତ କେଟି ଗ୍ଲୋବାଲ ସ୍କୁଲ ପରିସରରେ ଶନିବାର ଫାଇନାଲ ମ୍ୟାଚ୍‌ ଖେଳାଯାଇଥିଲା। ପ୍ରଥମେ ତାମିଲନାଡୁର ଦୀପକ ଶ୍ରୀଧରଙ୍କୁ ୬-୧,…

ମୁକେଶ, ରଜତ ନୂଆ ମୁହଁ

ନୂଆଦିଲ୍ଲୀ, ୩ା୧୦(ପି.ଟି.): ଦକ୍ଷିଣ ଆଫ୍ରିକା ବିପକ୍ଷ ୩ ମ୍ୟାଚ୍‌ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ୍‌ ପାଇଁ ରବିବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଦଳରେ ଦୁଇଜଣ ନୂଆ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ ବେଙ୍ଗଲ ସିମ୍‌ ବୋଲର ମୁକେଶ କୁମାର…

ନିଆଁ ଲଗାଇବା ପରେ ହାଣି ଦେଲେ

କେନ୍ଦୁଝର,୩ା୧୦(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅଧୀନ ହୁଣ୍ଡୁଳା ଗ୍ରାମରେ ଜଣେ ଯୁବକଙ୍କୁ ନିର୍ମମ ହତ୍ୟା କରାଯାଇଛି। ଅଭିଯୁକ୍ତମାନେ ସଂଘବଦ୍ଧ ଭାବେ ଯୁବକଙ୍କ ଘରେ ପେଟ୍ରୋଲ ଢାଳି ନିଅଁା ଲଗାଇଦେବା ସହ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ପ୍ରଣବ…

ସୁଜଲନ ଏନର୍ଜୀ ସଂସ୍ଥାପକ ତୁଲସୀ ତନ୍ତୀଙ୍କର ପରଲୋକ

ନୂଆଦିଲ୍ଲୀ,୩।୧୦: ଦେଶର ପ୍ରମୁଖ ଏନର୍ଜୀ କମ୍ପାନୀ ସୁଜଲନ ଏନର୍ଜୀ ସଂସ୍ଥାପକ ତଥା ଅଧ୍ୟକ୍ଷ ତୁଲସୀ ତନ୍ତୀଙ୍କର ପରଲୋକ ହୋଇଯାଇଛି। କମ୍ପାନୀ ଶେୟାର ବଜାରକୁ ଏହି ସୂଚନା ଦେଇଛିି। କମ୍ପାନୀ ସୂଚନା ଅନୁସାରେ ୬୪ବର୍ଷ ବୟସ୍କ ତନ୍ତୀଙ୍କର ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ଅକ୍ଟୋବର…

ନୁଭୋକୋକୁ ମିଳିବ ‘ଗୋଲ୍‌ଡେନ୍‌ ପିକକ୍‌ ଆୱାର୍ଡ’

ନୂଆଦିଲ୍ଲୀ,୩।୧୦: ଦେଶର ପ୍ରମୁଖ ସିମେଣ୍ଟ କମ୍ପାନୀ ନୁଭୋକୋକୁ ଚଳିତ ବର୍ଷର ‘ଗୋଲ୍‌ଡେନ୍‌ ପିକକ୍‌ ଆୱାର୍ଡ ଫର ଏକ୍ସଲେନ୍ସ ଇନ୍‌ କର୍ପୋରେଟ୍‌ ଗଭର୍ନାନ୍ସ-୨୦୨୨’ ସମ୍ମାନରେ ସମ୍ମାନିତ କରାଯିବ ବୋଲି ଜଣାପଡିଛି। ବିଶେଷକରି କୋଠା ଉପକରଣ କ୍ଷେତ୍ରରେ ନୁଭୋକୋର ଅଭିବୃଦ୍ଧି ତଥା ଶ୍ରେଷ୍ଠମାନର ଗଭର୍ନାନ୍ସ…

ଖାଦ୍ୟସୁରକ୍ଷା ହିତାଧିକାରୀଙ୍କୁ ନାଲି ଚାଉଳ

ଚଣ୍ଡିଖୋଲ,୩ା୧୦(ଡି.ଏନ୍‌.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କୁ ଚାଉଳ ଏବଂ ଗହମ ଯୋଗାଇ ଦେଉଛନ୍ତି। ଏହି ଚାଉଳ ସମ୍ପୂର୍ଣ୍ଣ ଧଳା ଓ ପରିଷ୍କାର ହୋଇଥିବା ଆବଶ୍ୟକ ବୋଲି ସରକାରୀ ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି। ମାତ୍ର କେତେଜଣ ଅସାଧୁ…

ଓପିଟିସିଏଲ୍‌ ଅଧ୍ୟକ୍ଷଙ୍କୁ ଶ୍ରେଷ୍ଠ ପ୍ରଶାସକ ସମ୍ମାନ

ଭୁବନେଶ୍ୱର,୩।୧୦: ଓଡ଼ିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ୍‌)ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ସଞ୍ଜୟ କୁମାର ମିଶ୍ରଙ୍କୁ ନିକଟରେ ଶ୍ରେଷ୍ଠ ପ୍ରଶାସକ ସମ୍ମାନରେ ସମ୍ମାନିତ କରାଯାଇଛି। ରବିବାର ସ୍ଥାନୀୟ ଜୟଦେବ ବିହାରସ୍ଥିତ ଏକ ହୋଟେଲରେ ଆୟୋଜିତ ଇଣ୍ଟରଭ୍ୟୁ ଟାଇମ୍‌ସ…

ଗତ ଆର୍ଥିକ ବର୍ଷରେ ଉନ୍ନତ ଉତ୍ପାଦନ ପ୍ରଦର୍ଶନ କରିଛି ସେଲ

ନୂଆଦିଲ୍ଲୀ,୩।୧୦: ଷ୍ଟିଲ ଅଥରିଟି ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ସେଲ୍‌)ର ୫୦ତମ ବାର୍ଷିକ ସାଧାରଣ ସଭା (ଏଜିଏମ) ନିକଟରେ ଆୟୋଜିତ ହୋଇଯାଇଛି। ନୂଆଦିଲ୍ଲୀଠାରେ ଅବସ୍ଥିତ ସେଲ୍‌ ମୁଖ୍ୟାଳୟ ପରିସରରେ ଭର୍ଚୁଆଲ୍‌ ପ୍ଲାଟଫର୍ମ ମାଧ୍ୟମରେ ଆୟୋଜିତ ବୈଠକରେ ସେଲ୍‌ର ଚେୟାରମ୍ୟାନ୍‌ ସୋମା ମଣ୍ଡଳ ଅଧ୍ୟକ୍ଷତା…

ଖିମ୍‌ଜୀ ବ୍ରହ୍ମପୁର ଷ୍ଟୋର୍‌ର ୫ମ ବାର୍ଷିକୀ ଉତ୍ସବ

ଭୁବନେଶ୍ୱର,୩।୧୦:ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ‘ଖିମ୍‌ଜୀ ଜୁଏଲର୍ସ’ର ବ୍ରହ୍ମପୁର ଷ୍ଟୋର୍‌ ପକ୍ଷରୁ ୫ମ ବାର୍ଷିକ ଉତ୍ସବ ପାଳନ କରାଯାଉଛି। ଏପରିକି ଆସନ୍ତା ୫ ଅକ୍ଟୋବରରେ ଉକ୍ତ ଷ୍ଟୋରର ବାର୍ଷିିକ ଉତ୍ସବ ପାଳନ କରାଯିବ ବୋଲି ଷ୍ଟୋର ପକ୍ଷରୁ କୁହାଯାଇଛି। ଏହି ପରିପ୍ରେକ୍ଷୀରେ…

୩,୫୪୩ ୟୁନିଟ୍‌ ଯାନ ବିକ୍ରି କରିଛି ସ୍କୋଡା

ନୂଆଦିଲ୍ଲୀ,୩।୧୦: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ସ୍କୋଡା ଅଟୋ ଇଣ୍ଡିଆ ଚଳିତ ବର୍ଷ ସେପ୍ଟେମ୍ବରରେ ୩,୫୪୩ ୟୁନିଟ୍‌ ଯାନ ବିକ୍ରି କରିଛି। ଫଳରେ ଗତ ବର୍ଷ ସେପ୍ଟେମ୍ବର ତୁଳନାରେ କମ୍ପାନୀର ବିକ୍ରି ଅଭିବୃଦ୍ଧି ୧୭%ରୁ ଅଧିକ ରହିଛି। ଏପରିକି ୨୦୨୧ ସେପ୍ଟେମ୍ବରରେ…

୧୫,୦୦୦ ଟଙ୍କିଆ ଲାପ୍‌ଟପ୍‌ ଆଣିବ ଜିଓ

ନୂଆଦିଲ୍ଲୀ,୩।୧୦: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ‘ରିଲାଏନ୍ସ ଜିଓ’ ଖୁବଶୀଘ୍ର ଏକ ସ୍ବଳ୍ପ ବଜେଟର ଲାପ୍‌ଟପ୍‌ ‘ଜିଓ ଲାପ୍‌ଟପ୍‌’ର ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରିପାରେ ବୋଲି ଜଣାପଡିଛି। ଏପରିକି ଉକ୍ତ ଲାପ୍‌ଟପରେ ୪ଜି ସିମ୍‌ କାର୍ଡ ସେବା ସକ୍ଷମ ହେବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri