Home Left

ଧରାପଡ଼ିଲା ଆନ୍ତଃଜିଲା ଡକାୟତ ଗ୍ୟାଙ୍ଗ୍‌

ଢେଙ୍କାନାଳ ଅଫିସ, ୧୧।୧: ଗଞ୍ଜାମରୁ ମୟୂରଭଞ୍ଜ ଯାଏ ସୃଷ୍ଟି କରିଥିଲେ ଭୟ ଆତଙ୍କର ବାତାବରଣ। ଟଙ୍କା, ସୁନା ପାଇଁ ଟପିଯାଉଥିଲେ ସବୁ ସୀମା। ପଥଚାରୀଙ୍କୁ ରାସ୍ତା ମଝିରେ ହାଣୁଥିଲେ। ବନ୍ଧୁକ ମୁନରେ ଭୟଭୀତ କରାଇ ଲୁଟି ନେଉଥିଲେ ସର୍ବସ୍ବ। ମୁଣ୍ଡ ଗଡ଼ାଇବାକୁ…

ମଣ୍ଡିରେ ଉପାସ ରହିବେନି ଚାଷୀ

ପାରଳାଖେମୁଣ୍ଡି,୧୧ା୧(ଡି.ଏନ୍‌.ଏ.): ଗଜପତି ଜିଲାରେ ମଣ୍ଡିକୁ ଧାନବିକ୍ରି କରିବାକୁ ଆସୁଥିବା ଚାଷୀମାନେ ଆଉ ଉପାସ ରହିବେନି। ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରାଯାଇଛି। ମହିଳା ସଶକ୍ତୀକରଣ ଓ ଚାଷୀଙ୍କ ସୁବିଧା ପାଇଁ ଜିଲାପାଳ ଲିଙ୍ଗରାଜ ପଣ୍ଡାଙ୍କ ଏହି ଅଭିନବ…

ବାଇଡେନ୍‌ଙ୍କ ଘରୋଇ ଅଫିସ୍‌ରେ ଗୋଇନ୍ଦା ଦସ୍ତାବିଜ୍‌

ଓ୍ବାଶିଂଟନ,୧୧ା୧: ଜୋ ବାଇଡେନ୍‌ ଆମେରିକାର ଉପରାଷ୍ଟ୍ରପତି ଥିବା ସମୟରେ ତାଙ୍କ ଘରୋଇ କାର୍ଯ୍ୟାଳୟରୁ ଅନେକ ଗୋଇନ୍ଦା ଦସ୍ତାବିଜ୍‌ ମିଳିଛି। ସେଥିରେ ୟୁକ୍ରେନ୍‌, ଇରାନ ଏବଂ ବ୍ରିଟେନ୍‌ର ଗୋପନ ତଥ୍ୟ ରହିଥିବା ଏକ ସୂତ୍ରରୁ ଜଣାପଡ଼ିଛି। ଗତବର୍ଷ ବାଇଡେନ୍‌ଙ୍କ ଘରୋଇ କାର୍ଯ୍ୟାଳୟରୁ ୧୦ଟି…

୧୬ରେ ଓଡ଼ିଶା ଆସିବ ଡାକୋଟା ବିମାନ

ଭୁବନେଶ୍ୱର,୧୧l୧(ବ୍ୟୁରୋ): ସବୁ କଳ୍ପନାର ଅନ୍ତ ଘଟାଇ ଆସନ୍ତା ୧୬ ତାରିଖରେ ଓଡ଼ିଶା ଆସିବ ପ୍ରବାଦ ପୁରୁଷ ବିଜୁବାବୁଙ୍କ ଡାକୋଟା ବିମାନ। କୋଲକାତାରେ ଥିବା ଏହି ବିମାନ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଅଣାଯିବ। ତାହାକୁ ବିମାନବନ୍ଦର ପ୍ରବେଶ ପଥରେ ସୁଦୃଶ୍ୟ…

ହୀରାକୁଦ ଜଳଭଣ୍ଡାରରେ ବିଦେଶାଗତ ପକ୍ଷୀ ସଂଖ୍ୟା ବୃଦ୍ଧି

ସମ୍ବଲପୁର,୧୧ା୧(ବ୍ୟୁରୋ): ସମ୍ବଲପୁରର ହୀରାକୁଦ ଜଳଭଣ୍ଡାରରେ ହୋଇଥିବା ଦିନିକିଆ ବିଦେଶୀ ପକ୍ଷୀ ଗଣନା ରିପୋର୍ଟ ବନ ବିଭାଗ ପକ୍ଷରୁ ମଙ୍ଗଳବାର ପ୍ରକାଶ ପାଇଛି। ଚଳିତବର୍ଷ ରେକର୍ଡ ସଂଖ୍ୟକ ଅର୍ଥାତ୍‌ ପୂର୍ବବର୍ଷ ଅପେକ୍ଷା ୧ଲକ୍ଷରୁ ଅଧିକ ପକ୍ଷୀ ଆସିଥିବା ରିପୋର୍ଟରୁ ଜଣାପଡିଛି। ଗତବର୍ଷ ୧୦୪…

ରାଉରକେଲାରୁ ସାଇକେଲ ରାଲିରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ ଧନ୍ୟବାଦ

ଭୁବନେଶ୍ବର,୧୧ା୧(ବ୍ୟୁରୋ): ସାରା ରାଜ୍ୟରେ ଏବେ ହକିର ମାହୋଲ। ପୁରପଲ୍ଲୀ, ସହର ବଜାର ସବୁଆଡ଼େ ଏବେ ହକିକୁ ନେଇ ଚର୍ଚ୍ଚା ଚାଲିଛି। କଟକରୁ ଆରମ୍ଭକରି ସୁନ୍ଦରଗଡ଼ ସମେତ ଅନ୍ୟ ସବୁଆଡ଼େ ଉତ୍ସବ ଚାଲିଛି। ଏଥର ପ୍ରଥମ ଥର ପାଇଁ ହକିର ଅନ୍ତୁଡ଼ିଶାଳ ସୁନ୍ଦରଗଡ଼ରେ…

ଖୋଲିଲା ଓଲି ରାଇଜ

ଭୁବନେଶ୍ୱର, ୧୧।୧ (ବ୍ୟୁରୋ): ଏଫ୍‌ଆଇଏଚ୍‌ ଓଡ଼ିଶା ପୁରୁଷ ହକି ବିଶ୍ୱକପ୍‌ ୨୦୨୩ ପାଇଁ ଉତ୍ସବମୁଖର ହୋଇ ଉଠିଛି ରାଜଧାନୀ ଭୁବନେଶ୍ୱର। କଟକ ବାରବାଟୀ ଷ୍ଟାଡିୟମରେ ବୁଧବାର ଉଦ୍‌ଘାଟନୀ ଉତ୍ସବ ପରେ ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ଖେଳ ଆରମ୍ଭ ହେବ। ଏହାପରେ ଭୁବନେଶ୍ୱରର…

୧୩ରୁ ଆରମ୍ଭ ହେବ ହକି ବିଶ୍ୱକପ୍‌: ମ୍ୟାଚ୍‌ ଦେଖିବା ଲାଗି ଏଲ୍‌ଇଡି ଟିଭି ବ୍ୟବସ୍ଥା

ପୁରୀ ଅଫିସ, ୧୦ା୧: ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି ପୁରୁଷ ହକି ବିଶ୍ୱକପ୍‌। ଚଳିତ ଥର ଏହାକୁ ଓଡ଼ିିଶା ଆୟୋଜନ କରୁଛି। ଏହାକୁ ସ୍ମରଣୀୟ ଓ ଆକର୍ଷଣୀୟ କରିବା ପାଇଁ ପୁରୀ ଜିଲା ପ୍ରଶାସନ ପକ୍ଷରୁ ବିବିଧ କାର୍ଯ୍ୟକ୍ରମର…

ଚିତ୍ରକୋଣ୍ଡା ଜଳଭଣ୍ଡାରରେ ୪୦୧୨ ପକ୍ଷୀ

ଚିତ୍ରକୋଣ୍ଡା,୧୦ା୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବନାଞ୍ଚଳ ଆନୁକୂଲ୍ୟରେ ବନାଞ୍ଚଳ ଅଧିକାରୀ ବଳରାମ ନାୟକଙ୍କ ନିର୍ଦ୍ଦେଶରେ ମଙ୍ଗଳବାର ଚିତ୍ରକୋଣ୍ଡା ଜଳଭଣ୍ଡାରରେ ପକ୍ଷୀଗଣନା କରାଯାଇଛି। ମୋଟ ୪୦୧୨ ପକ୍ଷୀଙ୍କୁ ଚିହ୍ନଟ କରାଯାଇଛି। ବନ ବିଭାଗର ବୋଟ୍‌ରେ ଚିତ୍ରକୋଣ୍ଡା ସ୍ପିଲବାଇ ଲଞ୍ଚ ଘାଟରୁ ଆଲାମପକା ଏବଂ…

ବୃନ୍ଦାବନରୁ ଫେରି ଶତକ ମାରିଲେ କୋହଲି, ପ୍ରଶଂସକ କହିଲେ ‘ବାବା ଜି କି ଜୟ ହୋ’

ଗୁଆହାଟି,୧୦।୧: ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି ଶତକ ମାରିବାରେ ସଫଳ ହୋଇଛନ୍ତି। ମ୍ୟାଚ୍‌ରେ ସେ ୧୧୩ ରନ୍‌ର ଇନିଂସ ଖେଳିଥିଲେ। ଏହା ତାଙ୍କ କ୍ୟାରିୟରର ୪୫ତମ ଶତକ ଥିଲା। ତେବେ ଏହି ଶତକ ପରେ…

ଶେଷଯାଏ ଲଢ଼ିଲେ ଶ୍ରୀଲଙ୍କା ଅଧିନାୟକ

ଗୁଆହାଟି,୧୦।୧: ପ୍ରଥମ ଦିନିକିଆରେ ଦମ୍‌ଦାର ବିଜୟରୁ ଯାତ୍ରା ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ଦଳ ବିରୋଧୀ ଟିମ୍‌କୁ ବିଶାଳ ୩୭୪ରନ୍‌ର ଟାର୍ଗେଟ ଦେଇଥିଲା। ଜବାବରେ ଶ୍ରୀଲଙ୍କା ୫୦ ଓଭର ସୁଦ୍ଧା ୮ ଉଇକେଟ ହରାଇ ୩୦୬ ରନ୍‌…

କାବୁ ହେଲା ସହରକୁ ପଶି ଆସିଥିବା ହାତୀ

ପୁରୀ ଅଫିସ,୧୦।୧: ଶେଷରେ ଟ୍ରାଙ୍କୁଲାଇଜ୍‌ ହେଲା ପୁରୀ ସହରରେ ପଶିଥିବା ଦନ୍ତାହାତୀ। ମଙ୍ଗଳବାର ବାଲୁଖଣ୍ଡ ଅଭୟାରଣ୍ୟରେ ହାତୀକୁ ଟ୍ରାଙ୍କୁଲାଇଜ୍‌ କରିବାରେ ବନବିଭାଗ ସଫଳ ହୋଇଛି। ଏହାପରେ ତାକୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ ବୋଲି ଜଣାପଡ଼ିଛି। ପ୍ରକାଶ ଯେ, ଗତ କିଛିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?