Home Left

ମହାକାଳୀ ବେଶରେ ଦର୍ଶନ ଦେଲେ ମା’ ତାରାତାରିଣୀ

ପୁରୁଷୋତ୍ତମପୁର,୨ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ରବିବାର ମହାଷ୍ଟମୀ ପାଳନ କରାଯାଇଛି। ଏଥିଲାଗି ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ସେହିପରିି ଜଳେଶ୍ୱରଖଣ୍ଡି ଗ୍ରାମରେ ବିଜେ ମା’ ଦକ୍ଷିଣକାଳୀଙ୍କ ପୀଠରେ ମଧ୍ୟ ଭିଡ ଜମିଥିଲା। ଭୋର ସାଢ଼େ ୪ଟାରେ ମନ୍ଦିର…

ଆମେରିକା ଉପରାଷ୍ଟ୍ରପତିଙ୍କ ସାକ୍ଷାତକାର ନେଲେ ପ୍ରିୟଙ୍କା

ବଲିଉଡ୍‌ ଦେଶୀଗର୍ଲ ତଥା ହଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଜୋନାସ୍‌ ଆମେରିକା ଉପରାଷ୍ଟ୍ରପତି କମଲା ହାରିସ୍‌ଙ୍କୁ ହ୍ବାଇଟ୍‌ହାଉସ୍‌ରେ ଭେଟି ତାଙ୍କ ସାକ୍ଷାତକାର ନେଇଛନ୍ତି। ପ୍ରିୟଙ୍କା ଡେମୋକ୍ରାଟିକ୍‌ ନ୍ୟାଶନାଲ କମିଟି ଓମେନ୍‌ସ ଲିଡରଶିପ୍‌ ଫୋରମ୍‌ କନଫରେନ୍ସରେ ହାରିସ୍‌ଙ୍କ ସହ ମହିଳା ଅଧିକାର ଓ…

ଶିବମନ୍ଦିର ଶାଗୁଆନ ଗଛକଟାକୁ ନେଇ ତେଜିଲା ଅସନ୍ତୋଷ

ଦେଓଗାଁ,୨ା୧୦(ଡି.ଏନ.ଏ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ତଥା ସଇଁନ୍ତଲା ଫରେଷ୍ଟ ରେଞ୍ଜ ଅଧୀନ ସିକୁଆଁ ଶିବ ମନ୍ଦିର ପରିସରରେ ଥିବା ଦୁଇଟି ବଡ ଶାଗୁଆନ ଗଛକୁ ଅଧା କାଟି କେହି ଛାଡି ଦେଇଛି । ଏହାକୁ ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ…

‘ମୁଁ ଧମକକୁ ଭୟ କରେ ନୁହେଁ’

ମୁମ୍ବାଇ,୨।୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ହତ୍ୟା ଧମକ ଦିଆଯାଇଛି। ଏନେଇ ରବିବାର ସେ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ମୁଁ ଏସବୁ ପ୍ରତି ଧ୍ୟାନ ଦେଉ ନାହିଁ। ଆମର ଗୃହ ବିଭାଗ ଏବଂ ଗୃହମନ୍ତ୍ରୀ ଦେବେନ୍ଦ୍ର ଫଡନଭୀସ ସକ୍ଷମ,…

ବ୍ରାଡମ୍ୟାନଙ୍କ ରେକର୍ଡ ଭାଙ୍ଗିଲେ ସରଫରାଜ

ନୂଆଦିଲ୍ଲୀ,୨।୧୦: ଆଜିକାଲି ଇରାନୀ କପ ଖେଳାଯାଉଛି। ସୌରାଷ୍ଟ୍ର ଏବଂ ରେଷ୍ଟ ଅଫ୍‌ ଇଣ୍ଡିଆ ମଧ୍ୟରେ ଖେଳାଯାଉଥିବା ଏକ ମ୍ୟାଚରେ ସରଫରାଜ ଖାନ ପୁଣି ଥରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ରେଷ୍ଟ ଅଫ୍‌ ଇଣ୍ଡିଆ ପାଇଁ ଖେଳୁଥିବା ସରଫରାଜ ପ୍ରଥମ ଇନିଂସରେ ଏକ…

କାର୍‌ ସିକ୍ରେଟ୍‌ ଚାମ୍ବରରୁ ୪.୬୬୪ କେଜି ସୁନା, ୧୮୫.୫ କେଜି ରୁପା ଜବତ

ବ୍ରହ୍ମପୁର ଅଫିସ/ଗୋପାଳପୁର,୨ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁରରେ ସୁନା ଓ ରୁପା ଚୋରା ଚାଲାଣ ବଢ଼ିବାରେ ଲାଗିଛି। ବିଭିନ୍ନ ସମୟରେ ବାହାର ରାଜ୍ୟରୁ ଟିକସ ଫାଙ୍କି ସୁନାଗହଣା ଓ ରୁପା ଚାଲାଣ ହେଉଥିବା ଦେଖିବାକୁ ମିଳିଛି। ଦଶହରା ଯୋଗୁ ରବିବାର ଗୋଳନ୍ଥରା ଥାନା…

‘ଆଦିପୁରୁଷ’ର ଟିଜର ରିଲିଜ୍‌

ଶେଷରେ ପ୍ରତୀକ୍ଷାର ଅନ୍ତ ଘଟିଛି। ବାହୁବଳୀ ଫେମ୍‌ ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ଆଦିପୁରୁଷ’ର ଟିଜର ରିଲିଜ ହୋଇଛି। ବିଶେଷ କଥା ହେଉଛି ନିର୍ମାତାମାନେ ଫିଲ୍ମର ଟିଜର ଏବଂ ଗ୍ରାଣ୍ଡ ପୋଷ୍ଟର ରିଲିଜ୍‌ କରିବାକୁ ପ୍ରଭୁ ରାମଙ୍କ ସହର ଅଯୋଧ୍ୟାକୁ ବାଛିଥିଲେ। ଆଜି…

ଦଶହରାରେ ଶ୍ରଦ୍ଧାଳୁଙ୍କୁ ଦିଆଯିବ ଦହିପଖାଳ, ଶାଗଭଜା

ଭଦ୍ରକ ଅଫିସ,୨।୧୦: ଶାରଦୀୟ ଦୁର୍ଗାପୂଜା ପାଇଁ ସବୁଠି ଉତ୍ସବମୁଖର। କୋଭିଡ୍‌ ପାଇଁ ଦୁଇବର୍ଷ ଧରି ବନ୍ଦ ରହିବା ପରେ ଏଥର ପୂଜା ଧୁମ୍‌ଧାମ୍‌ରେ ପାଳନକୁ ନେଇ ସମସ୍ତେ ବେଶ୍‌ ଉତ୍ସାହ ଅଛନ୍ତି। ଭଦ୍ରକ ସହରର ସାଳନ୍ଦୀ ବାଇପାସ୍‌ଠାରେ ସାର୍ବଜନୀନ ଦୁର୍ଗାପୂଜା ଚଳିତବର୍ଷ…

ଯୁଦ୍ଧ ବନ୍ଦ ପାଇଁ ରୁଷିଆକୁ ନିବେଦନ କଲେ ପୋପ ଫ୍ରାନ୍ସିସ

ଭାଟିକାନ ସିଟି,୨।୧୦:ଗତ ଫେବ୍ରୁଆରୀ ୨୪ରେ, ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିଥିଲା। ସେବେଠାରୁ ଦୁଇ ଦେଶ ମଧ୍ୟରେ ଯୁଦ୍ଧ ଜାରି ରହିଛି। ରୁଷିଆ କେବଳ ୟୁକ୍ରେନର ଅନେକ ସହରକୁ ଧ୍ୱଂସ କରିନାହିଁ, ବରଂ ଜନମତ ସଂଗ୍ରହ କରି ଚାରୋଟି ଅଞ୍ଚଳକୁ ନିଜ…

ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଦଳର ଅଧିନାୟକ ଦାୟିତ୍ୱ ଶିଖର ଧାୱନଙ୍କ ହାତରେ ରହିଛି। ଏଥିସହିତ ଦଳର ଉପ-ଅଧିନାୟକ ଶ୍ରେୟାସ ଆୟାରଙ୍କୁ କରାଯାଇଛି। ଭାରତ ଏବଂ…

ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା

ଗୁଆହାଟୀ,୨।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ଗୁଆହାଟୀରେ ହୋଇଛି। ଏହି ମ୍ୟାଚ ଜିତି ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟି-୨୦ ସିରିଜ ଜିତିବାକୁ ଚାହୁଁଛି ଭାରତ। ଏହି…

ସର୍ବସହମତିରେ ପ୍ରାର୍ଥୀ ହେବା ଭଲ: ମଲ୍ଲିକାର୍ଜୁନ ଖାର୍ଗେ

ନୂଆଦିଲ୍ଲୀ,୨।୧୦: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନରେ ପ୍ରାର୍ଥୀ ଥିବା ମଲ୍ଲିକାର୍ଜୁନ ଖାର୍ଗେ ରବିବାର ଏକ ବଡ଼ ବୟାନ ଦେଇଛନ୍ତି। ଦଳର ସର୍ବସହମତିରେ ପ୍ରାର୍ଥୀ ହେବା ଭଲ ବୋଲି ସେ କହିଛନ୍ତି। ଏପରି କି କଂଗ୍ରେସ ଅଧ୍ୟକ୍ଷ ଲାଗି ରାହୁଲ ଗାନ୍ଧୀ, ସୋନିଆ ଗାନ୍ଧୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri