Home Left

ବାରବାଟୀ ଷ୍ଟାଡିୟମ ସ୍ଥିତି ପରଖିଲେ ୫-ଟି ସଚିବ

କଟକ ଅଫିସ,୧୦ା୧: ଆସନ୍ତା ୧୧ ତାରିଖରେ ବାରବାଟୀରେ ଅନୁଷ୍ଠିତ ହେବ ପୁରୁଷ ହକି ବିଶ୍ୱକପ୍‌ର ଉଦ୍‌ଘାଟନୀ ଉତ୍ସବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ତେବେ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ। ଏଥିଲାଗି ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌…

କୋଟିପତି ଅଧୀକ୍ଷଣ ଯନ୍ତ୍ରୀ ଗିରଫ

ଭୁବନେଶ୍ୱର, ୯।୧ (ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗ୍ରାମୀଣ ଜଳ ଯୋଗାଣ ଓ ପରିମଳ ବିଭାଗ (ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ଭୁବନେଶ୍ୱର ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ବିଜୟାନନ୍ଦ ସାହୁଙ୍କୁ ସୋମବାର ଭିଜିଲାନ୍ସ ଗିରଫ କରିଛି। ଶନିବାରଠାରୁ ହୋଇଥିବା ଚଢ଼ାଉ ଓ ଯାଞ୍ଚରେ…

ନୂଆରୂପରେ ଟ୍ରାଫିକ ପୋଷ୍ଟ

ଭୁବନେଶ୍ୱର, ୧୦।୧ (ବ୍ୟୁରୋ): ବିଶ୍ୱକପ୍‌ ହକି ପାଇଁ ବିଏମ୍‌ସି, ବିଡିଏ ଏବଂ ସ୍ମାର୍ଟସିଟି ପକ୍ଷରୁ ରାଜଧାନୀ ଭୁବନେଶ୍ୱରକୁ ସଜେଇବା ପାଇଁ ଜୋର୍‌ଦାର ପ୍ରୟାସ ଚାଲିଛି। ରାଜଧାନୀରେ ୯ଟି ନୂଆ ଟ୍ରାଫିକ୍‌ ପୋଷ୍ଟ ନିର୍ମାଣ କରାଯାଇଛି। ଏହି ଟ୍ରାଫିକ୍‌ ପୋଷ୍ଟ ଗୁଡିକ ଅର୍କକ୍ଷେତ୍ର…

ଡଟ୍‌ ଫେଷ୍ଟରେ ଜମିବ ‘ନାଇଟ୍‌ ବଜାର’

ଭୁବନେଶ୍ୱର, ୧୦।୧ (ବ୍ୟୁରୋ): ହକି ବିଶ୍ୱକପ୍‌ ପାଇଁ ଏବେଠୁ ରାଜଧାନୀରେ ଆରମ୍ଭ ହୋଇଯାଇଛି ଉତ୍ସବ। ପୁଣି ଆଗକୁ ରହିଛି ବଡ଼ ମହୋତ୍ସବ। ମନୋରଞ୍ଜନ ସହ ସ୍ବତନ୍ତ୍ର ଆତିଥେୟତା ପ୍ରଦାନ କରିବାକୁ ଜାନୁୟାରୀ ୧୫ରୁ ଆରମ୍ଭ ହେଉଛି ‘ଡଟ୍‌ ଫେଷ୍ଟ ଭୁବନେଶ୍ୱର’। ନାଚ,…

ସମୁଦ୍ର ଉପକୂଳ ଜୀବନଜୀବିକା ବିପଦସଙ୍କୁଳ ହୋଇପଡ଼ୁଛି

ପୁରୀ ଅଫିସ, ୧୦ା୧: ପୁରୀ ଜିଲା ପ୍ରାକୃତିକ ବିପର୍ଯ୍ୟୟ ପ୍ରତିକାର କ୍ରିୟାନୁଷ୍ଠାନ କମିଟି ଏବଂ ଓଡ଼ିିଶା ଜନଶକ୍ତି ମଞ୍ଚ ତରଫରୁ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କ ଜରିଆରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଜଳବାୟୁ ପରିବର୍ତ୍ତନ ଓ ପ୍ରତିକୂଳ ପାଗ ଯୋଗୁ…

ପ୍ରକାଶ ପାଇଲା ଓଟିଇଟି ପରୀକ୍ଷା ଫଳ

କଟକ ଅଫିସ,୧୦ା୧: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଫଳ ସୋମବାର ପ୍ରକାଶ ପାଇଛି। ଏହି ପରୀକ୍ଷାରେ ୨ଟି ପେପରରେ ମୋଟ ପାସ୍‌ ହାର ୪୯. ୮୪ ପ୍ରତିଶତ ହୋଇଛି। ଓଟିଇଟି ପରୀକ୍ଷା…

ସହରରେ ପଶିଲା ହାତୀ

ପୁରୀ ଅଫିସ, ୧୦ା୧: ପୁରୀ ସହରରେ ହାତୀ ଆତଙ୍କ। ସୋମବାର ଭୋର ସମୟରେ ଚନ୍ଦନପୁର ଅଞ୍ଚଳର ପ୍ରତାପ ପୁରୁଷୋତ୍ତମପୁର ଜଙ୍ଗଲ ନିକଟରେ ଏକ ଦନ୍ତାହାତୀ ଦେଖିବାକୁ ମିଳିଥିଲା। ପରେ କୃଷ୍ଣରଞ୍ଜନପୁର ଗାଁକୁ ହତୀଟି ପଶିଆସିଥିଲା। ରାତି ୯ଟାରେ ହାତୀଟି ତଳଜଙ୍ଘ ଅଞ୍ଚଳରେ…

ପୋଲିସ ଲୋକଙ୍କ ମିତ୍ର ହୋଇ କାର୍ଯ୍ୟ କରୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୦ା୧(ବ୍ୟୁରୋ): ରାଜ୍ୟ ପୋଲିସ ବିଭାଗ ୫-ଟିରେ ସାମିଲ ହେବାପରେ ଅନେକ ପରିବର୍ତ୍ତନ ଆସିଛି। ପୋଲିସ ଉପରେ ଲୋକଙ୍କ ଆସ୍ଥା ବଢ଼ିଛି। ଯଦି ଲୋକମାନଙ୍କର ଆସ୍ଥା ଆହୁରି ବଢ଼ିବ ବହୁତ ଖୁସି ହେବି। ଥାନାରେ ଲୋକଙ୍କୁ ଉପଯୁକ୍ତ ସମ୍ମାନ ମିଳୁଥିବା ଖବର…

ଫୁଟ୍‌ବଲରୁ ଗାରେଥ୍‌ ବାଲେଙ୍କ ଅବସର

ଲସ୍‌ଆଞ୍ଜେଲ୍ସ, ୧୦ା୧(ଏପି): ଓ୍ବେଲ୍ସ ତରଫରୁ ରେକର୍ଡ ୪୧ ଅନ୍ତର୍ଜାତୀୟ ଗୋଲ୍‌ ସ୍କୋର କରିଥିବା ଗାରେଥ୍‌ ବାଲେ ସୋମବାର ଫୁଟ୍‌ବଲରୁ ଅବସର ନେଇଛନ୍ତି। ୩୩ ବର୍ଷୀୟ ବାଲେ ନଭେମ୍ବର ୨୯ରେ ତାଙ୍କ ଶେଷ ମ୍ୟାଚ୍‌ ବିଶ୍ୱକପ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳିଥିଲେ। ଏହା ଥିଲା…

ଘରେ ବସି ଷ୍ଟାଡିୟମ ଅନୁଭୂତି

ଭୁବନେଶ୍ୱର,୧୦ା୧(ସ୍ପୋଟର୍‌ସ ବ୍ୟୁରୋ): ହକି ବିଶ୍ୱକପ୍‌-୨୦୨୩ ଆସନ୍ତା ୧୩ରୁ ଆରମ୍ଭ ହେବ। ଏହା ପୂର୍ବରୁ ହକି ଫ୍ୟାନ୍‌ଙ୍କ ପାଇଁ ଏକ ମେଟାଭର୍ସ ଲଞ୍ଚ୍‌ କରିଛି ହକି ଇଣ୍ଡିଆ। ପ୍ରଥମ କ୍ରୀଡ଼ା ଫେଡେରେଶନ ଭାବେ ବିଶ୍ୱକପ୍‌ର କିଛିଦିନ ପୂର୍ବରୁ ହକି ଇଣ୍ଡିଆ ମେଟାଭର୍ସକୁ ଲଞ୍ଚ୍‌…

ପୂର୍ବ ଅଭିଜ୍ଞତାରୁ ଫାଇଦା ଉଠାଇବ ଜାପାନ

ଭୁବନେଶ୍ୱର,୧୦ା୧(ସ୍ପୋଟର୍‌ସ ବ୍ୟୁରୋ): ହକି ବିଶ୍ୱକପ ୨୦୨୩ ପାଇଁ ସୋମବାର ଓଡ଼ିଶାରେ ପହଞ୍ଚିଛି ଜାପାନ ହକି ଦଳ। ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଦଳ ପହଞ୍ଚିବା ପରେ ଭବ୍ୟ ସ୍ବାଗତ କରାଯାଇଛି। ଏହି ଟୁର୍ନାମେଣ୍ଟରେ ଦଳ ନିଜର ଶତ ପ୍ରତିଶତ ଦେବ ବୋଲି କହିଛନ୍ତି…

ଥରିଲା ଇଣ୍ଡୋନେସିଆ

ଜାକର୍ତ୍ତା,୧୦।୧: ଇଣ୍ଡୋନେସିଆରେ ଭୂକମ୍ପ ଝଟକା। ସୋମବାର ବିଳମ୍ବିତ ରାତି ପ୍ରାୟ ୨.୪୭ରେ ଇଣ୍ଡୋନେସିଆର ତାନିମ୍ବାର ଅଞ୍ଚଳରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୭.୭ ମ୍ୟାଗ୍ନିଚ୍ୟୁଡ ରହିଥିବା ଜଣାପଡିଛି। ପୃଥିବୀ ପୃଷ୍ଠରୁ ୯୭ କିଲୋମିଟର ତଳେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?