ମନ୍ତ୍ରୀଙ୍କ ପାଚେରି ଭାଙ୍ଗିଲେ ଗ୍ରାମବାସୀ
ବାରିପଦା ଅଫିସ, ୨।୧୦: ଯିବା ଆସିବା ଲାଗି ରାସ୍ତା ଛାଡ଼ିବାକୁ ଲୋକେ ଅନୁରୋଧ କରିଥିଲେ। ହେଲେ ଏଥିପ୍ରତି ଗୁରୁତ୍ୱ ନ ଦେବାରୁ ଲୋକଙ୍କ ରୋଷର ଶିକାର ହୋଇଛନ୍ତି ମହିଳା ଶିଶୁ ବିକାଶ ଓ ମିଶନଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ। ମୟୂରଭଞ୍ଜ ଜିଲା…
ମହାରାଷ୍ଟ୍ରରେ ଭୁଷୁଡିଲା ୪ ମହଲା କୋଠା
ମୁମ୍ବାଇ,୨ ।୧୦: ମହାରାଷ୍ଟ୍ର ନାଭି ମୁମ୍ବାଇରେ ଥିବା କୋପର ଖୈରାନେ ଅଞ୍ଚଳର ବୋଙ୍କୋଡେ ଗ୍ରାମରେ ଶନିବାର ରାତି ପ୍ରାୟ ୧୦ଟା ୩୦ରେ ଏକ ୪ ମହଲା କୋଠା ଭୁଷୁଡି ପଡିଛି । ଏହି କୋଠାରେ ପ୍ରାୟ ୩୨ ଜଣ ଲୋକ ରହୁଥିବା…
ଡିଜିଟାଇଜେଶନ ହୋଇପାରୁନି ପାକ୍ସ
କଟକ ଅଫିସ, ୨।୧୦: କୃଷକଙ୍କ ଆର୍ଥିକ ମାନଦଣ୍ଡରେ ଉନ୍ନତି ଆଣିବା ଲକ୍ଷ୍ୟରେ କୋ-ଅପରେଟିଭ ସୋସାଇଟି କାର୍ଯ୍ୟକାରୀ ହେଉଛି। ରାଜ୍ୟରେ ମୋଟ୍ ୨୭୧୦ ପ୍ରାଥମିକ କୃଷି ସମବାୟ ସମିତି(ପାକ୍ସ) ରହିଛି। ହେଲେ ବିଭିନ୍ନ ସମୟରେ ପାକ୍ସଗୁଡ଼ିକରେ ଦୁର୍ନୀତି ହେଉଥିବା ଅଭିଯୋଗ ହେଉଛି। କେଉଁଠି…
କାନପୁରରେ ଗୋଟିଏ ରାତିରେ ଦୁଇଟି ବଡ଼ ସଡ଼କ ଦୁର୍ଘଟଣା, ଟ୍ରକ ଧକ୍କାରେ ୪ ମୃତ
କାନପୁର,୨ ।୧୦: ଉତ୍ତର ପ୍ରଦେଶର କାନପୁରରେ ଗୋଟିଏ ରାତିରେ ଦୁଇଟି ବଡ ଦୁର୍ଘଟଣା ହୋଇଛି । ଶନିବାର ରାତିରେ ଅହିରୱା ଫ୍ଲାଇ ଓଭରରେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ଲୋଡର ସହ ଧକ୍କା ହୋଇଥିଲା । ଏହି ଦୁର୍ଘଟଣାରେ ୪…
ରାଜଧାନୀରେ ଆଉ ଜଣେ ଯୁବତୀଙ୍କ ଆତ୍ମହତ୍ୟା, ସୁଇସାଇଡ୍ ନୋଟ୍ ଜବତ କଲା ପୋଲିସ
ଭୁବନେଶ୍ୱର,୧ା୧୦(ବ୍ୟୁରୋ): ରାଜଧାନୀରେ ପୁଣି ଜଣେ ଯୁବତୀ ଆତ୍ମହତ୍ୟା କରିଛନ୍ତି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତ ଯୁବତୀ ଜଣଙ୍କ ହେଲେ ଢେଙ୍କାନାଳ ଜିଲାର କବିତା ବାରିକ। ଆତ୍ମହତ୍ୟାର ପ୍ରକୃତ କାରଣ ଜଣାପଡ଼ି…
ସରିଲା ଷଷ୍ଠୀ
କଟକ ଅଫିସ, ୧ା୧୦- ଦଶହରା ପାଇଁ ଉତ୍ସବ ମୁଖର କଟକ ସହର। କରୋନା ଯୋଗୁ ଦୁଇବର୍ଷ ଧରି ପୂଜା ଫିକା ପଡିଥିଲା। ଚଳିତବର୍ଷ କରୋନା ହ୍ରାସ ପାଇଥିବାରୁ ଓ କଟକଣା ନ ଥିବାରୁ ଦୁର୍ଗାପୂଜାକୁ ଆଡମ୍ବରପୂର୍ଣ୍ଣ କରିବା ପାଇଁ ବିଭିନ୍ନ ପୂଜା…
ଦୁର୍ଗାପୂଜା ପାଇଁ ମୁତୟନ ହେବେ ୨୩୦ ପ୍ଲାଟୁନ୍ ଫୋର୍ସ
କଟକ ଅଫିସ,୧ା୧୦: ଚଳିତବର୍ଷ ଦୁର୍ଗାପୂଜାରେ ଶାନ୍ତିଶୃଙ୍ଖଳା ରକ୍ଷା କରିବା ଓ ଅପରାଧ ନିୟନ୍ତ୍ରଣ ପାଇଁ ରାଜ୍ୟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରତି ଜିଲାର ପୋଲିସବାହିନୀ ସହ ଅଧିକ ୨୩୦ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି। ସେଥିମଧ୍ୟରେ କଟକରେ ୫୦…
ବିବାହ ବୟସରେ ଭଉଣୀ-ଭାଇଙ୍କ ବୋଝ ସମ୍ଭାଳୁଛନ୍ତି ନୟନୀ
କର୍ଲାମୁଣ୍ଡା,୧ା୧୦(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ପଞ୍ଚାୟତ ଓଡ଼ିଆମୁଣ୍ଡା ଗ୍ରାମର ମା-ବାପା ଛେଉଣ୍ଡ ତିନି ଭଉଣୀ ଭାଇ ବହୁ କଷ୍ଟରେ ଜୀବନ କାଟୁଥିବା ଦେଖିବାକୁ ମିଳିଛି। ସୂଚନାନୁଯାୟୀ, ଏହି ଗ୍ରାମର କରୁଣା ବାଗ ତାଙ୍କ ସ୍ତ୍ରୀ ମଲ୍ଲୀ ବାଗ,ବଡ଼ ଝିଅ…
ସମସ୍ତଙ୍କ ସାମ୍ନାରେ ପ୍ରେମିକଙ୍କୁ ଚୁମ୍ବନ ଦେଲେ ଅମୀରଙ୍କ ଝିଅ
ମୁମ୍ବାଇ: ବଲିଉଡ୍ର ମିଷ୍ଟର ପରଫେକ୍ଟନିଷ୍ଟ ତଥା ସୁପରଷ୍ଟାର ଅମୀର ଖାନଙ୍କ ଝିଅ ଇରା ବର୍ତ୍ତମାନ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଇରା ତାଙ୍କ ପ୍ରେମିକ ନୁପୂର ଶିଖରଙ୍କୁ ସମସ୍ତଙ୍କ ସାମ୍ନାରେ ଚୁମ୍ବନ ଦେଇ ବିବାହ ପାଇଁ ପ୍ରସ୍ତାବ ଦେଇଛନ୍ତି। ଏହି ସମୟର ଏକ…
ଅକ୍ଟୋବର ମାସରେ କୁମ୍ଭ ସମେତ ଏହି ୫ ରାଶି ଲାଗି ଧନଲାଭର ଯୋଗ; କ୍ଷତି ସହିବେ ଗୋଟିଏ ରାଶି ବ୍ୟକ୍ତିବିଶେଷ
ଆରମ୍ଭ ହୋଇଛି ଅକ୍ଟୋବର। ଏହି ମାସରେ ଦଶହରା, କୁମାରପୂର୍ଣ୍ଣିମା, ଦୀପାବଳୀ ଭଳି ଉତ୍ସବ ପଡ଼ିବ। ପାର୍ବଣର ଏହି ସମୟରେ ଲୋକଙ୍କ ଖର୍ଚ୍ଚ ମଧ୍ୟ ବଢ଼ିଯାଏ। ସେହିଭଳି ବ୍ୟବସାୟୀଙ୍କ ରୋଜଗାର ବୃଦ୍ଧି ପାଇଥାଏ। ଜ୍ୟୋତିଷ ବିଷାରଦଙ୍କ ମୁତାବକ ଚଳିତ ମାସରେ ୫ ରାଶିର…
କେଓ୍ବାଇସି ନାମରେ ଅଭିନେତା ଅନୁ କପୁରଙ୍କଠାରୁ ଠକିନେଲେ ୪.୩୬ ଲକ୍ଷ ଟଙ୍କା…
ମୁମ୍ବାଇ, ୧।୧୦ : ଜଣାଶୁଣା ଚଳଚ୍ଚିତ୍ର ଅଭିନେତା ଅନୁ କପୁର ଅନଲାଇନ ଠକେଇର ଶିକାର ହୋଇଛନ୍ତି। ଏକ ଅଗ୍ରଣୀ ଘରୋଇ କ୍ଷେତ୍ରୀୟ ବ୍ୟାଙ୍କରେ ତାଙ୍କ ଆକାଉଣ୍ଟରୁ ୪.୩୬ ଲକ୍ଷ ଟଙ୍କା କାଢି ନିଆଯାଇଛି। ତେବେ ପୋଲିସର ତୁରନ୍ତ କାର୍ଯ୍ୟାନୁଷ୍ଠାନ ଯୋଗୁ ସେ…
ପୁଟିନ୍ଙ୍କ ଆମନ୍ତ୍ରଣକୁ ସ୍ବିକାର କଲେ ୭ ଫୁଟ୍ର ଏହି ବକ୍ସିଂ ଚାମ୍ପିୟନ: ୟୁକ୍ରେନ୍ ସହ ଲଢ଼ିବେ ଯୁଦ୍ଧ
ମସ୍କୋ,୧।୧୦: ରୁଷିଆ-ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ଏବେ ବି ଜାରି ରହିଛି। ପ୍ରାୟ ୭ ମାସ ଧରି ଲାଗିରହିଥିବା ଏହି ଯୁଦ୍ଧରେ ବହୁ ଧନଜୀବନ ହାନି ହୋଇଥିବା ବେଳେ ୟୁକ୍ରେନ୍ର ୪ ଗୁରୁତ୍ୱପୂର୍ଣ୍ଣ ଅଞ୍ଚଳ ରୁଷିଆରେ ବିଲୟ ହୋଇଛି। ଏବେ ଏହି ଯୁଦ୍ଧରେ…
Archives


