କଫିନ ପାଖରେ ହସି ହସି ପୋଜ୍ ଦେଇ ଟ୍ରୋଲ ହେଲେ ଏକ ପରିବାର: ସପକ୍ଷରେ ବାହାରିଲେ ମନ୍ତ୍ରୀ
ଥିରୁଭାନନ୍ତପୁରମ୍,୨୫।୮: କେରଳରେ ଅନ୍ତିମ ସଂସ୍କାର ସମୟରେ ଉଠାଯାଇଥିବା ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଫଟୋରେ ମୃତକଙ୍କ ପରିବାର ସଦସ୍ୟମାନେ କଫିନ ଚାରିପାଖରେ ବସି ହସି ହସି କ୍ୟାମେରା ଆଗରେ ପୋଜ ଦେଉଥିବା ଦେଖାଯାଉଛି। ଏହି ଫଟୋ ଭାଇରାଲ ପରେ…
ଦିନେ କମିଲେ ଦିନେ ବଢୁଛି: ଆଜି ରାଜ୍ୟରୁ ୩୫୫ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୫ା୮(ବ୍ୟୁରୋ): ରାଜ୍ୟରୁ ଗୁରୁବାର ୩୫୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୧୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୦୮ ଜଣ ଚିହ୍ନଟ ହୋଇଥିବା…
ପାକିସ୍ତାନ ଅଧିନାୟକଙ୍କୁ ଭେଟିଲେ କୋହଲି
ୟୁଏଇ,୨୫।୮: ଭାରତୀୟ ଦଳ ଏସିଆ କପ ପାଇଁ ଦୁବାଇରେ ପହଞ୍ଚିଛି। ଏହି ଟୁର୍ଣ୍ଣାମେଣ୍ଟ ପାଇଁ ଭିଭିଏସ ଲକ୍ଷ୍ମଣଙ୍କୁ ଭାରତୀୟ ଦଳର ମଧ୍ୟବର୍ତ୍ତୀକାଳୀନ କୋଚ କରାଯାଇଛି। ତାଙ୍କ କୋଚିଂ ଅଧୀନରେ ଦଳ ତାଲିମ ଆରମ୍ଭ କରିଛି। ନିୟମିତ କୋଚ ରାହୁଲ ଦ୍ରାବିଡ କରୋନାରୁ…
ସିରିଆରେ ରକେଟ ମାଡ଼, ଆମେରିକା ସୈନ୍ୟ ଆହତ…
ଓ୍ବାଶିଂଟନ, ୨୫।୮ : ସିରିଆରେ ଇରାନ ସମର୍ଥିତ ଆତଙ୍କବାଦୀଙ୍କ ପକ୍ଷରୁ ହୋଇଥିବା ଦୁଇଟି ରକେଟ ମାଡ଼ରେ ତିନି ଜଣ ଆମେରିକୀୟ ସୈନିକ ଆହତ ହୋଇଛନ୍ତି। ଆମେରିକାର ସେଣ୍ଟ୍ରାଲ କମାଣ୍ଡ (ସେଣ୍ଟକମ) ଏକ ବିବୃତ୍ତି ଜାରି କରି ଏଭଳି କହିଛି। ଏହା ପରେ…
‘ମୁଁ ମଣିଷ, ମୋର ବି ଏକ ମନ ଅଛି’
ହେଲସିଙ୍କି,୨୫।୮: ଫିନ୍ଲାଣ୍ଡ ପ୍ରଧାନମନ୍ତ୍ରୀ ସାନ୍ନା ମାରିନ ଏକ ପାର୍ଟିରେ ତାଙ୍କ ବନ୍ଧୁମାନଙ୍କ ସହ ନିଶାଗ୍ରସ୍ତ ଅବସ୍ଥାରେ ନାଚୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହାକୁ ନେଇ ତାଙ୍କୁ ଖୁବ୍ ସମାଲୋଚନାର ଶିକାର ହେବାକୁ ପଡିଥିଲା। ପାର୍ଟିର ଭିଡିଓ ଭାଇରାଲ୍…
ଯୁବ ଓ ବାଲ୍ ସାହିତ୍ୟ ପୁରସ୍କାର ପାଇବେ ଦିଲ୍ଲୀପ, ନରେନ୍ଦ୍ର
ଭୁବନେଶ୍ୱର,୨୫।୮(ବ୍ୟୁରୋ): କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ଓ ବାଲ୍ ପୁରସ୍କାର-୨୦୨୨ ବୁଧବାର ଘୋଷଣା କରାଯାଇଛି। ଶିଶୁ ସାହିତି୍ୟକ ତଥା ବିଜେବି କଲେଜର ପୂର୍ବତନ ଅଧ୍ୟକ୍ଷ ନରେନ୍ଦ୍ର ଦାସ କେନ୍ଦ୍ର ସାହିତ୍ୟ ଏକାଡେମୀ ବାଲ୍ ସାହିତ୍ୟ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଓଡ଼ିଆ…
ବିଦ୍ୟୁତ୍ ଆଘାତରେ ଦୁଇ ହାତୀ ମୃତ
କେନ୍ଦୁଝର,୨୫।୮, ( ସ୍ୱ.ପ୍ର.): କେନ୍ଦୁଝର ଜୁଡ଼ିଆ ଘାଟି ନିକଟସ୍ଥ ଓୟୁଏଟି କ୍ୟାମ୍ପସ ଭିତରେ ବିଦ୍ୟୁତ୍ ଆଘାତରେ ପ୍ରାୟ ତିରିଶ ବର୍ଷ ବୟସ୍କ ଦୁଇ ହାତୀଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ମୃତ ହାତୀ ଦ୍ବୟ ମାଈ ହାତୀ ବୋଲି ଜଣାପଡ଼ିଛି। ବନ ବିଭାଗ…
ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କୀୟ ପ୍ରେମ ପ୍ରକାଶ ଗିରଫ, ଅବୈଧ ଖନନ ମାମଲାରେ ଇଡିର କର୍ଯ୍ୟାନୁଷ୍ଠାନ
ରାଞ୍ଚି,୨୫ ।୮: ଝାଡ଼ଖଣ୍ଡରେ ଅବୈଧ ଖଣି ଖନନ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଏକ ବଡ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ନିକଟ ସମ୍ପର୍କୀୟ ପ୍ରେମ ପ୍ରକାଶଙ୍କୁ ଗିରଫ କରାଯାଇଛି । କୁହାଯାଉଛି କି ପ୍ରେମ ପ୍ରକାଶ ମୁଖ୍ୟମନ୍ତ୍ରୀ…
ମହଙ୍ଗା ହେଲା ଯମୁନା ଏକ୍ସପ୍ରେସୱେର ଯାତ୍ରା
ଲକ୍ଷ୍ନୌ,୨୫ ।୮: ଯମୁନା ଏକ୍ସପ୍ରେସୱେରେ ଯାତ୍ରା କରୁଥିବା ଲୋକେ ଗୁରୁବାରଠାରୁ ଅଧିକ ଟୋଲ ଟ୍ୟାକ୍ସ ଦେବେ । ଯମୁନା ବିକାଶ ପ୍ରାଧିକରଣ ପକ୍ଷରୁ ଏକ୍ସପ୍ରେସୱେରେ ଟୋଲ ଟ୍ୟାକ୍ସ ଦାମ ବୃଦ୍ଧି କରିଛନ୍ତି । ଏ ସମ୍ପର୍କରେ ପ୍ରାଧିକରଣର ମୁଖ୍ୟ କାର୍ଯ୍ୟପାଳକ ଅଧିକାରୀ…
ପାକ କର୍ନଲଙ୍କ ଇସାରାରେ ଆର୍ମି ପୋଷ୍ଟ ଉଡାଇ ଦେବାକୁ ହୋଇଥିଲା ପ୍ରସ୍ତୁତି
ନୂଆଦିଲ୍ଲୀ,୨୫ ।୮: ଆତଙ୍କବାଦ ବିରୋଧରେ ଲଢିବାକୁ ଚେଷ୍ଟା କରୁଥିବା ପାକିସ୍ତାନ ପୁଣିଥରେ ସମ୍ପୂର୍ଣ୍ଣ ଭାବେ ବିଫଳ ହୋଇଛି । ନୌଶେରା ସେକ୍ଟରରୁ ଧରାପଡିଥିବା ଆତଙ୍କବାଦୀମାନେ ପୁଣିଥରେ ପାକିସ୍ତାନର ଅସଲ ମୁଖ୍ୟ ଖୋଲିଛନ୍ତି । ଘଟଣା ହେଲା ଗିରଫ ହୋଇଥିବା ଆତଙ୍କବାଦୀ ତବାରକ…
ବିଏସ୍ସିଏଲ୍ ନିର୍ଦ୍ଦେଶକଙ୍କୁ ଭେଟିଲେ ଜର୍ମାନୀ କନ୍ସୁଲେଟ
ଭୁବନେଶ୍ୱର,୨୫।୮(ବ୍ୟୁରୋ): ଜର୍ମାନୀ କନ୍ସୁଲେଟ୍ ଜେନେରାଲ୍ ମନଫ୍ରେଡ୍ ଆଷ୍ଟର ବୁଧବାର ବିଏସ୍ସିଏଲ୍ର ଚେୟାରମ୍ୟାନ୍ ତଥା ପରିଚାଳନା ନିର୍ଦ୍ଦେଶକ ସଞ୍ଜୟ କୁମାର ସିଂଙ୍କୁ ଭେଟିଛନ୍ତି। ଭୁବନେଶ୍ୱର ସ୍ମାର୍ଟ ସିଟି ଏବଂ ଓଡ଼ିଶା ସରକାରଙ୍କ ସହିତ ଜର୍ମାନୀର ସମ୍ଭାବ୍ୟ ସହଯୋଗ ଓ ସହଭାଗିତା ଉପରେ ସେ…
ଅନ୍ଲାଇନ ଶୈକ୍ଷିକ ଗେମ୍ ‘ଆଜାଦୀ କ୍ୱେଷ୍ଟ’ ଶୁଭାରମ୍ଭ
ନୂଆଦିଲ୍ଲୀ,୨୫।୮(ପି.ଆଇ.ବି): ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଭାରତୀୟ ସ୍ବାଧୀନତ ସଂଗ୍ରାମର ଗୌରବ ଗାଥାର ପ୍ରଚାର ପ୍ରସାର ଲାଗି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ବୁଧବାର ଏକ ଶିକ୍ଷଣୀୟ ଅନ୍ଲାଇନ ମୋବାଇଲ ଗେମ୍ ସିରିଜ୍ ‘ଆଜାଦୀ…
Archives


