ଚଢ଼ାଉ, ଗିରଫଦାରି, ଠିକ୍ ତଦନ୍ତକୁ ଗୁରୁତ୍ୱ
ଭୁବନେଶ୍ୱର,୧।୧୦(ବ୍ୟୁରୋ): ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଅବକାରୀ ଆଇନ ଏବଂ ବଟଲିଂ ପ୍ଲାଣ୍ଟ ଅପରେଶନ ଉପରେ ଏକ ଦିନିକିଆ କର୍ମଶାଳା ଶୁକ୍ରବାର ଭର୍ଚୁଆଲରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟର ସମସ୍ତ ଅବକାରୀ ଅଧିକାରୀ ଅଂଶଗ୍ରହଣ କରିଥିଲେ ା କର୍ମଶାଳାକୁ ଉଦ୍ଘାଟନ କରି ଅବକାରୀ…
ପାଲଟା ଅଭିଯୋଗ ଆଣିଲେ ଅକ୍ଷୟ ପରିଜା
ଭୁବନେଶ୍ୱର,୧।୧୦( ବ୍ୟୁରୋ): କାଷ୍ଟିଂ କାଉଚ୍କୁ ନେଇ ପୁଣି ଚର୍ଚ୍ଚାକୁ ଆସିଛି ଓଲିଉଡ୍ ଇଣ୍ଡଷ୍ଟ୍ରି। ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜାଙ୍କ ନାମରେ ଜଣେ ଯୁବତୀ କାଷ୍ଟିଂ କାଉଚ୍ ଅଭିଯୋଗ ଆଣିବା ଘଟଣା ଏବେ ଭିନ୍ନ ମୋଡ଼ ନେଇଛି। ଶୁକ୍ରବାର ଅକ୍ଷୟ ନୟାପଲ୍ଲୀ…
ଜିହାଦରେ ସାମିଲ ଲାଗି ସିରିଆ ଯାଉଥିଲେ ପିଏଫ୍ଆଇ ସଦସ୍ୟ
ନୂଆଦିଲ୍ଲୀ,୧।୧୦: ଦୁର୍ଦ୍ଧର୍ଷ ଆତଙ୍କବାଦୀ ସଂଗଠନ ଆଇଏସ୍ରେ ସାମିଲ ହୋଇଥିବା ପପୁଲାର ଫ୍ରଣ୍ଟ ଅଫ୍ ଇଣ୍ଡିଆ (ପିଏଫ୍ଆଇ) ସଦସ୍ୟମାନେ ଜିହାଦରେ ସାମିଲ ହେବା ଲାଗି ସିରିଆ ଏବଂ ସେମାନଙ୍କ ଆଡ୍ଡାସ୍ଥଳ ଥିବା ଅନ୍ୟ ଦେଶକୁ ଯାଉଥିଲେ। ସୁରକ୍ଷା ବଳ ନଜରରୁ ବର୍ତ୍ତିବା ଲାଗି…
ବିଳମ୍ବରେ ପହଞ୍ଚିବାରୁ ଆଣ୍ଠୁମାଡି ପ୍ରଣାମ କରିବା ସହ କ୍ଷମା ମାଗିଲେ ମୋଦି, ବିନା ଲାଉଡ ସ୍ପିକରରେ ଜନସଭାକୁ କଲେ ସମ୍ବୋଧିତ
ଜୟପୁର,୧ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ରାଜସ୍ଥାନର ଆବୁ ରୋଡରେ ଆୟୋଜିତ କାର୍ଯ୍ୟକ୍ରମରେ ସାମାନ୍ୟ ବିଳମ୍ବରେ ପହଞ୍ଚିଥିଲେ । ଏହି ସମୟରେ ସେଠାରେ ମୋଦିଙ୍କୁ ଦେଖିବାକୁ ଓ ଶୁଣିବାକୁ ବହୁ ସଂଖ୍ୟାରେ ଜନତା ଉପସ୍ଥିତ ଥିଲେ । ସେଠାରେ ମୋଦି…
ଇଡ୍କୋ ଆସିଷ୍ଟାଣ୍ଟ ମ୍ୟାନେଜର ଗିରଫ
ଭୁବନେଶ୍ୱର,୧।୧୦( ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ଇନ୍ଫ୍ରାଷ୍ଟ୍ରକ୍ଚର୍ ଡେଭଲପ୍ମେଣ୍ଟ କର୍ପୋରେଶନ(ଇଡ୍କୋ)ର ଆସିଷ୍ଟାଣ୍ଟ ମ୍ୟାନେଜର (ସିଭିଲ୍) ମନୋଜ କୁମାର ଲେଙ୍କାଙ୍କୁ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଓ ଯାଞ୍ଚ ପରେ ତାଙ୍କ ନିକଟରୁ…
ରୁପା ମୁକୁଟରେ ଝଲସିବେ ମା’
କେନ୍ଦୁଝର,୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଡେଲି ମାର୍କେଟ ରାସ ପଡ଼ିଆ ସ୍ଥିତ ଶ୍ରୀଶ୍ରୀ ଦୁର୍ଗାଦେବୀ ପୀଠରେ ଦୁର୍ଗାପୂଜା କମିଟି ପକ୍ଷରୁ ଭାଇଚାରାର ଉତ୍ସବ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ସରିଛି। ୧୯୬୪ ମସିହାରେ ଆରମ୍ଭ ହୋଇଥିବା ଏହି ପୂଜା ୫୮ ବର୍ଷରେ…
ସାଓମିର ୫,୫୫୧ କୋଟି ଜବତକୁ ଫରେକ୍ସ ଅନୁମୋଦନ
ନୂଆଦିଲ୍ଲୀ,୧।୧୦: ଚାଇନା ଫୋନ୍ ଉତ୍ପାଦନକାରୀ କମ୍ପାନୀ ସାଓମି ଟେକ୍ନୋଲୋଜି ଇଣ୍ଡିଆ ପ୍ରା. ଲିଃ ବେଆଇନ ଭାବେ ବିଦେଶକୁ ପଠାଉଥିବା ୫,୫୫୧ କୋଟି ଟଙ୍କାକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗତ ଏପ୍ରିଲରେ ଜବତ କରିଥିଲା। ବର୍ତ୍ତମାନ ସୁଦ୍ଧା ଏହା ଦେଶରେ ସବୁଠୁ ବଡ଼…
ରାସ୍ତାରେ ବୁଲୁଛି ଗଣେଶ
ଭବାନୀପାଟଣା,୧।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟସ୍ଥ ଫୁର୍ଲିଝରନ ରାସ୍ତାରେ ଏବେ ଗଣେଶ ନାମକ ଏକ ହାତୀ ଚଳପ୍ରଚଳ କରୁଥିବା ଦେଖିବାକୁ ମିଳିଛି। ଫଳରେ ଏହି ରାସ୍ତାରେ ଯାତାୟାତ କରୁଥିବା ଲୋକମାନେ ଉତ୍ସାହର ସହ ଏହି ମନୋରମ ଦୃଶ୍ୟକୁ ନିଜ ମୋବାଇଲ କ୍ୟାମେରାରେ…
୭୧ ଲକ୍ଷ ମେଟ୍ରିକ୍ ଟନ୍ ଧାନ ସଂଗ୍ରହ ଲକ୍ଷ୍ୟ
ଭୁବନେଶ୍ୱର,୧ା୧୦(ବ୍ୟୁରୋ): ୨୦୨୨-୨୩ ଖରିଫ ଓ ରବି ଋତୁରେ ରାଜ୍ୟରୁ ୭୧ ଲକ୍ଷ ମେଟ୍ରିକ ଟନ ଧାନ ଅର୍ଥାତ୍ ୪୮ ଲକ୍ଷ ମେଟ୍ରିନ ଟନ ଚାଉଳ ସଂଗ୍ରହ କରାଯିବ। ଖରିଫରେ ୫୭ ଲକ୍ଷ ଏବଂ ରବି ଋତୁରେ ୧୪ ଲକ୍ଷ ଟନ ଧାନ…
ରତ୍ନଭଣ୍ଡାର ସମ୍ପର୍କରେ ପଚାରିଲେ ନଡ୍ଡା
ପୁରୀ ଅଫିସ,୧।୧୦: ଓଡ଼ିଶା ଗସ୍ତର ଦ୍ୱିତୀୟ ଦିନରେ ଶୁକ୍ରବାର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସକାଳ ସାଢ଼େ ୭ଟାରେ ନଡ୍ଡା ଶ୍ରୀମନ୍ଦିରରେ ପ୍ରବେଶ କରିଥିଲେ। ଏହି ସମୟରେ ତାଙ୍କ ସହିତ କେନ୍ଦ୍ର…
ଋଣଗ୍ରହୀତାଙ୍କୁ ଆର୍ବିଆଇ ଝଟକା
ମୁମ୍ବାଇ,୧ା୧୦: ଦେଶରେ ହୁ ହୁ ହୋଇ ବଢ଼ିଚାଲିଥିବା ଦରଦାମ ଉପରେ ଅଙ୍କୁଶ ଲଗାଇବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ଶୁକ୍ରବାର ପୁଣିଥରେ .୫୦% ରେପୋ ରେଟ୍ ବଢ଼ାଇଛି। କେନ୍ଦ୍ରୀୟ ବ୍ୟାଙ୍କ ଗର୍ଭନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ୩ ଦିନ ଧରି…
ବୋମା ଗୁଜବରୁ ବିମାନ ଉଡ଼ାଣରେ ବିଳମ୍ବ
ନୂଆଦିଲ୍ଲୀ,୩୦।୯: ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଶୁକ୍ରବାର ଦୁଇଜଣ ଯାତ୍ରୀଙ୍କ ମଧ୍ୟରେ ଗଣ୍ଡଗୋଳ ପରେ ବିମାନରେ ବୋମା ଥିବା ଖବର ପ୍ରଚାରିତ ହୋଇଥିଲା। ଫଳରେ ମାଲେସିଆ ଯିବାକୁ ଥିବା ବିମାନ ଉଡ଼ାଣରେ ବିଳମ୍ବ ହୋଇଛି। ମାଲେସିଆ ଯିବାକୁ ଥିବା ଏମ୍ଏଚ୍୧୭୩…
Archives


