Home Left

ଇସ୍ତାହାରରେ ଭାରତର ଭୁଲ ମାନଚିତ୍ର ପାଇଁ କ୍ଷମା ମାଗିଲେ ଥରୁର

ନୂଆଦିଲ୍ଲୀ,୩୦।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲାଗି ବରିଷ୍ଠ ନେତା ଶଶୀ ଥରୁର ଆଣିଥିବା ଇସ୍ତାହାରରେ ଭାରତର ଭୁଲ୍‌ ମାନଚିତ୍ର ପାଇଁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି। ସେ ଦେଖାଇଥିବା ଇସ୍ତାହାର ପୁସ୍ତିକାର ଭାରତ ମାନଚିତ୍ରରେ ଜମ୍ମୁ-କଶ୍ମୀର ଓ ଲଦାଖ ନ ଥିଲା।…

ଜିମ୍‌ କରୁଥିବା ବେଳେ ହୃଦଘାତ: ଆଖି ବୁଜିଲେ ସଲମାନଙ୍କ ବଡି ଡବଲ୍‌ ସାଗର ପାଣ୍ଡେ

ବମ୍ବେ: ହୃଦ୍‌ଘାତରେ ଆଖି ବୁଜିଲେ ବଲିଉଡ୍‌ର ଦବଙ୍ଗ ଖାଁ ସଲମାନଙ୍କ ବଡି ଡବଲ୍‌ ଭାବେ ପରିଚିତ ସାଗର ପାଣ୍ଡେ। ଏକ ଜିମ୍‌ରେ ବ୍ୟାୟାମ କରୁଥିବା ବେଳେ ହଠାତ୍‌ ତାଙ୍କୁ ହୃଦଘାତ ଆସିଥିଲେ। ସେହିଠାରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ତାଙ୍କୁ ୫୦…

କେନାଲରେ ଭାସୁଥିବା ମୃତ ମହିଳାଙ୍କ ମିଳିଲା ପରିଚୟ

କୋକସରା,୩୦।୯(ଡି.ଏନ.ଏ): ଇନ୍ଦ୍ରାବତୀ ମେଗାଲିଫ୍ଟ କେନାଲରୁ ଜଣେ ମହିଳାଙ୍କ ଶବ ଉଦ୍ଧାର କରାଯାଇଥିଲା। ଶୁକ୍ରବାର ମୃତ ମହିଳାଙ୍କ ପରିଚୟ ମିଳିଛି। ମହିଳା ଜଣକ ହେଉଛନ୍ତି ଜୟପାଟଣା ବ୍ଲକ ସର୍ଗିଗୁଡା ପଞ୍ଚାୟତ ସାନପୁଝାରି ଗୁଡା ଗ୍ରାମର ନୀଳ ଯାନୀ ଙ୍କ ସ୍ତ୍ରୀ ଶନିବାରି ଯାନୀ…

ଆବାସ ଯୋଜନା ଫାଇନାଲ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ: ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜିଆର୍‌ଏସ୍‌

ଝାରସୁଗୁଡା ଅଫିସ୍‌,୩୦।୯: ଝାରସୁଗୁଡା ଜିଲା ଲଖନପୁର ବ୍ଲକ୍‌ କନକତୋରା ପଞ୍ଚାୟତ କାର୍ଯ୍ୟାଳୟରେ ଶୁକ୍ରବାର ଜିଆର୍‌ଏସ୍‌ ମନୋଜ ସାହୁ ଜଣେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କ ନିକଟରୁ ୧୪ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ବିଭାଗ ସମ୍ପୃକ୍ତ ଅଭିଯୁକ୍ତ…

ଦିନକ ପରେ ଗ୍ରାଣ୍ଡ ପ୍ରିମିୟର: ଜାଣନ୍ତୁ କେବେ-କେଉଁଠି ଦେଖିବେ ‘ବିଗ୍‌ବସ୍‌’

ବମ୍ବେ: ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ ଯାଉଛି ବିବାଦୀୟ ରିଆଲିଟି ଶୋ’ ‘ବିଗ୍‌ବସ୍‌’। ଅକ୍ଟୋବର ପହିଲା ଅର୍ଥାତ ଦିନକ ପରେ ଏହା ଅନ୍‌ ଏୟାର ହେବ। ବିଶେଷକରି ଗ୍ରାଣ୍ଡ ପ୍ରିମିୟରକୁ ଦର୍ଶକେ ଶନିବାର ଏବଂ ରବିବାର ରାତି ୯.୩୦ରେ ଦେଖିପାରିବେ। ସେହିଭଳି ସୋମବାରରୁ…

ନାଟୋ ସଦସ୍ୟତା ପାଇଁ ଆବେଦନ କରିବ ୟୁକ୍ରେନ

କିଭ୍‌,୩୦।୯: ୟୁକ୍ରେନର ୪ଟି ଅଞ୍ଚଳ ରୁଷିଆରେ ବିଲୟ ହେବା ପରେ ଶୁକ୍ରବାର ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କିଙ୍କ ଏକ ବଡ଼ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ୟୁକ୍ରେନ ନାଟୋ ସଦସ୍ୟତା ପାଇଁ ଆବେଦନ କରିବ। କିଭ୍‌ ତୁରନ୍ତ ନାଟୋର ଫାଷ୍ଟ…

‘ମହମ୍ମଦ ଶାମି କ’ଣ ଭୁଲ କଲେ’

ନୂଆଦିଲ୍ଲୀ,୩୦।୯: ଟି୨୦ ବିଶ୍ୱକପ୍‌ ପୂର୍ବରୁ ଭାରତୀୟ ଟିମ୍‌କୁ ବଡ଼ ଝଟ୍‌କା ଲାଗିଛି। ଟିମ୍‌ ଇଣ୍ଡିଆ ପେସ୍‌ ବୋଲର୍‌ ଜସପ୍ରିତ ବୁମ୍‌ରା ଆହତ ସମସ୍ୟା ଯୋଗୁ ବିଶ୍ୱକପ୍‌ରୁ ବାହାର ହୋଇଛନ୍ତି। ଏଥିସହ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଟି-୨୦ ସିରିଜରୁ ମଧ୍ୟ ସେ…

ସହକାରୀ ନିର୍ବାହୀଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ

ବୁଗୁଡ଼ା/ଭଞ୍ଜନଗର,୩୦।୯(ଡି.ଏନ.ଏ.): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ବୁଗୁଡ଼ା ଜଳସେଚନ ବିଭାଗ(ବାଘୁଆ ପ୍ରକଳ୍ପ)ର ସହକାରୀ ନିର୍ବାହୀଯନ୍ତ୍ରୀଙ୍କ ଘରେ ଚଢ଼ାଉ। ଶୁକ୍ରବାର ବାଘୁଆ ପ୍ରକଳ୍ପର ସହକାରୀ ନିର୍ବାହୀଯନ୍ତ୍ରୀ ବିଷ୍ଣୁ ଚରଣ ସାହୁଙ୍କ ବାସଭବନ ଓ କାର୍ଯ୍ୟାଳୟ ଆଦି ୭ଟି ସ୍ଥାନରେ…

ଶିକ୍ଷକଙ୍କ ଉନ୍ମତ୍ତକାଣ୍ଡ: ଚାକିରୀରୁ ବିଦା

ଲେଫ୍ରିପଡା,୩୦।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ବ୍ଲକ ଅନ୍ତର୍ଗତ ସୁର୍ଗୁଡା କ୍ଲଷ୍ଟରର କୁଲାବିରା କିଶାନପଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ସହକାରୀ ଶିକ୍ଷକ ପ୍ରଦୀପ ପଟେଲ ନିଲମ୍ବିତ। ନିଶାସକ୍ତ ଅବସ୍ଥାରେ ଉନ୍ମତ୍ତକାଣ୍ଡ ଘଟାଇଥିବାରୁ ସରକାରୀ ଚାକିରୀର ଅପବ୍ୟବହାର ନେଇ ଲେଫ୍ରିପଡା ବ୍ଲକ ଶିକ୍ଷା ଅଧିକାରୀଙ୍କ…

ଅଜୟଙ୍କୁ ଶ୍ରେଷ୍ଠ ଅଭିନେତା, ବିଶାଲଙ୍କୁ ଶ୍ରେଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ପୁରସ୍କାର

ମୁମ୍ବାଇ: ରାଷ୍ଟ୍ରପତି ଭବନରେ ଶୁକ୍ରବାର ଚଳିତବର୍ଷର ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିତରଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ବଲିଉଡ୍‌ ଫିଲ୍ମ ‘ତାନହା ଜୀ: ଦ ଅନ୍‌ସଙ୍ଗ ଓ୍ବାରିୟର୍‌’ ପାଇଁ ଅଜୟ ଦେବଗନ୍‌ ଓ ସାଉଥ୍‌ ଫିଲ୍ମ ‘ସୂରାରି ପୋତ୍ତ୍ରୁ’ ପାଇଁ ସୂୟ୍ୟାଙ୍କୁ…

କ୍ଷତିପୂରଣ ପାଇଁ ରାସ୍ତାକୁ ଓହ୍ଲାଇଲେ ଚାଷୀ

ଅମ୍ବାଭୋନା,୩୦।୯(ଡି.ଏନ.ଏ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇଛି । ଚାଷୀମାନେ ଚାଷକାର୍ଯ୍ୟ ଆରମ୍ଭରୁ ବୀମା ପ୍ରିମିୟମ ଜମା କରିଛନ୍ତି । ହେଲେ ଫସଲକ୍ଷତିର ବର୍ଷେ ପରେ ମଧ୍ୟ କ୍ଷତିଗ୍ରସ୍ତ ଚାଷୀଙ୍କୁ ବୀମା କ୍ଷତିପୂରଣ ମିଳିପାରି ନାହିଁ । ଏହାକୁ…

ଭାତ, ସୋୟାବିନ ତରକାରୀ ଖାଇ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ

ସୋହେଲା,୩୦।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ବ୍ଳକ ରେଙ୍ଗାଲି ପଞ୍ଚାୟତ ଅଧୀନ ବ୍ରାହ୍ମଣୀଡିହି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ମଧ୍ୟାହ୍ନ ଭୋଜନ ଖାଇ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡିଛନ୍ତି। ପିଲାଙ୍କୁ ବାନ୍ତି ସହ ପେଟ, ମୁଣ୍ଡ ବ୍ୟଥା ହେବାରୁ ଅଭିଭାବକଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri