ଗିରଫ ହୋଇପାରନ୍ତି ରାଘବ ଚଡ୍ଡା: କେଜ୍ରିଓ୍ବାଲଙ୍କ ଦାବି
ନୂଆଦିଲ୍ଲୀ,୩୦।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଶୁକ୍ରବାର ଟୁଇଟ କରି ଏକ ବଡ଼ ଦାବି କରିଛନ୍ତି। ଏଥିସହ ସେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ରାଘବ ଚଡ୍ଡାଙ୍କୁ ଖୁବ୍ଶୀଘ୍ର ଗିରଫ କରାଯାଇପାରେ। ତାଙ୍କର ଏହି ଟୁଇଟକୁ ନେଇ ଚର୍ଚ୍ଚା ଜୋର…
୨ ଦିନ ପରେ ଖୋଲିଲା ବିଦ୍ୟାଳୟ ତାଲା
ଭଞ୍ଜନଗର,୩୦।୯(ଡି.ଏନ.ଏ): ଭଞ୍ଜନଗର ବ୍ଲକ ଭାଲିଆଖାଇ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ନେଇ ଗ୍ରାମବାସୀ ଦୁଇଦିନ ହେଲା ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଥିଲେ । ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲୁ ରହିବ…
କାବୁଲ ଆତ୍ମଘାତୀ ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୧୦୦କୁ ବୃଦ୍ଧି
କାବୁଲ,୩୦।୯: ଆଫଗାନିସ୍ତାନର ରାଜଧାନୀ କାବୁଲ ସ୍ଥିତ ଏକ ସ୍କୁଲରେ ଶୁକ୍ରବାର ଘଟିଥିବା ଆତ୍ମଘାତୀ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୧୦୦କୁ ବୃଦ୍ଧି ପାଇଥିବା ଜଣାପଡିଛି। ସ୍ଥାନୀୟ ଗଣମାଧ୍ୟମ ସୂଚନା ମୁତାବକ, ମୃତକଙ୍କ ମଧ୍ୟରେ ଅଧିକାଂଶ ଛାତ୍ରୀଛାତ୍ର ଥିବା ସୂଚନା ମିଳିଛି। ଆହତମାନଙ୍କୁ ସ୍ଥାନୀୟ…
ଭାଜପା ଗଡ଼ରେ ୫ଶହ କି.ମି. ପଦଯାତ୍ରା କରିବେ ରାହୁଲ
ବେଙ୍ଗାଲୁରୁ,୩୦।୯: ଗୋଟିଏ ପଟେ ଦିଲ୍ଲୀ କଂଗ୍ରେସରେ ରାଜନୈତିକ ସଙ୍କଟ ଚରମ ସୀମାରେ ପହଞ୍ଚିଛି। ଅନ୍ୟପଟେ ‘ଭାରତ ଯୋଡୋ ଯାତ୍ରା’ ଶୁକ୍ରବାର କର୍ନାଟକରେ ପ୍ରବେଶ କରିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାରତ ଯୋଡୋ ଯାତ୍ରାର ୨୧ତମ ଦିନରେ କେରଳ ସୀମାରେ ଥିବା…
‘ମୁଁ ଖୁସିରେ ନାହିଁ, ମୋତେ ଶାନ୍ତି ଦରକାର’
ବମ୍ବେ: କ୍ଷମା କରିବେ। ଏଥିଲାଗି କେହି ବି ଦାୟୀ ନୁହନ୍ତି। କାହାକୁ ବି ହଇରାଣ କରିବେ ନାହିଁ। ମୁଁ ଖୁସିରେ ନାହିଁ। ଖାଲି ଶାନ୍ତି ଦରକାର। କିଛି ଏଭଳି ଲେଖି ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଇଛନ୍ତି ଜଣେ ମଡେଲ। ମାୟାନଗରୀ…
ବୁମ୍ରାଙ୍କ ସ୍ଥାନରେ ଏହି ଦ୍ରୁତ ବୋଲର୍ଙ୍କୁ ମିଳିଲା ସୁଯୋଗ
ନୂଆଦିଲ୍ଲୀ,୩୦।୯: ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ଅନ୍ତର୍ଜାତୀୟ ସିରିଜର ଅନ୍ତିମ ୨ ମ୍ୟାଚ୍ ଲାଗି ଦ୍ରୁତ ବୋଲର୍ ମହମ୍ମଦ ସିରାଜଙ୍କୁ ଦଳରେ ସାମିଲ କରାଯାଇଛି। ସିରାଜ ଦଳରେ ଜସପ୍ରିତ ବୁମ୍ରାଙ୍କ ସ୍ଥାନ ନେବେ ବୋଲି ଶୁକ୍ରବାର ବିସିସିଆଇ ପକ୍ଷରୁ ଟୁଇଟ୍ କରି…
ଗାଁରେ ବୁଲିଲେ ଭାଲୁ
ନୂଆପଡ଼ା ଅଫିସ,୩୦।୯: ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁରେ ୨ ଭାଲୁ ଆତଙ୍କ ସୃଷ୍ଟି କରିଛନ୍ତି। ଫଳରେ ଗାଁ ଲୋକେ ଭୟରେ ଦିନ ତମାମ ତାଟିକବାଟ ବନ୍ଦ କରି ରହିଥିଲେ। କୌଣସି ଧନ ଜୀବନ କ୍ଷତି ହୋଇ ନ ଥିବା ବେଳେ…
ଖଡଗେଙ୍କୁ ସମର୍ଥନ କଲେ ମନିଷ ତିୱାରୀ, କହିଲେ ଥରୁରଙ୍କ ସହ ରହିବ ବନ୍ଧୁତ୍ୱର ସମ୍ପର୍କ
ନୂଆଦିଲ୍ଲୀ,୩୦ ।୯: କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଥିଲା ଶୁକ୍ରବାର ଅର୍ଥାତ୍ ସେପ୍ଟେମ୍ବର ୩୦ ତାରିଖ । ଏହି ରେସ୍ରୁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂ ବାହାରି ଯାଇଥିବା ବେଳେ ଏଥିରେ ଏଣ୍ଟ୍ରି…
୮.୯ କୋଟି! ରୋଜଗାରରେ ରେକର୍ଡ କଲେ କୋହଲି; ଗୋଟିଏ…
ନୂଆଦିଲ୍ଲୀ,୩୦।୯: ବିଗତ କିଛି ବର୍ଷ ମଧ୍ୟରେ ବିରାଟ କୋହଲିଙ୍କ ପ୍ରଶଂସକ ସଂଖ୍ୟା ବହୁତ ବୃଦ୍ଧି ପାଇଛି। ସେ ବିଶ୍ୱ କ୍ରିକେଟର ସବୁଠାରୁ ଅଧିକ ଅନୁସରଣ କରାଯାଉଥିବା କ୍ରିକେଟରମାନଙ୍କ ମଧ୍ୟରୁ ଜଣେ। ସୋସିଆଲ ମିଡିଆରେ ଏହି ପୂର୍ବତନ ଭାରତୀୟ ଅଧିନାୟକଙ୍କର ବହୁତ ପ୍ରଶଂସକ…
ଶିକାର କରୁଛନ୍ତି ବରୁଣ
ମୁମ୍ବାଇ: ବରୁଣ ଧବନ ଓ କ୍ରିତି ସାନନଙ୍କ ଫିଲ୍ମ ‘ଭେଡିୟା’ ଖୁବଶୀଘ୍ର ଦର୍ଶକଙ୍କୁ ମନୋରଞ୍ଜନ ଦେବାକୁ ଯାଉଛି । ନିକଟରେ ଫିଲ୍ମର ଭିଜୁଆଲ ପୋଷ୍ଟର ନଜର ଆସିଛି । ପୋଷ୍ଟରକୁ ଦେଖିବା ପରେ ଦର୍ଶକଙ୍କ ମଧ୍ୟରେ ଫିଲ୍ମକୁ ନେଇ ଏକ୍ସାଇମେଣ୍ଟ ବଢି…
ଶନିବାର ୫-ଜି ସେବା ଶୁଭାରମ୍ଭ କରିବେ ମୋଦି
ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଇଣ୍ଡିଆ ମୋବାଇଲ କଂଗ୍ରେସର ଷଷ୍ଠ ସଂସ୍କରଣ ଅବସରରେ ୫-ଜି ସେବା ଉନ୍ମୋଚନ କରିବେ। ପିଏମ୍ଓ ସୂଚନାନୁଯାୟୀ, ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ୧୦ ଟାରେ ପ୍ରଗତି ମଇଦାନରେ ନିଜର ଅଭିଭାଷଣ ପ୍ରଦାନ କରିବେ। ୫-ଜି ସେବା ଶୁଭାରମ୍ଭ…
ଡ୍ରାଇଭରଙ୍କ ନିଆରା ଅପିଲ- ଦୟାକରି ମୋତେ ଭାଇ କି ଅଙ୍କଲ୍ ଡାକନ୍ତୁ ନାହିଁ…
ଆଜିକାଲିର ସମୟରେ କୌଣସି ସ୍ଥାନକୁ ଯାତ୍ରା ଲାଗି ‘ଉବେର’ ନଚେତ ‘ଓଲା’ ପ୍ରମୁଖ ସାଧନ ପାଲଟିଛନ୍ତି। ଏହାଦ୍ୱାରା ଗାଡି ସହଜରେ ବୁକ୍ ହେବା ସାଙ୍ଗକୁ କିଭଳି ଯିବେ ତାର ଚିନ୍ତା ଦୂର ହୋଇଥାଏ। ଆପଣ କେବେ ଏହି ଗାଡ଼ି ବୁକ୍ କଲେ…
Archives


