Home Left

ପୂଜାରାଙ୍କ ବିସ୍ଫୋରକ ବ୍ୟାଟିଂ

ଲଣ୍ଡନ,୨୪।୮: ଭାରତର ଟେଷ୍ଟ ବ୍ୟାଟ୍ସମ୍ୟାନ ଚେତେଶ୍ୱର ପୂଜାରା ଏବେ ଜୀବନର ଶ୍ରେଷ୍ଠ ଫର୍ମରେ ଅଛନ୍ତି। ଇଂଲଣ୍ଡରେ ଜାରି ରୟାଲ ଲଣ୍ଡନ ୱାନ ଡେ କପ୍‌ରେ ସେ ସସେକ୍ସ ଦଳ ପାଇଁ ସିଜନର ତୃତୀୟ ଶତକ ସ୍କୋର କରିଥିଲେ। ମିଡଲ୍ସେକ୍ସ ବିପକ୍ଷରେ ପୂଜାରା…

ଏନ୍‌ଏସି ସହରର ମୁଖ୍ୟ ରାସ୍ତା ପାଲଟିଛି ଡମ୍ପିଂୟାର୍ଡ

ଗଞ୍ଜାମ,୨୪।୮(ଡି.ଏନ୍‌.ଏ.): ଦେଶ ସ୍ବାଧୀନ ହେବାର ୭୫ ବର୍ଷ ବିତିଯାଇଥିଲେ ମଧ୍ୟ ଗଞ୍ଜାମ ଏନ୍‌ଏସିରେ ପରିମଳ ବ୍ୟବସ୍ଥାରେ ସୁଧାର ଆସିପାରିନାହିଁ। ସହରର ମୁଖ୍ୟ ରାସ୍ତା ଏବେ ଡମ୍ପିଂୟାର୍ଡ ପାଲଟିଛି। ଦୈନଦିନ ଉକ୍ତ ରାସ୍ତା ଦେଇ ଅଫିସରଙ୍କଠାରୁ ଆରମ୍ଭ କରି ସ୍ଥାନୀୟ ଅଞ୍ଚଳର ଶହ…

ପାରଳାଖେମୁଣ୍ଡିରୁ ୮୪କିଲୋ ଗଞ୍ଜେଇ ସହ, କାର୍‌ ଜବତ

ପାରଳାଖେମୁଣ୍ଡି,୨୪।୦୮: ପାରଳାଖେମୁଣ୍ଡି ଅବକାରୀ ପୋଲିସ ଦ୍ବାରା ୮୪ କିଲୋ ଗଞ୍ଜେଇ ଜବତ ହୋଇଛି। ପାଟ୍ରୋଲିଂ ସମୟରେ ମାର୍ଲବା ଘାଟିରେ ଏକ ସୁଜୁକି କାର୍‌ରୁ ଅବକାରୀ ବିଭାଗ ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଗାଡ଼ି ଚାଳକଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ,…

ବଢ଼ୁଛି ହାତୀ ଉପଦ୍ରବ: ପୁଣି ନେଲା ୨ ଜୀବନ

ମୋରଡ଼ା,୨୪।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ହାତୀ ଉପଦ୍ରବ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ ବନବିଭାଗ ଏହାକୁ ରୋକିବାରେ ଅସଫଳ ହେଉଥିବା ମଧ୍ୟ ଲୋକେ ଅଭିଯୋଗ କରୁଛନ୍ତି। ହାତୀ ଆକ୍ରମଣରେ ପୁଣି ଦୁଇଜଣଙ୍କ ମୃତ୍ୟୁ ଘଟଛି । ସୂଚନା…

ଡ୍ରାଭିଡ କୋଭିଡ୍‌ ପଜିଟିଭ

ନୂଆଦିଲ୍ଲୀ, ୨୪।୮(ପି.ଟି.): କୋଭିଡ୍‌ ଟେଷ୍ଟରେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ୍‌ ରାହୁଲ ଡ୍ରାଭିଡଙ୍କର ପଜିଟିଭ ଆସିଛି। ଫଳତଃ ଏସିଆ କପ୍‌ରେ ଭାଗନେବାକୁ ଦୁବାଇ ଅଭିମୁଖେ ଗସ୍ତ କରିଥିବା ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଦଳ ସହ ସେ ଯାଇପାରି ନାହାନ୍ତି ବୋଲି…

ଲଗାଣ ବର୍ଷାରେ ପୁଣି ଧୋଇଗଲା କଲଭର୍ଟ

ନାକଟିଦେଉଳ,୨୪୮(ଡ଼ି.ଏନ.ଏ.): ଲଗାଣ ବର୍ଷାରେ ନାକଟିଦେଉଳ ବ୍ଲକ ଘୋଷରାମାଳ ପଞ୍ଚାୟତର ଧାତୁକିମାଳ କମଳାନାଳୀ ରାସ୍ତା ନାଳ ଉପରେ ନବନିର୍ମିତ କଲଭର୍ଟ ପୁଣି ଥରେ ଧୋଇ ହୋଇଯାଇଛି। ଧାତୁକିମାଳ ଗ୍ରାମ ପର୍ଯ୍ୟନ୍ତ ପକ୍କା ରାସ୍ତା ହୋଇଥିବା ବେଳେ ଅପହଞ୍ଚ କମଳାନାଳୀ ଓ ବଡ଼ବିଲ ଗ୍ରାମକୁ…

ଜାପାନକୁ ହରାଇଲା ଭାରତ

ଭୁବନେଶ୍ୱର, ୨୪।୮(କ୍ରୀଡ଼ା ପ୍ରତିନିଧି): ବାହାରିନର ରିଫାଠାରେ ଆୟୋଜିତ ୨୧ତମ ଏସିଆନ ପୁରୁଷ ୨୦ ବର୍ଷରୁ କମ୍‌ ଭଲିବଲ ଚାମ୍ପିୟନଶିପ୍‌ରେ ଶକ୍ତିଶାଳୀ ଜାପାନକୁ ହରାଇ ଭାରତ ଅଭିଯାନ ଆରମ୍ଭ କରିଛି। ମଙ୍ଗଳବାର ଅନୁଷ୍ଠିତ ନିଜର ପ୍ରଥମ ମ୍ୟାଚରେ ଭାରତ ୩-୧ (୧୯-୨୫, ୨୫-୧୯,…

ଦୁର୍ଦ୍ଦାନ୍ତ ଅପରାଧୀ ସୋନୁ ଘୋଷଙ୍କ ସମେତ ୫ ଗିରଫ

ଝାରସୁଗୁଡ଼ା ଅଫିସ/ବ୍ରଜରାଜନଗର (ଡି.ଏନ.ଏ.),୨୪।୮: ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ଦୁର୍ଦ୍ଦାନ୍ତ ଅପରାଧୀ ସୋନୁ ଘୋଷ ଜେଲ୍‌ରୁ ମୁକୁଳିବା ପରେ ସହଯୋଗୀଙ୍କ ସହିତ ମିଶି ସୋମବାର ସନ୍ଧ୍ୟାରେ ଡକାୟତି ଯୋଜନା କରୁଥିବାବେଳେ ପୋଲିସ ଏହାକୁ ପଣ୍ଡ କରିଛି। ବ୍ରଜରାଜନଗର ପୋଲିସ ସୋନୁଙ୍କ ସମେତ ୫…

ସ୍ପୋଟର୍‌ସ ହଷ୍ଟେଲ, ଓଡ଼ିଶା ଏଚ୍‌ପିସି ବିଜୟୀ

ଭୁବନେଶ୍ୱର, ୨୪।୮(କ୍ରୀଡ଼ା ପ୍ରତିନିଧି): ନୂଆଦିଲ୍ଲୀଠାରେ ଚାଲିଥିବା ୧୬ ବର୍ଷରୁ କମ୍‌ ଖେଲୋ ଇଣ୍ଡିଆ ମହିଳା ହକି ଲିଗ୍‌ (ଫେଜ୍‌-୧)ରେ ମଙ୍ଗଳବାର ଓଡ଼ିଶାର ଦୁଇ ଦଳ ସ୍ପୋଟର୍‌ସ ହଷ୍ଟେଲ ଓ ନାଭାଲ ଟାଟା ହକି ହାଇ ପରଫର୍ମାନ୍ସ ସେଣ୍ଟର (ଓଡ଼ିଶା ଏଚ୍‌ପିସି) ବିଜୟ…

ଜଗରନଟ୍ସ ଆଜି ଚେନ୍ନାଇକୁ ଭେଟିବ

ଭୁବନେଶ୍ୱର, ୨୪।୮ (କ୍ରୀଡ଼ା ପ୍ରତିନିଧି): ପୁଣେର ମହାଲୁଙ୍ଗେସ୍ଥିତ ଶ୍ରୀ ଶିବ ଛତ୍ରପତି ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଚାଲିଥିବା ଅଲ୍‌ଟିମେଟ୍‌ ଖୋ ଖୋ ଲିଗ୍‌ରେ ଓଡ଼ିଶା ଜଗରନଟ୍ସ ବୁଧବାର ଚେନ୍ନାଇ କୁଇକ୍‌ ଗନ୍ସକୁ ଭେଟିବ। ଭୁବନେଶ୍ୱରଭିତ୍ତିକ ଫ୍ରାଞ୍ଚାଇଜ୍‌ ଜଗରନଟ୍ସ ଓ ଚେନ୍ନାଇ ମଧ୍ୟରେ ଏହା…

ଜାତୀୟ ରାଜପଥ ଉପରେ ସହରର ନର୍ଦ୍ଦମାଜଳ

କୋରାପୁଟ,୨୪।୮(ସ୍ବ.ପ୍ର.): କୋରାପୁଟ ଦେଇ ଯାଇଥିବା ୨୬ ନମ୍ବର ଜାତୀୟ ରାଜପଥରେ ସହରର ନଦ୍ଦର୍ର୍ମା ଜଳ ମାସ ମାସ ଧରି ପ୍ରବାହିତ ହେଉଥିବା ଦେଖିବାକୁ ମିଳୁଛି। ଫଳରେ ଯାତାୟାତ ବେଳେ ଲୋକେ ହଇରାଣ ହେଉଛନ୍ତି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ରେଲୱେ…

କଟକରେ ସେପ୍ଟେମ୍ବର ୨୭ରୁ ୩୦ ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ ମ୍ୟାଚ

ଭୁବନେଶ୍ୱର, ୨୪।୮ (କ୍ରୀଡ଼ା ପ୍ରତିନିଧି): ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟର ଆଗାମୀ ସଂସ୍କରଣ ଭାରତର ୫ଟି ଭେନ୍ୟୁ କୋଲକାତା, ନୂଆଦିଲ୍ଲୀ, କଟକ, ଲକ୍ଷ୍ନୌ ଓ ଯୋଧପୁରରେ ଅନୁଷ୍ଠିତ ହେବ। ଏହା ସେପ୍ଟେମ୍ବର ୧୬ରେ ଆରମ୍ଭ ହୋଇ ଅକ୍ଟୋବର ୮ ପର୍ଯ୍ୟନ୍ତ ଚାଲିବ। ବିଶ୍ୱର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri