ଶତାୟୁ ହେଲେ ବି ଶାଳରେ କରୁଛନ୍ତି କାମ
ମହାକାଳପଡା,୩୦ା୯(ଡି.ଏନ.ଏ.):ଭାରତ ୧୯୪୭ରେ ସ୍ବାଧୀନତା ଲାଭ କରିଥିଲା। ଏହି ସମୟରେ ପୂର୍ବ ପାକିସ୍ତାନ ଏବେକାର ବାଂଲାେ ଦଶରେ ଗୃହଯୁଦ୍ଧରେ ସଂଖ୍ୟାଧିକ ମହିଳାପୁରୁଷ ନିର୍ଯାତିତ ହୋଇଥିଲେ। ସେମାନେ ଭାରତକୁ ପଳାଇ ଆସିବାରୁ ସରକାର ଶରଣାର୍ଥୀ ଭାବେ ଆଶ୍ରୟ ଦେଇଥିଲେ। ୧୯୫୦/୫୧ ପରେ ଅନେକ ଶରଣାର୍ଥୀଙ୍କୁ…
ମୂର୍ତ୍ତି ଗଢୁଛନ୍ତି କୋଲକାତା କାରିଗର
ଜଗତ୍ସିଂହପୁର ଅଫିସ, ୩୦ା୯:ଦୁର୍ଗା ପୂଜା ଯେତିକି ପାଖେଇ ଆସୁଛି,ପାର୍ବଣ ପରିବେଶ ସେତିକି ଅନୁଭୂତ ହେଉଛି। ଏଥିମଧ୍ୟରେ ଜଗତ୍ସିଂହପୁର ସହରର ପ୍ରାୟତଃ ପୂଜା ମଣ୍ଡପ ଓ କ୍ଲବ ପକ୍ଷରୁ ମୂର୍ତ୍ତି ନିର୍ମାଣ କାର୍ଯ୍ୟ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚତ୍ଛି। ସ୍ଥାନୀୟ ଖେରସ (ଦେବୀ ଛକ)ସ୍ଥିତ…
‘ମୁଁ ଓଲ୍ଡଟାଉନ୍ ଗୁଣ୍ଡା, ୫୦ହଜାର ଘରେ ନ ପହଞ୍ଚତ୍ଲେ ଭଲ ହେବନି’
ଭୁବନେଶ୍ୱର,୩୦।୯(ବ୍ୟୁରୋ): ବର୍ଷକୁ କୋଟି କୋଟି କମାଉଛୁ, କିନ୍ତୁ ପଚାଶ ହଜାର ଦେବୁ ନାହିଁ କାହିଁକି? ମୁଁ ଓଲ୍ଡଟାଉନ୍ ଗୁଣ୍ଡା, ମୋର କିଛି ଶୁଣିବାର ନାହିଁ। ଦୁର୍ଗା ପୂଜା ପୂର୍ବରୁ ୫୦ ହଜାର ଟଙ୍କା ଘରେ ଦେଇଆସିବୁ। ନହେଲେ ଭଲ ହେବନି। ଜଣେ…
କାଠି, ଓସ୍ତପତ୍ରରେ ସୁନ୍ଦର କଳାକୃତି
ପାରାଦୀପ,୩୦ା୯(ସ୍ବ.ପ୍ର.):ଆଇସ୍କ୍ରିମ ଓ ଦିଆସିଲି କାଠି ସହ ଓସ୍ତପତ୍ର ଆଦିରେ ବିଭିନ୍ନ କଳାକୃତି କରୁଛନ୍ତି ପାରାଦୀପର ଶ୍ରୁତି ରଞ୍ଜନ ମୁଦୁଲି, ତାଙ୍କ ପୈତୃକ ଗ୍ରାମ ଜଗତ୍ସିଂହପୁର ଜିଲା ନାଉଗାଁସ୍ଥିତ ଭଟଣା ଗ୍ରାମରେ। ବାପା ରାଜେନ୍ଦ୍ର ବ୍ୟବସାୟ କରୁଥିବାବେଳେ ମା’ଗୃହିଣୀ। ଶ୍ରୁତିଙ୍କୁ ଏବେ ୨୩…
ଭାରତକୁ ୨ ସ୍ବର୍ଣ୍ଣ, ୧ ବ୍ରୋଞ୍ଜ
ଭୁବନେଶ୍ୱର, ୩୦।୯ (କ୍ରୀଡ଼ା ପ୍ରତିନିଧି):ଜର୍ଜିଆର ବାଟୁମିଠାରେ ବିଶ୍ୱ କ୍ୟାଡେଟ୍ ଚେସ୍ ଚାମ୍ପିୟନଶିପ୍ ଚଳିତ ମାସ ୧୫ରୁ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମାନଜନକ ପ୍ରତିଯୋଗିତାରେ ୮ ବର୍ଷରୁ କମ୍ (ବାଳିକା ଓ ବାଳକ), ୧୦ ବର୍ଷରୁ କମ୍ (ବାଳିକା ଓ…
ଉତ୍କଳମଣିଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପ: ଓଏମ୍ସି ଆର୍ଥିକ ସହାୟତା କରିବ
ଭୁବନେଶ୍ୱର,୩୦ା୯(ବ୍ୟୁରୋ): ଆସନ୍ତା ୫ ବର୍ଷ ପାଇଁ ଉତ୍କଳମଣିଙ୍କ ଜନ୍ମପୀଠର ରକ୍ଷଣାବେକ୍ଷଣ ନିମନ୍ତେ ଓଡ଼ିଶା ଖଣି ନିଗମ (ଓଏମ୍ସି) ଆର୍ଥିକ ସହାୟତା ଯୋଗାଇବ। ଗୁରୁବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଏହି…
ମ୍ୟାନମାରରେ ଭୂକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୬.୧
ନାଇପିଡ,୩୦ ।୯: ମ୍ୟାନମାରର ବର୍ମାରେ ଶୁକ୍ରବାର ସକାଳେ ଭୂକମ୍ପ ଅନୁଭୁତ ହୋଇଛି । ନ୍ୟାଶନାଲ ସେଣ୍ଟର ଫର ସିସ୍ମୋଲୋଜିର ସୂଚନା ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୧ ଥିବା କୁହାଯାଇଛି । ମ୍ୟାନମାରର ବର୍ମାରେ ଶୁକ୍ରବାର ସକାଳ ପ୍ରାୟ ୩ଟା…
ଶୂନ ମାଧ୍ୟାକର୍ଷଣରେ ଫୁଟବଲ୍ ମ୍ୟାଚ
ଲିସ୍ବନ୍: ଜିରୋ ଗ୍ରାଭିଟି ବା ଶୂନ ମାଧ୍ୟାକର୍ଷଣରେ ଫୁଟ୍ବଲ ମ୍ୟାଚ୍। ଅନେକଙ୍କୁ ଏହି କଥା ଆଶ୍ଚର୍ଯ୍ୟ ଲାଗୁଥାଇପାରେ। ହେଲେ ନିକଟରେ ପର୍ତ୍ତୁଗିଜ୍ ଫୁଟବଲ୍ ଲିଜେଣ୍ଡ୍ ଲୁଇସ୍ ଫିଗୋଙ୍କ ସମେତ ଅନ୍ୟ ପ୍ରମୁଖ ଖେଳାଳି ପ୍ରାୟ ୨୦,୨୩୦ ଫୁଟ୍ ଉଚ୍ଚରେ ମ୍ୟାଚ୍ ଖେଳିଛନ୍ତି।…
ଚାଇଁପାଳ ବିଦ୍ୟୁତ୍ ଡିଭିଜନକୁ ଜରିମାନା
ଅନୁଗୋଳ ଅଫିସ, ୩୦ା୯: ଅନୁଗୋଳ ଜିଲା ଖାଉଟି ବିବାଦ ବିଚାର ଆୟୋଗ ପକ୍ଷରୁ ଏକ ମାମଲାର ବିଚାର କରାଯାଇ ତାଳଚେର ଚାଇଁପାଳ ବିଦ୍ୟୁତ୍ ଡିଭିଜନକୁ ଜରିମାନା କରାଯାଇଛି। ଖାଉଟିଙ୍କୁ ମାନସିକ ଯନ୍ତ୍ରଣା ଦେଇଥିବାରୁ ୮୦ ହଜାର ଟଙ୍କା ଜରିମାନା ଦେବାକୁ ଆୟୋଗଙ୍କ…
ଗହଳିରୁ ରକ୍ଷାକରିବ ଏୟାର ଟାକ୍ସି
ବେଙ୍ଗାଲୁରୁ: ରାସ୍ତାରେ ଟ୍ରାଫିକ୍ ଜାମ୍ ହେଲେ ଦୀର୍ଘ ସମୟ ଅପେକ୍ଷା କରିବା ଅଧିକାଂଶଙ୍କ ପାଇଁ କାଠିକର ପାଠ। ଅନେକେ ଭାବନ୍ତି ଯଦି ଭିଡ଼ରୁ ଉଡ଼ିକରି ଯିବାର ସୁବିଧା ଥାଆନ୍ତା ତେବେ ସେମାନେ ନିଶ୍ଚୟ ଉଡ଼ିଯାଇଥାନ୍ତେ। ହେହଲେ ଏବେ ତାହା କେବଳ ଏକ…
୧୩ ଲକ୍ଷ ଟଙ୍କାର ଅଷ୍ଟ୍ରେଲିଆନ୍ କୋଇଲା ଜବତ
ଭୁବନେଶ୍ୱର,୩୦ା୯ (ବ୍ୟୁରୋ): ଯାଜପୁର ଅଞ୍ଚଳକୁ ଚୋରା ଚାଲାଣବେଳେ ଭଦ୍ରକ ଜିଲା ଧୁଷୁରୀ ଥାନାଞ୍ଚଳରୁ ବିପୁଳ ପରିମାଣର ଅଷ୍ଟ୍ରେଲିଆନ କୋଇଲା ସହ ଟ୍ରକକୁ ଜବତ କରିଛି କ୍ରାଇମ୍ବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍)। ଏଥିସହ ଟ୍ରକ ଡ୍ରାଇଭରଙ୍କୁ ମଧ୍ୟ ଗିରଫ କରାଯାଇଛି। ସେ…
ଟିକେଏମ୍ ପକ୍ଷରୁ ମୂଲ୍ୟ ଘୋଷଣା
ନୂଆଦିଲ୍ଲୀ,୩୦।୯:ଚଳିତ ମାସ ଆରମ୍ଭରେ ଅର୍ବାନ କ୍ରୁଇଜର ହାଇରାଡରର ଶ୍ରେଷ୍ଠ ଚାରି ଶ୍ରେଣୀର ମୂଲ୍ୟ ଘୋଷଣା କରିବା ପରେ ଦେଶର ପ୍ରମୁଖ ଚାରିଚକିଆ ଯାନ ଟୟୋଟା କିର୍ଲୋସ୍କର ମୋଟର (ଟିକେଏମ୍) ପକ୍ଷରୁ ନିକଟରେ ମୂଲ୍ୟ ଘୋଷଣା ହୋଇଯାଇଛି। ବିଶେଷକରି କମ୍ପାନୀର ଅର୍ବାନ କ୍ରୁଇଜର…
Archives


