ଆଜି ରାଜ୍ୟରୁ ସୁସ୍ଥ ହେଲେ ୧୮୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍ ୧୩,୨୩,୪୩୭ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ…
ରୁଷିଆରେ ମିଶିବ ୟୁକ୍ରେନର ଏହି ୪ଅଞ୍ଚଳ
ମସ୍କୋ/କିଭ୍,୨୯।୯: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଗତ ୭ ମାସ ଧରି ଯୁଦ୍ଧ ଜାରି ରହିଛି। ଯୁଦ୍ଧ ସମୟରେ ରୁଷିଆ ୟୁକ୍ରେନର ଅନେକ ଅଞ୍ଚଳକୁ ଜବରଦଖଲ କରିଥିବା ଦାବି କରିଥିଲା। ଏହି ଅଧିକୃତ ଅଞ୍ଚଳଗୁଡ଼ିକୁ ରୁଷିଆ ସହିତ ମିଶାଇବା ପାଇଁ ରାଷ୍ଟ୍ରପତି…
ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ
ଭଞ୍ଜନଗର,୨୯।୯(ଡି.ଏନ୍.ଏ): ଭଞ୍ଜନଗର ବ୍ଲକ ଭାଲିଆଖାଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ଲାଗି ରହିଛି। ମଧ୍ୟାହ୍ନ ଭୋଜନ ଓ ଅନ୍ୟାନ୍ୟ ସୁବିଧା ଠିକ୍ ଭାବେ ମିଳିପାରୁ ନାହିଁ। ଏହାକୁ ନେଇ ଅଭିଭାବକମାନେ ଅସନ୍ତୋଷ ପ୍ରକାଶ କରି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ପୂର୍ବରୁ ଏକାଧିକ…
ମୁକେଶ ଅମ୍ବାନୀଙ୍କୁ ଜେଡ୍ ପ୍ଲସ୍ ସୁରକ୍ଷା
ମୁମ୍ବାଇ,୨୯।୯: ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ସୁରକ୍ଷା ବ୍ୟବସ୍ଥାକୁ ବୃଦ୍ଧି କରାଯାଇଛି। ଅମ୍ବାନୀଙ୍କୁ ଜେଡ୍ ପ୍ଲସ୍ ସୁରକ୍ଷା ଯୋଗାଇ ଦିଆଯାଇଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଅମ୍ବାନୀଙ୍କ ସୁରକ୍ଷାକୁ ବୃଦ୍ଧି କରାଯାଇଥିବା ଗୁରୁବାର ସୂଚନା ମିଳିଛି। ମୁକେଶ ଅମ୍ବାନୀଙ୍କ ବାସଭବନ ଆଣ୍ଟିଲିଆ ସମ୍ମୁଖରେ…
ଓଟିଟିରେ ଡେବ୍ୟୁ କରିବେ ଅନନ୍ୟା
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଅନନ୍ୟା ପାଣ୍ଡେ ନିଜର ଦମ୍ଦାର ଅଭିନୟ ପାଇଁ ସମସ୍ତଙ୍କ ପାଖେ ପରିଚିତ। ମାତ୍ର ଅଳ୍ପ କିଛି ଫିଲ୍ମରେ କାମ କରି ବଲିଉଡର ଆଗାଧାଡି ଅଭିନେତ୍ରୀ ତାଲିକାରେ ସାମିଲ ହୋଇଛନ୍ତି। ନିକଟରେ ଫିଲ୍ମ ‘ଲାଇଗର’ରେ ଅଭିନୟ କରି ପ୍ରଶଂସକଙ୍କ…
ଟ୍ରମ୍ପଙ୍କ ବାୟୋପିକ୍ କରିବାକୁ ଚାହୁଁଛନ୍ତି ଏହି ଅଭିନେତା
ମୁମ୍ବାଇ: ‘କେଜିଏଫ-୨’ରେ ଅଧିରାଙ୍କ ଚରିତ୍ର ହେଉ କିମ୍ବା ‘ଅଗ୍ନିପଥରେ’ କାଞ୍ଚା ଚୀନାଙ୍କ ଭୂମିକା ହେଉ ଅଭିନେତା ସଞ୍ଜୟ ଦତ୍ତ ସବୁବେଳେ ନିଜର ଦମ୍ଦାର ଅଭିନୟ ଯୋଗୁ ଦର୍ଶକଙ୍କ ହୃଦୟ ଜିତିଥାନ୍ତି। ସିନେମାରେ ନିଜର ନୂଆ ଇନିଂସ ଖେଳୁଥିବା ସଞ୍ଜୟ ଦତ୍ତଙ୍କ ବିଭିନ୍ନ…
ରାଜସ୍ଥାନ ମୁଖ୍ୟମନ୍ତ୍ରୀ ପଦକୁ ନେଇ ସସପେନ୍ସ?
ନୂଆଦିଲ୍ଲୀ,୨୯ ।୯: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଗୁରୁବାର କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ତାଙ୍କ ବାସ ଭବନ ୧୦ ଜନପଥରେ ଭେଟିଥିଲେ । ଏହାଥିଲା ଏକ ଗୁରୁତ୍ୱପୂର୍ଣ୍ଣ ସାକ୍ଷାତ୍କାର । ଏହାପରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଏକ ପ୍ରଶ୍ନରେ…
ଶିକାର ଦେଖି ନ ଦେଖିଲା ଭଳି ହେଉଛି ବାଘ, ଭିଡିଓ ଦେଖିଲେ …
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ଯାହା ହସର ଖୋରାକ ଯୋଗାଉ ଥିବା ବେଳେ ଅନେକ ସମୟରେ ଭାବପ୍ରବଣ କରିଦିଏ । ବର୍ତ୍ତମାନ ଟୁଇଟରରେ ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଏକ…
ଏନ୍ଏଚ୍ ୪୯ରେ ଦୁର୍ଘଟଣା: ଜଣଙ୍କ ଜୀବନଗଲା, ଜଣେ ଗୁରୁତର
କେନ୍ଦୁଝର,୨୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଜଗମୋହନପୁର ନିକଟ ଏନ୍ଏଚ୍ ୪୯ରେ ଗୁରୁବାର ଏକ ଦୁର୍ଘଟଣା ଘଟଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇ ସ୍ଥାନୀୟ ଡାକ୍ତର ଖାନାରେ ଚିକିତ୍ସିତ ହେଉଛନ୍ତି। ଦୁଇ ଜଣ…
ସ୍କୁଲ ଛାତରୁ ଖସିଲା ପ୍ଲାଷ୍ଟର: ୬ ଛାତ୍ରୀଛାତ୍ର ଆହତ
କେନ୍ଦୁଝର,୨୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଅର୍ଜୁନବିଲା ପ୍ରାଥମିକ ବିଦ୍ୟାଳୟରେ ଛାତର ପ୍ଲାଷ୍ଟର ଖସି ୬ ଜଣ ଛାତ୍ରୀଛାତ୍ର ଆହତ ହୋଇଛନ୍ତି। ପାଠ ପଢ଼ା ହେଉଥିବା ସମୟରେ ଏଭଳି ଘଟିଥିଲା। ଉକ୍ତ କ୍ଲାସରୁମଟିକୁ ସ୍ଥାନୀୟ ଲୋକ କିଛି ଦିନ ତଳେ ମରାମତି…
ପୁରୀ ସ୍ବର୍ଗଦ୍ୱାରରେ ଜୟନ୍ତୀଙ୍କ ଶେଷକୃତ୍ୟ ସମ୍ପନ୍ନ
ଭୁବନେଶ୍ୱର,୨୯।୯(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସ୍ତ୍ରୀ ଜୟନ୍ତୀ ପଟ୍ଟନାୟକଙ୍କ ପୁରୀ ସ୍ବର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୁଅ ପୃଥ୍ବୀ ବଲ୍ଲଭ ପଟ୍ଟନାୟକ ମୁଖାଗ୍ନି ଦେଇଥିଲେ। ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ,ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ସହିତ ବହୁ କଂଗ୍ରେସ ନେତା…
ପଦଯାତ୍ରା ପୂର୍ବରୁ ବିଜେଡିର ଦୁଇ ଦିନିଆ ପ୍ରତିନିଧି ସମ୍ମିଳନୀ
ଭୁବନେଶ୍ୱର,୨୯।୯(ବ୍ୟୁରୋ): ଅକ୍ଟୋବର ୨ରୁ ନଭେମ୍ବର ୨ ପର୍ଯ୍ୟନ୍ତ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ହେବ। ତେବେ ପଦଯାତ୍ରା ପୂର୍ବରୁ ବିଜେଡି ପକ୍ଷରୁ ଦୁଇ ଦିନିଆ ପ୍ରତିନିଧି ସମ୍ମିଳନୀ ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ ହେବାକୁ ଥିବା ପଦଯାତ୍ରା ବିଷୟରେ ଆଲୋଚନା…
Archives


