Home Left

ପାକିସ୍ତାନରେ ଚାଇନା ନାଗରିକଙ୍କୁ ଗୁଳି ମାରି ହତ୍ୟା: ୨ ଆହତ

କରାଚି,୨୮।୯: ପାକିସ୍ତାନର କରାଚିରେ ବୁଧବାର ଜଣେ ଚାଇନା ନାଗରିକଙ୍କୁ ଗୁଳି କରି ହତ୍ୟା କରାଯାଇଛି। କରାଚିର ସଦର ଅଞ୍ଚଳରେ ଥିବା ଏକ କ୍ଲିନିକରେ ଅଜ୍ଞାତ ଆକ୍ରମଣକାରୀଙ୍କ ଗୁଳି ବିନିମୟରେ ଚାଇନା ନାଗରିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଆହତ ହୋଇଥିଲେ।…

ବିବାହର ଛଅ ବର୍ଷ ପରେ ସ୍ବାମୀଙ୍କଠାରୁ ଅଲଗା ହେଲେ ଅଭିନେତ୍ରୀ

ବମ୍ବେ: ବିବାହର ଛଅ ବର୍ଷ ପରେ ସ୍ବାମୀଙ୍କଠାରୁ ଅଲଗା ହୋଇଛନ୍ତି ଅଭିନେତ୍ରୀ ସନା ଅମିନ ଶେଖ। ଟେଲି ଧାରାବାହିକ ‘କୁଛ ରଙ୍ଗ ପ୍ୟାର କେ ଐସେ ଭି’ ଫେମ୍‌ ସନା ନିର୍ଦ୍ଦେଶକ ଏଜାଜ୍‌ ଶେଖଙ୍କୁ ବିବାହ କରିଥିଲେ। ହେଲେ ବିବାହକୁ ନେଇ…

ଜୁହି ଚାଓ୍ବାଲାଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ବଲିଉଡର ପ୍ରସିଦ୍ଧ ଅଭିନେତ୍ରୀମାନଙ୍କ ମଧ୍ୟରେ ଜୁହି ଚାୱଲା ଅନ୍ୟତମ। ସେ ୧୯୮୬ରେ ଫିଲ୍ମ ‘ସୁଲତାନତ’ ସହିତ ତାଙ୍କର ବଲିଉଡ ଯାତ୍ରା ଆରମ୍ଭ କରିଥିଲେ। ଏହା ପରେ ସେ ଏକରୁ ଅଧିକ ସୁପରହିଟ ଫିଲ୍ମ କରିଥିଲେ। ବଲିଉଡରେ ଖ୍ୟାତି ଠାରୁ ଧନ ପର୍ଯ୍ୟନ୍ତ…

ଭାଜପାରେ ଯୋଗ ଦେଲେ କଂଗ୍ରେସ କାର୍ଯ୍ୟକାରୀ ସଭାପତି

ଶିମ୍‌ଲା,୨୮।୯: ହିମାଚଳ ପ୍ରଦେଶରେ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଆଉ ଏକ ଝଟକା ଦେଇଛି। ହିମାଚଳ ପ୍ରଦେଶ କଂଗ୍ରେସର କାର୍ଯ୍ୟକାରୀ ସଭାପତି ହର୍ଷ ମହାଜନ ଭାଜପାରେ ଯୋଗ ଦେଇଛନ୍ତି। ସେ ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ସଭାପତି ଜଗତ ପ୍ରକାଶ ନଡା ଏବଂ…

ପାକିସ୍ତାନକୁ ବଡ ଝଟ୍‌କା: ଫୁସଫୁସ୍‌ ସଂକ୍ରମଣକୁ ନେଇ ଡାକ୍ତରଖାନାରେ ଭର୍ତ୍ତି ହେଲେ ଏହି ଷ୍ଟାର ବୋଲର୍‌

ଲାହୋର,୨୮।୯: ପାକିସ୍ତାନ କ୍ରିକେଟ ଟିମ୍‌କୁ ବଡ଼ ଝଟ୍‌କା। ଦଳର ତାରକା ଦ୍ରୁତ ବୋଲର୍‌ ନସିମ ଶାହ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ କିଛି ଦିନ ଧରି ପ୍ରବଳ ଜ୍ୱର ହୋଇଥିଲା। ଏପରିକି ତାଙ୍କ ଫୁସ୍‌ଫୁସ୍‌ରେ ସଂକ୍ରମଣ ହୋଇଥିବା ଜଣାପଡ଼ିଛି। ତାଙ୍କର ଡେଙ୍ଗୁ…

ଦିଅରଙ୍କୁ ଆଶୀର୍ବାଦ ଦେଲେ କ୍ୟାଟ୍ରିନା

ଅଭିନେତା ବିକି କୌଶଲଙ୍କ ଭାଇ ସନ୍ନି ଆଜି ୩୩ ବର୍ଷରେ ପଦାର୍ପଣ କରିଛନ୍ତି। ସନ୍ନି ମଧ୍ୟ ତାଙ୍କ ଭାଇଙ୍କ ପରି ଜଣେ ଅଭିନେତା, ଯିଏ ଖୁବ କମ ସମୟ ମଧ୍ୟରେ ଲୋକଙ୍କ ହୃଦୟରେ ନିଜର ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ତାଙ୍କ…

ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ସିରିଜ ଲାଗି ଦଳରେ ବଡ଼ ପରିବର୍ତ୍ତନ କଲା ଟିମ୍‌ ଇଣ୍ଡିଆ

ଥିରୁଭାନନ୍ତପୁରମ୍‌,୨୮।୯: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯିବାକୁ ଥିବା ତିନି ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଲାଗି ଦଳରେ ପ୍ରମୁଖ ପରିବର୍ତ୍ତନ କରିଛି ଟିମ୍‌ ଇଣ୍ଡିଆ। ଉମେଶ ଯାଦବ, ଶାହାବାଜ ଅହମ୍ମଦ ଏବଂ ଶ୍ରେୟାସ ଆୟରଙ୍କୁ ଭାରତୀୟ ସ୍କ୍ବାର୍ଡରେ ସାମିଲ କରାଯାଇଛି। ଦୀପକ…

ସ୍ତ୍ରୀଙ୍କ ସହ ଝିଅପୁଅଙ୍କୁ ବିଭତ୍ସ ଭାବେ ହତ୍ୟା ମାମଲା: ଆଜୀବନ କାରାଦଣ୍ଡରେ ଦଣ୍ଡିତ ହେଲେ ସୀମାଞ୍ଚଳ

ଭଞ୍ଜନଗର, ୨୮।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବଡଗଡ ଥାନା ଅନ୍ତର୍ଗତ ବେଲପଡା ଗ୍ରାମରେ ୨୦୧୨ ମସିହାରେ ଘଟିଥିବା ବହୁଚର୍ଚ୍ଚିତ ସ୍ତ୍ରୀ, ନାବାଳିକା ଝିଅ, ନାବାଳକ ପୁତ୍ର ହତ୍ୟା ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ଭଞ୍ଜନଗର ଏଡିଜେ ଦେବବ୍ରତ ପଟ୍ଟନାୟକ ୨୪ ଜଣ…

ଉପରକୁ ଉଠିଲେ ସୂର୍ଯ୍ୟକୁମାର

ଦୁବାଇ, ୨୮।୯:ଭାରତର ସୂର୍ଯ୍ୟକୁମାର ଯାଦବ ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍‌ର ବ୍ୟାଟର ତାଲିକାରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ଟି-୨୦ ସିରିଜ୍‌ରେ ଚମତ୍କାର ପ୍ରଦର୍ଶନ କରିବା ପରେ ତାଙ୍କୁ ଏହି ସଫଳତା ମିଳିଛି। ଭାରତ ପରାଜିତ ହୋଇଥିଲେ ହେଁ ସୂର୍ଯ୍ୟ…

ପିଏଫଆଇକୁ ନିଷିଦ୍ଧ ଘୋଷଣାକୁ ସ୍ବାଗତ କଲେ ଆଜମେର ଦରଘା ଦିଓ୍ବାନ ଜୈନୁଲ ଆବେଦିନ…

ଆଜମେର, ୨୮।୯ : ଦେଶ ବିରୋଧୀ କାର୍ଯ୍ୟକଳାପରେ ଲିପ୍ତ ଥିବା ପ୍ରମାଣ ପାଇବା ପରେ କେନ୍ଦ୍ର ସରକାର ପିଏଫ୍‌ଆଇକୁ ନିଷେଧ କରିବା ପରେ ଧାର୍ମିକ ନେତାଙ୍କ ବିବୃତ୍ତି ମଧ୍ୟ ସାମ୍ନାକୁ ଆସୁଛି। ପ୍ରସିଦ୍ଧ ଖ୍ବାଜା ଗ୍‌ରିବ ନୱାଜ ଦରଘାର ଦିଓ୍ବାନ ଜୈନୁଲ…

ବଲାଙ୍ଗୀରରେ ବଢ଼ୁଛି ଅପରାଧ, ହେଲେ ପୋଲିସ ନିଷ୍କ୍ରିୟ: ପ୍ରତିବାଦରେ କଂଗ୍ରେସର ଧାରଣା

ବଲାଙ୍ଗୀର ଅଫିସ, ୨୯।୮- ବଲାଙ୍ଗୀରରେ ଦିନକୁ ଦିନ ଅପରାଧ ବୃଦ୍ଧି ପାଉଛି। ପୋଲିସ ନିଷ୍କ୍ରିୟତା ଯୋଗୁ ସହରରେ ଅପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଇଚାଲିଥିବା ଅଭିଯୋଗ କରି ଜିଲା କଂଗ୍ରେସ କମିଟି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ବିକ୍ଷୋଭ ପ୍ରଦର୍ଶନ ଓ ଧାରଣା…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୫ ଜୀବନ, ୨୦ ଆହତ

ରେୱାରୀ,୨୮।୯: ହରିୟାଣାର ରେୱାରୀରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୫ ଜଣ ଯୁବକଙ୍କର ମୃତ୍ୟୁ ଘଟିଥିବାବେଳେ ୨୦ ଜଣ ଆହତ ହୋଇଛନ୍ତି। ଜାତୀୟ ରାଜପଥ ନମ୍ବର ୪୮ରେ କାରଟି ବସ ସହିତ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri