Home Left

୧୫୨୯୩ ଯୋଗ୍ୟ ଚାଷୀଙ୍କୁ ମିଳିନି କାଳିଆ,ପିଏମ୍‌ କିଷାନ ଟଙ୍କା

ଅମରପାଲି,୨୭ା୯(ଡି.ଏନ.ଏ): ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଚାଷୀଙ୍କୁ ସହାୟତା ପାଇଁ କରିଥିବା କାଳିଆ ଯୋଜନା ଓ ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଏବେ ବାଟବଣା ହୋଇପଡିଛି। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଅନେକ ଯୋଗ୍ୟ ହିତାଧିକାରୀ ଉକ୍ତ ଯୋଜନାରୁ ବାଦ୍‌ ପଡିଛନ୍ତି।…

ସ୍ତ୍ରୀଙ୍କୁ ନେଉଥିଲେ ମେଡିକାଲ, ପିଟିଲା ଟ୍ରକ୍‌

ପାଟଣା,୨୮।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ଦେଇ ଯାଇଥିବା ୨୨୦ନଂ. ଜାତୀୟ ରାଜପଥରେ ବୁଧବାର ଘଟିଛି ଏକ ଦୁର୍ଘଟଣା। ସକାଳୁ ମଙ୍ଗଳପୁର ଛକ ଏଞ୍ଜେଲ ଢାବା ନିକଟରେ ଏକ ଟ୍ରକ୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ବାମୀ…

ଆଜି ରାଜ୍ୟରେ ୨୦୮ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ରାଜ୍ୟରେ ବୁଧବାର ୨୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୨୬ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୧୧୯ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୯ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା…

ଗୁରୁବାର ଓଡ଼ିଶା ଆସିବେ ନଡ୍ଡା, ଚାଲିଛି ଜୋରଦାର ପ୍ରସ୍ତୁତି

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏଥିପାଇଁ ଭାଜପା ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ଆସନ୍ତାକାଲି ସକାଳ ୧୦ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯିବ।…

ଫ୍ଲିପ୍‌କାର୍ଟରୁ ଅର୍ଡର କରିଥିଲେ ଲାପ୍‌ଟପ୍‌, ଯାହା ଆସିଲା ଦେଖି ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ଦୁର୍ଗାପୂଜା ପାଇଁ ଇ-କମର୍ସ ପକ୍ଷରୁ ବର୍ତ୍ତମାନ ବିଗ୍‌ ବିଲିୟନ ଡେ ସେଲିଙ୍ଗ୍‌ ଚାଲିଛି। ବିଭିନ୍ନ ଜିନିଷ ଉପରେ ବ୍ୟାପକ ରିହାତି ପ୍ରଦାନ କରୁଛି ଇ-କମର୍ସ କମ୍ପାନୀ। ଏହି ସମୟରେ ଜଣେ ବ୍ୟକ୍ତି ଏକ ଲାପ୍‌ଟପ୍‌ ଅର୍ଡର କରିଥିଲେ। ହେଲେ ସେ…

ଗାଭାସ୍କରଙ୍କୁ ଏସ୍‌ଜେଏଫ୍‌ଆଇ ପଦକ, ଶାସ୍ତ୍ରୀ ସମ୍ମାନିତ

ଥିରୁଭାନନ୍ତପୁରମ,୨୮।୯(କ୍ରୀଡ଼ା ପ୍ରତିନିଧି): ଭାରତୀୟ କ୍ରିକେଟର ଦୁଇ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଓ ରବି ଶାସ୍ତ୍ରୀ ମଙ୍ଗଳବାର ଏଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସ୍ପୋଟର୍‌ସ ଜର୍ନାଲିଷ୍ଟ ଫେଡେରେଶନ୍‌ ଅଫ୍‌ ଇଣ୍ଡିଆ (ଏସଜେଏଫ୍‌ଆଇ)ର ବିଶେଷ ସମ୍ମାନ ଗ୍ରହଣ କରିଛନ୍ତି। ଏସ୍‌ଜେଏଫ୍‌ଆଇ ପକ୍ଷରୁ ପ୍ରତିବର୍ଷ…

ଡେଥ୍‌ ବୋଲିଂ ଉପରେ ଭାରତର ନଜର

ଥିରୁଭାନନ୍ଥପୁରମ, ୨୮।୯(ପି.ଟି.): ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ବୁଧବାରଠାରୁ ୩ ମ୍ୟାଚ ବିଶିଷ୍ଟ ଅନ୍ତଜର୍ର୍ାତୀୟ ଟି୨୦ କ୍ରିକେଟ ସିରିଜ ଆରମ୍ଭ ହେବ। ଆଗକୁ ଟି୨୦ ବିଶ୍ୱକପ ରହିଥିବାରୁ ପ୍ରସ୍ତୁତି ଦୃଷ୍ଟିରୁ ଏହି ସିରିଜ ଗୁରୁତ୍ୱପୂର୍ଣ୍ଣ। ନିକଟରେ ଅଷ୍ଟ୍ରେଲିଆ ବିପକ୍ଷ ସିରିଜରେ…

ଜାତୀୟ କ୍ରୀଡ଼ା ସଫ୍ଟ ଟେନିସ ପାଇଁ ଓଡ଼ିଶାର ୪ ଅଫିସିଆଲ

ଭୁବନେଶ୍ୱର, ୨୮।୯(କ୍ରୀଡ଼ା ପ୍ରତିନିଧି): ଗୁଜରାଟର ଅହମଦାବାଦରେ ହେବାକୁଥିବା ଜାତୀୟ କ୍ରୀଡ଼ାର ସଫ୍ଟଟେନିସ ଇଭେଣ୍ଟ ପାଇଁ ଓଡ଼ିଶାରୁ ୪ ଅଫିସିଆଲ ମନୋନୀତ ହୋଇଛନ୍ତି। ମହମ୍ମଦ ଆଜାମ ରେଫରି ଏବଂ ଅନସୂୟା ବାରିକ, ସତୀଶ କୁମାର ବିଶ୍ୱକର୍ମା ଓ ମହମ୍ମଦ ଅମନ ଅମ୍ପାୟର ଭାବେ…

୧ରୁ ବଢିବ ବର୍ଷା

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଅକ୍ଟୋବର ୧ ତାରିଖ ବେଳକୁ ଉତ୍ତର-ପୂର୍ବ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ୧ ଅକ୍ଟୋବର ପରଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ…

ଅନୁରାଧା ଓଡ଼ିଶା ଆଥ୍‌ଲେଟିକ୍ସ ଦଳର କୋଚ୍‌

ଭୁବନେଶ୍ୱର, ୨୮।୯(କ୍ରୀଡ଼ା ପ୍ରତିନିଧି): ଗୁଜରାଟରେ ହେବାକୁଥିବା ଜାତୀୟ କ୍ରୀଡ଼ା ପାଇଁ ଅଲିମ୍ପିଆନ ଅନୁରାଧା ବିଶ୍ୱାଳଙ୍କୁ ଓଡ଼ିଶା ଆଥ୍‌ଲେଟିକ୍ସ ଦଳର କୋଚ୍‌ ମନୋନୀତ କରାଯାଇଛି। ଯେଉଁ କ୍ରୀଡ଼ାରେ ଏକାଧିକ ଥର ପଦକ ଜିତିଥିଲେ ସେହି କ୍ରୀଡ଼ା ପାଇଁ ଓଡ଼ିଶା ଦଳର କୋଚ୍‌ ହୋଇଥିବାରୁ…

ବାରବାଟୀରେ ଲିଜେଣ୍ଡ୍ସ ଲଢ଼େଇ

କଟକ, ୨୮।୯(ସ୍ପୋଟର୍‌ସ ବ୍ୟୁରୋ): ବାରବାଟୀ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଲିଜେଣ୍ଡ୍ସ ଲିଗର ନବମ ମ୍ୟାଚରେ ଭିଲୱାରା କିଙ୍ଗ୍ସ ୫୭ ରନରେ ଗୁଜରାଟ ଜାଏଣ୍ଟ୍ସକୁ ପରାସ୍ତ କରିଛି। କିଙ୍ଗ୍ସ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୪ ଉଇକେଟ ହରାଇ ୨୨୨ ରନ୍‌…

୪୦୦ କୋଟି କ୍ଲବ୍‌ରେ ‘ବ୍ରହ୍ମାସ୍ତ୍ର’

ମୁମ୍ବାଇ: ବଲିଉଡ ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ଅଭିନୀତ ଫିଲ୍ମ ‘ବ୍ରହ୍ମାସ୍ତ୍ର’ ସେପ୍ଟେମ୍ବର ୯ରେ ରିଲିଜ୍‌ ହୋଇଯାଇଛି। ଯାହା ଏବେ ବକ୍ସ ଅଫିସରେ ସୁପରହିଟ୍‌ ହୋଇଛି। ଇତି ମଧ୍ୟରେ ଫିଲ୍ମଟି ୨୫ ଦିନରେ ସାରା ବିଶ୍ୱରେ ୪୦୦ କୋଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri