Home Left

‘ତୁମେ ଦେଖିବ ମୋ ବାପା ରାଜା ହେବେ’

ଲଣ୍ଡନ: ବ୍ରିଟେନ୍‌ ରାଜା ଚାର୍ଲସ୍‌ ତୃତୀୟଙ୍କ ନାତି ପ୍ରିନ୍ସ ଜର୍ଜ ସବୁବେଳେ ନିଜ ଅସ୍ବାଭାବିକ ବ୍ୟବହାର ଲାଗି ଚର୍ଚ୍ଚାରେ ରହିଆସନ୍ତି। ସ୍କୁଲ ଖେଳପଡ଼ିଆରେ କେତେଜଣ ସାଙ୍ଗଙ୍କ ସହ ମାଡ଼ଗୋଳ ହେବା ପରେ ଜର୍ଜ ତାଙ୍କୁ କହିଛନ୍ତି ଯେ, ତୁମେମାନେ ଦେଖିବ ମୋ…

ମୋକ୍ଷ ପାଇଁ ଜୀବନ୍ତ ସମାଧି

ଲକ୍ଷ୍ନୌ: ଉତ୍ତର ପ୍ରଦେଶ ଉନ୍ନାଓର ଦୁଇ ଜଣ ସନ୍ଥ ଜଣେ ବ୍ୟକ୍ତିଙ୍କୁ ମୋକ୍ଷ ଦେବା କହି ତାଙ୍କୁ ଜିଅନ୍ତା ଭୂସମାଧି ଦେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ଘଟଣାର ସୂଚନା ପାଇ ସ୍ଥାନୀୟ ପୋଲିସ ଉକ୍ତ ଯୁବକଙ୍କୁ ଉଦ୍ଧାର…

ମହେଶ ବାବୁଙ୍କ ମା ଅଭିନେତ୍ରୀ ଇନ୍ଦିରା ଦେବୀଙ୍କ ପରଲୋକ…

ହାଇଦ୍ରାବାଦ, ୨୮।୯ : ସୁପରଷ୍ଟାର ମହେଶ ବାବୁଙ୍କ ମା ଏବଂ ଅଭିନେତ୍ରୀ ଇନ୍ଦିରା ଦେବୀଙ୍କର ଦେହାନ୍ତ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ସୁପରଷ୍ଟାରଙ୍କ ମା ଗତ କିଛି ସପ୍ତାହ ଧରି ଅସୁସ୍ଥ ଥିଲେ। ସେ ହାଇଦ୍ରାବାଦର ଏଜି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।…

ଐଶ୍ୱର୍ଯ୍ୟାଙ୍କ ଗୁରୁଭକ୍ତି

ନୂଆଦିଲ୍ଲୀ: ପାନ୍‌ ଇଣ୍ଡିଆ ଫିଲ୍ମ ‘ପୋନିୟିନ ସେଲଭାନ:୧’ର ପ୍ରମୋଶନରେ ବଲିଉଡ୍‌ର ନୀଳ ନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବେ ବ୍ୟସ୍ତ। ଦିଲ୍ଳୀରେ ଫିଲ୍ମର ପ୍ରମୋଶନ ବେଳେ ଐଶ୍ୱର୍ଯ୍ୟା ପ୍ରଖ୍ୟାତ ଫିଲ୍ମ ନିର୍ମାତା ମଣି ରତ୍ନମଙ୍କ ପାଦଛୁଇଁ ଆଶୀର୍ବାଦ ନେଉଥିବାର ଦେଖିବାକୁ ମିଳିଛି।…

ମଙ୍ଗଳରେ ଜମା ହେଲାଣି ୭ ଟନ୍‌ ବର୍ଜ୍ୟ

ଓ୍ବାଶିଂଟନ: ମଙ୍ଗଳ ଗ୍ରହରେ ମଣିଷ ଜାଗା କିଣିଛି ସତ କିନ୍ତୁ ସେଠାରେ କେବେ ବସତିସ୍ଥାପନ କରିବ ତାହା ଏବେ ଆଶା, ଆଶଙ୍କା ଭିତରେ ରହିଛି। ମଙ୍ଗଳରେ ଜୀବଜଗତ ବାସଉପଯୋଗୀ କି ନୁହେଁ ସେ ନେଇ ବୈଜ୍ଞାନିକମାନଙ୍କ ତର୍ଜମା ଜାରି ରହିଛି। କିନ୍ତୁ…

ପ୍ରକଳ୍ପ କାର୍ଯ୍ୟ ସମାପ୍ତି ଉପରେ ଗୁରୁତ୍ୱ

ବଲାଙ୍ଗୀର ଅଫିସ,୨୮ା୯: ବଲାଙ୍ଗୀର ଜିଲା ପଞ୍ଚାୟତ ସାଧନ କେନ୍ଦ୍ର ସଭାଗୃହରେ ମଙ୍ଗଳବାର କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ରାଜ୍ୟ ପଞ୍ଚାୟତିରାଜ, ଜଙ୍ଗଲ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ୍‌…

ମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ସଂଘର୍ଷ ସମିତି

ବଲାଙ୍ଗୀର ଅଫିସ,୨୮ା୯: ଖୋର୍ଦ୍ଧା-ବଲାଙ୍ଗୀର ରେଳପ୍ରକଳ୍ପ କାମ ତ୍ୱରାନ୍ବିତ ହୋଇପାରୁନାହିଁ। ବର୍ଷ ବର୍ଷ ହେଲା ଏହି ପ୍ରକଳ୍ପ ପାଇଁ ଅନୁଦାନ ଘୋଷଣା କରାଯାଉଥିଲେ ମଧ୍ୟ ପ୍ରକଳ୍ପ କାମ ଆଗଉ ନାହିଁ। ବିଭିନ୍ନ ବାହାନାବାଜି କରାଯାଇ ରେଳପ୍ରକଳ୍ପ କାମକୁ ଘୋର ଅବହେଳା କରାଯାଉଛି। ଏହି…

କୋଇଲା ଟ୍ରକ୍‌ ଦଖଲରେ ବିଜୁ ଏକ୍ସପ୍ରେସ ୱେ

ସମ୍ବଲପୁର/ରେଙ୍ଗାଲି,୨୮ା୯(ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର-ରାଉରକେଲା ବିଜୁ ଏକ୍ସପ୍ରେସ ୱେ ମଙ୍ଗଳବାର ପ୍ରାୟ ୪ ଘଣ୍ଟା ଧରି ଜାମ ରହିଥିଲା। ତଲାବିରା କୋଇଲା ଖଣିରୁ ପରିବହନ ହେଉଥିବା କୋଇଲା ଟ୍ରକ୍‌ଗୁଡିକ ଖିଣ୍ଡା ଛକରୁ ଲପଙ୍ଗା ଛକ ପ୍ରାୟ ୨ କି.ମି. ରାସ୍ତାକୁ ନିଜ ଦଖଲରେ ରଖିଥିଲେ।…

ମନ୍ଦିର ଢାଞ୍ଚାରେ ପୂଜାମଣ୍ଡପ

ସମ୍ବଲପୁର,୨୮ା୯(ବ୍ୟୁରୋ): ସମ୍ବଲପୁର ଗୋବିନ୍ଦତୋଳା ସାର୍ବଜନୀନ ଦୁର୍ଗାପୂଜା ଚଳିତ ବର୍ଷ ୫୪ବର୍ଷରେ ପଦାର୍ପଣ କରିଛି। ପୂଜା କମିଟି ପକ୍ଷରୁ ଆକର୍ଷଣୀୟ ମନ୍ଦିର ଢ଼ାଞ୍ଚାରେ ପୂଜାମଣ୍ଡପ ତିଆରି ଚାଲିଛି। ଭୁବନେଶ୍ୱରୀ ଦେବୀ ସୁସଜ୍ଜିତ ମଣ୍ଡପରେ ଉପବିଷ୍ଟ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ। ମୁଖ୍ୟ ତୋରଣ…

ପ୍ରେମିକଙ୍କ ନିର୍ଯାତନାରୁ ଅଧ୍ୟାପିକାଙ୍କ ଆତ୍ମହତ୍ୟା

ସମ୍ବଲପୁର,୨୮ା୯(ବ୍ୟୁରୋ): ପ୍ରେମିକ ଓ ତାଙ୍କ ପରିବାର ମାନସିକ ନିର୍ଯାତନା ଦେବା ସହ ବିବାହ ପ୍ରସ୍ତାବକୁ ଅଗ୍ରାହ୍ୟ କରିବାରୁ ସମ୍ବଲପୁର ସଦର ଥାନା ରାଶନପୁର ତୁରିପଡାର ଅଧ୍ୟାପିକା ପ୍ରିୟଙ୍କା ନାଏକ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୁକ୍ତ ପ୍ରେମିକ…

ପୂଜା ପୂର୍ବରୁ ରାସ୍ତା ମରାମତି, ଡ୍ରେନ୍‌ ସଫେଇ କରାଯାଉ

ମୁନିଗୁଡ଼ା, ୨୮।୯(ଡି.ଏନ୍‌.ଏ.): ରାୟଗଡ଼ା ଜିଲାର ବ୍ୟସ୍ତବହୁଳ ବ୍ୟବସାୟ ନଗରୀ ମୁନିଗୁଡ଼ା ସହରରେ ଦୁର୍ଗାପୂଜା ପାଇଁ ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ଓ ମଣ୍ଡପ ସଜାଚାଲିଛି। କରୋନା ଯୋଗୁ ବନ୍ଦ ହୋଇଥିବା ମାଆଙ୍କର ଏହି ସାମୂହିକ ପୂଜାବିଧି ବ୍ୟବସ୍ଥା ଚଳିତ ବର୍ଷ ନୂତନ ଉତ୍ସାହ…

ପୂଜା ଅଫର ‘ବାଏ ୧ ଗେଟ୍‌ ୨’ର ଶୁଭାରମ୍ଭ

ଭୁବନେଶ୍ୱର,୨୮।୯: ରାଜ୍ୟର ପ୍ରମୁଖ ତଥା ସର୍ବ ପୁରାତନ ବାଣିଜି୍ୟକ ସଂସ୍ଥା ରାଜ୍‌ ଇଲେକଟ୍ରୋନିକ୍ସ ପକ୍ଷରୁ ଚଳିତ ବର୍ଷର ପାର୍ବଣ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବାଏ ଓ୍ବାନ୍‌ ଗେଟ୍‌ ଟୁ ଅଫର ମାଧ୍ୟମରେ ରାଜ୍‌ ଇଲେକ୍ଟ୍ରୋନିକ୍ସ ଗ୍ରାହକମାନଙ୍କୁ ଅନେକ ଆକର୍ଷଣୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri