‘ଉତ୍ତମ ପୋଷଣ ଅର୍ଥନୈତିକ ସମୃଦ୍ଧି ଆଣିଥାଏ’
ଭୁବନେଶ୍ୱର,୨୮।୯: ଉତ୍ତମ ସ୍ବାସ୍ଥ୍ୟ ପାଇଁ ଉତ୍ତମ ପୋଷଣଯୁକ୍ତ ଖାଦ୍ୟର ଆବଶ୍ୟକତା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏପରିକି ଉତ୍ତମ ପୋଷଣଯୁକ୍ତ ଖାଦ୍ୟ ହେଉଛି ଇନ୍ଧନ, ଯାହା ସ୍ବାସ୍ଥ୍ୟର ଅଭିବୃଦ୍ଧି ଏବଂ ଶାରୀରିକ ବିକାଶକୁ ଆଗକୁ ବଢ଼ାଇଥାଏ ଏବଂ ଜୀବନ ସାରା ରୋଗକୁ ରୋକିବାରେ ତାହା…
ଏମ୍ଏସି କସ୍ମେଟିକ୍ସର ୩ ନୂତନ ଉତ୍ପାଦ ଉନ୍ମୋଚିତ
ନୂଆଦିଲ୍ଲୀ,୨୮।୯: ଦେଶର ପ୍ରମୁଖ ଆଇକନିକ୍ ମେକ୍ ଅପ୍ ବ୍ରାଣ୍ଡ୍ ଏମ୍ଏସି କସ୍ମେଟିକ୍ସ ଇଣ୍ଡିଆ ପକ୍ଷରୁ ନିକଟରେ ୩ଟି ନୂତନ ଉତ୍ପାଦର ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି ବିଶେଷ ପ୍ରକାରର ୨୪ଘ. କାଜଲ ଲାଇନର+ମ୍ୟାଟେ ଲିପ୍ଷ୍ଟିକ୍ ମେହର, ଅଲ ଫାୟାରଡ୍ ଅପ୍+ ଡି…
ମାଲାବାର ବିଶ୍ୱର ୬ଷ୍ଠ ଗହଣା ବ୍ରାଣ୍ଡ୍
ନୂଆଦିଲ୍ଲୀ,୨୮।୯: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ, ବିଶ୍ୱର ୬ଷ୍ଠ ବୃହତ୍ ଗହଣା ଗ୍ରୁପ୍ର ମାନ୍ୟତା ହାସଲ କରିଛି। ଏହି ପରିପ୍ରେକ୍ଷୀରେ ଅଲ ଇଣ୍ଡିଆ ଜେମ୍ ଆଣ୍ଡ ଜୁଏଲେରି ଡୋମେଷ୍ଟିକ କାଉନସିଲ (ଜିଜେସି) ପକ୍ଷରୁ ମାଲାବାର ଗ୍ରୁପ୍କୁ…
୫୦୦୦ କୋଟି ନିବେଶ କରିବ ଗୋଲ୍ଡି
ନୂଆଦିଲ୍ଲୀ,୨୮।୯: ଦେଶର ପ୍ରମୁଖ ଷ୍ଟାର୍ଟଅପ୍ କମ୍ପାନୀ ‘ଗୋଲ୍ଡି ସୋଲାର’ ପକ୍ଷରୁ ବ୍ୟବସାୟ ବିସ୍ତାର ଯୋଜନାର ଏକ ଅଂଶ ଭାବେ ପ୍ରାୟ ୫୦୦୦ କୋଟି ଟଙ୍କାର ନିବେଶ ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଗୋଲ୍ଡି ସୋଲାର ୨୦୨୫ ସୁଦ୍ଧା କ୍ଷମତା ସମ୍ପ୍ରସାରଣ…
କମିଶନରେଟ୍ ପୋଲିସକୁ ୬ପିସିଆର୍ ଭ୍ୟାନ୍ ଦେଲା ନାଲ୍କୋ
ଭୁବନେଶ୍ୱର,୨୮।୯: ନବରତ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍କୋ ପକ୍ଷରୁ ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସ୍କୁ ୬ଟି ନୂଆ ପୋଲିସ୍ ନିୟନ୍ତ୍ରଣ କକ୍ଷ (ପିସିଆର) ଭ୍ୟାନ୍ ଯୋଗାଇ ଦିଆଯାଇଛି। ବିଶେଷ କରି ଦ୍ୱୈତ ନଗରୀ (କଟକ-ଭୁବନେଶ୍ୱର) ର ଆଇନ ଶୃଙ୍ଖଳା ନିୟନ୍ତ୍ରଣ ସାଙ୍ଗକୁ ବିଭିନ୍ନ ପରିସ୍ଥିତିର…
ନନ୍ଦପୁର ଅଞ୍ଚଳରୁ ୨ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଚନ୍ଦନ କାଠ ଜବତ
କୋରାପୁଟ,୨୮ା୯(ସ୍ବ.ପ୍ର.): କୋରାପୁଟ ଜିଲା ସେମିଳିଗୁଡା ଅଞ୍ଚଳରୁ ସୋମବାର ଚନ୍ଦନକାଠ ଚୋରାଚାଲାଣ ହେବା ବେଳେ ଜବତ ହେବାର ୨୪ ଘଣ୍ଟା ନ ପୂରୁଣୁ ମଙ୍ଗଳବାର ଜିଲାର ନନ୍ଦପୁର ଅଞ୍ଚଳରୁ ୨ କୁଇଣ୍ଟାଲ ୧୪ କେଜି ୭ଶହ ଗ୍ରାମ ଚନ୍ଦନକାଠ ପାଡୁଆ ପୋଲିସ ଜବତ…
୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ
ବୈପାରିଗୁଡ଼ା/ପଟ୍ଟାଙ୍ଗୀ, ୨୮ା୯(ଡି.ଏନ୍.ଏ.): କୋରାପୁଟ ଜିଲା ବୈପାରିଗୁଡ଼ା ତହସିଲ କାର୍ଯ୍ୟାଳୟରେ ମଙ୍ଗଳବାର ଲାଞ୍ଚ ନେଉଥିବା ବେଳେ ଜଣେ ବରିଷ୍ଠ କିରାଣି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ହେଲେ ସତ୍ୟ ନାରାୟଣ ଦଳେଇ। ଜମିବାଡ଼ି କିସମ ପରିବର୍ତ୍ତନ ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ସେ ୫…
ଦି ମ୍ୟାନ୍ ଗାର୍ମେଣ୍ଟସ ଷ୍ଟୋରର ପୂଜା ଅଫର
କଟକ,୨୮।୯: ଚଳିତ ବର୍ଷର ପାର୍ବଣ ଋତୁ ଅବସରରେ ‘ଦି ମ୍ୟାନ୍ ମଲ୍ଟିବ୍ରାଣ୍ଡ ଗାର୍ମେଣ୍ଟସ ଷ୍ଟୋରର ନୂତନ ଆଉଟ୍ଲେଟ୍ କଟକର ମଙ୍ଗଳାବାଗଠାରେ ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ମହିଳା ଉଦ୍ୟୋଗୀ ଶକୁନ୍ତଳା ଦେବୀ ଓ ପ୍ରୀତି ଗିଲ୍ରା ସମ୍ମାନିତ ଅତିଥି ଭାବେ ଯୋଗଦେଇ…
ପାର୍ବଣରେ ହିରୋ ମୋଟୋକର୍ପର ‘ହିରୋ ଗିଫ୍ଟ’
ନୂଆଦିଲ୍ଲୀ,୨୮।୯: ଚଳିତ ବର୍ଷର ପାର୍ବଣ ଅବସରରେ ହିରୋ ମୋଟୋକର୍ପ ପକ୍ଷରୁ ‘ହିରୋ ଗିଫ୍ଟ’ ଗ୍ରାଣ୍ଡ ଇଣ୍ଡିଆନ ଫେଷ୍ଟିଭାଲ ଅଫ୍ ଟ୍ରଷ୍ଟ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହା ଅନ୍ତର୍ଗତ ରୋମାଞ୍ଚକର ମଡେଲ ସତେଜତା, ଖୁଚୁରା ଲାଭ, ବହୁ ଆର୍ଥିକ ଯୋଜନା, ପ୍ରି-ବୁକିଂ…
ପାନବରଜ ପାଇଁ ପିମ୍ପୂଳା ଭରସା
ମହାକାଳପଡ଼ା,୨୮।୯ (ଡି.ଏନ.ଏ.):ଶିଳ୍ପ ବିହୀନ କେନ୍ଦ୍ରାପଡ଼ା ଜିଲାରେ କୁଶଳୀ, ଅର୍ଦ୍ଧ କୁଶଳୀ ଶ୍ରମିକମାନେ ଦୁର୍ଦ୍ଦିନରେ ଦିନ କାଟୁଛନ୍ତି। ଅନେକ ଶ୍ରମିକ ପରିବାର ପ୍ରତିପୋଷଣ ପାଇଁ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଉଛନ୍ତି। ମହାକାଳପଡ଼ା ବ୍ଲକ ବତିଘର, ରାମନଗର, ଖରିନାସୀ, ପେଟଛେଲା ଆଦି ପଞ୍ଚାୟତର…
ଆମେ ଅପହରଣ କରିଥିବା ଅଭିଯୋଗ ମିଥ୍ୟା: ଗ୍ରାମବାସୀ
ମାଲକାନଗିରି,୨୮ା୯ (ଡି.ଏନ୍.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅ‘ର୍ଗତ ଏମ୍.ଭି. ୧୨୨ ଗ୍ରାମର ଜଣେ ବ୍ୟକ୍ତିଙ୍କ ଝିଅକୁ ଏମ୍.ଭି. ୫୦ ଗ୍ରାମର ଗ୍ରାମବାସୀ ଅପହରଣ କରିଛନ୍ତି। ଏନେଇ ଓର୍କେଲ ଥାନାରେ ଅଭିଯୋଗ ହୋଇଛି। ତେବେ ଏହା ବିଷୟ ସମ୍ପୂର୍ଣ ମିଥ୍ୟା ବୋଲି…
‘ଭିଭୋ ଇଗ୍ନାଇଟ୍ ଅଭିଯାନ’
ନୂଆଦିଲ୍ଲୀ,୨୮।୯: ଅନ୍ତର୍ଜାତୀୟ ସ୍ମାର୍ଟଫୋନ୍ ବ୍ରାଣ୍ଡ୍ ଭିଭୋ ପକ୍ଷରୁ ଦେଶବ୍ୟାପୀ ଭିଭୋ ଇଗ୍ନାଇଟ୍ ଅଭିଯାନର ଶୁଭାରମ୍ଭ କରାଯାଇଛି। ଉକ୍ତ ଅଭିଯାନରେ ଦେଶର ୮ମରୁ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରମାନେ ଅଂଶ ଗ୍ରହଣ ପାଇଁ ଆବେଦନ ଆରମ୍ଭ ହୋଇଯାଇଛି। ଏପରିକି ୨୦୨୩ ଫେବୃୟାରୀ ପର୍ଯ୍ୟନ୍ତ ୩ଟି…
Archives


