Home Left

ନର୍ଡ ଷ୍ଟ୍ରିମ୍‌ରେ ଗ୍ୟାସ୍‌ ଲିକ୍‌

ଷ୍ଟକ୍‌ହୋମ୍‌, ୨୮।୯: ରୁଷିଆର ୟୁକ୍ରେନ୍‌ ଆକ୍ରମଣ ପରଠୁ ପାଶ୍ଚାତ୍ୟ ଦେଶଗୁଡ଼ିକ ମସ୍କୋ ଉପରେ କଟକଣା ଜାରି କରିବାରେ ଲାଗିଛନ୍ତି। ରୁଷିଆ ସହ ତିକ୍ତତା ବଢ଼ି ଚାଲିଥିବାବେଳେ ମସ୍କୋରୁ ଗ୍ୟାସ୍‌ ଆମଦାନୀ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଅଧିକାଂଶ ୟୁରୋପୀୟ ରାଷ୍ଟ୍ରଗୁଡ଼ିକ ଉଦ୍ୟମ କରୁଛନ୍ତି।…

ଭିଏସ୍‌ଏଚ୍‌ଓଆର୍‌ଏଡିଏସ୍‌ କ୍ଷେପଣାସ୍ତ୍ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୮।୯: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ) ଦ୍ୱାରା ଅତି ସ୍ବଳ୍ପ ଦୂରତା ବିଶିଷ୍ଟ ବାୟୁ ପ୍ରତିରକ୍ଷା ପ୍ରଣାଳୀ (ଭିଏସ୍‌ଏଚ୍‌ଓଆର୍‌ଏଡିଏସ୍‌) କ୍ଷେପଣାସ୍ତ୍ରର ଦୁଇଟି ପରୀକ୍ଷଣ ସଫଳ ହୋଇଛି। ମଙ୍ଗଳବାର ଚାନ୍ଦିପୁରସ୍ଥିତ ଲଞ୍ଚପ୍ୟାଡ୍‌ରୁ ଭୂପୃଷ୍ଠରେ ରଖାଯାଇଥିବା ଏକ…

ଅସୁନ୍ଦରୀ କହିବାରୁ ସ୍ବାମୀଙ୍କୁ ହାଣିଲେ ସ୍ତ୍ରୀ

ରାୟପୁର, ୨୮।୯: ଛତିଶଗଡ଼ ଦୁର୍ଗ ଜିଲା ଆମଲେଶ୍ୱର ଗ୍ରାମରେ ସଙ୍ଗୀତା ସ୍ବାମୀଙ୍କୁ କୁରାଢ଼ିରେ ହାଣି ହତ୍ୟା କରିଛନ୍ତି। ସଙ୍ଗୀତାଙ୍କ ରଙ୍ଗକୁ ନେଇ ସ୍ବାମୀ ଅନନ୍ତ କଟାକ୍ଷ କରୁଥିଲେ। ଅନେକ ସମୟରେ ତାଙ୍କୁ ଅସୁନ୍ଦରୀ କହିବା ସହ କାଳୀ ବୋଲି ସମ୍ବୋଧନ କରୁଥିଲେ।…

ଆପାର୍ଟମେଣ୍ଟ କ୍ରେତାଙ୍କୁ ମିଳିବ ସୁରକ୍ଷା

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଆପାର୍ଟମେଣ୍ଟ କିଣୁଥିବା କ୍ରେତାଙ୍କୁ ମିଳିବ ସୁରକ୍ଷା। ରାଜ୍ୟ ସରକାର ଓଡ଼ିଶା ରିୟଲ ଇଷ୍ଟେଟ (ରେଗୁଲେଶନ ଆଣ୍ଡ ଡେଭଲପ୍‌ମେଣ୍ଟ) ରୁଲ୍‌ସ-୨୦୧୭ର ସଂଶୋଧନ କରିଛନ୍ତି। ଓଡ଼ିଶା ରିୟଲ ଇଷ୍ଟେଟ(ରେଗୁଲେଶନ ଆଣ୍ଡ ଡେଭଲପ୍‌ମେଣ୍ଟ) ସଂଶୋଧିତ ରୁଲ୍‌ସ-୨୦୨୨ କାର୍ଯ୍ୟକାରୀ ହେବ। ସଂଶୋଧନ ରୁଲ୍‌ସ ଅନୁଯାୟୀ ନିର୍ମାତା…

ମୂର୍ତ୍ତି ଭାଙ୍ଗିଲେ ୨ ବୁର୍ଖା ପରିହିତା ମହିଳା

ହାଇଦ୍ରାବାଦ,୨୮।୯: ହାଇଦ୍ରାବାଦର ଚିନ୍ତଳବସ୍ତିରେ ଥିବା ପୂଜା ମଣ୍ଡପରେ ମଙ୍ଗଳବାର ଦୁଇ ବୁର୍ଖାପିନ୍ଧା ମହିଳା ଦୁର୍ଗାମୂର୍ତ୍ତି ଭାଙ୍ଗିଦେଇଛନ୍ତି। ସ୍ଥାନୀୟ ଲୋକେ ସେମାନଙ୍କୁ ପିଛା କରି ଧରିବା ସହ ପୋଲିସକୁ ହସ୍ତାନ୍ତର କରିଥିଲେ। ସୈଫାବାଦ ପୋଲିସ ଉଭୟଙ୍କୁ ଗିରଫ କରିଛି। ଦୁର୍ଗାମୂର୍ତ୍ତି ଭାଙ୍ଗିବା ପୂର୍ବରୁ…

ବୁର୍ଖା ନ ପିନ୍ଧିବାରୁ ସ୍ତ୍ରୀଙ୍କୁ ହତ୍ୟା

ମୁମ୍ବାଇ,୨୮।୯: ବୁର୍ଖା ପିନ୍ଧିବାକୁ ମନା କରିବାରୁ ମୁମ୍ବାଇର ଇକ୍‌ବାଲ ଶେଖ୍‌ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ସ୍ତ୍ରୀ ରୁପାଲି ହିନ୍ଦୁ ସମ୍ପ୍ରଦାୟର ହୋଇଥିବାବେଳେ ତିନି ବର୍ଷ ପୂର୍ବେ ସେ ଇକ୍‌ବାଲଙ୍କୁ ବିବାହ କରିଥିଲେ। ବୁର୍ଖା ପିନ୍ଧିବା ତଥା ଇସ୍‌ଲାମିକ ଚାଳିଚଳନ ଗ୍ରହଣ…

ସାଟେଲାଇଟ ସ୍କୁଲ ପିଲାଙ୍କୁ ମଧ୍ୟାହ୍ନଭୋଜନ ମିଳୁନି

ଭଞ୍ଜନଗର,୨୮।୯(ଡି.ଏନ.ଏ): ଗତବର୍ଷ ରାଜ୍ୟ ସରକାର ଯେଉଁ ବିଦ୍ୟାଳୟରେ ୨୦ରୁ କମ୍‌ ଛାତ୍ରୀଛାତ୍ର ଅଛନ୍ତି ଏବଂ ଏକ କି.ମି. ମଧ୍ୟରେ ଦୁଇଟି ସ୍କୁଲ ଥିଲେ ଗୋଟିଏକୁ ବନ୍ଦ କରିବା ପାଇଁ ନିଷ୍ପତ୍ତି ନେଇଥିଲେ। ଏହି ନିୟମ ଯୋଗୁ ରାଜ୍ୟରେ ଏଭଳି ହଜାର ହଜାର…

ନିର୍ବାଚନ ଲଢ଼ିପାରିବେନି କର୍ପୋରେଟର, କାଉନସିଲର

ବ୍ରହ୍ମପୁର ଅଫିସ,୨୮ା୯: ଗଞ୍ଜାମ ବିଜେଡିର ଜିଲାସ୍ତରୀୟ ସମବାୟ ନିର୍ବାଚନ କମିଟି ବୈଠକ ମଙ୍ଗଳବାର ବ୍ରହ୍ମପୁରରେ ଅନୁଷ୍ଠିତ ହୋଇଯାଇଛି। ଅକ୍ଟୋବରରେ ହେବାକୁ ଥିବା ବ୍ରହ୍ମପୁର ଓ ଆସିକା ସମବାୟ କେନ୍ଦ୍ର ବ୍ୟାଙ୍କ ନିର୍ଦ୍ଦେଶକ ନିର୍ବାଚନରେ ପୌର ସଂସ୍ଥାକୁ ନିର୍ବାଚିତ ହୋଇଥିବା କର୍ପୋରେଟର ଓ…

କ୍ୱାରାଣ୍ଟାଇନ୍‌ରେ ଥିଲେ ଜିନ୍‌ପିଙ୍ଗ୍‌

ବେଜିଂ,୨୮।୯:  ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କୁ ନେଇ ଉଠିଥିବା ଗୁଜବ ଓ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଉଜ୍‌ବେକିସ୍ତାନର ସମରକନ୍ଦ ଏସ୍‌ସିଓ ସମ୍ମିଳନୀରୁ ଗତ ୧୬ ତାରିଖରେ ଫେରିବା ପରଠୁ ତାଙ୍କୁ ଦେଖିବାକୁ ମିଳି ନ ଥିଲା। ଏହାକୁ ନେଇ କେତେକ ଗଣମାଧ୍ୟମ…

ଦୋଷୀଙ୍କୁ ୨୦ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୨୮।୯: ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ମଙ୍ଗଳବାର ବାଲେଶ୍ୱର ଜିଲା ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ବିଚାରପତି ରଞ୍ଜନ କୁମାର ସୂତାର ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ୨୦ବର୍ଷ ଜେଲ ଦଣ୍ଡ ସହ ୧୦ହଜାର ଟଙ୍କା ଜରିମାନା…

ମୋବାଇଲରେ ଦେଖିହେବ ସୁପ୍ରିମକୋର୍ଟ ଶୁଣାଣି

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ଇତିହାସରେ ମଙ୍ଗଳବାର ନୂଆ ଅଧ୍ୟାୟ ଯୋଡ଼ିହୋଇଛି। ଏକ ସାମ୍ବିଧାନିକ ପୀଠରେ ଶିବସେନା ମାମଲାର ବିଚାର ଚାଲିଥିବାବେଳେ ପ୍ରଥମ ଥର ପାଇଁ ଏହାର ସିଧା ପ୍ରସାରଣ (ଲାଇଭ୍‌ ଷ୍ଟ୍ରିମିଂ) କରାଯାଇଛି। ଆଗକୁ ମଧ୍ୟ ସାମ୍ବିଧାନିକ ପୀଠର ଶୁଣାଣି webcast.Gov.In/scindia/ରେ ଉପଲବ୍ଧ…

କ୍ୟୁବାରେ ସମଲିଙ୍ଗୀ ବିବାହକୁ ସ୍ବୀକୃତି

କାରିବିଆନ୍‌ ଦେଶ କ୍ୟୁବା ପୁରୁଷ ସମଲିଙ୍ଗୀଙ୍କ ବିବାହକୁ ସ୍ବୀକୃତି ଦେଇଛି। ରବିବାର ଏହା ସପକ୍ଷରେ ବହୁଳ ମତଦାନ ହୋଇଥିଲା। କ୍ୟୁବା ଜନସଂଖ୍ୟାର ୭୪% ବା ୮୪ ଲକ୍ଷ ଲୋକ ଏହି ପ୍ରସଙ୍ଗରେ ଭୋଟ ଦେବାକୁ ଯୋଗ୍ୟ ହୋଇଥିଲେ। ୩୯ ଲକ୍ଷ (୬୬%)ରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri