ଓଡ଼ିଶା ବନ୍ଦ ପ୍ରଭାବ: ରାସ୍ତାରେ ଛିଡା ହୋଇଛି ଶହ ଶହ ଗାଡ଼ି
ଧର୍ମଶାଳା,୨୮।୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ଠାରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ରାଜ ରାସ୍ତା ବନ୍ଦ କରାଯାଇଛି। ଧାନ ମଣ୍ଡିରେ ଅବ୍ୟବସ୍ଥା, ପ୍ରଦୂଷଣ ନାମରେ ସାଧାରଣ ବ୍ୟକ୍ତିଙ୍କଠାରୁ ଫାଇନ ଆଦାୟ,…
ପ୍ଲେନ୍ କ୍ରାଶ୍ରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସମେତ ୬ ଜଣଙ୍କ ପରଲୋକ
ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ପରଲୋକ ଘଟିଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ବିମାନଟି ବାରମତିରେ ଅବତରଣ କରୁଥିବା ସମୟରେ ଏହି ଘଟଣା ଘଟିଥିଲା। ଦୁର୍ଘଟଣାରେ ବିମାନଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା।…
୧୫ ବର୍ଷରୁ କମ୍ ବୟସ୍କ ପିଲାଙ୍କ ପାଇଁ ବ୍ୟାନ୍ ହେଲା ସୋସିଆଲ ମିଡିଆ
ଫ୍ରାନ୍ସ, ୨୮।୧: ଫ୍ରାନ୍ସରେ ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଫ୍ରାନ୍ସ ନ୍ୟାଶନାଲ ଆସେମ୍ବଲି ୧୫ ବର୍ଷରୁ କମ୍ ବୟସର ପିଲାମାନଙ୍କୁ ଟିକଟକ, ଇନଷ୍ଟାଗ୍ରାମ, ଫେସବୁକ ଏବଂ ସ୍ନାପଚାଟ ଭଳି ସୋସିଆଲ ମିଡିଆ ପ୍ଲାଟଫର୍ମ ବ୍ୟବହାର କରିବାରୁ…
ଅଜିତ ପାୱାରଙ୍କ ବିମାନ କ୍ରାଶ: ଅବତରଣ କରୁଥିବାବେଳେ ଜଳିଗଲା
ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ଅଜିତ ପାୱାର ମଧ୍ୟ ବିମାନରେ ଥିଲେ। ବିମାନଟି ବାରମତିରେ ଅବତରଣ କରୁଥିବା ସମୟରେ ଏହି ଘଟଣା ଘଟିଥିଲା। ଦୁର୍ଘଟଣାରେ…
ପୂର୍ବତନ ଭାରତୀୟ କ୍ରିକେଟର ଗିରଫ: ମଦ୍ୟପାନ କରି ୩ଟି ଗାଡିକୁ ଧକ୍କା ଦେବା ଅଭିଯୋଗରେ…
ନୂଆଦିଲ୍ଲୀ,୨୮।୧: ଜଣେ ପୂର୍ବତନ ଭାରତୀୟ କ୍ରିକେଟରଙ୍କୁ ପୋଲିସ ଗିରଫ କରିଛି। ମଦ୍ୟପାନ କରି ଗାଡ଼ି ଚଲାଇବା ଏବଂ ଅନ୍ୟ ତିନୋଟି ଗାଡ଼ିକୁ ଧକ୍କା ଦେବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ଏହି ଖେଳାଳି ହେଉଛନ୍ତି ଜାକବ ମାର୍ଟିନ। ସେ ଭାରତ ପାଇଁ…
ବନ୍ଦ ପାଳନକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ବରଗଡ଼ରେ ଗାଡି ଚଳାଚଳ ଠପ୍
ବରଗଡ,୨୮।୧(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡିଶା ବନ୍ଦ ଡାକରାକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସଂଯୁକ୍ତ କୃଷକ ସଙ୍ଗଠନ, କୋଶଲ ସେନା, କଂଗ୍ରେସ ସମେତ ବିଭିନ୍ନ ଅନୁଷ୍ଠାନ ବନ୍ଦ ପାଳନକୁ ସମର୍ଥନ ଜଣାଇଛନ୍ତି। କୃଷକମାନଙ୍କ ସମସ୍ୟାର…
ଟୁଇନ ସିଟିରେ ବନ୍ଦ ପ୍ରଭାବ: ଗଡ଼ୁନି ଘରୋଇ ବସ୍
ଭୁବନେଶ୍ୱର,୨୮ା୧: ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର ଅନେକ ହଜାର ଟଙ୍କାର ଫାଇନ ଆଦାୟ କରୁଛନ୍ତି। ଟାଟା ପାଓ୍ବାର ସ୍ମାର୍ଟ ମିଟର ଲଗାଇବା…
ବର୍ବାଦର କାଉଣ୍ଟଡାଉନ ଆରମ୍ଭ! ଇରାନ ଆଡକୁ ଆଉ ଏକ ସାମରିକ ନୌବାହିନୀ ପଠାଇଲା ଆମେରିକା, ଟ୍ରମ୍ପ କହିଲେ…
ଓ୍ବାଶିଂଟନ୍,୨୮।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନ ପ୍ରତି ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛନ୍ତି। ସେ ଦାବି କରିଛନ୍ତି ଯେ ଏକ ବିଶାଳ ଆମେରିକୀୟ ନୌସେନା ନୌବାହିନୀ ଇରାନ ଆଡକୁ ଯାଉଛି। ଏହି ବିବୃତ୍ତି ବିଶ୍ୱ ଯୁଦ୍ଧର ସମ୍ଭାବନା ବିଷୟରେ…
ହଠାତ୍ ପ୍ଲେବ୍ୟାକ ସିଙ୍ଗିଙ୍ଗ୍ରୁ କାହିଁକି ସନ୍ନ୍ୟାସ ନେଲେ ଅରିଜିତ? ଅସଲ କାରଣ ଖୋଲି କହିଦେଲେ ଗାୟକ
ମୁମ୍ବାଇ: ପ୍ରଖ୍ୟାତ ଗାୟକ ଅରିଜିତ ସିଂ ପ୍ଲେବ୍ୟାକ ସିଙ୍ଗିଙ୍ଗ୍ରୁ ଅବସର ଘୋଷଣା କରିବା ପରେ ଲକ୍ଷ ଲକ୍ଷ ପ୍ରଶଂସକଙ୍କ ହୃଦୟ ଭାଙ୍ଗି ଯାଇଛି। କେହି କଳ୍ପନା କରିନଥିଲେ ଯେ ମାତ୍ର ୩୮ ବର୍ଷ ବୟସରେ ଅରିଜିତ ତାଙ୍କ ସିଙ୍ଗିଙ୍ଗ୍ କ୍ୟାରିଅରକୁ ଏତେ…
ଆଜି ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ: ଜାଣନ୍ତୁ କେତେଟାରୁ…
ପୁରୀ,୨୬ା୧(ଅଜିତ୍ କୁମାର ମହାନ୍ତି):ମାଘ ଶୁକ୍ଳପକ୍ଷ ଦଶମୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏହା ଗୁପ୍ତନୀତି ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ସୂଚନା…
ଏକୁଟିଆ ପଡ଼ିଗଲେ ଟ୍ରମ୍ପ, ଭାରତ ହେବ ନୂଆ କିଙ୍ଗ୍! ହେବାକୁ ଯାଉଛି ବଡ଼ ଚୁକ୍ତି
ନୂଆଦିଲ୍ଲୀ,୨୮।୧: ବିଶ୍ୱ ଅର୍ଥନୈତିକ ଏବଂ ବାଣିଜ୍ୟ ରାଜନୀତି ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷାବାଦୀ ନୀତି, ଉଚ୍ଚ ଶୁଳ୍କ ଏବଂ ଅନିଶ୍ଚିତ ବାଣିଜ୍ୟ ମନୋଭାବ ଯୋଗୁ, ଅନେକ ପ୍ରମୁଖ ଦେଶ ଏବେ ଆମେରିକା ଉପରେ ନିର୍ଭରଶୀଳତା…
ଗୋଟିଏ ଲାଇଭ ଶୋ ପାଇଁ ନିଅନ୍ତି କୋଟି କୋଟି ଟଙ୍କା, ଅରିଜିତ ସିଂଙ୍କ ସମ୍ପତ୍ତି ମୂଲ୍ୟ ଜାଣିଲେ…
ମୁମ୍ବାଇ: ପ୍ରସିଦ୍ଧ ବଲିଉଡ ଗାୟକ ଅରିଜିତ ସିଂ ଅନେକ ଫିଲ୍ମରେ ଗୀତ ଗାଇ ଦର୍ଶକଙ୍କ ହୃଦୟ ଜିତିଛନ୍ତି। ସେ ଯେକୌଣସି ଗୀତକୁ କିପରି ଜୀବନ୍ତ କରିବେ ତାହା ସେ ଜାଣନ୍ତି। ଏବେ, ଗାୟକ ଏକ ପୋଷ୍ଟରେ ପ୍ଲେବ୍ୟାକ ସିଙ୍ଗିଙ୍ଗ୍ରୁ ଅବସର ଘୋଷଣା…
Archives


