Home Left

ପଛରେ ପଡ଼ିଛି ଜଳକ୍ରୀଡ଼ାର ବିକାଶ

ପୁରୀ ଅଫିସ,୨୭।୯:ଶ୍ରୀମନ୍ଦିର ଓ ସ୍ବର୍ଣ୍ଣାଭ ବେଳାଭୂମି ପୁରୀ ପର୍ଯ୍ୟଟନ ଶିଳ୍ପର ମେରୁଦଣ୍ଡ। ସହରର ଅର୍ଥନୈତିକ ବିକାଶ ଏହା ଉପରେ ନିର୍ଭରଶୀଳ। ପ୍ରତିଦିନ ରାଜ୍ୟ ଓ ଦେଶ ବାହାରୁ ହଜାର ହଜାର ପର୍ଯ୍ୟଟକ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରନ୍ତି ଏବଂ ବେଳାଭୂମିର…

ନିର୍ଦ୍ଧାରିତ ସମୟରେ ୧୦୦% ଅର୍ଥ ଖର୍ଚ୍ଚ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୭ା୯(ବ୍ୟୁରୋ):ବଜେଟରେ ବରାଦ ହେଉଥିବା ଅର୍ଥ ନିର୍ଦ୍ଧାରିତ ସମୟରେ ଖର୍ଚ୍ଚ ହୋଇପାରୁ ନାହିଁ। ଏପରିକି ବହୁ କୋଟି ଟଙ୍କା ପରବର୍ତ୍ତୀ ବର୍ଷ ବଜେଟ ପ୍ରସ୍ତୁତି ପୂର୍ବରୁ ଫେରିଯାଉଛି। ବିଭିନ୍ନ ବିଭାଗ ବରାଦ ଅର୍ଥକୁ ଖର୍ଚ୍ଚ କରି ପାରୁନାହାନ୍ତି। ଯଦିଓ ଗତଗର୍ଷ ଦୁଳନାରେ ଚଳିତବର୍ଷ…

ପଞ୍ଜାବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶ ଆଜି, ବିରୋଧରେ ଚଣ୍ଡିଗଡ଼ରେ ଭାଜପାର ଜନତା ବିଧାନସଭା

ଚଣ୍ଡିଗଡ଼,୨୭ ।୯: ପଞ୍ଜାବ ବିଧାନସଭାର ବିଶେଷ ଅଧିବେଶନ ଆଜି ଡକା ଯାଇଛି । ଗୃହର କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହେବ । ଭଗୱନ୍ତ ମାନଙ୍କ ନେତୃତ୍ୱ ବାଲା ସରକାର ଶନିବାର ରାଜ୍ୟପାଳଙ୍କୁ ସୂଚନା ଦେଇଥିଲେ କି ୨୭ ସେପ୍ଟେମ୍ବରରେ ହେବାକୁ…

ସୁମିତା ସର୍କାର ହେଲେ ମାଧ୍ୟମିକ ଶିକ୍ଷା ପରିଷଦ ସମ୍ପାଦକ

ଭୁବନେଶ୍ବର,୨୭ା୯(ବ୍ୟୁରୋ):କଟକ ମହାନଗର ନିଗମ(ସିଏମ୍‌ସି) ଅତିରିକ୍ତ କମିଶନର ତଥା ବରିଷ୍ଠ ଓଏଏସ୍‌ ଅଧିକାରୀ ସୁମିତା ସର୍କାରଙ୍କୁ କଟକ ସ୍ଥିତ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ସମ୍ପାଦକ ଭାବେ ନିଯୁକ୍ତି ମିଳିଛି। ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତି…

୧ରେ ସମ୍ବର୍ଦ୍ଧିତ ହେବେ ୯୯୦୦ ବରିଷ୍ଠ ମତଦାତା

ଭୁବନେଶ୍ବର,୨୭ା୯(ବ୍ୟୁରୋ): ଭାରତର ନିର୍ବାଚନ ଆୟୋଗ ଏକ ସଶକ୍ତ, ସୁଦୃଢ଼ ନିର୍ବାଚନ ପାଇଁ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି। କୌଣସି ଭୋଟର ଯେପରି ମତଦାନରୁ ବାଦ୍‌ ନ ପଡ଼ନ୍ତି ସେଥିପାଇଁ ପ୍ରତ୍ୟେକ ଭୋଟରଙ୍କ ପାଇଁ ବିଭିନ୍ନ ସୁବିଧା ଉପଲବ୍ଧ ଅଛି। ବରିଷ୍ଠ ନାଗରିକ…

ଏସ୍‌ସିବି ମେଡିକାଲରୁ ଶିଶୁ ଚୋରି ଅଭିଯୋଗ

କଟକ ଅଫିସ,୨୭ା୯:ଏସ୍‌ସିବି ମେଡିକାଲରୁ ସୋମବାର ଏକ ଶିଶୁକନ୍ୟା ଚୋରିକୁ ନେଇ ମେଡିକାଲ କର୍ତ୍ତୃପକ୍ଷ ଏବଂ ମଙ୍ଗଳାବାଗ ଥାନା ପୋଲିସକୁ ନାକେଦମ୍‌ ହେବାକୁ ପଡ଼ିଛି। ଏହି ଚୋରି ଅଭିଯୋଗର ତଦନ୍ତ କରିବାବେଳେ ପୋଲିସକୁ ଅନ୍ୟ ଏକ ଶିଶୁପୁତ୍ର ନିଖୋଜର ତଥ୍ୟ ମିଳିଛି। ଏହି…

ପ୍ରେମବିିବାହ କରାଇଦେବାକୁ ସମଲେଇଙ୍କୁ ଚିଠି

ସମ୍ବଲୁପୁର,୨୭ା୯(ବ୍ୟୁରୋ):ନିଜ ପ୍ରେମକୁ ପାଇବା ପାଇଁ ବର୍ତ୍ତମାନ ସମୟରେ ଯୁବତୀଯୁବକ ଭିନ୍ନ ଭିନ୍ନ ପନ୍ଥା ଅବଲମ୍ବନ କରୁଛନ୍ତି। କେହିକେହି ଠାକୁରଙ୍କ ନିକଟରେ ଗୁହାରି ପଡ଼ୁଛନ୍ତି। ନିଜର ମନସ୍କାମନା ପୂର୍ଣ୍ଣ ପାଇଁ ମାନସିକ ମଧ୍ୟ ରଖୁଛନ୍ତି। ହେଲେ ଏବେ ଜଣେ ଯୁବତୀ ମନ୍ଦିର ହୁଣ୍ଡି…

ଲିଜେଣ୍ଡ୍ସ ଲଢ଼େଇରେ ଟାଇଗର୍ସର ବାଜିମାତ୍‌

କଟକ, ୨୭ା୯ (ସ୍ପୋଟର୍‌ସ ବ୍ୟୁରୋ):ବାରବାଟୀ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ ମ୍ୟାଚରେ ମଣିପାଲ ଟାଇଗର୍ସ ୩ ରନରେ ଭିଲଓ୍ବାରା କିଙ୍ଗ୍ସକୁ ପରାସ୍ତ କରିଛି। ଟାଟେଣ୍ଡା ଟାଇବୁଙ୍କ ଅର୍ଦ୍ଧଶତକ ସହାୟତାରେ ମଣିପାଲ ଟାଇଗର୍ସ ୮ ଉଇକେଟ ହରାଇ ୧୭୫ ରନ…

ଟଙ୍କା ମୂଲ୍ୟ ହ୍ରାସ ଅଣାୟତ୍ତ

ମୁମ୍ବାଇ, ୨୭ା୯(ପି.ଟି.):ଆମେରିକୀୟ ଡଲାର ତୁଳନାରେ ଟଙ୍କା ସର୍ବକାଳୀନ ଦୁର୍ବଳ ସ୍ତରର ରେକର୍ଡ ଭାଙ୍ଗିଛି। ସୋମବାର ଟଙ୍କାର ମୂଲ୍ୟ ୫୪ ପଇସା ହ୍ରାସ ହୋଇଛି। ଫଳରେ ଡଲାରର ମୂଲ୍ୟ ୮୧.୬୩ ଟଙ୍କାକୁ ବୃଦ୍ଧି ପାଇଛି। ଗତ ଶୁକ୍ରବାର ୩୦ ପଇସା ହ୍ରାସ ପାଇ…

କୁଲଗାମରେ ସୁରକ୍ଷାକର୍ମୀଙ୍କୁ ସଫଳତା, ପାକିସ୍ତାନ ଆତଙ୍କବାଦୀ ନିହତ, ଜଣେ ଯବାନ ସମେତ ୩ ଆହତ

ଜମ୍ମୁ,୨୭ ।୯: ଜମ୍ମୁ-କଶ୍ମୀର କୁଲଗାମର ବଟପୋରା ଅଞ୍ଚଳରେ ସୋମବାର ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ପାକିସ୍ତାନ ଆତଙ୍କବାଦୀ ସଙ୍ଗଠନ ଜୈଶ-ଇ-ମହମ୍ମଦର ଜଣେ ଆତଙ୍କବାଦୀ ସୁରକ୍ଷାକର୍ମୀଙ୍କ ଆକ୍ରମଣରେ ନିହତ ହୋଇଛନ୍ତି । ମୃତ ଆତଙ୍କବାଦୀଙ୍କ ପରିଚୟ ମିଳିଛି ସେ ହେଲେ ଅବୁ…

ବର୍ଷକର ଛୁଆକୁ କୋଳରେ ଧରି ଅଟୋ ଚଲାଉଛନ୍ତି ମା’

ନୋଏଡା,୨୬।୯: ନୋଏଡାର ଚଞ୍ଚଳ ଶର୍ମା ଉତ୍ତର ପ୍ରଦେଶରେ ଇ-ରିକ୍ସା ଚଲାଇ ପରିବାର ପାଳୁଛନ୍ତି। ଭାଗ୍ୟର ବିଡମ୍ବନା ଯୋଗୁ ଚଞ୍ଚଳଙ୍କୁ ବର୍ଷକର ପୁଅକୁ ସାଥୀରେ ନେଇ ଅଟୋ ଚଳାଇବାକୁ ପଡ଼େ। ପୁଅକୁ କୋଳରେ ଧରି ପ୍ରତିଦିନ ସକାଳୁ ଘରକାମ ସାରି ବାହାରି ଯାନ୍ତି…

ରୁଷିଆ ସ୍କୁଲରେ ଗୁଳି, ୧୫ ମୃତ,୨୪ ଗୁରୁତର: ନିଜ ଗୁଳିରେ ଟଳିଲେ ଆତତାୟୀ

ମସ୍କୋ, ୨୬ା୯: ରୁଷିଆର ଇଜେଭ୍‌ସ୍କ ସହରରେ ଥିବା ଏକ ସ୍କୁଲରେ ଜଣେ ଆତତାୟୀ ସୋମବାର ଆଖିବୁଜା ଗୁଳି ଚଳାଇଛନ୍ତି। ଏଥିରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୪ ଗୁରୁତର ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୧୧ ସ୍କୁଲ ପିଲା ରହିଛନ୍ତି। ଅଭିଯୁକ୍ତଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri