ଅଣୁଅସ୍ତ୍ର ବ୍ୟବହାରକୁ ଗୁରୁତର ସହ ନେବାକୁ ଜେଲେନ୍ସ୍କିଙ୍କ ନିବେଦନ
କିଭ୍, ୨୬ା୯: ଅଣୁଅସ୍ତ୍ର ବ୍ୟବହାର ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ଧମକ ଦେଉଥିବା ଅତିରଞ୍ଜିତ ନୁହେଁ ବୋଲି ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସ୍କି କହିଛନ୍ତି। ଏହା କେବଳ ଏକ ଧମକ ବୋଲି ଲାଗୁଥିଲେ ହେଁ ପୁଟିନ ଏପରି କରିପାରନ୍ତି ବୋଲି…
ଆଫ୍ରିକା ସିରିଜ ପୂର୍ବରୁ ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା: ହାର୍ଦ୍ଦିକଙ୍କ ସ୍ଥାନରେ ଏହି ଖେଳାଳିଙ୍କ ମିଳିଲା ସୁଯୋଗ
ନୂଆଦିଲ୍ଲୀ, ୨୬।୯: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି୨୦ କ୍ରିକେଟ ସିରିଜ ଚଳିତ ମାସ ୨୮ ତାରିଖରେ ଥିରୁଭାନନ୍ତପୁରମଠାରେ ଆରମ୍ଭ ହେବ। ଏହି ସିରିଜ ପାଇଁ ପୂର୍ବ ଘୋଷିତ ଭାରତୀୟ ଦଳରେ କେତେକ ପରିବର୍ତ୍ତନ କରାଯାଇଛି।…
ଭଣ୍ଡାରିପୋଖରୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ
ଭଣ୍ଡାରିପୋଖରୀ,୨୬।୯(ସ୍ବ.ପ୍ର.): ଭଦ୍ରକ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ସୋମବାର ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ସ୍ଥାନୀୟ ବିଧାୟକଙ୍କ ପ୍ରଚେଷ୍ଟାରେ ଡାକ୍ତରଖାନା ପରିସରରେ ପ୍ରାୟ ୧୩ କୋଟି ୧୫ ଲକ୍ଷ ଟଙ୍କାରେ ନିର୍ମାଣ ହେଉଥିବା ଅତ୍ୟାଧୁନିକ ସ୍ବାସ୍ଥ୍ୟସେବା ପ୍ରକୋଷ୍ଠଗୁଡ଼ିକୁ ଜିଲାପାଳ ବୁଲି…
ଚୋରା କୋଇଲା ବୋଝେଇ ପିକ୍ଅପ୍ ଜବତ, ଚାଳକ ଗିରଫ
ପଦ୍ମପୁର,୨୬।୯(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନାୟକାଣିଡିହୀ ଥାନା ପୋଲିସ ଜଗନ୍ନାଥପ୍ରସାଦ ପଞ୍ଚାୟତର ହତାଶିଆ ଛକଠାରେ ଏକ ଚୋରା କୋଇଲା ବୋଝେଇ ପିକ୍ଅପ୍ ଭ୍ୟାନ୍ ଜବତ କରିଛି। ଏଥିସହ ଗାଡ଼ି ଚାଳକ ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଞ୍ଚଳର ଅନାର ସିଂଙ୍କୁ…
ପୂଜା, ଭସାଣିରେ ନିଶା ସେବନ ମନା
ଭଦ୍ରକ ଅଫିସ,୨୬।୯: ଶାରଦୀୟ ପର୍ବ ପାଳନ ଅବସରରେ ଡିଜେ ବ୍ୟବହାର ନିଷେଧ। ପୂଜା ଅବଧି କିମ୍ବା ଭସାଣି ସମୟରେ କମିଟି ସଦସ୍ୟ ନିଶା ସେବନରୁ ବିରତ ରହିବେ। ଏନେଇ କମିଟି ପକ୍ଷରୁ ପଦକ୍ଷେପ ନେବାକୁ ଦୁର୍ଗାପୂଜା ଉପଲକ୍ଷେ ଭଦ୍ରକ ଜିଲାପାଳଙ୍କ ସଦ୍ଭାବନା…
ସ୍କୁଲ୍ ପିଲାଙ୍କ ସହ ଡ୍ୟାନ୍ସ କଲେ କ୍ୟାଟ୍ରିନା, ଭାଇରାଲ ହେଉଛି ଭିଡିଓ
ବଲିଉଡ୍ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କୁ କିଏ ବା ନ ଜାଣେ। ନିଜର ଲୁକ୍ ଏବଂ ଅଭିନୟ ପାଇଁ ସମସ୍ତଙ୍କ ହୃଦୟ ଜିତିଛନ୍ତି। ବର୍ତ୍ତମାନ ତାଙ୍କର ଅପକମିଙ୍ଗ୍ ଫିଲ୍ମକୁ ନେଇ ସେ ବ୍ୟସ୍ତ ଅଛନ୍ତି। ନିକଟରେ ଏହି ଅଭିନେତ୍ରୀ ମାଉଣ୍ଟେନ ଭ୍ୟୁ ସ୍କୁଲ୍ର…
ପୂଜା ପାଇଁ ଗାଡ଼ି ଚଳାଚଳରେ କଟକଣା
ବେତନଟୀ,୨୬ା୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବେତନଟୀଠାରେ ସପ୍ତାହ ବ୍ୟାପି ଦୁର୍ଗା ପୂଜା ଓ ମେଳା ଅନୁଷ୍ଠିତ ହେବ। ଏଥିପାଇଁ ବଜାର ଅଞ୍ଚଳ ଚଳଚଞ୍ଚଳ ହୋଇ ପଡ଼ିଛି। ପୂଜା କମିଟିର କର୍ମକର୍ତ୍ତାମାନେ ମେଢ଼ ତିଆରି, ମଣ୍ଡପ ସାଜସଜ୍ଜା, ମେଳା ପ୍ରସ୍ତୁତି, ରାବଣ ପୋଡ଼ି ଉତ୍ସବ…
ବାହାର ରାଜ୍ୟରେ ବିଜ୍ଞାପନ ପ୍ରକାଶନ ବନ୍ଦ ଲାଗି ଆବେଦନ: ଜବାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୬।୯: ନିଜ ଅଞ୍ଚଳ ବାହାରେ ରାଜ୍ୟ ସରକାରମାନେ ପ୍ରକାଶ କରୁଥିବା ବିଜ୍ଞାପନ ବନ୍ଦ ରଖିବା ପାଇଁ ହୋଇଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ସୋମବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଜବାବ ମାଗିଛନ୍ତି। ଜଷ୍ଟିସ୍ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ହିମା କୋହଲିଙ୍କ…
୪ ଟ୍ରକ୍ ଉପରେ ୬୦ହଜାର ଜରିମାନା
ସିମୁଳିଆ, ୨୬।୯(ଡି.ଏନ.ଏ.): ୧୬ନଂ. ଜାତୀୟ ରାଜପଥରେ ୪ଟି ଟ୍ରକ ଉପରେ ଚଢ଼ାଉ କରାଯାଇ ୬୦ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ସିମୁଳିଆ ତହସିଲଦାର ଭୀମକାନ୍ତ ମାଝି ଚଢ଼ାଉ କରି ଏହି ଟଙ୍କା ଆଦାୟ କରିଛନ୍ତି। ବାଲି ଓ ପଥର ନେଇଯାଉଥିବା ଟ୍ରକ…
୨ ଦିନ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୬।୯(ବ୍ୟୁରୋ): ପୁଣି ଭିଜିବ ଓଡ଼ିଶା। ଆଗାମୀ ୪ ଦିନ ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ ବିଭାଗ ଅନୁଯାୟୀ, ଆସନ୍ତା ୨୮ ଏବଂ ୨୯…
୨୯ରେ କଂଗ୍ରେସର ବ୍ଲକ ଘେରାଉ
ରୂପସା,୨୬।୯(ଡି.ଏନ୍.ଏ.): ଆସନ୍ତା ୨୯ ତାରିଖରେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଫିସ ଘେରାଉ ପାଇଁ କଂଗ୍ରେସ ଡାକରା ଦେଇଛି। ବନ୍ୟାଜନିତ କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ, ଆବାସ ଯୋଜନାରେ ଘର, ଭୂମିହୀନଙ୍କୁ ଘରବାଡ଼ି ପଟ୍ଟା, ଜଳ ନିଷ୍କାସନ ସମସ୍ୟା ସ୍ଥାୟୀ ସମାଧାନ, ଟାଟାପାୱାର…
ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୮୨ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୬।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଯାବତ୍ ରାଜ୍ୟରୁ ୧୩,୨୨,୮୩୧ ସୁସ୍ଥ ହୋଇସାରିଲେଣି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪୧,…
Archives


