Home Left

ଅଭିଯୋଗ ସତ୍ତ୍ୱେ ଜବରଦଖଲ ଉଚ୍ଛେଦ ହେଉନି

ଲୋଇସିଂହା,୨୬।୯(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ରୁଗୁଡିଖାଲରେ ସରକାରୀ ଜମି ଜବରଦଖଲ ବଢିବାରେ ଲାଗିଛି। ଜବରଦଖଲ ଉଚ୍ଛେଦ ଲାଗି ବୁଢୀପଦର ଗ୍ରାମବାସୀ ରାଜସ୍ବ ବିଭାଗ ଓ ଜିଲା ପ୍ରଶାସନକୁ ଲିଖିତ ଜଣାଇଥିଲେ ମଧ୍ୟ ଜବରଦଖଲକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ। ଏହାର ପ୍ରତିବାଦରେ…

ସ୍କୁଲରେ ଗୁଳିବର୍ଷା: ଚାଳିଗଲା ୬ ଜୀବନ, ୨୦ ଆହତ

ମସ୍କୋ,୨୬।୯: ରୁଷିଆର ଇଜେଭସ୍କର ଏକ ବିଦ୍ୟାଳୟରେ ଗୁଳିମାଡ ଘଟିଛି। ଏଥିରେ ୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ ଜଣ ଆହତ ହୋଇଛନ୍ତି। ଇଜେଭସ୍କର ୮୮ ନମ୍ବର ସ୍କୁଲରେ ଏହି ଗୁଳିକାଣ୍ଡ ଘଟିଛି। ଆକ୍ରମଣକାରୀ କାହିଁକି ଗୁଳି ଚଳାଇଲେ ତାହା ଏପର୍ଯ୍ୟନ୍ତ ଜଣା…

ଧାନ ଫସଲରେ ରୋଗ, ଚିନ୍ତାରେ ଚାଷୀ

ଲୋଇସିଂହା,୨୬।୯(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ଖରିଫ ଧାନଚାଷରେ ରୋଗପୋକ ପ୍ରାଦୁର୍ଭାବ ଦେଖାଦେଇଛି। ଏଭଳି ସମୟରେ ଗ୍ରାମ୍ୟ କୃଷି କର୍ମଚାରୀମାନେ କ୍ଷେତ୍ର ପରିଦର୍ଶନ କରୁ ନ ଥିବା ଅଭିଯୋଗ ହୋଇଛି। ଫଳରେ ଚାଷୀମାନେ ରୋଗ ଚିହ୍ନଟ କରି ନ ପାରି ସମସ୍ୟାରେ…

ଷ୍ଟଣ୍ଟ କରିବା ପଡିଲା ମହଙ୍ଗା

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଫଟୋ, ଭିଡିଓ ଭାଇରାଲ ହେବାରେ ଲାଗିଛି। ଠିକ୍‌ ସେପରି ଏକ ଭିଡିଓ ଭାଇରାଲ ହୋଇଛି। ଯାହାକୁ ଦେଖିଲେ ଆପଣ ବି ଆଶ୍ଚର୍ଯ୍ୟ ହୋଇଯିବେ। ତେବେ ସୋସିଆଲ ମିଡିଆରେ ଶେୟାର ହୋଇଥିବା ଭିଡିଓରେ…

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ଝୁଲାପୋଲ

ରାୟଗଡ଼ା ଅଫିସ,୨୬ା୯: ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ରହିଛି ରାୟଗଡ଼ାର ନାଗାବଳୀ ନଦୀରେ ନିର୍ମିତ ଝୁଲାପୋଲ। ସ୍ଥାନୀୟ ତଥା ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ରବିବାର ତହସିଲଦାର ସୁନୀଲ ଖରା ଏବଂ ପୋଲିସ ଅନ୍ୟମାନଙ୍କ ଉପସ୍ଥିତିରେ ଏହାକୁ ବନ୍ଦ…

ସୂର୍ଯ୍ୟକୁମାର ବଡ଼ ରେକର୍ଡ

ହାଇଦ୍ରାବାଦ,୨୬।୯: ଭାରତୀୟ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଚଳିତ ବର୍ଷ ଟି-୨୦ କ୍ରିକେଟରେ ସର୍ବାଧିକ ରନ ସ୍କୋର କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଶେଷ ତଥା ନିର୍ଣ୍ଣାୟକ ମ୍ୟାଚରେ ୬୯ ରନ୍‌ର ଇନିଂସ ତାଙ୍କୁ ଏହି ସ୍ଥାନକୁ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ ଜୀବନ

ଲକ୍ଷ୍ନୌ,୨୬।୯: ଲକ୍ଷ୍ନୌର ଇଟାଉଞ୍ଜାଠାରେ ଏକ ଅଭାବନୀୟ ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା ଟ୍ରକ୍‌ ଏକ ଟ୍ରାକ୍ଟରକୁ ଟକ୍କର ଦେଇଛି। ଫଳରେ ଏକ ପୋଖରୀରେ ଟ୍ରାକ୍ଟର-ଟ୍ରଲି ଖସି ପଡିଛି। ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ଲୋକଙ୍କ ସହାୟତାରେ…

ଛତୁ ଚାଷ କରି ସ୍ବାବଲମ୍ବୀ ହୋଇଛନ୍ତି ପରମେଶ୍ବର

ଭବାନୀପାଟଣା,୨୬।୯(ସ୍ବ.ପ୍ର.): ବିଏସସି ପାସ କରିବା ପରେ ନିଜ ଅଞ୍ଚଳରେ ଚାକିରିଟିଏ କରିବା ପାଇଁ ବହୁତ ଚେଷ୍ଟା କରିଥିଲେ। ହେଲେ ଚାକିରିଟିଏ ନ ମିଳିବାର ନିରାଶ ହୋଇ ପେଟପାଟଣା ପାଇଁ ଗୁଜରାଟ ଚାଲିଯାଇଥିଲେ। ସେଠାରେ ୧୫ବର୍ଷ ସେଠାକାର ଏକ ଘରୋଇ ଇଂଲିଶ ମିଡିୟମ…

୨ ମାସ ହେଲା ଭତ୍ତା ପାଇ ନାହାନ୍ତି ବୃଦ୍ଧାବୃଦ୍ଧ, ଭିନ୍ନକ୍ଷମ

ସିନାପାଲି,୨୬।୯(ଡି.ଏନ.ଏ.): ନୂଆପଡା ଜିଲା ସିନାପାଲି ବ୍ଲକର ବିଭିନ୍ନ ପଞ୍ଚାୟତରେ କିଛି ମାସ ହେବ ବ୍ୟାଙ୍କ ଜମାଖାତା ଜରିଆରେ ବୃଦ୍ଧାବୃଦ୍ଧ ଓ ଭିନ୍ନକ୍ଷମମାନଙ୍କୁ ଭତ୍ତା ପ୍ରଦାନ କରାଯାଉଛି। ଫଳରେ ଏହି ଅଞ୍ଚଳର ୮୦ ବର୍ଷରୁ ଊର୍ଦ୍ଧ୍ୱ ବୃଦ୍ଧାବୃଦ୍ଧ ଓ ଭିନ୍ନକ୍ଷମମାନେ ଭତ୍ତା ପାଇବାକୁ…

ସୌରଜଗତରେ ବୁଦ୍ଧିମାନ ଜୀବ ସନ୍ଧାନ

କୋଟି କୋଟି ଗାଲାକ୍ସିକୁ ନେଇ ବିଶ୍ୱ ଗଠିତ ଏବଂ ପ୍ରତ୍ୟେକ ଗାଲାକ୍ସିରେ କୋଟି କୋଟି ନକ୍ଷତ୍ର ଅଛନ୍ତି। ଆମ ସୌରଜଗତର ମୁଖ୍ୟ ସୂର୍ଯ୍ୟ ଆକାଶଗଙ୍ଗା ଗାଲାକ୍ସିରେ ଥିବା ଅନେକ ନକ୍ଷତ୍ର ମଧ୍ୟରୁ ଗୋଟିଏ। ସୂର୍ଯ୍ୟଠାରୁ ଅନୁକୂଳ ଦୂରତାରେ ଅବସ୍ଥାନ କରିଥିବାରୁ ପୃଥିବୀରେ…

ଲକ୍ଷ୍ମୀପୁର: ତୋୟାପୁଟ ଜଙ୍ଗଲରେ ହେଟା ବାଘ

କୋରାପୁଟ,୨୬ା୯(ସ୍ବ.ପ୍ର.): କୋରାପୁଟ ଜିଲାର ଲକ୍ଷ୍ମୀପୁର ରେଞ୍ଜ ଅଧୀନରେ ଥିବା ତୋୟାପୁଟ ଓ ଚମ୍ପି ଜଙ୍ଗଲରେ ବାଘ ବୁଲୁଛି। ବାଘକୁ ସ୍ଥାନୀୟ ଅଞ୍ଚଳର କେତେଜଣ ବ୍ୟକ୍ତି ଦେଖିଥିବା ପ୍ରକାଶ କରିଛନ୍ତି। ଏନେଇ ତୋୟାପୁଟ ଓ ଆଖପାଖ ଅଞ୍ଚଳର ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ଏସମ୍ପର୍କରେ…

ଅଚିନ୍ତାରେ ଫୁଟବଲ୍‌ ଖେଳିଲେ ରାହୁଲ

କୋଚି,୨୬।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଏବଂ ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ପାଇଁ ଚାଲିଥିବା ଚର୍ଚ୍ଚାକୁ ନେଇ ରାହୁଲ ଗାନ୍ଧୀ ଅଚିନ୍ତା ଥିବା ପରି ମନେ ହେଉଛି। ରାହୁଲ ଗାନ୍ଧୀ ସୋମବାର କେରଳର ପାଲାକ୍କାଡରେ କଂଗ୍ରେସର ‘ଭାରତ ଯୋଡ଼ୋ ଯାତ୍ରା’ ସମୟରେ ପିଲାମାନଙ୍କ ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri