Home Left

ଭାଜପାକୁ ହଟାଇ ଦେଶକୁ ବଞ୍ଚାଇବାକୁ ପଡିବ: ଲାଲୁ

ପାଟନା,୨୫।୯: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ରବିବାର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟିଛନ୍ତି। ୨୦୨୪ ସାଧାରଣ ନିର୍ବାଚନରେ ଭାଜପା ବିରୋଧୀ ଦଳମାନଙ୍କୁ ଏକଜୁଟ କରିବାର ରଣନୀତି ଉପରେ ଏଠାରେ ଆଲୋଚନା ହୋଇଥିଲା।…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ବନ୍ଧା ହେଲେ ଯୁବକ

ଡୁଙ୍ଗୁରିପାଲି,୨୫ା୯(ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବୈଦୁପାଲି ଗ୍ରାମର ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା କରିବା ଅଭିଯୋଗରେ ପୋଲିସ ଫଟାମୁଣ୍ଡା ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ ରାଜୀବ ଖମାରୀ(୨୭)। ଦଫା ୩୭୬(୨)(ଏନ)୪୨୦, ୫୦୬ରେ ଏକ…

ପ୍ରେମିକାଙ୍କୁ ପ୍ରପୋଜ କରିବା ପାଇଁ ଅଜବ ପନ୍ଥା ଆପଣାଇଲେ ଯୁବକ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ପ୍ରେମୀଯୁଗଳ ପରସ୍ପରକୁ ଯେତେବେଳେ ପ୍ରପୋଜ କରନ୍ତି, ସେହି ମୁହୂର୍ତ୍ତକୁ ସ୍ମରଣୀୟ କରିବା ପାଇଁ ଅନେକ ପନ୍ଥା ଆପଣାନ୍ତି। କିଛି ଲୋକ ଏହାକୁ ସ୍ମରଣୀୟ କରିବା ପାଇଁ ନିଜ ସାଙ୍ଗମାନଙ୍କ ସାହାଯ୍ୟ ମଧ୍ୟ ନେଇଥା’ନ୍ତି। କିନ୍ତୁ ଆମେରିକାର ଜଣେ ଯୁବକଙ୍କ ପ୍ରପୋଜ କରିବାର…

ମହାଳୟାରେ ଧବଳମୁଖୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ୱରୀ

ବରଗଡ଼ ଅଫିସ୍‌,୨୫।୯: ବରଗଡ଼ ସହର ତଳିପଡ଼ାସ୍ଥିତ ସମଲେଶ୍ୱରୀ ମନ୍ଦିରରେ ରବିବାର ମା’ ସମଲେଶ୍ୱରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ମହାଳୟା ତିଥିରେ ଦେବୀଙ୍କୁ ଧବଳମୁଖୀ ବେଶରେ ଦର୍ଶନ କଲେ ଗଙ୍ଗା ସ୍ନାନର ପୂଣ୍ୟପ୍ରାପ୍ତି ହୋଇଥାଏ ବୋଲି ଲୋକ ବିଶ୍ୱାସ ରହିଛି ।…

ମୁଖ୍ୟମନ୍ତ୍ରୀଙ୍କ ଆଶ୍ୱାସନା ପରେ ଅଙ୍କିତାଙ୍କ ଅନ୍ତିମ ସଂସ୍କାର ପାଇଁ ରାଜି ହେଲେ ପରିବାର

ଡେରାଡୁନ,୨୫।୯: ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ଆଶ୍ୱାସନା ପରେ ଅଙ୍କିତା ଭଣ୍ଡାରୀଙ୍କ ପରିବାର ତାଙ୍କର ଅନ୍ତିମ ସଂସ୍କାର କରିବାକୁ ରାଜି ହୋଇଛନ୍ତି। ଅଙ୍କିତାଙ୍କ ଅନ୍ତିମ ସଂସ୍କାର ଏନଆଇଟି ଘାଟରେ ଅନୁଷ୍ଠିତ ହେବ। ପରିବାରର ସମସ୍ତ ଦାବି ଗ୍ରହଣ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ…

ଦଶହରା ଚାନ୍ଦା ଆଦାୟ, ଜୁଆଖେଳ ଉପରେ ହେବ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର ଅଫିସ,୨୫ା୧୦: ଜିଲାରେ ସୋମବାରଠାରୁ ପାର୍ବଣ ଆରମ୍ଭ । ସେଥିପାଇଁ ବିଭିନ୍ନ ଶକ୍ତିପୀଠ, ମନ୍ଦିରରେ ପୂଜାର୍ଚ୍ଚନା ଅନୁଷ୍ଠିତ ହେବ। ଦଶହରାରେ ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଅପରାଧୀମାନଙ୍କୁ ସାବଡ଼ କରିବା ପାଇଁ ପୋଲିସ ଏକ ବ୍ଲ୍ୟୁପ୍ରିଣ୍ଟ ପ୍ରସ୍ତୁତ କରିଛି। ବିଶେଷକରି ଜିଲାରେ…

ଏକଜୁଟ୍‌ ହେଲେ ବିରୋଧୀ

ନୂଆଦିଲ୍ଲୀ,୨୫।୯: ପୂର୍ବତନ ଉପପ୍ରଧାନମନ୍ତ୍ରୀ ସ୍ବର୍ଗତଃ ଚୌଧରୀ ଦେବୀ ଲାଲଙ୍କ ୧୦୯ତମ ଜନ୍ମ ବାର୍ଷିକୀରେ ଭାରତୀୟ ଜାତୀୟ ଲୋକ ଦଳ ରବିବାର ଫତେହାବାଦରେ ଏକ ସମ୍ମାନ ଦିବସ ରାଲିର ଆୟୋଜନ କରିଛି। ଏହି ଅବସରରେ ବିରୋଧୀ ଦଳର ଅନେକ ବରିଷ୍ଠ ନେତା ଉବସ୍ଥିତ…

ଭୁବନେଶ୍ୱରରେ ପହଞ୍ଚିଲେ ଲିଜେଣ୍ଟସ କ୍ରିକେଟର୍‌: ଦେଖିବାକୁ ଲୋକଙ୍କ ଭିଡ଼

ଭୁବନେଶ୍ୱର,୨୫।୯: ବାରବାଟୀରେ ଖେଳାଯିବାକୁ ଥିବା ଲିଜେଣ୍ଡ ଲିଗ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆସନ୍ତା ୨୬ ହେବାକୁ ଥିବା ମ୍ୟାଚ୍‌ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି ଦୁଇ ଦଳ ଭିଲୱାରା କିଙ୍ଗ୍ସ ଓ ମନିପଲ ଟାଇଗର୍ସ। ବିମାନବନ୍ଦର ପହଞ୍ଚିବା ପରେ ଖେଳାଳିଙ୍କୁ…

ନ୍ୟାୟ ନ ପାଇ ନବୀନ ନିବାସ ସମ୍ମୁଖ ଗଛରେ ଚଢ଼ିଗଲେ ମହିଳା

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିବାସ ନିକଟରେ ଥିବା ଏକ ଗଛରେ ଜଣେ ମହିଳା ଚଢ଼ିଯାଇଥିଲେ। ସେଠାରେ ଉପସ୍ଥିତ ଥିବା କମିଶନରେଟ ପୋଲିସ ଓ ଅଗ୍ନିଶମ କର୍ମଚାରୀମାନେ ତାଙ୍କୁ ବହୁ କଷ୍ଟରେ ଗଛରୁ ଉଦ୍ଧାର କରିଛନ୍ତି। ଗଛରୁ ଓହ୍ଲାଇବା ପରେ…

କିଏ ହେବେ ରାଜସ୍ଥାନର ଆଗାମୀ ମୁଖ୍ୟମନ୍ତ୍ରୀ, ଗେହଲଟ୍‌ କଲେ ଖୁଲାସା

ନୂଆଦିଲ୍ଲୀ,୨୫।୯: ଆଜିଠାରୁ କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନପତ୍ର ଆରମ୍ଭ ହୋଇଛି। ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ଅଧ୍ୟକ୍ଷ ପଦ ପାଇଁ ପ୍ରମୁଖ ଦାବିଦାର। ଏପରି ପରିସ୍ଥିତିରେ ରାଜସ୍ଥାନରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ବୋଲି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ରବିବାର…

ସ୍ବାମୀ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

ଢେଙ୍କାନାଳ ଅଫିସ,୨୫।୯: ଢେଙ୍କାନାଳ ଜିଲା କଣ୍ଠାବଣିଆ ଥାନା ୫୫ ନମ୍ବର ଜାତୀୟ ରାଜପଥ ଇଟାପ ଛକ ନିକଟରେ ରବିବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ବଅଁରପାଳ ଆଡୁ ଆସୁଥିବା ଏକ ବାଇକ୍‌କୁ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା…

ଚିକିତ୍ସା ଅବହେଳାରୁ ବ୍ୟକ୍ତିଙ୍କ ମୃତ୍ୟୁ, ଅଭିଯୋଗ ଆଣିଲେ ପରିବାର ଲୋକେ

ପାପଡ଼ାହାଣ୍ଡି,୨୫ା୯(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଗାଦବା କତ୍ରା ପଞ୍ଚାୟତ ଖୁଡ଼ିଗୁଡ଼ା ଗ୍ରାମର ଲାଇବାନ ମୁଦୁଲି(୪୮)ଙ୍କ ରବିବାର ଚିକିତ୍ସା ଅବହେଳାରୁ ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ଆଣିଛନ୍ତି ପରିବାର ଲୋକେ। ଡାକ୍ତରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହ କ୍ଷତି ପୂରଣ ଦାବିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri