Home Left

ସ୍କୁଟିରେ ଭର୍ତ୍ତି କଲେ ୫୫ ହଜାର ଟଙ୍କାର ପେଟ୍ରୋଲ…

ଥାଣେ, ୨୫।୯ : ପେଟ୍ରୋଲ ପମ୍ପରେ କମ ପେଟ୍ରୋଲ ଭରିବା ନେଇ ବାରମ୍ବାର ଅଭିଯୋଗ ହେଉଛି, କିନ୍ତୁ ମହାରାଷ୍ଟ୍ରର ଥାଣେରେ ଏହାର ଓଲଟା ଘଟିଛି। ଏଠାରେ ସ୍କୁଟିରେ ପେଟ୍ରୋଲ ଭରିବା ପାଇଁ ଜଣେ ଗ୍ରାହକଙ୍କଠାରୁ ୫୫ ହଜାର ଟଙ୍କା ଆଦାୟ କରାଯାଇଛି।…

ଫୁଲରୁ ସୌନ୍ଦର୍ଯ୍ୟ

ବ୍ୟୁଟି ପ୍ରଡକ୍ଟ ତିଆରି କରିବାରେ ଫୁଲର ବ୍ୟବହାର ସବୁଠୁ ଅଧିକ ହୋଇଥାଏ ବୋଲି ସର୍ବେକ୍ଷଣ କୁହେ। କାରଣ ଫୁଲରେ ଏମିତି ଅନେକ ପ୍ରକାରର ଭିଟାମିନ୍ସ ଓ ମିନେରାଲ୍ସ ରହିଥାଏ, ଯାହା କେତେକ ତ୍ୱଚାଜନିତ ସମସ୍ୟାରୁ ମୁକ୍ତି ଦେବାରେ ସହାୟକ ହୋଇଥାଏ। ଏହା…

କାଙ୍କଡ଼ପାଳରେ ଫାଙ୍କା ଗୁଳିମାଡ଼, ଭୟରେ ଛାତରୁ ଖସି ଜଣେ ଆହତ

ଢେଙ୍କାନାଳ ଅଫିସ,୨୫ା୯: ଢେଙ୍କାନାଳ ସଦରଥାନା କାଙ୍କଡ଼ପାଳ ଗାଁରେ ଶନିବାର ତିନି ରାଉଣ୍ଡ ଫାଙ୍କା ଗୁଳିମାଡ଼ ହୋଇଛି। ଭୟଭୀତ ଅବସ୍ଥାରେ ଛାତରୁ ଖସିପଡ଼ି ଜଣେ ଆହତ ହୋଇଛନ୍ତି। ସୂଚନାନୁଯାୟୀ, ଗତକାଲି ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ବାଇକ୍‌ରେ ଆସି କାଙ୍କଡ଼ପାଳ ଗାଁ ମଝିରେ…

ସଉକ ଦେଇଛି ପରିଚୟ

ସଂଗ୍ରହାଳୟ କେବଳ ଜ୍ଞାନର ଗନ୍ତାଘର କି ବିଭିନ୍ନ ବିରଳ ସାମଗ୍ରୀର ସାଇତା ସମ୍ପଦ ନୁହେଁ ବରଂ ଏହାଦ୍ୱାରା ବହୁ ଜଣାଅଜଣା କଥା ଜାଣିହୁଏ। ଗବେଷଣା ପାର୍ଁଇ ସୂତ୍ର ମିଳେ। ଏମିତିରେ ହଜିଯାଉଥିବା ବହୁ ପୁରାତନ ବ୍ୟବହାରିକ ସାମଗ୍ରୀକୁ ଗୋଟିଏ ସ୍ଥାନରେ ଦେଖିବା…

ବ୍ରେନ୍‌ ବୁଷ୍ଟର୍ସ

ସୁସ୍ଥ ରହିବା ପାଇଁ ପ୍ରୋଟିନ୍‌ ଯୁକ୍ତ ଖାଦ୍ୟ ଖାଇବା ଜରୁରୀ। ଏହି ଖାଦ୍ୟ ବ୍ୟକ୍ତିଙ୍କୁ ନୀରୋଗ ରଖିବା ସହ ଉଭୟ ମାନସିକ ଓ ଶାରୀରିକ ସ୍ତରରେ ଦୃଢ କରିଥାଏ। ହେଲେ ଏମିତି ବି କିଛି ଖାଦ୍ୟ ରହିଛି, ଯେଉଁ ଖାଦ୍ୟକୁ ଖାଇଲେ…

ସୁଖ, ସମୃଦ୍ଧି ପାଇଁ

ଘରର ସୁଖଶାନ୍ତି ଓ ସମୃଦ୍ଧି ପାଇଁ ବାସ୍ତୁ ନିୟମ ମାନିବା ସହ କିଛିଟା ଛୋଟମୋଟ ଭୁଲ୍‌କୁ ସୁଧାରିପାରିଲେ ଜୀବନ ସରସ, ସୁନ୍ଦର ହୋଇଥାଏ ବୋଲି ବିଶ୍ୱାସ କରାଯାଏ.. * ଶୁକ୍ରବାର ଏବଂ ପୂର୍ଣ୍ଣିମା ଦିନ କାନ୍ଦିଲେ ଘରର ପ୍ରତିଷ୍ଠା କ୍ଷୁଣ୍ଣ ହେବା…

ମ୍ୟୁନିସିପାଲଟି ମହିଳା କର୍ମଚାରୀଙ୍କୁ ହତ୍ୟା କରି ଫିଙ୍ଗିଦେଲ

ବଲାଙ୍ଗୀର ଅଫିସ,୨୫।୯: ବଲାଙ୍ଗୀର ମ୍ୟୁନିସିପାଲଟି ମହିଳା କର୍ମଚାରୀ ଅଷ୍ଟମୀ ବକୁଳ(୩୦)ଙ୍କ ବୀଭତ୍ସ ମୃତଦେହ ରବିବାର ବିଜାଖମନ ଆବର୍ଜନା ଟ୍ରିଟମେଣ୍ଟ ପ୍ଲାଣ୍ଟ ନିକଟରେ ପଡ଼ିଥିବା ଦେଖିବାକୁ ମିଳିଛି। ଅଷ୍ଟମୀଙ୍କ ଦେହରେ କ୍ଷତଚିହ୍ନ ରହିଥିବାରୁ ତାଙ୍କୁ କେହି ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା…

ଅବହେଳାର ଶିକାର ୨ ଅସହାୟ ପରିବାର

ଯାଜପୁର ଅଫିସ/କାଏମା (ଡି.ଏନ.ଏ.), ୨୫।୯: ଅସହାୟମାନଙ୍କ ଯେଭଳି କୌଣସି ଅସୁବିଧା ହେବ ନାହିଁ ସେଥିପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ମିଳିତ ଭାବେ ଅନେକ କଲ୍ୟାଣକାରୀ ଯୋଜନା କରିଛନ୍ତି। କିନ୍ତୁ ଏହି ଯୋଜନାକୁ ଉପଯୁକ୍ତ ଭାବେ କାର୍ଯ୍ୟକାରୀ କରିବାକୁ ପ୍ରଶାସନିକ ଅଧିକାରୀ…

ଜବରଦଖଲରେ ଗଳିପୋଲ

ରସୁଲପୁର,୨୫।୯(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ବାରବାଟୀ ପଞ୍ଚାୟତ ଗଣେଶ ବଜାର ନିକଟସ୍ଥ ୧୬ନମ୍ବର ଜାତୀୟ ରାଜପଥ ଗଳିପୋଲକୁ ଜବରଦଖଲ କରାଯାଉଛି। ବ୍ୟବସାୟୀମାନେ ପରିବା ପରିବହନ କରିବାରେ ବ୍ୟବହାର କରୁଥିବା ଟ୍ରକ୍‌ ଓ ଛୋଟବଡ଼ ଗାଡିଗୁଡ଼ିକୁ ପୋଲ ତଳେ ପାର୍କିଂ କରି ଜାଗା…

ପୋଷ୍ଟମ୍ୟାନ୍‌ ସାଜିଛନ୍ତି ପୁଅ

ଢେଙ୍କାନାଳ ଅଫିସ୍‌, ୨୫।୯:  ‘ବାପ ଥିଲା ପୁଅ ସଭାରେ ହାରେନା’। ଓଡ଼ିଆ ଘରେ ପ୍ରଚଳିତ ଏହି ଆପ୍ତବାକ୍ୟ ହିଁ ଜନ୍ମଦାତାଙ୍କ ଗୁରୁତ୍ୱ ବଖାଣିବାକୁ ଯଥେଷ୍ଟ। ହେଲେ ପକ୍ଷାଘାତରେ ପୀଡ଼ିତ ବାପାଙ୍କ ପାଇଁ ଜଣେ ପୁଅ ନିଜ ସ୍ବପ୍ନକୁ ଜଳାଞ୍ଜଳି ଦେଇଦେବା ଭଳି…

କାର୍ଯ୍ୟକ୍ଷମ ହେଉନି ହଳଦିଆପଦର ନୂତନ ବସ୍‌ଷ୍ଟାଣ୍ଡ

ଛତ୍ରପୁର,୨୫।୯(ଡି.ଏନ.ଏ.): ଗଞ୍ଜାମ ଜିଲାର ପ୍ରମୁଖ ବ୍ରହ୍ମପୁର ସହର ପାଇଁ ନିର୍ମିତ ହଳଦିଆପଦର ନୂତନ ବସ୍‌ଷ୍ଟାଣ୍ଡ ଉଦ୍‌ଘାଟନ ପରଠାରୁ ହିଁ କାର୍ଯ୍ୟକ୍ଷମ ହୋଇନି । ଫଳରେ ବର୍ଷବର୍ଷ ଧରି ଉକ୍ତ ନୂତନ ବସ୍‌ଷ୍ଟାଣ୍ଡକୁ ବସ୍‌ ଯାଉ ନ ଥିବାବେଳେ ସେଠାରେ ଅସାମାଜିକ ବ୍ୟକ୍ତିଙ୍କ…

ମାସେ ହେଲା ଓଟି କମ୍ପ୍ଲେକ୍ସ ବନ୍ଦ

ବ୍ରହ୍ମପୁର ଅଫିସ,୨୫।୯: ବ୍ରହ୍ମପୁର ବଡ ମେଡିକାଲରେ ରୋଗୀ ସେବାରେ ଉନ୍ନତି ଆଣିବା ପାଇଁ ଆନୁଷଙ୍ଗିକ ବ୍ୟବସ୍ଥାରେ ପରିବର୍ତ୍ତନ କରାଯାଉଛି। ପୁରୁଣା କୋଠାର ସମସ୍ତ ୱାର୍ଡକୁ ନୂତନ କୋଠାକୁ ସ୍ଥାନାନ୍ତର କରାଯାଇଛି। ରୋଗୀଙ୍କୁ ସୁପରସ୍ପେଶିଆଲିଟି ବିଭାଗର ସେବା ମଧ୍ୟ ପ୍ରଦାନ କରାଯାଉଛି। କୋଠାଗୁଡ଼ିକରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri