ଦୃଷ୍ଟିବାଧିତ ପ୍ରଫୁଲ୍ଲଙ୍କ ଗୁହାରି ଶୁଣିଲା ପ୍ରଶାସନ
କୋରେଇ,୨୫।୯(ସ୍ବ.ପ୍ର.): ଦୃଷ୍ଟିବାଧିତ ପ୍ରଫୁଲ୍ଲଙ୍କ ଗୀତ ମାଧ୍ୟମରେ ଗୁହାରି ଶେଷରେ ପ୍ରଶାସନ ଶୁଣିଲା। ଗୃହ ନିର୍ମାଣ ନିମନ୍ତେ ପ୍ରଶାସନ ପକ୍ଷରୁ ତାଙ୍କୁ ବ୍ୟାସନଗର ତହସିଲ ଅନ୍ତର୍ଗତ କୋରେଇ ବ୍ଲକ ରଗଡ଼ି ମୌଜାରେ ବସୁନ୍ଧରା ଯୋଜନାରେ ୪ ଡେସିମିଲ ଜମି ଯୋଗାଇ ଦିଆଯାଇଛି। ଶନିବାର…
ଭୋଟ ଦେଲେ ୧୦୫୩: ଆଜି ଫଳାଫଳ
ଭୁବନେଶ୍ୱର,୨୫।୯(ବ୍ୟୁରୋ): ରାଜ୍ୟର ହାଇପ୍ରୋଫାଇଲ ଭୁବନେଶ୍ୱର କ୍ଲବ୍ର ନିର୍ବାଚନ ଶନିବାର ଶେଷ ହୋଇଛି। ରବିବାର ସକାଳ ୯ଟାରେ ଭୋଟ ଗଣତି ହେବ ଓ ଫଳାଫଳ ପ୍ରକାଶ ପାଇବ। ଶନିବାର ମଧ୍ୟାହ୍ନ ୧୨ଟାରେ ଭୋଟ ଗ୍ରହଣ ଆରମ୍ଭ ହୋଇ ସନ୍ଧ୍ୟା ୬ଟାରେ ଶେଷ ହୋଇଥିଲା।…
୨ରେ ଲଘୁଚାପ: ପ୍ରବଳ ଛେଚିବ
ଭୁବନେଶ୍ୱର୨୫।୯(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ବର୍ଷା ହେବ। ଉପକୂଳ ଓଡିଶାର କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି…
ଜଙ୍ଗଲରେ ପ୍ରସବ
ଟିକିରି,୨୫।୯(ଡି.ଏନ୍.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକର ଅନେକ ଗାଁକୁ ଏବେ ମଧ୍ୟ ଭଲ ରାସ୍ତାଟିଏ ନାହିଁ। ଆମ୍ବୁଲାନ୍ସ ଗାଁକୁ ଯାଇପାରୁ ନ ଥିବାରୁ ରୋଗୀ ଏବଂ ଗର୍ଭବତୀ ଭାର, ଚୌକି ଏବଂ ଷ୍ଟ୍ରେଚରରେ ବୁହାହେବା ଏବଂ ବାଟରେ ପ୍ରସବ କରିବା ଏହି…
ଘୁମୁସର ଉତ୍ତର ବନଖଣ୍ଡରେ ୬୪ ହାତୀ
ଭଞ୍ଜନଗର,୨୫।୯(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ଦିନକୁ ଦିନ ହାତୀ ଆତଙ୍କ ବଢିବାରେ ଲାଗିଛି। ସନ୍ଧ୍ୟା ହେଲେ ହାତୀ ଜଙ୍ଗଲରୁ ବାହାରି ନିକଟସ୍ଥ ଗ୍ରାମଗୁଡିକରେ ଫସଲ ନଷ୍ଟ କରୁଛନ୍ତି। ଏହି ସମୟରେ କିଛି ଅଘଟଣ ଘଟିବା ଆଶଙ୍କାରେ ସମ୍ପୃକ୍ତ…
ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ
ବଇଣ୍ଡା,୨୪।୯(ଡି.ଏନ.ଏ.): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଅଞ୍ଚଳର ଜଣେ ଦଶମ ଶ୍ରେଣୀ ଛାତ୍ରୀ ଶନିବାର ଏକ ପୁତ୍ର ସନ୍ତାନ ଜନ୍ମ ଦେବା ଚର୍ଚ୍ଚାର ବିଷୟ ହୋଇଛି। ତେବେ ଘଟଣା ସମ୍ପର୍କରେ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ପୋଲିସ କହିଛି। ପ୍ରକାଶ…
ଭୋକ ଲାଗିବାରୁ ଦୋକାନ ଭିତରେ ପଶିଲା ଭାଲୁ , ଆଉ ତା’ ପରେ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ଯାହା ହସର ଖୋରାକ ଯୋଗାଉ ଥିବା ବେଳେ ଅନେକ ସମୟରେ ଭାବପ୍ରବଣ କରୁଛି। ବର୍ତ୍ତମାନ ଟୁଇଟରରେ ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଏକ ଭାଲୁକୁ…
ଓଡ଼ିଶାର ୩ଜଣଙ୍କୁ ଏନ୍ଏସ୍ଏସ୍ ପୁରସ୍କାର
ଭୁବନେଶ୍ୱର,୨୫।୯(ବ୍ୟୁରୋ): ୨୦୨୦-୨୧ ବର୍ଷ ପାଇଁ ଶନିବାର ଜାତୀୟ ସେବା ଯୋଜନା(ଏନ୍ଏସ୍ଏସ୍) ପୁରସ୍କାର ମିଳିଛି। ଶନିବାର ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନୋଟି ବର୍ଗରେ ଦେଶର ମୋଟ ୪୨ଜଣଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ବିଶ୍ୱବିଦ୍ୟାଳୟ/ଯୁକ୍ତ୨ ପରିଷଦ…
ନୂଆ ଜୀବନ ପାଇଲେ କମଳ
ବଲାଙ୍ଗୀର ଅଫିସ,୨୫।୯: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଘୁନସର ପଞ୍ଚାୟତ ସାନବାଞ୍ଜିପାଲି ଗ୍ରାମର ପ୍ରଥମ ମାଟ୍ରିକ୍ୟୁଲେଟ୍ ଓ ଗ୍ରାଜୁଏଟ୍ ମେଧାବୀ ଆଦିବାସୀ ଯୁବକ କମଳ ବରିହା (୩୦)ଙ୍କ ସଫଳ ଅସ୍ତ୍ରୋପଚାର ପରେ ଘରକୁ ଫେରିଛନ୍ତି। ଏହା ପରେ ଏହି ଗରିବ ଆଦିବାସୀ…
ପାଳରେ ଜୀବନ ଆଙ୍କୁଥିବା ମଣିଷ
ଲୋଇସିଂହା,୨୫।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଡେଲିମାର୍କେଟର ଅବସରପ୍ରାପ୍ତ ଶିକ୍ଷକ ଗୌରୀଶଙ୍କର ବେଜ(୬୫)। ସୁବର୍ଣ୍ଣପୁର ଜିଲା ନାରାୟଣପୁରର ମୂଳ ବାସିନ୍ଦା ଗୌରୀଶଙ୍କର ୨୦୧୪ମସିହାରେ ଅବସର ଗ୍ରହଣ ପରେ ମଧ୍ୟ ସେ ଚଳଚଞ୍ଚଳ ରହିଛନ୍ତି। ବିଭିନ୍ନ ପ୍ରକାର ଚିତ୍ର ଆଙ୍କି ପ୍ରଶାଂସା ସାଉଁଟୁଛନ୍ତି। ଦେବାଦେବୀ,…
ପୁଣି ବାଲେଷ୍ଟିକ ମିଶାଇଲ ପରୀକ୍ଷା କଲେ କିମ
ପୋଙ୍ଗୟାଙ୍ଗ,୨୫ ।୯: ପୁଣିଥରେ ଚର୍ଚ୍ଚାରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋନ ଉନ । ସେ ତାଙ୍କର ପୂର୍ବ ଅଭ୍ୟାସକୁ ଛାଡି ପାରୁ ନ ଥିବା ନେଇ ହୋଇଛି ଚର୍ଚ୍ଚା । କାରଣ ରବିବାର ସକାଳେ ପୁଣିଥରେ କିମଙ୍କ ପୁରୁଣା…
ବିଜେଡିରୁ ବାଣୀକଲ୍ୟାଣ ମହାନ୍ତି ନିଲମ୍ବିତ
ଭୁବନେଶ୍ୱର/ପଦ୍ମପୁର (ବ୍ୟୁରୋ/ଡି.ଏନ୍.ଏ.),୨୫।୯: ଯୁବ ବିଜେଡି ସାଧାରଣ ସମ୍ପାଦକ ପଦରୁ ବାଣୀକଲ୍ୟାଣ ମହାନ୍ତିଙ୍କୁ ଶନିବାର ନିଲମ୍ବିତ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଥିବା ବିଜେଡି ସାଧାରଣ ସମ୍ପାଦକ ମାନସ ରଞ୍ଜନ ମଙ୍ଗରାଜ…
Archives


