ଟସ୍ ଜିତି ଇଂଲଣ୍ଡ ମହିଳା କ୍ରିକେଟର ବୋଲିଂ ନିଷ୍ପତ୍ତି
ଲଣ୍ଡନ,୨୪ା୯: ଶନିବାର ଲଡର୍ସଠାରେ ଭାରତ ଓ ଇଂଲଣ୍ଡ ମହିଳା କ୍ରିକେଟ ଦଳ ମଧ୍ୟରେ ତୃତୀୟ ତଥା ଅନ୍ତିମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଇଂଲଣ୍ଡ ମହିଳା ଅଧିନାୟିକା ଆମି ଜୋନ୍ସ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ…
କଂଗ୍ରେସରେ ଗାନ୍ଧୀ ପରିବାରରୁ କେହି ହେବେ ନାହିଁ ଅଧ୍ୟକ୍ଷ, ତିନି ବର୍ଷ ପୂର୍ବରୁ ସ୍ପଷ୍ଟ କରିଥିଲେ ରାହୁଲ
ନୂଆଦିଲ୍ଲୀ,୨୪ ।୯: କଂଗ୍ରେସକୁ ଆଉ ଅଳ୍ପଦିନ ମଧ୍ୟରେ ନୂଆ ଅଧ୍ୟକ୍ଷ ମିଳିଯିବ । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଏଥର ଅଧ୍ୟକ୍ଷ ପଦ ଗାନ୍ଧୀ ପରିବାରରୁ ନୁହେଁ ବରଂ ବାହାରର କେହି ଜଣେ ନେତା କଂଗ୍ରେସର ଅଧ୍ୟକ୍ଷ ହେବାକୁ ଯାଉଛନ୍ତି ।…
ଗୁହାଳରୁ ଗାଈକୁ ଟେକିନେଲା ବାଘ
ବୋଡେନ,୨୪।୯(ଡି.ଏନ.ଏ.): ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରାରେ ବାଘ ଆତଙ୍କ ଦେଖାଦେଇଛି। ଖବର ଅନୁସାରେ, ଗୁରୁବାର ରାତିରେ ଖଇରା ଗ୍ରାମ ଡୁମେରପଡାର ଜିତ ମାଝିଙ୍କ ଗୁହାଳରୁ ଏକ ଗାଈକୁ ବାଘ ଟାଣି ନେଇଥିଲା। ସକାଳୁ ବହୁ ଖୋଜାଖୋଜି ପରେ ଗାଁ ପାଖରେ…
ଅଙ୍କିତା ହତ୍ୟା ମାମଲା: ଅଭିଯୁକ୍ତଙ୍କ ବାପା-ଭାଇଙ୍କୁ ଦଳରୁ ବହିଷ୍କୃତ କଲା ଭାଜପା
ଡେରାଡୁନ,୨୪।୯: ଉତ୍ତରାଖଣ୍ଡ ହରିଦ୍ୱାର ଜିଲାର ଏକ ରିସର୍ଟର ମହିଳା କର୍ମଚାରୀ ଅଙ୍କିତା ଭଣ୍ଡାରୀଙ୍କ ହତ୍ୟା ମାମଲାରେ ଭାଜପା ପକ୍ଷରୁ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇଛି। ଶନିବାର ଭାଜପା ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁଖ୍ୟ ଅଭିଯୁକ୍ତ ପୁଲକିତ ଆର୍ଯ୍ୟଙ୍କ ବାପା ବିନୋଦ ଆର୍ଯ୍ୟ…
ନକଲି ଔଷଧ କାରବାର: ଔଷଧ ଯୋଗାଉଥିବା ୨ ବ୍ୟବସାୟୀ ଚିହ୍ନଟ
କଟକ ଅଫିସ,୨୪।୯: କଟକ ନକଲି ଔଷଧ କାରବାର ମାମଲାରେ ବିହାରର ଦୁଇ ବ୍ୟବସାୟୀଙ୍କୁ ପୋଲିସ ଚିହ୍ନଟ କରିଛି। ଏହି ୨ ଜଣ ନକଲି ଔଷଧ ଯୋଗାଉଥିବା ଜଣାପଡ଼ିଛି। ଏ ନେଇ କଟକ ଡିସିପି ପିନାକ ମିଶ୍ର ପ୍ରତିକ୍ରିୟା ଦେଇ କହିଛନ୍ତି, କଟକ…
ଆଜି ତୃତୀୟ ଦିନିକିଆ: ଫେୟାରଓ୍ବେଲ ମ୍ୟାଚକୁ ସ୍ମରଣୀୟ ଲକ୍ଷ୍ୟରେ ମହିଳା ଦଳ
ଲଣ୍ଡନ,୨୪ା୯: ଶନିବାର ଲଡର୍ସଠାରେ ଭାରତ ଓ ଇଂଲଣ୍ଡ ମହିଳା କ୍ରିକେଟ ଦଳ ମଧ୍ୟରେ ତୃତୀୟ ତଥା ଅନ୍ତିମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚ ଖେଳାଯିବ। ଇଂଲଣ୍ଡ ମାଟିରେ ସିରିଜରେ କ୍ଲିନ ସୁଇପ୍ କରି ଇତିହାସ ସୃଷ୍ଟି କରିବା ସହ ବିଶ୍ୱର ଅନ୍ୟତମ…
ଭଡାଘରୁ ମିଳିଲା ମହିଳାଙ୍କ ମୃତଦେହ
ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଜଧାନୀରେ ପୁଣି ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ। ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶୈଳେଶୀବିହାରସ୍ଥିତ ଭଡାଘରୁ ମହିଳାଙ୍କ ଝଲନ୍ତା ଅବସ୍ଥାରେ ମୃତଦେହ ମିଳିଛି। ସେ ହେଉଛନ୍ତି ପ୍ରିୟଙ୍କା ରାୟ ସାମନ୍ତ। ଘଟଣାସ୍ଥଳରେ ଚନ୍ଦ୍ରଶେଖରପୁର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।…
ଏତିକି କୋଟି ଟଙ୍କାରେ ଆପାର୍ଟମେଣ୍ଟ ବିକିଲେ ଅକ୍ଷୟ କୁମାର, ଦାମ୍ ଜାଣିଲେ…
ମୁମ୍ବାଇ: ବଲିଉଡ ସୁପରଷ୍ଟାର ଅକ୍ଷୟ କୁମାର ଅଭିନୟ ଏବଂ ଲୁକ୍କୁ ନେଇ ଚର୍ଚ୍ଚାରେ ରୁହନ୍ତି। ନିକଟରେ ତାଙ୍କର ଫିଲ୍ମ ‘ବଚ୍ଚନ ପାଣ୍ଡେ’ରିଲିଜ୍ ହୋଇଥିଲା। ଯାହା ଆଶାନୁଯାୟୀ ଭଲ ପ୍ରଦର୍ଶନ କରି ନଥିଲା। ଏହାରି ମଧ୍ୟରେ ଏକ ଖବର ସାମ୍ନାକୁ ଆସିଛି ଯେ,…
ବିଏସ୍ସି ପରେ ଚିଠି ବାଣ୍ଟୁଛନ୍ତି ଭୋଜରାଜ
ଢେଙ୍କାନାଳ ଅଫିସ,୨୪।୯: ଢେଙ୍କାନାଳ ମୁଖ୍ୟ ଡାକଘର ପୋଷ୍ଟ ମ୍ୟାନ ନବଘନ ଦୁଡୁଆ। ଗତ ବର୍ଷ କରୋନା ମହାମାରୀ ସମୟରେ ସାଇକେଲରେ ଚିଠି ବାଣ୍ଟୁଥିବା ବେଳେ ଉଚ୍ଚ ରକ୍ତଚାପ ଯୋଗୁ ପକ୍ଷାଘାତ ରୋଗରେ ପୀଡ଼ିତ ହୋଇଥିଲେ। ଫଳରେ ଡାକଘରକୁ ଯିବା କିମ୍ବା ଚିଠି…
ସିବିଆଇର ବଡ଼ କାର୍ଯ୍ୟାନୁଷ୍ଠାନ: ୨୦ଟି ରାଜ୍ୟର ୫୬ଟି ସ୍ଥାନରେ ଚଢ଼ାଉ
ନୂଆଦିଲ୍ଲୀ,୨୪।୯: ଶିଶୁ ଯୌନ ଅଶ୍ଳୀଳତା ଭିଡିଓ ମାମଲାରେ ସିବିଆଇ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଶନିବାର ୨୦ଟି ରାଜ୍ୟର ୫୬ଟି ସ୍ଥାନରେ ସିବିଆଇ ଟିମ୍ ପକ୍ଷରୁ ଚଢ଼ାଉ କରାଯାଇଛି। ସିବିଆଇର ଏହି କାର୍ଯ୍ୟକୁ ‘ଅପରେସନ ମେଘଦୂତ’ ବୋଲି କୁହାଯାଉଛି। ସିବିଆଇ…
ଫିଲ୍ମ ‘ବିକ୍ରମ ଭେଧା’ଦେଖିବାକୁ ଅନୁରୋଧ କଲେ ରଣବୀର
ମୁମାଇ: ବଲିଉଡ୍ ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ଫିଲ୍ମ‘ବ୍ରହ୍ମାସ୍ତ୍ର’ ସୁପରହିଟ୍ ହୋଇଛି। ବକ୍ସ ଅଫିସରେ ଏହା ଭଲ ଆୟ ମଧ୍ୟ କରିଛି। ନିକଟରେ ରଣବୀର ଏବଂ ଫିଲ୍ମର ନିର୍ଦ୍ଦେଶକ ଆୟାନ ମୁଖାର୍ଜୀଙ୍କୁ ମୁମ୍ବାଇର ଏକ ଥିଏଟରକରେ ନଜର ଆସିଥିଲେ। ‘ବ୍ରହ୍ମାସ୍ତ୍ର’ପାର୍ଟ-୨କୁ…
୧୩ଯାତ୍ରୀଙ୍କୁ ଧରି ଯାଉଥିବା ଅଟୋ ଓଲଟିଲା
କୋଟଗଡ଼,୨୪।୯(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡା ଥାନା ଅଧୀନ ମିଡିଆକିଆ ଗଡମାହା ଘାଟରେ ଶନିବାର ଏକ ଅଟୋ ଓଲଟି ୧୩ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ମିଡିଆକିଆ ଗ୍ରାମର…
Archives


