‘ଲାଜ ଲାଗୁନି…’, କଙ୍ଗନାଙ୍କ ମୁଣ୍ଡକୁ ଉଠିଗଲା ରାଗ: ଅଧିକାରୀଙ୍କୁ ମନ ଇଚ୍ଛା ଶୁଣାଇଦେଲେ
ମଣ୍ଡି,୮।୯: ହିମାଚଳ ପ୍ରଦେଶର ମଣ୍ଡିରୁ ଭାଜପା ସାଂସଦ କଙ୍ଗନା ରାଣାୱତ ଜିଲା ବିକାଶ ସମନୱୟ ଓ ନିରୀକ୍ଷଣ କମିଟି (ଦିଶା) ବୈଠକରେ ଅଧିକାରୀଙ୍କ କାର୍ଯ୍ୟଶୈଳୀକୁ ନେଇ କଡ଼ା ଆଭିମୁଖ୍ୟ ଦେଖାଇଛନ୍ତି। କେନ୍ଦ୍ର ପ୍ରାୟୋଜିତ ଯୋଜନା ଓ ସାଂସଦ ପାଣ୍ଠିରେ ଚାଲିଥିବା ବିକାଶ…
୫ ଓରାଙ୍ଗଉଟାନଙ୍କୁ ଆଣିବା ପାଇଁ ନନ୍ଦନକାନନରୁ ବାହାରିଲା ଏକ ଟିମ୍ : ଅନ୍ତର୍ଜାତୀୟ ସ୍ମଗଲିଂ ସନ୍ଦେହ
ନନ୍ଦନକାନନ,୮।୯: ଓଡ଼ିଶାରେ କେବେ ଓରାଙ୍ଗଉଟାନ ଦେଖାଯାଇଥିବା ନଜିର ନ ଥିବା ବେଳେ ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରୁ ୫ଟି ଓରାଙ୍ଗଉଟାନ ଠାବ ହେବା ଘଟଣାକୁ ନେଇ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଏହା ପଛରେ ଅନ୍ତର୍ଜାତୀୟ ସ୍ମଗଲିଂର ସନ୍ଦେହ କରାଯାଉଛି ବୋଲି ପିସିସିଏଫ୍…
‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା
ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍ର ମାରାଥନ ପାରି ଖେଳିଛନ୍ତି। ତାଙ୍କ ଇନିଂସରେ ରହିଛି ୩୦ଟି ଚୌକା ଓ ୭ଟି ଛକା। ଇଶାନଙ୍କ ଏହି ବିଶାଳ…
ପାଞ୍ଚ ଦିନିଆ ଦୁବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୮।୯: ପାଞ୍ଚ ଦିନିଆ UAE ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାକୁ ଅଧିକ ପୁଞ୍ଜି ଆକର୍ଷଣ କରିବା ସହ ରାଜ୍ୟରେ ଶିଳ୍ପ ଓ ନିଯୁକ୍ତି ସୁଯୋଗ ବୃଦ୍ଧି ଲକ୍ଷ୍ୟରେ ଏହି ଗସ୍ତ ଗୁରୁତ୍ୱ ବହନ କରୁଛି। ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଦୁବାଇର…
ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ
ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ ଜାପାନ ମଧ୍ୟରେ ପ୍ରଥମ ଥର ପାଇଁ ଅନ୍ତର୍ଜାତୀୟ ଟି-୨୦ ମୁକାବିଲା ହେବ। ଭାରତୀୟ…
ଟିମ ଇଣ୍ଡିଆରେ ବଡ଼ ଓଲଟପାଲଟ: ରୋହିତଙ୍କୁ ଦଳରୁ ବାହାର କଲା BCCI, କ୍ରିକେଟ ଜଗତରେ ହଇଚଇ
ମୁମ୍ବାଇ,୮।୯: ବୟସ ସମ୍ପର୍କିତ ଅନିୟମିତତା ଅଭିଯୋଗରେ ଭାରତୀୟ ଅଣ୍ଡର-୧୯ ଦଳରୁ ବାଦ୍ ପଡ଼ିଛନ୍ତି ରୋହିତ ଯାଦବ। ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ହେବାକୁ ଥିବା ଦିନିକିଆ ଏବଂ ମଲ୍ଟି-ଡେ ସିରିଜ ପାଇଁ ରୋହିତଙ୍କୁ ଦଳରୁ ହଟାଇଛି ବିସିସିଆଇ। ବିସିସିଆଇର ଅଧିକାରିକ ବୟାନ…
ଆଉ ୩ ଦିନ ପରେ ରାଜଯୋଗ: ୪ ରାଶିଙ୍କର ଫାଇଦା ହିିଁ ଫାଇଦା; ବଢିବ ଆୟ, ଚାକିରିରେ ପ୍ରମୋଶନ!
ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ଓ ଯୁତିର ବିଶେଷ ମହତ୍ତ୍ୱ ରହିଛି। ଆଗାମୀ ଦିନରେ ଗୁରୁ ଓ ମଙ୍ଗଳଙ୍କ ଯୁତି ଯୋଗୁ କର୍କଟ ରାଶିରେ ନୀଚଭଙ୍ଗ ରାଜଯୋଗ ଗଠନ ହେବ। ଜ୍ୟୋତିଷୀୟ ମତରେ, ଏହି ଯୋଗ ଅନେକ…
ବିଚିତ୍ରପୁର ଜଙ୍ଗଲରେ ବିରଳ ପ୍ରଜାତିର ଜୀବ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼
ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ ପ୍ରଜାତିର ଜୀବ ଜଙ୍ଗଲରେ ଦେଖାଯିବା ପରେ ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି ହୋଇଛି।…
‘ଭଗବାନ ଆମ ସହ…’, ବିଧାନସଭାରେ ଏମିତି କାହିଁକି କହିଲେ ତାମିଲନାଡୁ CM ବିଜୟ, ହେଲାଣି ଚର୍ଚ୍ଚା
ଚେନ୍ନାଇ,୮।୯: ତାମିଲନାଡୁର ସରକାରୀ ମଦ ବିକ୍ରି କମ୍ପାନୀ ‘ଟାସ୍ମାକ’ (TASMAC)ରେ କଥିତ ଦୁର୍ନୀତିକୁ ନେଇ ପୂର୍ବତନ DMK ସରକାରକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ। ସୋମବାର ବିଧାନସଭାରେ ଗୃହ (ପୋଲିସ) ବିଭାଗର ଅନୁଦାନ ଦାବି ଉପରେ ଆଲୋଚନାର ଉତ୍ତର…
୩ ରାଶି ଉପରେ ଶନିଙ୍କ ସାଢେସାତୀର ଛାୟା, ଜାଣନ୍ତୁ କେବେ ଶେଷ ହେବ ଦୁର୍ଦ୍ଦଶା
ବୈଦିକ ଜ୍ୟୋତିଷ ଅନୁସାରେ ଶନି ଗ୍ରହଙ୍କ ଗୋଚରର ବ୍ୟକ୍ତିଙ୍କ ଜୀବନ ଉପରେ ବିଶେଷ ପ୍ରଭାବ ରହିଥାଏ। ଜନ୍ମକୁଣ୍ଡଳୀର ଚନ୍ଦ୍ର ରାଶିଠାରୁ ଶନି ଦ୍ୱାଦଶ, ପ୍ରଥମ ଓ ଦ୍ୱିତୀୟ ରାଶିରେ ଗୋଚର କଲେ ଏହାକୁ ଶନିଙ୍କ ସାଢେସାତୀ ବୋଲି କୁହାଯାଏ। ପ୍ରାୟ ସାଢେ…
ଅଧା ଦାମ୍ରେ ମିଳିବ ପେଟ୍ରୋଲ-ଡିଜେଲ୍: ବଡ଼ ଘୋଷଣା କଲେ ଟ୍ରମ୍ପ
ଓ୍ବାଶିଂଟନ୍,୮।୯: ଇରାନ ସହିତ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ଯଦି ଏହା ପୂରଣ ହୁଏ ତେବେ ନିକଟ ଭବିଷ୍ୟତରେ ପେଟ୍ରୋଲ…
ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା
ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ ୨୦୦୯ରେ ସାଧାରଣ ନିର୍ବାଚନ ଅବ୍ୟବହିତ ପୂର୍ବରୁ ବରୁଣାଇ ମୁହାଣଠାରେ ବନ୍ଦର ନିର୍ମାଣ, ୨୦୧୪ରେ…

