Home Left

୬୧ବର୍ଷ ବୟସରେ ବର ସାଜିବେ ଆମିର, ଜୁଲାଇ ୫ରେ ତୃତୀୟ ବିବାହ…

ମୁମ୍ବାଇ: ପୁଣି ଥରେ ବିବାହ କରିବେ ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’। ୬୧ ବର୍ଷ ବୟସରେ ଆମିର ପୁଣି ଥରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ସେ ନିଜର ଗର୍ଲଫ୍ରେଣ୍ଡ ଗୌରୀ ସ୍ପ୍ରେଟ୍‌ଙ୍କୁ ନିଜର ପତ୍ନୀ କରିବେ। ଆସନ୍ତା ମାସ ଜୁଲାଇ…

ଲାଞ୍ଜିଗଡ ଅଞ୍ଚଳରେ ଦାଦନ ଶ୍ରମିକର ମୃତ୍ୟୁ, ୩ଦିନ ପରେ ଗାଁକୁ ଫେରିଲା ଶବ

ଲାଞ୍ଜିଗଡ,୩।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ ଦାଦନଙ୍କ ମୃତ୍ୟୁ ହେଉଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମାଳମାଳ ଯୋଜନା ସ୍ୱତ୍ତ୍ବେ…

ଟଙ୍କା ବିବାଦରୁ ବୃଦ୍ଧଙ୍କୁ ଆକ୍ରମଣ; ବୁର୍ଲାରେ ମୃତ୍ୟୁ, ନ୍ୟାୟ ଦାବିରେ ଥାନା ଆଗରେ ଶବ ରଖି ବିକ୍ଷୋଭ

ଥୁଆମୂଳ ରାମପୁର,୩।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ବିରିକୋଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ମାତ୍ର ୫୦୦ ଟଙ୍କାର କରଜ ସହ ଜମିବାଡ଼ିକୁ କେନ୍ଦ୍ର କରି ଜଣେ ୭୬ ବର୍ଷୀୟ ଆଦିବାସୀ ବୃଦ୍ଧଙ୍କୁ ଜାତିଗତ…

ଜୁନ୍‌ ୯ରେ କ’ଣ କରିବେ ବିରାଟ କୋହଲି? ସାମ୍ନାକୁ ଆସିଲା ବଡ଼ ଖବର 

ନୂଆଦିଲ୍ଲୀ,୩।୬: ଆଇପିଏଲ ୨୦୨୬ର ରୋମାଞ୍ଚକର ସମାପ୍ତି ପରେ ଏବେ ପୁଣି ଥରେ ମଇଦାନକୁ ଓହ୍ଲାଇବା ପାଇଁ ପ୍ରସ୍ତୁତ ହେଉଛି ଭାରତୀୟ କ୍ରିକେଟ ଦଳ । ଆସନ୍ତା ଜୁନ ୬ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ ମ୍ୟାଚ୍‌ ଖେଳାଯିବ…

ଏହିଦିନ ଖୋଲିବ ହର୍ମୁଜ୍, ଇରାନ ସହିତ ପରମାଣୁ ଚୁକ୍ତି ସମ୍ପର୍କରେ ବଡ଼ ଗୁମର ଖୋଲିଲେ ଟ୍ରମ୍ପ

ଓ୍ବାଶିଂଟନ,୩।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚୁକ୍ତି ଏବଂ ହର୍ମୁଜ୍ ପ୍ରଣାଳୀ ଖୋଲିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ଟ୍ରମ୍ପ କହିଛନ୍ତି ଯେ ଚୁକ୍ତି ଦୁଇଟି କାରଣ ଯୋଗୁଁ ବିଳମ୍ବ ହେଉଛି । ପ୍ରଥମ…

ଥାଲାପତି ବିଜୟଙ୍କ ନୂଆ ରେକର୍ଡ: ଦେଶର ୫ ପ୍ରମୁଖ ଧନୀ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ଏଣ୍ଟ୍ରି, ଜାଣନ୍ତୁ ନେଟ୍‌ୱର୍ଥ!

ନୂଆଦିଲ୍ଲୀ,୩।୬: ତାମିଲ ସିନେମାର ସୁପରଷ୍ଟାର ଥଲାପାତି ବିଜୟ (Thalapathy Vijay) ଏବେ ଚଳଚ୍ଚିତ୍ର ଦୁନିଆ ପରେ ରାଜନୀତି ମୈଦାନରେ ମଧ୍ୟ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି। ନିକଟରେ ଅନୁଷ୍ଠିତ ନିର୍ୱାଚନରେ ବେଶ ସଫଳତା ପାଇବା ପରେ ସେ ଭାରତର ସବୁଠାରୁ ଧନୀ…

ପଟ୍ଟାଙ୍ଗି ବିଧାୟକଙ୍କ କୁଶ ପୁତ୍ତଳିକା ଦାହ, ନନ୍ଦପୁର ବ୍ଲକ ଘେରିଲା ବିଜେଡି

ନନ୍ଦପୁର/ପାଡୁଆ,୩ା୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ନିର୍ବାଚନ ପରଠୁ ଶିତଳାବସ୍ଥାରେ ଥିବା ବିଜୁ ଜନତା ଦଳ ବୁଧବାର ଶକ୍ତି ପ୍ରଦର୍ଶନ କରିଛି । ପଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡାମ ବ୍ଲକ ପ୍ରଶାସନକୁ ହାତବାରିଶି କରି…

ପ୍ରତିଷ୍ଠିତ ଜାତୀୟ ପଞ୍ଚାୟତ ପୁରସ୍କାର ସମାରୋହରେ ଚମକିଲା ଗଞ୍ଜାମ, ପୁରସ୍କାର ଗ୍ରହଣ କଲେ ଜିଲାପାଳ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ତଥା ସମଗ୍ର ଓଡ଼ିଶା ରାଜ୍ୟ ପାଇଁ ଏକ ଗର୍ବ ଓ ଆନନ୍ଦର ବିଷୟ । ବୁଧବାର ନୂଆଦିଲ୍ଲୀର ସ୍କୋପ୍ କନଭେନସନ ସେଣ୍ଟରଠାରେ ଆୟୋଜିତ ଜାତୀୟ ପଞ୍ଚାୟତ ପୁରସ୍କାର ସମାରୋହରେ ତିନୋଟି ଜିଲା ପ୍ରତିଷ୍ଠିତ ପୁରସ୍କାର…

ଛତ୍ରପୁର ଗସ୍ତରେ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ, ବୁଲି ଦେଖିଲେ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ସୂଚନା ଓ ଲୋକସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ (ଦକ୍ଷିଣାଞ୍ଚଳ) ବସନ୍ତ କୁମାର ପ୍ରଧାନ ଆଜି ଛତ୍ରପୁର ସ୍ଥିତ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି । ବ୍ରହ୍ମପୁରଠାରେ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ ଭାବେ ନୂତନ ଦାୟିତ୍ୱ ଗ୍ରହଣ କରିବା…

ଛାତିଥରା….ଦିଲ୍ଲୀ ଅଗ୍ନିକାଣ୍ଡରେ ୨୧ ମୃତ, ଜୀବନ ବଞ୍ଚାଇବା ପାଇଁ ଛୁଆଙ୍କୁ ଧରି ତୃତୀୟ ମହଲାରୁ ଡ଼େଇଁଲେ ମହିଳା

ନୂଆଦିଲ୍ଲୀ,୩ା୬: ବୁଧବାର ସକାଳେ ଦକ୍ଷିଣ ଦିଲ୍ଲୀର ମାଲବ୍ୟ ନଗରରେ ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ନିଆଁ ଆଁରେ ୨୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇଥିବା ନେଇ ଅଧିକାରୀମାନେ ସୂଚନା ଦେଇଛନ୍ତି । ଧୂଆଁ…

ଟିଏମସିରେ ବିଦ୍ରୋହ ଭିତରେ ମମତାଙ୍କ ବଡ଼ ଚାଲ! ଭାଙ୍ଗିଦେଲେ ଦଳର…

କୋଲକାତା,୩।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ (TMC) ଭିତରେ ସୃଷ୍ଟି ହୋଇଥିବା ତୀବ୍ର ବିଦ୍ରୋହକୁ ଦବାଇବା ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଓ ଶକ୍ତ ପଦକ୍ଷେପ ନେଇଛନ୍ତି। ବିଧାୟକମାନଙ୍କର ଏକ ବଡ଼ ଗୋଷ୍ଠୀ…

କ୍ୟାବିନେଟ ବୈଠକ ପରେ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ୧୦ହଜାର କୋଟି….

ନୂଆଦିଲ୍ଲୀ, ୩।୬: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦ ମଧ୍ୟରେ, କେନ୍ଦ୍ର ସରକାର ବିମାନ ଚଳାଚଳ କ୍ଷେତ୍ରକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ସରକାର ୧୦,୦୦୦ କୋଟିର ATF (ଏଭିଏସନ୍ ଟର୍ବାଇନ୍ ଇନ୍ଧନ) ପାଣ୍ଠିକୁ ଅନୁମୋଦନ କରିଛନ୍ତି । ଏହାର ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?