Home Left

ଅଙ୍ଗ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଇସ୍ରୋର ସ୍ମାର୍ଟ ଲିମ୍ବ୍‌

ନୂଆଦିଲ୍ଲୀ: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଅଙ୍ଗ ହରାଇଥିବା ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଲିମ୍ବ (ଗୋଡ଼, ହାତ) ତିଆରି କରିଛି। ସ୍ମାର୍ଟ ତଥା ଉନ୍ନତ ଜ୍ଞାନକୌଶଳରେ ତିଆରି ହୋଇଥିବା ଗୋଡ଼, ହାତ ସାହାଯ୍ୟରେ ଅଙ୍ଗ ହରାଇଥିବା ବ୍ୟକ୍ତି ଅତି ସହଜରେ…

ନାବାଳିକା ବଳାତ୍କାର ମାମଲାରେ ୧୦ବର୍ଷ ସଶ୍ରମ କାରାଦଣ୍ଡ

ବାରିପଦା ଅଫିସ,୨୪।୯: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ବତନ୍ତ୍ର ଫାଷ୍ଟଟ୍ରାକ୍‌ କୋର୍ଟରେ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ଦୁର୍ଗା ଚରଣ ମିଶ୍ର ମାମଲାର ବିଚାର କରି ଅଭିଯୁକ୍ତ ବୈଶିଙ୍ଗା…

ଆଣ୍ଡାମାନରେ ଭୂକମ୍ପ

ପୋର୍ଟବ୍ଲେୟାର,୨୪।୯: ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶୁକ୍ରବାର ରାତି ୨ଟା ୩୦ ସମୟରେ ଭୂମିକମ୍ପ ଅନୁଭୂତ ହୋଇଛି। ଏହାର ରିକ୍ଟର ସ୍କେଲ୍‌ର ତିବ୍ରତା ୬.୧ ରେକର୍ଡ କରାଯାଇଛି। ଏନେଇ ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ଏହି ସୂଚନା ଦିଅଯାଇଛି। ଏହି ଭୂକମ୍ପ…

ରାଜ୍ୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତା ଆରମ୍ଭ

ଭୁବନେଶ୍ୱର, ୨୪ା୯(ସ୍ପୋଟର୍‌ସ ବ୍ୟୁରୋ): ସ୍ଥାନୀୟ ଉତ୍କଳ କରାଟେ ସ୍କୁଲ ପରିସରରେ ଓଡ଼ିଶା ଶକ୍ତିଉତ୍ତୋଳନ ସଂଘ ପକ୍ଷରୁ ରାଜ୍ୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଅନୁଷ୍ଠିତ ସବ୍‌ଜୁନିୟର ବାଳକ ୫୩ କେଜି ବିଭାଗରେ ଅନୀଲ ନାୟକ (ସୁନ୍ଦରଗଡ଼) ସ୍ବର୍ଣ୍ଣ,…

ଲକ୍ଷ୍ମୀପ୍ରସାଦ ବିଶ୍ୱ ଚାମ୍ପିୟନଶିିପ୍‌ ପାଇଁ ରେଫରି

ଭୁବନେଶ୍ୱର,୨୪ା୯: ଚଳିତ ମାସ ୧୬ରୁ୧୮ ତିନି ଦିନ ଧରି ଟାଏକୋଣ୍ଡୋ ଆସୋସିଏଶନ ଅଫ୍‌ ଇଣ୍ଡିଆ ଆନୁକୂଲ୍ୟରେ ୧୦ତମ ଜାତୀୟ ବ୍ଲାକ ବେଲ୍ଟ ଟାଏକୋଣ୍ଡୋ ଆଇଟିଏଫ୍‌ ଫିଜିକାଲ ଆଣ୍ଡ୍‌ ଟେକ୍‌ନିକାଲ ଫିଟନେସ ସେମିନାର ଏବଂ ପ୍ରଥମ ଚାମ୍ପିୟନ ପ୍ରୋ-ଲିଗ୍‌ ଗୋଆର ମିରାମାର ବିଚ୍‌…

୧୯ବର୍ଷରୁ କମ୍‌ ଓଡ଼ିଶା ମହିଳା କ୍ରିକେଟ ଦଳ ଘୋଷିତ

ଭୁବନେଶ୍ୱର,୨୪ା୯(ସ୍ପୋଟର୍‌ସ ବ୍ୟୁରୋ): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ୧୯ ବର୍ଷରୁ କମ୍‌ ମହିଳା କ୍ରିକେଟ ଟୁର୍ନାମେଣ୍ଟ ପାଇଁ ଶୁକ୍ରବାର ୧୫ ଜଣିଆ ଓଡ଼ିଶା ଦଳ ଘୋଷଣା କରାଯାଇଛି। ଓଡ଼ିଶା ଦଳ: ତନ୍ମୟୀ ବେହେରା (ଅଧିନାୟିକା), ଆଲିପ୍ସା ବିଶ୍ୱାଳ (ଉପଅଧିନାୟିକା),ପୂଜାରାଣୀ ଦାସ,…

ରାଜ୍ୟ ଜୁନିୟର ହକି: ସୁନ୍ଦରଗଡ଼ ଚାମ୍ପିୟନ

ଭୁବନେଶ୍ୱର, ୨୪ା୯(କ୍ରୀଡ଼ା ପ୍ରତିନିଧି): ହକି ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ଅନୁଷ୍ଠିତ ରାଜ୍ୟ ଜୁନିୟର ହକିରେ ସୁନ୍ଦରଗଡ଼ ଚାମ୍ପିୟନ ହୋଇଛି। ଶୁକ୍ରବାର କିଟ୍‌ ଷ୍ଟାଡିୟମରେ ଅନୁଷ୍ଠିତ ତୀବ୍ର ସଂଘର୍ଷପୂର୍ଣ୍ଣ ଫାଇନାଲରେ ସୁନ୍ଦରଗଡ଼ ୧-୦ ଗୋଲରେ ଦେବଗଡ଼କୁ ପରାସ୍ତ କରିଛି। ତୃତୀୟ ସ୍ଥାନ…

‘ଭାରତରେ ଭଲିବଲର ଭବିଷ୍ୟତ ଉଜ୍ଜ୍ୱଳ’

ଭୁବନେଶ୍ୱର,୨୪ା୯(କ୍ରୀଡ଼ା ପ୍ରତିନିଧି): ଭାରତରେ ଭଲିବଲର ବିକାଶ ଆଶା ଉଜ୍ଜ୍ୱଳ ବୋଲି ଭାରତୀୟ ଭଲିବଲ୍‌ ସଂଘର ସଭାପତି ଅଚ୍ୟୁତ ସାମନ୍ତ କହିଛନ୍ତି। ନେଦରଲାଣ୍ଡରେ ଶୁକ୍ରବାର ଆରମ୍ଭ ହୋଇଥିବା ଅନ୍ତର୍ଜାତୀୟ ଭଲବଲ୍‌ ସଂଘ (ଏଫ୍‌ଆଇଭିବି)ର ୩୮ତମ ବିଶ୍ୱ କଂଗ୍ରେସରେ ଯୋଗଦେଇ ଭାରତ ବିଶେଷ କରି…

ଟିକେଟ ବିକ୍ରି ଆରମ୍ଭ, ବାରବାଟୀରେ ଫାଇନାଲ

କଟକ ଅଫିସ, ୨୪ା୯: ବାରବାଟୀରେ ଖେଳାଯିବାକୁ ଥିବା ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ (ଏଲଏଲସି) ଟୁର୍ନାମେଣ୍ଟର ମ୍ୟାଚ୍‌ ନିମନ୍ତେ ଅଫଲାଇନ୍‌ରେ ଟିକେଟ ବିକ୍ରି ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ବାରବାଟୀ ଷ୍ଟାଡିୟମ ପରିସର ବାହାରେ ୪ଟି କାଉଣ୍ଟରରେ ଟିକେଟ ବିକ୍ରି କରାଯାଉଛି। ପ୍ରଥମ ଦିନରେ…

କେନ୍ଦୁଝର ଜିଲାକୁ ୬୩୯ କୋଟି

କେନ୍ଦୁଝର, ୨୪ା୯(ସ୍ବ.ପ୍ର.): ଜଙ୍ଗଲ ଓ ପାହାଡ଼ ପରିବେଷ୍ଟିତ ଭୌଗୋଳିକ ସ୍ଥିତି ପାଇଁ ପାରମ୍ପାରିକ ପ୍ରବାହମାନ ଜଳସେଚନ ପଦ୍ଧତି ଦ୍ୱାରା ଜଳସେଚନ ସୁବିଧା ହେଉ ନ ଥିବାରୁ ପାହାଡ଼ିଆ ଅଞ୍ଚଳ ଚାଷ କ୍ଷେତ୍ରରେ ପଛେଇ ଯାଉଛି। ଏହି ତାରତମ୍ୟ ଦୂର କରିବା ପାଇଁ…

ରାଜ୍ୟରୁ ଚିହ୍ନଟ ହେଲେ ୨୨୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୦ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୯୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ…

ଜୁନିୟର ହକି, ଏଚ୍‌ଆଇଏଲ୍‌ ଉପରେ ଫୋକସ

ଭୁବନେଶ୍ୱର, ୨୪ା୯: ନିଜ ହକି ଷ୍ଟିକ୍‌ ମାଧ୍ୟମରେ ଓଡ଼ିଶାକୁ ପୂର୍ବରୁ ଅନେକ ଥର ଗର୍ବିତ କରିଥିବା ଅଲିମ୍ପିଆନ ଦିଲୀପ ତିର୍କୀ ଏବେ କ୍ୟାରିୟରରେ ଏକ ନୂଆଫର୍ଦ୍ଦ ଯୋଡ଼ି ଗୌରବ ଆଣିଛନ୍ତି। ପ୍ରଥମ ଓଡ଼ିଆ ଭାବେ ହକି ଇଣ୍ଡିଆର ସଭାପତି ହୋଇଛନ୍ତି ପଦ୍ମଶ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri