ବନ୍ଦ ହେଲା ହୀରାକୁଦ ଡ୍ୟାମ୍ର ଆଉ ୫ ଗେଟ୍
ସମ୍ବଲପୁର ଅଫିସ,୨୪।୯: ହୀରାକୁଦ ଡ୍ୟାମ୍ର ୫ଟି ଗେଟ୍ ବନ୍ଦ ହେଲା। ବର୍ତ୍ତମାନ ସୁଦ୍ଧା ୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ସକାଳ ୬ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୯.୨୯ ଫୁଟ୍ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର…
ସୌନ୍ଦର୍ଯ୍ୟ ଲାଗି ଏହି ତେଲ
ଘରେ ବିଭିନ୍ନ ପୂଜାପାର୍ବଣ ବା ଆଳତି ସମୟରେ କର୍ପୂରର ବ୍ୟବହାର କରାଯାଇଥାଏ। ଏହା ପରେ ମଧ୍ୟ କର୍ପୂରକୁ ବିଭିନ୍ନ କାର୍ଯ୍ୟ ପାଇଁ ବ୍ୟବହାର କରାଯାଇଥାଏ। ଏଥିରୁ ଆଣ୍ଟିବାୟୋଟିକ ଓ ଆଣ୍ଟି ଫଙ୍ଗାଲ ଗୁଣ ମିଳିଥାଏ। ଏହା ସ୍ବାସ୍ଥ୍ୟ ଓ ସୌନ୍ଦର୍ଯ୍ୟ ଲାଗି…
ଜରୁରୀ ଇଞ୍ଜେକ୍ସନ ମିଳୁନି
ଢେଙ୍କାନାଳ ଅଫିସ, ୨୪।୯: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ସରକାରୀସ୍ତରରେ ରୋଗୀଙ୍କ ଲାଗି ନିଃଶୁଳ୍ପ ଯୋଗାଣ ହେଉଥିବା ଜରୁରୀ ଇଞ୍ଜେକ୍ସନ ଏବଂ ମେଡିସିନ ମିଳୁ ନ ଥିବାରୁ ରୋଗୀମାନେ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି।…
ଆଦାନୀ ଧନୀ ଏନ୍ଆର୍ଆଇ
ନୂଆଦିଲ୍ଲୀ,୨୪ା୯: ବିଶ୍ୱର ତୃତୀୟ ସର୍ବାଧିକ ଧନୀ ଶିଳ୍ପପତି ଗୌତମ ଆଦାନୀଙ୍କ ବଡ଼ଭାଇ ବିନୋଦ ଶାନ୍ତିଲାଲ୍ ଆଦାନୀ ସବୁଠୁ ଧନୀ ପ୍ରବାସୀ ଭାରତୀୟ (ଏନ୍ଆର୍ଆଇ) ପରିଚୟ ହାସଲ କରିଛନ୍ତି। ଦୁବାଇରେ ରହୁଥିବା ବିନୋଦଙ୍କର ସିଙ୍ଗାପୁର, ଦୁବାଇ ଓ ଜାକର୍ତ୍ତାରେ ବ୍ୟବସାୟ ରହିଛି। ଗତ…
ଫ୍ୟାଶନିଷ୍ଟାର ୨ଦିନିଆ ପ୍ରଦର୍ଶନୀର ଶୁଭାରମ୍ଭ
ଭୁବନେଶ୍ୱର, ୨୪ା୯: ଦେଶର ପ୍ରମୁଖ ଘରୋଇ ପ୍ରଦର୍ଶନୀକାରୀ ସଂସ୍ଥା ‘ଫ୍ୟାଶନିଷ୍ଟା’ ପକ୍ଷରୁ ୨ଦିନିଆ ସ୍ବତନ୍ତ୍ର ପ୍ରଦର୍ଶନୀ ଉତ୍ସବର ଆୟୋଜନ କରାଯାଇଛି। ଶୁକ୍ରବାରଠାରୁ ସ୍ଥାନୀୟ ଜୟଦେବ ବିହାରସ୍ଥିତ ହୋଟେଲ ପାଲ୍ ହାଇଟ୍ସଠାରେ ଏହାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ରାଜ୍ୟ ସଭା ସଦସ୍ୟା…
ହ୍ୱାଟସଆପ କଲ କଲେ ଦେବାକୁ ପଡିବ ଅର୍ଥ
ନୂଆଦିଲ୍ଲୀ,୨୪ ।୯: ଯେଉଁମାନେ ଅଧିକ ହ୍ୱାଟସଆପ କଲ କରୁଛନ୍ତି ସେମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା । ଏବେ ସେମାନଙ୍କୁ ଏହି କଲ ପାଇଁ ପଇସା ପଇଠ କରିବାକୁ ପଡିବ । ଖୁବଶୀଘ୍ର ଦେଶରେ ଏହି ସିଷ୍ଟମ ଲାଗୁ ହେବାକୁ ଯାଉଛି…
ଦଦରା ହଷ୍ଟେଲରେ ଦହଗଞ୍ଜ
ଢେଙ୍କାନାଳ ଅଫିସ, ୨୪।୯: ଛାତ୍ରାବାସକୁ ବିତିଲାଣି ୪୦ବର୍ଷ। କେଉଁଠି କୋଠା ଛାତ ଫାଟି ଆଁ କରିଛି ତ ଆଉ କେଉଁଠି କାନ୍ଥ। ସମୟେ ସମୟେ ମୁଣ୍ଡା ମୁଣ୍ଡା ହୋଇ ଖସୁଛି ସିମେଣ୍ଟ କଂକ୍ରିଟ୍। କବାଟ, ଝରକା ଅବସ୍ଥା ନ କହିବା ଭଲ।…
ହ୍ରାସ ପାଉଛି ବିଦେଶୀ ମୁଦ୍ରା ଭଣ୍ଡାର
ନୂଆଦିଲ୍ଲୀ,୨୪ା୯: ଭାରତର ବିଦେଶୀ ମୁଦ୍ରା ଭଣ୍ଡାର ଲଗାତର ୭ମ ସପ୍ତାହରେ ହ୍ରାସ ଘଟିଛି। ଆର୍ବିଆଇର ସଦ୍ୟ ତଥ୍ୟ ଅନୁସାରେ ସେପ୍ଟେମ୍ବର ୧୬ ରେ ଶେଷ ହୋଇଥିବା ସପ୍ତାହରେ ବିଦେଶୀ ମୁଦ୍ରା ଭଣ୍ଡାରରେ ହ୍ରାସ ଘଟି ୫୪୫.୬୫୨ ବିଲିୟନ ଡାଲରରେ ପହଞ୍ଚିଛି। ଗତ…
ସିଡିପିଓଙ୍କୁ ଘେରିଲେ ମହିଳା
ଲୋଇସିଂହା,୨୪।୯(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କନ୍ଦାଜୁରୀ ଗ୍ରାମର ଅଙ୍ଗନୱାଡି କେନ୍ଦ୍ର-୧ ଦୀର୍ଘ ମାସ ହେଲା ବନ୍ଦ ରହିଛି। ଉକ୍ତ କେନ୍ଦ୍ର ଖୋଲିବା ଦିଗରେ ପ୍ରଶାସନ ଆନ୍ତରିକତା ଦେଖାଉନାହିଁ। ଫଳରେ କେନ୍ଦ୍ର ଅଧୀନରେ ଥିବା ଶିଶୁଙ୍କ ପ୍ରାକ୍ଶିକ୍ଷା ଏବଂ ଗ୍ରାମର ଗର୍ଭବତୀ…
ଶୋଇଥିବା କୁମ୍ଭୀର ଉପରେ ଚଢ଼ିଗଲା ବତକ, ଆଉ ତା’ ଉପରେ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ଯାହା ହସର ଖୋରାକ ଯୋଗାଉ ଥିବା ବେଳେ ଅନେକ ସମୟରେ ଭାବପ୍ରବଣ କରୁଛି। ବର୍ତ୍ତମାନ ଟୁଇଟରରେ ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ନଦୀ ଉପରେ…
ଭାଙ୍ଗି ପଡ଼ିଲା ପୁରୁଣା ସ୍କୁଲଘର
ଖପ୍ରାଖୋଲ,୨୪ା୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଦମେଇପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୁରୁଣା ଘର ଶୁକ୍ରବାର ଭାଙ୍ଗି ପଡିଛି। ବିଦ୍ୟାଳୟ ପରିସରରେ ଏହି ପୁରୁଣା ଶ୍ରେଣୀଗୃହଟି ଅବ୍ୟବହୃତ ଅବସ୍ଥାରେ ଥିଲା। ମଧ୍ୟାହ୍ନରେ ଶ୍ରେଣୀଗୃହରେ ପଢା ଚାଲିଥିବା ବେଳେ ଭାଙ୍ଗି ପଡିବା ଶୁଣି…
ସାଙ୍ଗ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ
ସୁନ୍ଦରଗଡ଼,୨୪।୯(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ଦୌରାଜଜ ଶୁଭଦର୍ଶୀ ପଟ୍ଟନାୟକ ଶୁକ୍ରବାର ଏକ ହତ୍ୟା ମାମଲାର ବିଚାର କରି ରାୟ ଶୁଣାଇଛନ୍ତି। ଅଭିଯୁକ୍ତ ଅଭି ଛତ୍ରିଆଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରି ୫ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ…
Archives


