ମାନବିକତା ଦେଖାଇଲେ ଯୁବ ଗୋଷ୍ଠୀ
ଦେବଗଡ଼,୨୪।୯(ଡି.ଏନ୍.ଏ.): ଦେବଗଡ଼ ସହରାଞ୍ଚଳରେ ମାନବିକତା ଦେଖାଇଲେ ସ୍ବେଚ୍ଛାସେବୀ ଯୁବ ଗୋଷ୍ଠୀ। ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଜଣେ ଅସହାୟ ବୃଦ୍ଧଙ୍କ ମୃତ୍ୟୁ ପରେ ରୀତିନୀତିରେ ସ୍ମଶାନରେ କଲେ ଶବ ସତ୍କାର। ଖଇ କଉଡ଼ି ଠୁ ଯାବତୀୟ ସରଞ୍ଜାମ ସ୍ବତଃପ୍ରବୃତ ଯୋଗାଇ ଦେଲେ…
ଜିଏମ୍ୟୁ-ଭିମ୍ସାର ଏମ୍ଓୟୁ ସ୍ବାକ୍ଷର
ସମ୍ବଲପୁର,୨୪ା୯(ବ୍ୟୁରୋ): ଜେରିଆଟ୍ରିକ୍ସ ଓ ଜେରୋଣ୍ଟୋଲୋଜି କ୍ଷେତ୍ରରେ ଗବେଷଣା ଲାଗି ବୁର୍ଲା ଭିମ୍ସାର ଓ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ (ଜିଏମ୍ୟୁ) ମଧ୍ୟରେ ଏମ୍ଓୟୁ ସ୍ବାକ୍ଷର ହୋଇଛି। ଭିମ୍ସାର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଜିଏମ୍ୟୁ କୁଳପତି ପ୍ରଫେସର ଏନ୍ ନାଗାରାଜୁ ଓ ଭିମ୍ସାର ନିର୍ଦ୍ଦେଶକ ପ୍ରଫେସର…
ଗ୍ରାମବାସୀଙ୍କ ଧାରଣା ପରେ ଶିକ୍ଷକ ବଦଳି ସ୍ଥଗିତ
ସରଣ୍ଡା, ୨୪ା୯(ଡି.ଏନ୍.ଏ .): ଅତାବିରା ବ୍ଲକ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ ସିଲାଟ ଗ୍ରାମବାସୀଙ୍କ ଧାରଣା ପରେ ଶିକ୍ଷକଙ୍କ ବଦଳିକୁ ବାତିଲ କରାଯାଇଛି। ଏହାପରେ ଗ୍ରାମବାସୀ ଧାରଣାରୁ ଉଠିଛନ୍ତି। ସୂଚନା ଅନୁସାରେ, ସିଲାଟ ୟୁଜିୟୁପି ସ୍କୁଲରେ ୧ମରୁ ୮ମଶ୍ରେଣୀ ପର୍ଯ୍ୟନ୍ତ ୨୯୦ ଛାତ୍ରୀଛାତ୍ର…
ଡାକବଙ୍ଗଳା ପୁନରୁଦ୍ଧାର କାର୍ଯ୍ୟ ବିଳମ୍ବିତ
ବାଉଁଶୁଣୀ, ୨୪।୯(ଡି.ଏନ୍.ଏ.): ବୌଦ୍ଧ ବ୍ଲକ ବାଉଁଶୁଣୀ ନିକଟ ଜାତୀୟ ରାଜପଥ ପାଶର୍ବରେ ବାଘନଦୀ କୂଳରେ ଥିବା ପୁରାତନ ଡ଼ାକବଙ୍ଗଳାର ପୁନରୁଦ୍ଧାର କାର୍ଯ୍ୟ ବିଳମ୍ବିତ ହେଉଛି। ଫଳରେ ଅଞ୍ଚଳର ବୁଦ୍ଧିଜୀବୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ପୁରାତନ ଡାକବଙ୍ଗଳାର ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ…
୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ
ନୂଆଦିଲ୍ଲୀ,୨୪ା୯: ବର୍ତ୍ତମାନ ବିଶ୍ୱ ବଜାରରେ ମାନ୍ଦାବସ୍ଥା ସୃଷ୍ଟି ହୋଇଛି। ଏପରିକି କିଛି ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଯୋଗୁ ଅର୍ଥନୈତିକ ବଜାରରେ ମଧ୍ୟ ଅସ୍ଥିରତା ଦେଖାଦେଇଛି। ଫଳରେ ଭାରତୀୟ ଶେୟାର ବଜାରରେ ମଧ୍ୟ ତା’ର ପ୍ରଭାବ ଗତ କିଛିଦିନ ହେବ ଦେଖିବାକୁ ମିଳୁଛି। ବିଶେଷକରି…
୨୫ ହଜାର କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବେ ନଡ୍ଡା
ଭୁବନେଶ୍ବର,୨୪ା୯(ବ୍ୟୁରୋ): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡାଙ୍କ ଓଡ଼ିଶା ଆଗମନ ନେଇ ଦଳୀୟ କାର୍ଯ୍ୟାଳୟ କିଛିଦିନ ହେଲା ଚଳଚଞ୍ଚଳ ହୋଇ ଉଠିଛି। ନଡ୍ଡାଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଦଳର ଏବେ ଘନ ଘନ ବୈଠକ ଅନୁଷ୍ଠିତ ହେଉଛି। ତେବେ ଶୁକ୍ରବାର…
ଓସାରିଆ ହେବ ସୋନପୁର-ଡୁଙ୍ଗୁରିପାଲି ରାସ୍ତା
ସୋନପୁର,୨୪।୯(ନି.ପ୍ର.): ସୁବର୍ଣ୍ଣପୁର ଜିଲାର ଲାଇଫ ଲାଇନ କୁହାଯାଉଥିବା ସୋନପୁର-ବିନିକା-ରାମପୁର-ଡୁଙ୍ଗୁରପାଲି ମେଜର ଡିଷ୍ଟ୍ରିକ୍ଟ ରୋଡ(ଏମଡିଆର) ଓସାରିଆ ହେବ। ଅର୍ଜୁନପୁରରୁ ଡୁଙ୍ଗୁରିପାଲି ୫୪.୨୦୦ କିଲୋମିଟର ବିଶିଷ୍ଟ ଏହି ରାସ୍ତା ପାଇଁ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୧୪୫ କୋଟି ଟଙ୍କାର ଟେଣ୍ଡର ଆହ୍ବାନ କରାଯାଇଛି। ଖୁବ୍ଶୀଘ୍ର…
ଜିଲାପାଳଙ୍କ ବିନା ଅନୁମତିରେ ରାତିରେ ହୋଇପାରିବ ନାହିଁ ଅନ୍ତିମ ସଂସ୍କାର
ଲକ୍ଷ୍ନୌ,୨୪ ।୯: ହାଥରସ ମାମଲାରେ ଅଧା ରାତିରେ ପୀଡ଼ିତାଙ୍କ ଅନ୍ତିମ ସଂସ୍କାରକୁ ନେଇ ଉଠିଥିବା ପ୍ରଶ୍ନ ପରେ ଏବେ ସରକାର ଏମିତି ଘଟଣାରେ ମୃତକଙ୍କ ଅନ୍ତିମ ସଂସ୍କାରକୁ ନେଇ ‘ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜର’(ଏସଓପି) ଜାରି କରିଛନ୍ତି । ଏଥିରେ କୁହାଯାଇଛି କି…
ଭାରତ ଯୋଡ଼ୋ ଯାତ୍ରା ଆୟୋଜକଙ୍କୁ ଭର୍ତ୍ସନା
କୋଚି,୨୪ା୯(ପି.ଟି.): କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା ପାଇଁ ଜାତୀୟ ରାଜପଥ ସମେତ ବିଭିନ୍ନ ରାସ୍ତା ପାର୍ଶ୍ୱରେ ଫ୍ଲେକ୍ସ ବୋର୍ଡ ଓ ବ୍ୟାନର ଲଗାଯାଇଥିବାରୁ ଏହାର ଆୟୋଜକଙ୍କୁ କେରଳ ହାଇକୋର୍ଟ ଭର୍ତ୍ସନା କରିଛନ୍ତି। ପୋଲିସ ସମେତ ବିଭିନ୍ନ ସରକାରୀ ବିଭାଗ ଏଥିପ୍ରତି ଆଖିବୁଜି…
ରାଜସ୍ଥାନ ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କରେ ନିଷ୍ପତ୍ତି ନେବେ ସୋନିଆ
ଜୟପୁର,୨୪ା୯: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଅଶୋକ ଗେହଲଟ ଦଳର ଅଧ୍ୟକ୍ଷ ପଦ ଲାଗି ହେବାକୁ ଥିବା ନିର୍ବାଚନ ନିମନ୍ତେ ନାମାଙ୍କନପତ୍ର ଦାଖଲ କରିବେ। କେରଳରେ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ଭେଟିବା ପରେ ଶୁକ୍ରବାର ଗେହଲଟ ଏହା…
ଅଳ୍ପ ମଦ ସ୍ବାସ୍ଥ୍ୟ ପାଇଁ ଭଲ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୪ା୯(ପି.ଟି.): ସ୍ବଳ୍ପ ପରିମାଣର ମଦ ପିଇବା ସ୍ବାସ୍ଥ୍ୟ ପାଇଁ ଭଲ। ଅନେକ ଏଭଳି ପ୍ରସ୍ତାବ ଦେଇଥାନ୍ତି ବୋଲି ସୁପ୍ରିମକୋର୍ଟ ଖଣ୍ଡପୀଠ ଶୁକ୍ରବାର ଏକ ଜନସ୍ବାର୍ଥ ମାମଲାର ଶୁଣାଣି ବେଳେ କହିଛନ୍ତି। ତମାଖୁ ସେବନ ସ୍ବାସ୍ଥ୍ୟ ପାଇଁ ହାନିକାରକ। ସେଥିପାଇଁ ତମାଖୁ ପ୍ୟାକେଟରେ…
କାନାଡ଼ାରେ ବଢ଼ୁଛି ଘୃଣା ଅପରାଧ
ନୂଆଦିଲ୍ଲୀ,୨୪ା୯: କାନାଡ଼ାରେ ଘୃଣିତ ଅପରାଧ, ସାମ୍ପ୍ରଦାୟିକ ହିଂସା ଏବଂ ଭାରତ ବିରୋଧୀ କାର୍ଯ୍ୟକଳାପ ଦ୍ରୁତ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ସେଠାରେ ଥିବା ଭାରତୀୟ ଏବଂ ପାଠ ପଢ଼ିବାକୁ ଯାଇଥିବା ଛାତ୍ରୀଛାତ୍ର ସତର୍କ ରହିବା ଲାଗି ନୂଆଦିଲ୍ଲୀ ପକ୍ଷରୁ ଶୁକ୍ରବାର…
Archives


