ଜାତିସଂଘ ବୈଠକରୁ ଉଠିଗଲେ ଲାଭ୍ରୋଭ୍
ନ୍ୟୁୟର୍କ,୨୪ା୯: ଜାତିସଂଘର ସୁରକ୍ଷା ପରିଷଦ (ୟୁଏନ୍ଏସ୍ସି) ବୈଠକ ଗୁରୁବାର ଚାଲିଥିବାବେଳେ ରୁଷିଆ ବହିର୍ବ୍ୟାପାର ମନ୍ତ୍ରୀ ସର୍ଗେଇ ଲାଭ୍ରୋଭ୍ ଉଠି ଚାଲିଯାଇଥିଲେ। ୟୁକ୍ରେନ୍ ଆକ୍ରମଣକୁ ଆମେରିକା ସମେତ ଅନ୍ୟ ଦେଶଗୁଡ଼ିକ କଡ଼ାଭାଷାରେ ନିନ୍ଦା କରିଥିବାରୁ ସେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେଇ ନ…
ଡୁଗୁଡ଼ିପାରି ଗାଁକୁ ନାହିଁ ପକ୍କା ରାସ୍ତା, ହଟହଟା ଗ୍ରାମବାସୀ
ଜି.ଉଦୟଗିରି,୨୪ା୯(ଡି.ଏନ.ଏ.): ଜି.ଉଦୟଗିରି ବ୍ଲକର କଳିଙ୍ଗା ପଞ୍ଚାୟତ ଅନ୍ତର୍ଗତ ଡୁଗୁଡ଼ିପାରି ହେଉଛି ଏକ ରାଜସ୍ବ ଗ୍ରାମ। ଯାହାର ଜନସଂଖ୍ୟା ପ୍ରାୟ ଦୁଇ ହଜାର ପାଖାପାଖି। କିନ୍ତୁ ଦୁଃଖର ବିଷୟ ଏହି ଗ୍ରାମକୁ ଭଲ ରାସ୍ତାଟିଏ ନ ଥିବାରୁ ଆମ୍ବୁଲାନ୍ସ ଏପରିକି ସାମାନ୍ୟ ବର୍ଷା…
ନିଜସ୍ବ ପାଣ୍ଠିରେ ଗ୍ରାମବାସୀ ନିର୍ମାଣ କଲେ କାଠପୋଲ
ପାରଳାଖେମୁଣ୍ଡି,୨୪ା୯(ଡି.ଏନ୍.ଏ.): ଗାଁକୁ ନାହିଁ ପକ୍କା ରାସ୍ତା କିମ୍ବା ପୋଲ, ଦୋଳାରେ ବୁହା ହେଉଛନ୍ତି ରୋଗୀା ଏପରି ଦୈନନ୍ଦିନ ଅଭିଶପ୍ତ ଜୀବନ ଓ ଗମନାଗମନର ସମସ୍ୟା ଯୋଗୁ ଗ୍ରାମବାସୀ ନିଜସ୍ବ ପାଣ୍ଠି ସଂଗ୍ରହ କରି ନିର୍ମାଣ କଲେ କାଠପୋଲ। ଏହା ଦେଖିବାକୁ ମିଳିଛି…
ୟୁକ୍ରେନ୍ର ୪ ଅଞ୍ଚଳରେ ଗଣଭୋଟ
କିଭ୍/ମସ୍କୋ,୨୪ା୯: ମସ୍କୋ ଦଖଲରେ ଥିବା ୪ ଅଞ୍ଚଳ ଡୋନେସ୍କ, ଲୁହାନ୍ସ୍କ, ଖେରସୋନ ଓ ଜାପୋରିଝିଆ ରୁଷିଆରେ ସାମିଲ ହେବ ନା ପୂର୍ବବତ୍ ୟୁକ୍ରେନ୍ରେ ରହିବ ତାହା ହେଉଛି ବର୍ତ୍ତମାନ ସବୁଠୁ ବଡ଼ ପ୍ରଶ୍ନ। ଏହାର ଉତ୍ତର ପାଇବା ପାଇଁ ଏହି ୪…
ଛତ୍ରପୁରରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ
ଛତ୍ରପୁର,୨୪ା୯ (ଡି.ଏନ.ଏ.): ଛତ୍ରପୁର ଏନ୍ଏସିର ସାଧାରଣ ପରିଷଦ ବୈଠକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ପୌରୋହିତ୍ୟରେ ଗୁରୁବାର ଅନୁଷ୍ଠିତ ହୋଇଥିଲା। ବୈଠକରେ ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରା,ଉପାଧ୍ୟକ୍ଷ ଜି.ପାପା ରାଓ, ନିର୍ବାହୀ ଅଧିକାରୀ ଉମାଶଙ୍କର ନାୟକ ମଞ୍ଚାସୀନ ଥିଲେ। ବୈଠକରେ ପରିମଳ,…
ଧର୍ମାନ୍ତରୀକରଣ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆବେଦନ: କେନ୍ଦ୍ରକୁ ନୋଟିସ
ନୂଆଦିଲ୍ଲୀ,୨୪ା୯(ପି.ଟି.): ଧମକ ଦେଇ କିମ୍ବା ପ୍ରଲୋଭନ ଦେଖାଇ ବଳପୂର୍ବକ ଧର୍ମାନ୍ତରୀକରଣ କରାଯାଉଥିବାରୁ ଏହା ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଲାଗି ନିର୍ଦ୍ଦେଶ ଦେବାକୁ ଦାଏର ପିଟିଶନ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି। ଜଷ୍ଟିସ୍ ଏମ୍.ଆର୍. ଶାହା ଏବଂ କ୍ରିଷ୍ଣା…
ନ୍ୟାୟ ପାଇଁ କ୍ୱାର୍ଟର୍ସ ଆଗରେ ସ୍ତ୍ରୀଙ୍କ ଧାରଣା
ବ୍ରହ୍ମପୁର ଅଫିସ,୨୪ା୯: ଅଧିକ ଯୌତୁକ ଦାବି ନେଇ ଜଣେ ରେଲଓ୍ବେ କର୍ମଚାରୀ ତାଙ୍କ ସ୍ତ୍ରୀଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଇଥିବା ଶୁକ୍ରବାର ସରକାରୀ ରେଳବାଇ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଘଟଣାର ତଦନ୍ତ କରୁଛି। ସେପଟେ ସ୍ତ୍ରୀ ସ୍ବପ୍ନା ନାୟକ…
ଭାଜପା ନେତାଙ୍କ ପୁଅ ଗିରଫ
ହରିଦ୍ୱାର,୨୪ା୯: ଉତ୍ତରାଖଣ୍ଡ ହରିଦ୍ୱାର ଜିଲାରେ ଏକ ରିସର୍ଟର ମହିଳା କର୍ମଚାରୀଙ୍କୁ ହତ୍ୟା ଅଭିଯୋଗରେ ବରିଷ୍ଠ ଭାଜପା ନେତା ବିନୋଦ ଆର୍ଯ୍ୟଙ୍କ ପୁଅ ପୁଲକିତ ଆର୍ଯ୍ୟଙ୍କୁ ଗିରଫ କରାଯାଇଛି। ଜିଲାର ଋଷିକେଶ ଅନ୍ତର୍ଗତ ଯମକେଶ୍ୱରଠାରେ ପୁଲକିତଙ୍କର ଏକ ରିସର୍ଟ ରହିଛି। ସେଠାରେ କାମ…
ଜମିର ବେଞ୍ଚ ମାର୍କ ମୂଲ୍ୟାୟନ ତ୍ରୁଟିପୂର୍ଣ୍ଣ
ବ୍ରହ୍ମପୁର ଅଫିସ,୨୪ା୯: ତ୍ରୁୃଟିପୂର୍ଣ୍ଣ ବେଞ୍ଚ ମାର୍କ ମୂଲ୍ୟାୟନ ଯୋଗୁ ବ୍ରହ୍ମପୁର ସମେତ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଜମି ବିକାକିଣାରେ ସମସ୍ୟା ସୃଷ୍ଟି ହୋଇଛି। ସରକାରୀ ଅଧିକାରୀମାନେ ଠିକ୍ ଭାବେ ଅନୁଧ୍ୟାନ କରି ତ୍ରୁଟି ସଂଶୋଧନ ପାଇଁ ଗତ ଦୁଇ ବର୍ଷ…
ଅବସର ନେଲେ ଜଷ୍ଟିସ୍ ଇନ୍ଦିରା ବାନାର୍ଜୀ
ନୂଆଦିଲ୍ଲୀ,୨୪ା୯: ସୁପ୍ରିମକୋର୍ଟର ବରିଷ୍ଠ ମହିଳା ବିଚାରପତି ଜଷ୍ଟିସ୍ ଇନ୍ଦିରା ବାନାର୍ଜୀ ଶୁକ୍ରବାର ଅବସର ଗ୍ରହଣ କରିଛନ୍ତି। ଆଗାମୀ ଦିନରେ ସର୍ବୋଚ୍ଚ ଅଦାଲତରେ ଅଧିକ ମହିଳା ବିଚାରପତି ନିଯୁକ୍ତି ଲାଗି ଏହି ଅବସରରେ ସେ ଆଶାବ୍ୟକ୍ତ କରିଛନ୍ତି। ସୁପ୍ରିମକୋର୍ଟରେ ନିଯୁକ୍ତ ହେବାରେ ଜଷ୍ଟିସ୍…
ମନମୋହନ ସିଂଙ୍କ ସରକାର ସମୟରେ ଅଟକି ଯାଇଥିଲା ଭାରତ: ନାରାୟଣ ମୂର୍ତ୍ତି
ଅହମଦାବାଦ,୨୪ ।୯: ଭାରତରେ ଆଇଟି କ୍ଷେତ୍ରରେ ନାମୀ କମ୍ପାନୀ ଇନଫୋସିସର ସହ-ସଂସ୍ଥାପକ ଏନ ଆର ନାରାୟଣ ମୂର୍ତ୍ତି ଶୁକ୍ରବାର କହିଛନ୍ତି କି କଂଗ୍ରେସ ଅନୁଗାମୀ ୟୁପିଏ ସରକାର ସମୟରେ ଭାରତର ଆର୍ଥିକ ଗତିବିଧି ଠପ ହୋଇଯାଇଥିଲା । ଏହାସହ ସେ କହିଛନ୍ତି…
ପଞ୍ଚାୟତ କାର୍ଯ୍ୟାଳୟ ପାଇଁ ୨୦ କି.ମି. ଯାତ୍ରା
ପାରାଦୀପ ୨୪l୯(ସ୍ବ.ପ୍ର.): ପାରାଦୀପ ଗଡ ପଞ୍ଚାୟତ ଓ ପୌରପାଳିକା ଉପାନ୍ତରେ ରହିଛି ଚନକଣ ନାମକ ବଙ୍ଗୀୟ ବସ୍ତି। ଏହାର ଭୌଗଳିକ ସୀମା କହିଲେ ତୈଳ ବିଶୋଧନାଗାର ଓ ପିପିଏଲ୍ କାରଖାନାର ମଧ୍ୟସ୍ଥଳକୁ ବୁଝାଏ। ପୂର୍ବ ଭାଗରେ ବଙ୍ଗୋପସାଗର, ପଶ୍ଚିମରେ କଂସାରୀପାଟିଆ ନଦୀ…
Archives


