ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି କମିଛି
ଭୁବନେଶ୍ୱର,୨୪ା୯(ବ୍ୟୁରୋ): ୨୦୨୧ ଡିସେମ୍ବର ସୁଦ୍ଧା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମୂଲ୍ୟ ୬୪.୯୭ କୋଟି ଟଙ୍କା। ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ନିଜର ସମ୍ପତ୍ତି ତାଲିକାକୁ ସାର୍ବଜନୀନ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସମ୍ପତ୍ତି ତାଲିକାରେ ଉଲ୍ଲେଖ…
୩୪ ଏକର ଜାଗାରେ ହେବ ବାଲିଯାତ୍ରା
କଟକ ଅଫିସ,୨୪ା୯: କଟକ ବାଲିଯାତ୍ରା ପଡ଼ିଆକୁ ଲାଗି ପୋତା ଯାଇଥିବା ମହାନଦୀ ଶଯ୍ୟାରେ ବାଲିଯାତ୍ରା ଅଞ୍ଚଳର ସମ୍ପ୍ରସାରଣ ପାଇଁ ହୋଇଥିବା ଆବେଦନ ଉପରେ ରୋକ୍ ଲଗାଇଛନ୍ତି ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ(ଏନ୍ଜିଟି)। ଜିଲା ପ୍ରଶାସନ ପକ୍ଷରୁ ୮୫ ଏକର ଜମିରେ ବାଲିଯାତ୍ରା କରାଯିବାକୁ…
ବ୍ୟବସାୟ ସହ ଗ୍ରାହକଙ୍କୁ ମନୋରଞ୍ଜନ
ଭୁବନେଶ୍ୱର,୨୪।୯(ବ୍ୟୁରୋ): ପ୍ରଦର୍ଶନୀ କିମ୍ବା ମେଳା ପଡ଼ିଲେ ବ୍ୟବସାୟର କଥା ଆସେ। କିଣାକିଣି ସହ ମେଳା ବୁଲାର ମଜା ନେଇଥାନ୍ତି ଲୋକେ। ଏବେ ଏସବୁ ଭିତରେ ଲୋକଙ୍କୁ ମନୋରଞ୍ଜନ ଯୋଗାଉଛି ଜାତୀୟସ୍ତରୀୟ ହସ୍ତତନ୍ତ ମେଳା ୨୦୨୨। ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ…
୫୯ ବର୍ଷ ପରେ ନିକଟତର ହେବ ବୃହସ୍ପତି
ଓ୍ବାଶିଂଟନ୍: ସମୟକ୍ରମେ ଗ୍ରହ ଓ ଉପଗ୍ରହମାନଙ୍କ ଚଳନ ହୋଇଥାଏ। ମାଇଲ, ମାଇଲ ଦୂରରେ ଥିବା ଗ୍ରହ ଅନେକ ସମୟରେ ପୃଥିବୀ କିମ୍ବା ଅନ୍ୟ ଗ୍ରହମାନଙ୍କ ନିକଟତର ହୋଇଥାନ୍ତି, ଯାହାକୁ ସୌରମଣ୍ଡଳରେ ଗ୍ରହମାନଙ୍କ ଐତିହାସିକ ମୁହୂର୍ତ୍ତ ବୋଲି କୁହାଯାଇପାରିବ। ପୃଥିବୀଠାରୁ ୬୦୦ ମିଲିୟନ୍…
ସ୍ଲଟ୍ ମିଳୁନି, ଜରିମାନା ଭୟ
ଭୁବନେଶ୍ୱର,୨୪।୯(ବ୍ୟୁରୋ): ନମ୍ବର ପ୍ଲେଟ୍ର ଶେଷ ଅଙ୍କ ୧, ୨,୩ ଓ ୪ ଥିବା ପୁରୁଣା ଗାଡ଼ିଗୁଡ଼ିକରେ ହାଇ୍ ସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ (ଏଚ୍ଏସ୍ଆର୍ପି) ଲଗାଇବା ଅବଧି ସେପ୍ଟେମ୍ବର ୩୦ରେ ଶେଷ ହେବ। ଏହାପରେ ଏଚ୍ଏସ୍ଆର୍ପି ଲାଗି ନ ଥିବା ଉକ୍ତ ବର୍ଗର…
ଭୁବନେଶ୍ବର ଫେରିବା ପରେ ପ୍ରତିକ୍ରିୟା ରଖିଲେ ହକି ଇଣ୍ଡିଆର ନବନିର୍ବାଚିତ ସଭାପତି
ଭୁବନେଶ୍ୱର,୨୪।୯(ବ୍ୟୁରୋ): ହକି ଇଣ୍ଡିଆର ନବନିର୍ବାଚିତ ସଭାପତି ଦିଲୀପ ତିର୍କୀ ଶନିବାର ଭୁବନେଶ୍ବରରେ ପହଞ୍ଚିଛନ୍ତି। ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଆଗାମୀ ଦିନରେ ସାରା ଦେଶରେ ହକିର ବିକାଶ ମୋର ଲକ୍ଷ । ବିଶେଷକରି ତୃଣମୂଳ ସ୍ତରରେ କିପରି ହକିକୁ ପହଞ୍ଚାଯାଇ…
ସିରିଜ ବରାବର କଲା ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ,୨୩।୯: ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟି୨୦ ମୁକାବିଲାରେ ବାଜିମାତ କରିଛି ଟିମ୍ ଇଣ୍ଡିଆ। ଦଳ ଏହି କର ବା ମର ମ୍ୟାଚ୍କୁ ୬ ଉଇକେଟରେ ଜିତିନେଇ ସିରିଜକୁ ବରାବର କରିଛି। ଦ୍ୱିତୀୟ ଟି୨୦ରେ ଭାରତ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି…
କଟକରେ ହେବ ଲିଜେଣ୍ଡ୍ସ ଲିଗ୍ ଫାଇନାଲ
ଭୁବନେଶ୍ୱର, ୨୩ା୯: ଲିଜେଣ୍ଡ୍ସ ଲିଗ୍ କ୍ରିକେଟ (ଏଲ୍ଏଲ୍ସି)ର ଫାଇନାଲ ଅକ୍ଟୋବର ୫ରେ କଟକ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ବୋଲି ଟୁର୍ନାମେଣ୍ଟର ଆୟୋଜକ ଶୁକ୍ରବାର ଘୋଷଣା କରିଛନ୍ତି। ଲିଗ୍ ପ୍ରତି ଖେଳପ୍ରେମୀଙ୍କ ଆଗ୍ରହ ପରିଲକ୍ଷିତ ହେଉଥିବା ଆୟୋଜକଙ୍କ ପକ୍ଷରୁ କୁହାଯାଇଛି। ଷ୍ଟାଡିୟମରେ…
ଶାଗୁଆନ କାଠ ବୋଝେଇ ଟ୍ରାକ୍ଟର ଜବତ
ପାତ୍ରପୁର,୨୩ା୯(ଡି.ଏନ.ଏ.): ସାମନ୍ତିଆପଲ୍ଲୀ ରେଞ୍ଜ ନାରାୟଣପୁର ଛକ ନିକଟରେ ଶୁକ୍ରବାର ଆନ୍ଧ୍ର ଚାଲାଣ ବେଳେ ଜଙ୍ଗଲ ବିଭାଗ ଶଗୁଆନ କାଠ ବୋଝେଇ ଟ୍ରାକ୍ଟରକୁ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଆନ୍ଧ୍ର ପ୍ରଦେଶ ଶ୍ରୀକାକୁଲମ ଜିଲାର ଅର୍ଜ୍ଜୁନ…
ସାର୍ବଜନୀନ ହେଲା ସମ୍ପତ୍ତି ତାଲିକା: ମୁଖ୍ୟମନ୍ତ୍ରୀଙ୍କ କମିଛି; ୪ ମନ୍ତ୍ରୀଙ୍କ ୪ ଚକିଆ ଯାନ ନାହିଁ
ଭୁବନେଶ୍ୱର,୨୩ା୯(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ନିଜର ସମ୍ପତ୍ତି ତାଲିକାକୁ ସାର୍ବଜନୀନ କରିଛନ୍ତି। ୨୦୨୧ ଡିସେମ୍ବର ସୁଦ୍ଧା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମୂଲ୍ୟ ୬୪.୯୭ କୋଟି ଟଙ୍କା । ଗତ ବର୍ଷ ତୁଳନାରେ ତାଙ୍କ…
କଲେଜ ଛାତ୍ରୀଙ୍କ ବ୍ୟାଗ ଲୁଟ ଘଟଣା, ୩ ଗିରଫ
ହିଞ୍ଜିଳିକାଟୁ, ୨୩ା୯(ଡି.ଏନ୍.ଏ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶିକିରିଠାରେ ଗତ ଅଗଷ୍ଟ ୨୫ରେ ଜଣେ କଲେଜ ଛାତ୍ରୀ ସାଇକେଲରେ ଯାଉଥିବା ବେଳେ ବାଇକରେ ୩ଜଣ ଯୁବକ ତାଙ୍କ ବ୍ୟାଗକୁ ଲୁଟି ନେଇଥିଲେ। ବ୍ୟାଗରେ ଛାତ୍ରୀଙ୍କ ମୋବାଇଲ ସମେତ ସ୍କୁଲ କଲେଜର ସାର୍ଟିଫିକେଟ…
ମିଳିଲାନି ଚାରିକାନ୍ଧ ବାଇକ୍ରେ ନେଇ ଶବଦାହ କଲେ ସ୍ବେଚ୍ଛାସେବୀ
ବରଗଡ଼ ଅଫିସ୍/ପଦ୍ମପୁର,୨୩।୯: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମହୁଲପାଲି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଭିମସାର୍, ବୁର୍ଲାରୁ ବ୍ୟବଚ୍ଛେଦ ହୋଇ ଏକ ମୃତଦେହ ଗ୍ରାମରେ ପହଞ୍ଚତ୍ବା ପରେ ଜାତିପ୍ରଥାକୁ କେନ୍ଦ୍ର କରି ମୃତକଙ୍କୁ ଚାରିକାନ୍ଧ ମିଳି ନ…
Archives


