ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳା, କଂସ ମର୍ମାହତ
ମଥୁରାନଗରୀ/ଗୋପପୁର,୩୧।୧୨: ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଚତୁର୍ଥ ଦିବସର ଦୃଶ୍ୟାଭିନୟ ବେଶ୍ ଚିତ୍ତାକର୍ଷକ ଥିଲା। ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳାରେ ଗୋପପୁର ଉତ୍ସବମୁଖର ହୋଇପଡିଛି। ଅନ୍ୟପକ୍ଷେ କଂସ ପ୍ରେରିତ ରାକ୍ଷସୀ ରାକ୍ଷସଙ୍କ ବଧରେ କଂସ ମର୍ମାହତ ହୋଇପଡିଛନ୍ତି। ଗୋପପୁରକୁ ପ୍ରେରିତ ରାକ୍ଷସୀ ରାକ୍ଷସ ନିହତ…
ଭାରତକୁ ପୁଟିନ୍ଙ୍କ ନୂଆବର୍ଷ ଶୁଭେଚ୍ଛା
ମସ୍କୋ, ୩୧ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ କ୍ରେମ୍ଲିନର ବନ୍ଧୁ ରାଷ୍ଟ୍ର ଭାରତ ସମେତ ତୁର୍କୀ, ସିରିଆ, ଭେନେଜୁଏଲା ଏବଂ ଚାଇନାକୁ ନୂଆବର୍ଷ ଶୁଭେଚ୍ଛା ଜଣାଇଛନ୍ତି। କିନ୍ତୁ ପୁଟିନ୍ ଆମେରିକା, ଫ୍ରାନ୍ସ ଏବଂ ଜର୍ମାନ୍କୁ ନ୍ୟୁ ଇୟର୍ ଶୁଭେଚ୍ଛା ଜଣାଇ ନ…
ରୁଷୀୟ ପର୍ଯ୍ୟଟକ ମୃତ୍ୟୁ ମାମଲାରେ କନ୍ଧମାଳ ଲିଙ୍କ୍
ଫୁଲବାଣୀ ଅଫିସ,୩୧।୧୨: ରାୟଗଡ଼ାରେ ରୁଷୀୟ ପର୍ଯ୍ୟଟକ ମୃତ୍ୟୁ ମାମଲାର ତଦନ୍ତ ପ୍ରକ୍ରିୟା ଯେତେ ଆଗଉଛି ଘଟଣାର ରହସ୍ୟ ସେତେ ବଢ଼ିବାରେ ଲାଗିଛି। ତେବେ ଏହି ଘଟଣାର ଲିଙ୍କ କନ୍ଧମାଳରେ ମଧ୍ୟ ରହିଥିବା ଜଣାପଡ଼ିଛି। ରୁଷୀୟ ପର୍ଯ୍ୟଟକ ଆଣ୍ଟେଭ ପାଭେଲ ଓ ଭ୍ଲାଡିମିର…
ଚକରା ବିଷୋୟୀଙ୍କ ୨୦୦ତମ ଜୟନ୍ତୀ ପାଳନ ପ୍ରସ୍ତୁତି
ଭଞ୍ଜନଗର,୩୧ା୧୨(ଡି.ଏନ.ଏ): ଘୁମୁସର ମାଟିର ମହାନ ବିପ୍ଳବୀ ବୀର ଚକରା ବିଷୋୟୀଙ୍କ ୨୦୦ତମ ଜୟନ୍ତୀ ଆସନ୍ତା ରବିବାର ଭଞ୍ଜନଗରରେ ପାଳନ କରାଯିବ। ଗଞ୍ଜାମ ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ଚକରା ବିଷୋୟୀ ଛକରେ ଅପରାହ୍ନ ୫ଟାରେ ଜିଲାସ୍ତରୀୟ…
ସାଇବର ଠକ ଲୁଟିନେଲେ ୯୬ ହଜାର
ବ୍ରହ୍ମପୁର ଅଫିସ,୩୧ା୧୨: ଜଣେ ମହିଳା ଫ୍ଲିପକାର୍ଟରେ ଏକ ସ୍ବେଟର୍ ମଗାଇଥିଲେ। ତାହା ପସନ୍ଦ ନ ହେବାରୁ ଫେରାଇବାକୁ ଚାହିଁଥିଲେ। ସାଇବର ଠକ କୌଣସି ସୂତ୍ରରୁ ଏହା ଜାଣିଯାଇଥିଲେ। ଅଜଣା ନମ୍ବରରୁ ସମ୍ପୃକ୍ତ ମହିଳାଙ୍କୁ ଫୋନ୍ କରି ବିଶ୍ୱାସଭାଜନ ହେବାପରେ ଅନଲାଇନରେ ତାଙ୍କ…
ନୂଆ ପାର୍ଲାମେଣ୍ଟ ବିଲ୍ଡିଂରେ ହେବ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ
ନୂଆଦିଲ୍ଲୀ,୩୧ା୧୨: ନୂଆ ପାର୍ଲାମେଣ୍ଟ ବିଲ୍ଡିଂ ମାର୍ଚ୍ଚ ମାସରେ ଉଦ୍ଘାଟନ ହେବାକୁ ଥିବାବେଳେ ଆଗାମୀ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ସେଠାରେ ଅନୁଷ୍ଠିତ ହେବ। ପାର୍ଲାମେଣ୍ଟ ବିଲ୍ଡିଂ କାର୍ଯ୍ୟ ପୂରା ଦମ୍ରେ ଚାଲିଛି ଏବଂ ଫେବୃୟାରୀ ସୁଦ୍ଧା ସମ୍ପୂର୍ଣ୍ଣ ହେବା ଆଶା କରାଯାଉଛି…
ବିମାନବନ୍ଦର ପାଇଁ ନୂଆ ସ୍ଥାନ ଚିହ୍ନଟ କରିବାକୁ ପ୍ରସ୍ତାବ
ବ୍ରହ୍ମପୁର ଅଫିସ,୩୧ା୧୨: ବ୍ରହ୍ମପୁର ବିମାନ ବନ୍ଦର ପ୍ରତିଷ୍ଠା ନିମନ୍ତେ ନୂତନ ସ୍ଥାନ ଚିହ୍ନଟ କରିବା ଲାଗି ଓଡିଶା ଡେଭଲପମେଣ୍ଟ ଫୋରମ ପକ୍ଷରୁ ଶୁକ୍ରବାର ବ୍ରହ୍ମପୁର ଉପଜିଲାପାଳଙ୍କୁ ପ୍ରସ୍ତାବ ଦିଆଯାଇଛି। ଏଥିସହ ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଏବଂ ବିଭାଗୀୟ ସଚିବଙ୍କ…
ବ୍ରହ୍ମପୁର ଉପଖଣ୍ଡକୁ ଜିଲା ଘୋଷଣା ହେଉ
ବ୍ରହ୍ମପୁର ଅଫିସ,୩୧ା୧୨: ବ୍ରହ୍ମପୁର ଉପଖଣ୍ଡକୁ ଏକ ସ୍ବତନ୍ତ୍ର ଜିଲା ରୂପେ ଘୋଷଣା କରିବା ଦାବି ନେଇ ଶୁକ୍ରବାର ସହରତଳି ଅଞ୍ଚଳ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମୁଖ୍ୟ ଶାସନ ସଚିବ, ଗୃହ ସଚିବ ଓ ରାଜସ୍ବ ସଚିବଙ୍କ ଉଦ୍ଦେଶ୍ୟରେ ଦକ୍ଷିଣାଞ୍ଚଳ ରାଜସ୍ବ…
ରାଜଧାନୀରେ ଜିମ ମାଲିକଙ୍କୁ ଅଫିସରେ ପଶି ହତ୍ୟା
ନୂଆଦିଲ୍ଲୀ,୩୧ ।୧୨: ରାଜଧାନୀ ଦିଲ୍ଲୀରେ ଜଣେ ଜିମ ମାଲିକଙ୍କୁ ହତ୍ୟା କରାଯାଇଛି । ପୋଲିସର ସୂଚନା ଅନୁଯାୟୀ, ଇଷ୍ଟ ଦିଲ୍ଲୀରେ ଥିବା ଏନର୍ଜିି ଜିମର ମାଲିକ ମହେନ୍ଦ୍ର ଅଗ୍ରୱାଲଙ୍କୁ ତାଙ୍କ ଅଫିସରେ ପଶି ୩ ଜଣ ଦୁର୍ବୁତ୍ତ ଶୁକ୍ରବାର ଗୁଳିକରି ହତ୍ୟା…
ଆଦାନୀଙ୍କ ନିୟନ୍ତ୍ରଣକୁ ଗଲା ଏନ୍ଡିଟିଭି
ନୂଆଦିଲ୍ଲୀ,୩୧ା୧୨(ପି.ଟି.): ଏସିଆ ମହାଦେଶର ସବୁଠୁ ଧନୀ ଭାବେ ଜଣାଶୁଣା ବିଶିଷ୍ଟ ବ୍ୟବସାୟୀ ଗୌତମ ଆଦାନୀଙ୍କ କମ୍ପାନୀ ଆଦାନୀ ଗ୍ରୁପ୍ ଶୁକ୍ରବାର ନିଉଦିଲ୍ଲୀ ଟେଲିଭିଜନ ଲିମିଟେଡ (ଏନ୍ଡିଟିଭି)କୁ ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ନେଇଛି। ଏନ୍ଡିଟିଭିର ପ୍ରତିଷ୍ଠାତା ପ୍ରଣୟ ରାୟ ଓ ରାଧିକା ରାୟଙ୍କ ଅଧିକାଂଶ…
କାର୍ଯ୍ୟକାରୀ ମୂଳଧନ ୧୧୬୨ କୋଟି ଟପିଲା
କେନ୍ଦୁଝର,୩୧ା୧୨(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର କେନ୍ଦ୍ର ସମବାୟ ବ୍ୟାଙ୍କର କାର୍ଯ୍ୟକାରୀ ମୂଳଧନ ୧୧୬୨କୋଟି ଟଙ୍କାକୁ ଟପିଛି। ଋଣ ଆଦାୟର ହାର ଶତକଡ଼ା ୯୬ ପ୍ରତିଶତ ରହିଛି ବୋଲି ବ୍ୟାଙ୍କର ୬୮ତମ ସାଧାରଣ ପରିଷଦ ବୈଠକରେ ଅଧିକାରୀମାନେ ପ୍ରକାଶ କରିଛନ୍ତି। ଆର୍ଥିକ ବର୍ଷ ୨୦୨୧-୨୨ର ସମୀକ୍ଷା…
ପାର୍କ ଭ୍ରମ ସୃଷ୍ଟି କରୁଛି ବ୍ଲକ କାର୍ଯ୍ୟାଳୟ ପରିସର
କେନ୍ଦୁଝର,୩୦ା୧୨(ଦୀପକ ମିଶ୍ର) କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍ ପରିସରର ସୌନ୍ଦର୍ଯ୍ୟ ବଢ଼ାଉଛି ବିଭିନ୍ନ କିସମର ଗେଣ୍ଡୁ, ସେବତୀ, ଜିନିଆ ଆଦି ସୌନ୍ଦର୍ଯ୍ୟପୂର୍ଣ୍ଣ ଗଛ। ବ୍ଲକ୍ ପରିସରକୁ ପ୍ରବେଶ କଲେ ଏହା ଏକ ପାର୍କର ଭ୍ରମ ସୃଷ୍ଟି କରିବ। କୌଣସି ସରକାରୀ ଯୋଜନାରେ…

