ଯମଜ ଭାଇଙ୍କ ପ୍ରେମରେ ପଡ଼ିଛନ୍ତି ଏହି ଯୁବତୀ, ଗର୍ଭବତୀ ହେଲେ…
ସୋସିଆଲ ମିଡିଆରେ ବେତେବେଳେ ଏପରି ଘଟଣା ସାମ୍ନାକୁ ଆସେ ଯାହା ଲୋକଙ୍କୁ କେବଳ ଚକିତ କରେ ନାହିଁ ବରଂ ଭାବିବାକୁ ବାଧ୍ୟ କରେ। ଥାଇଲାଣ୍ଡରେ ଏପରି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଆଜିକାଲି ଚହଳ ସୃଷ୍ଟି କରୁଛି। ଉତ୍ତର-ପୂର୍ବ ଥାଇଲାଣ୍ଡର ଜଣେ ମହିଳା…
ଜଳିପୋଡି ପାଉଁଶ ହୋଇଗଲା ୫ ଦୋକାନ: ଲକ୍ଷାଧିକ ଟଙ୍କାର ଜିନିଷପତ୍ର ନଷ୍ଟ
ବାଲିଆପାଳ,୨୭।୧(ଅମୁଲ୍ୟ କୁମାର ଦାସ): ବିଦ୍ୟୁତ୍ ସର୍ଟସର୍କିଟରୁ ଜଳି ପୋଡି ପାଉଁଶ ହୋଇଗଲା ୫ଟି ଦୋକାନ। ଲକ୍ଷାଧିକ ଟଙ୍କାର ଜିନିଷ ପତ୍ର ସମେତ ନଗଦ ଟଙ୍କା ପୋଡିଯାଇଛି। ବିଳମ୍ବିତ ରାତିରେ ଏହି ବଡ ଧରଣର ଅଗ୍ନିକାଣ୍ତ ଘଟିଛି। ବାଲେଶ୍ବର ଜିଲା ଭୋଗରାଇ ଥାନା…
କ୍ରିକେଟ୍ ଜଗତରେ ପଡ଼ିଲା ଚହଳ: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ଇତିହାସ ରଚିଲା ଏହି ଦେଶ
ନୂଆଦିଲ୍ଲୀ,୨୭।୧: ସଂଯୁକ୍ତ ଆରବ ଏମିରେଟ୍ସ (UAE)ରେ ଇଟାଲୀ ଏବଂ ଆୟର୍ଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଶେଷ ମ୍ୟାଚ ଇଟାଲୀ ଇତିହାସ ରଚିଛି। ଦୁବାଇର ସେଭେନ୍ସ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଇଟାଲୀ ଆୟର୍ଲାଣ୍ଡକୁ ପରାସ୍ତ କରି କ୍ରିକେଟ…
ରାଇକିଆ ସାପ୍ତାହିକ ହାଟରେ ବିଦେଶୀ ପର୍ଯ୍ୟଟକ: ଚାଷୀଙ୍କ ସହ କଲେ ଏହି ଆଲୋଚନା
ରାଇକିଆ,୨୭।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସାପ୍ତାହିକ ହାଟରେ ବିଦେଶୀ ପର୍ଯ୍ୟଟକ ବୁଲାବୁଲି କରିବା ସହ ସ୍ଥାନୀୟ ଲୋକଙ୍କୁ ହାଟରେ ଭେଟିଛନ୍ତି । ଇଟାଲୀରୁ ଓଡ଼ିଶା ଗସ୍ତରେ ଆସିଥିବା ୧୦ରୁ ଉଦ୍ଧର୍ବ ବିଦେଶୀ ପର୍ଯ୍ୟଟକ ରାଜ୍ୟର ବିଭିନ୍ନ ଅଞ୍ଚଳ ବୁଲୁଛନ୍ତି ।…
T20 World Cup: ସ୍କଟଲାଣ୍ଡ ଟିମରେ ସାମିଲ ଅଛନ୍ତି ପାକିସ୍ତାନ ଖେଳାଳି, ଉପୁଜିବ କି ବିବାଦ? ଜାଣନ୍ତୁ କ’ଣ କହୁଛି…
ନୂଆଦିଲ୍ଲୀ,୨୭।୧: କ୍ରିକେଟ ସ୍କଟଲାଣ୍ଡର ମୁଖ୍ୟ କାର୍ଯ୍ୟନିର୍ବାହୀ ଟ୍ରୁଡି ଲିଣ୍ଡବ୍ଲାଡ ପାକିସ୍ତାନୀ ଜନ୍ମିତ ଦ୍ରୁତ ବୋଲର ସାଫିଆନ ସରିଫଙ୍କ ସମେତ ଖେଳାଳିଙ୍କ ପାଇଁ ଭିଜା ବିଳମ୍ବ ସମ୍ପର୍କରେ ଚିନ୍ତାକୁ ଖାରଜ କରିଛନ୍ତି। ଲିଣ୍ଡବ୍ଲାଡ ବିଶ୍ୱାସ ପ୍ରକାଶ କରିଛନ୍ତି ଯେ ସ୍କଟିସ ଦଳ ୨୦୨୬…
ଏହା କେବଳ ଆରମ୍ଭ ମାତ୍ର…କାହିଁକି ଏମିତି କହିଲେ ହାର୍ଦ୍ଦିକ ପାଣ୍ଡ୍ୟା
ନୂଆଦିଲ୍ଲୀ,୨୭।୧: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଅନ୍ତର୍ଜାତୀୟ କ୍ରିକେଟରେ ୧୦ ବର୍ଷ ପୂରଣ କରିବା ପରେ ଏକ ଭାବପ୍ରବଣ ପ୍ରତିକ୍ରିୟା ଦେଇଛନ୍ତି। ହାର୍ଦ୍ଦିକ ଏହାକୁ ତାଙ୍କ କ୍ୟାରିୟରର ଶେଷ ନୁହେଁ, ବରଂ ଏକ ନୂତନ ଆରମ୍ଭ ବୋଲି…
ଧାନ କିଣାରେ ବିଭ୍ରାଟ : ବିଷ ବୋତଲ ଧରି ଧାରଣାରେ ବସିଲେ ଚାଷୀ
ବାସୁଦେବପୁର , ୨୭।୧(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପୁର ପଞ୍ଚାୟତର ବଛାଦା ସେବା ସମବାୟ ସମିତିରେ ଧାନ କିଣାରେ ବିଭ୍ରାଟ ନେଇ ମଙ୍ଗଳବାର ବିଷ ବୋତଲ ଧରି ଧାରଣାରେ ବସିଛନ୍ତି ଚାଷୀ। ସୂଚନା ଅନୁଯାୟୀ ଏହି ସମିତିରେ ୪୦୯ ଜଣ…
ଏହି ଗାଁରେ ବ୍ୟାନ ହେଲା ‘ଲଭ ମ୍ୟାରେଜ’, ନିୟମ ନ ମାନିଲେ ଦମ୍ପତ୍ତିଙ୍କ ସହ ପରିବାର ସଦସ୍ୟଙ୍କୁ ମିଳିବ ଏମିତି ଦଣ୍ଡ
ରତଲାମ,୨୭।୧: ମଧ୍ୟପ୍ରଦେଶର ରତଲାମ ଜିଲାର ପଞ୍ଚେଭା ଗାଁରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଗାଁ ଲୋକେ ଏକ ‘ତୁଗଲକି ନିୟମ’ ଜାରି କରିଛନ୍ତି ଯାହା ଦ୍ୱାରା କେବଳ ସେମାନଙ୍କ ଇଚ୍ଛା ବିରୁଦ୍ଧରେ ବିବାହ କରୁଥିବା ପୁଅ ଏବଂ ଝିଅଙ୍କୁ ନୁହେଁ,…
ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା: ବିଜେଡି କହିଲା ଅଲ ଦି ବେଷ୍ଟ…
ଭୁବନେଶ୍ୱର,୨୭।୧: ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ନବନିର୍ମାଣ କୃଷି ସଂଘ ଦ୍ୱାରା ଏହି ଡାକରା ଦିଆଯାଇଛି। ନବନିର୍ମାଣ କୃଷକ ସଂଗଠନ ଓଡ଼ିଶା ବନ୍ଦ ପାଇଁ ଆହ୍ବାନ ଦେଇଛନ୍ତି। ଏହା ଅଧୀନରେ, ସ୍କୁଲ, ଅଫିସ ଓ ବିଭିନ୍ନ ବ୍ୟବସାୟ ସମେତ ଅନେକ…
ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ଘଟଣାସ୍ଥଳରେ…
ଗୁଣପୁର,୨୭।୧( ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ଗଛକୁ ପିଟିହେଲା ବାଇକ୍। ଜଣେ ମୃତ ଓ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି । ସୋମବାର ବିଳମ୍ବିତ ରାତିରେ ରାମନାଗୁଡ଼ା ବ୍ଲକ ଅନ୍ତର୍ଗତ କୁଜେନ୍ଦ୍ରି ଠାରୁ ଭାମିନି ଗ୍ରାମ ନିଜ ଘରକୁ ଫେରୁଥିବା ସମୟରେ ଦୁଇଜଣ…
ଗର୍ଭବତୀ ବୋହୂଙ୍କୁ ନିଆଁ ଲଗାଇ ମାରିଦେଲେ ଶାଶୁଘର ଲୋକେ, ସୁନା ଚେନ୍ ଦେଇନଥିଲେ ବୋଲି..
ପାଟନା, ୨୭।୧: ବିହାରର ନାଳନ୍ଦା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଗର୍ଭବତୀ ମହିଳାଙ୍କୁ ଜୀଅନ୍ତା ଜାଳି ଦେଇଥିବା ନେଇ ଅଭିଯୋଗ ହୋଇଛି। ଶ୍ୱଶୁର ଘର ଲୋକଙ୍କ ନାଁରେ ଅଭିଯୋଗ ହୋଇଥିବା ବେଳେ ସେମାନେ ଫେରାର ଥିବା…
ସରକାରୀ ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ଧର୍ମଘଟ: ଆନ୍ଦୋଳନରେ ସାମିଲ ହେଲେ…
ଛତ୍ରପୁର, ୨୭।୧(ଦିଲ୍ଲୀପ ସାମଲ): ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ (ୟୁଏଫ୍ବିୟୁ) ଆହ୍ବାନରେ ମଙ୍ଗଳବାର ଦେଶର ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି । ୫-ଡେ ବ୍ୟାଙ୍କିଙ୍ଗ ଦାବିକୁ ନେଇ କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଥିବାରୁ ସାଧାରଣ ଗ୍ରାହକଙ୍କ…
Archives


