ଟ୍ରାକ୍ଟର ତଳେ ଚାପି ହୋଇ ୬ ମାସ ଶିଶୁର ମୃତ୍ୟୁ
ମୁମ୍ବାଇ,୨୩।୯: ମହାରାଷ୍ଟ୍ରର ରାଜଗୁରୁନଗର ଅଞ୍ଚଳର ପୁଣେ-ନାଶିକ ରାଜପଥରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଦ୍ରୁତ ଗତିରେ ଆସୁଥିବା ଟ୍ରାକ୍ଟର ତଳେ ଚାପି ହୋଇ ଜଣେ ୬ ମାସର ଶିଶୁର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ଏକ ବାଇକ୍ ଯୋଗେ ଜଣେ ବ୍ୟକ୍ତି ଏବଂ…
କମୁଛି କରୋନା ସଂକ୍ରମଣ
ନୂଆଦିଲ୍ଲୀ,୨୩।୯: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫,୯୧୦ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୧୬ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା…
ଅକ୍ଟୋବର ୧୮ରେ ୬ଘଣ୍ଟା ପାଇଁ ବନ୍ଦ ରହିବ ମୁମ୍ବାଇ ବିମାନବନ୍ଦର
ମୁମ୍ବାଇ,୨୩।୯: ମୁମ୍ବାଇ ବିମାନବନ୍ଦରରୁ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଅକ୍ଟୋବର ୧୮ରେ ମୁମ୍ବାଇ ଏୟାରପୋର୍ଟ ବନ୍ଦ ରହିବ। ସୂଚନା ମୁତାବକ, ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦର ମରାମତି ଏବଂ ରକ୍ଷଣାବେକ୍ଷଣ କାର୍ଯ୍ୟ ହେତୁ ଅକ୍ଟୋବର ୧୮ରେ…
ଉପକୂଳରେ ମେଘୁଆ ପାଗ: କିଛି ସ୍ଥାନରେ ଲାଗିରହିଛି ବର୍ଷା
ଭୁବନେଶ୍ୱର,୨୩।୯(ବ୍ୟୁରୋ): ସମୁଦ୍ର ପତ୍ତନ ଠାରୁ ୧.୫ ରୁ ୪.୫ କିମି ଉଚ୍ଚତା ମଧ୍ୟରେ ବାୟୁମଣ୍ଡଳରେ ଏକ ନିମ୍ନଚାପ ରେଖା ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରୁ ବାହାରି ଉତ୍ତର-ଓଡିଶା, ଉତ୍ତର-ଛତିଶଗଡ ଏବଂ ପୂର୍ବ-ମଧ୍ୟପ୍ରଦେଶ ଦେଇ ଉତ୍ତରପଶ୍ଚିମ-ମଧ୍ୟପ୍ରଦେଶ ଯାଏ ଲମ୍ବିଛି। ଏହାର ପ୍ରଭାବରେ ଉପକୂଳ ଓଡିଶା…
ଧବଳେଶ୍ୱର ପୀଠରେ କାର୍ତ୍ତିକ ବ୍ରତ ପାଇଁ ଦିନ ଧାର୍ଯ୍ୟ
କଟକ ଅଫିସ,୨୩।୯: ଆଗକୁ ଆସୁଛି କାର୍ତ୍ତିକ ପୂର୍ଣ୍ଣିମା। ଏଥିପାଇଁ ମନ୍ଦିର, ପୀଠମାନଙ୍କରେ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଏହାକୁ ଦୃଷ୍ଟିରେ ରଖି ଆଠଗଡ ଧବଳେଶ୍ୱର ପୀଠରେ କାର୍ତ୍ତିକ ବ୍ରତ ପାଳନ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ କାର୍ତ୍ତିକ ବ୍ରତ ପାଇଁ…
ଫିଲ୍ମ ଷ୍ଟାଇଲ୍ରେ ଅମିରଙ୍କ ଝିଅଙ୍କୁ ପ୍ରପୋଜ କଲେ ନୁପୁର
ବଲିଉଡର ମିଷ୍ଟର ପରଫେକ୍ସନିଷ୍ଟ ଅମିର ଖାନଙ୍କ ଝିଅ ଇରା ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ଖାନ ଇରା ସୋସିଆଲ ମିଡିଆରେ ବେଶ୍ ସକ୍ରିୟ। ଇରା ସୋସିଆଲ ମିଡିଆ ମାଧ୍ୟମରେ ତାଙ୍କ ବ୍ୟକ୍ତିଗତ ଜୀବନ ସହିତ ଜଡିତ ଖବର ପ୍ରଶଂସକଙ୍କ ସହ ଶେୟାର କରନ୍ତି।…
ଏହି ଦିନ ପରଦାକୁ ଆସିବ ସାମନ୍ଥାଙ୍କ ଫିଲ୍ମ ‘ଶକୁନ୍ତଳମ୍’
ମୁମ୍ବାଇ: ସାଉଥ୍ ଅଭିନେତ୍ରୀ ସାମନ୍ଥା ରୁ୍ଥ୍ ପ୍ରଭୁ ତାଙ୍କ ଅପକମିଙ୍ଗ୍ ଫିଲ୍ମ ‘ଶକୁନ୍ତଳମ୍’କୁ ନେଇ ଏବେ ଚର୍ଚ୍ଚାରେ ଅଛନ୍ତି। ବର୍ତ୍ତମାନ ଏହି ଫିଲ୍ମକୁ ନେଇ ଏକ ଅପ୍ଡେଟ୍ ସାମ୍ନାକୁ ଆସିଛି। ଗୁନାସେଖରଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମଟି ନଭେମ୍ବର ୪ରେ ବଡ ପରଦାରେ…
ଅଧରାତିରେ ଜୟଶଙ୍କରଙ୍କୁ ଫୋନ କରି ଏମିତି କହିଥିଲେ ପ୍ରଧାନମନ୍ତ୍ରୀ ମୋଦି
ନ୍ୟୁୟର୍କ,୨୩।୯: ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ନ୍ୟୁୟର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ତାଙ୍କର ଏକ ରୋଚକ ଘଟଣା ଶେୟାର କରିଥିଲେ। ‘ମୋଦୀ @ ୨୦: ଡ୍ରିମ୍ସ ମିଟ ଡେଲିଭରି’ ପୁସ୍ତକ ଉପରେ ଆଲୋଚନା ବେଳେ ପ୍ରଧାନମନ୍ତ୍ରୀ ମୋଦି…
ମନ୍ତ୍ରୀ, ବିଧାୟକଙ୍କୁ ମିଳିଲା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ୱ
ଭୁବନେଶ୍ୱର,୨୩।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଶୁକ୍ରବାର ଜିଲା ଯୋଜନା କମିଟି ଅଧ୍ୟକ୍ଷଙ୍କ ନାମ ଘୋଷଣା କରାଯାଇଛି। ବିଧାୟକ ଓ ମନ୍ତ୍ରୀଙ୍କୁ ୩୦ ଜିଲାର ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ୱ ମିଳିଛି। ଜାରି ହୋଇଥିବା ସୂଚନନୁସାରେ, ବିଧାୟକ ଅନନ୍ତ ଦାସ ବାଲେଶ୍ୱର…
ଭୂକମ୍ପରେ ଥରିଲା ମଣିପୁର
ଇମ୍ଫାଲ,୨୩।୯: ମଣିପୁରରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ମଣିପୁରର ମୋଇରାଙ୍ଗରରୁ ୧୦୦ କିଲୋମିଟର ଦୂର ଦକ୍ଷିଣ-ପୂର୍ବରେ ଜୋରରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫ ରହିଛି। ନ୍ୟାସନାଲ ସେଣ୍ଟର ଫର୍ ସିସ୍ମୋଲୋଜି…
ଦିଲ୍ଲୀ କ୍ରାଇମ-୨ ପରେ କୌଶଲ ଓଜାଙ୍କ ଫିଲ୍ମରେ ଆସିବେ ନଜର
‘ଦିଲ୍ଲୀ କ୍ରାଇମ-୨’ ପରେ ଏବେ ଅଭିନେତ୍ରୀ ରସିକା ଦୁଗଲ ନିର୍ଦ୍ଦେଶକ କୌଶଲ ଓଜାଙ୍କ ଅପକମିଙ୍ଗ୍ ଫିଲ୍ମ ‘ଲିଟିଲ ଥୋମାସ’ରେ ସେ ନଜର ଆସିବେ। ଫିଲ୍ମଟି ଡ୍ରାମା-କମେଡି ଉପରେ ଆଧାରିତ। ଏହା ପୂର୍ବରୁ ମଧ୍ୟ ଏକ କ୍ଷୁଦ୍ର ଫିଲ୍ମ ‘ଦ ମିନିଏଚରିଷ୍ଟ ଅଫ…
ପିଏଫ୍ଆଇ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ: ଭାଙ୍ଗିଲେ ଭାଜପା କାର୍ଯ୍ୟାଳୟ
ଚେନ୍ନାଇ,୨୩।୯: ଆତଙ୍କବାଦୀଙ୍କୁ ପାଣ୍ଠି ଓ ଅନ୍ୟାନ୍ୟ ସହାୟତା ଯୋଗାଇବା ଅଭିଯୋଗରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ) ଗୁରୁବାର ୧୧ ରାଜ୍ୟରେ ଚଢ଼ାଉ କରି ପପୁଲାର ଫ୍ରଣ୍ଟ୍ ଅଫ୍ ଇଣ୍ଡିଆ (ପିଏଫ୍ଆଇ)ର ୧୦୬ ଜଣ କର୍ମୀଙ୍କୁ ଗିରଫ କରାଯାଇଛି। ଦେଶବ୍ୟାପୀ ହୋଇଥିବା ଏହି…
Archives


