Home Left

ମହାରାଷ୍ଟ୍ର ଠାଣେରେ ଏଆଇଏମଆଇଏମ କାର୍ଯ୍ୟାଳୟରେ ଭଙ୍ଗାରୁଜା

ମୁମ୍ବାଇ,୨୩ ।୯: ମହାରାଷ୍ଟ୍ରର ଠାଣେରେ ଅଲ ଇଣ୍ଡିଆ ମଜଲିସ-ଏ-ଇନ୍ତେହାଦଲ ମୁସଲିମ(ଏଆଇଏମଆଇଏମ)ର କାର୍ଯ୍ୟାଳୟରେ ଭଙ୍ଗାରୁଜା ହୋଇଥିବା ଖବର ମିଳିଛି । କେତେଜଣ ଅଜ୍ଞାତ ବ୍ୟକ୍ତି କାର୍ଯ୍ୟାଳୟରେ ପଶି ଭଙ୍ଗାରୁଜା କରିବା ସହ ଜଣେ ବ୍ୟକ୍ତିଙ୍କୁ ଲାଠିରେ ପିଟିଥିବା ଜଣାପଡିଛି । କୁହାଯାଉଛି କି…

ଜାତୀୟ ମାନବାଧିକାର ଆୟୋଗରେ ମାମଲା

କଟକ ଅଫିସ,୨୩ା୯: ନକଲି ମେଡିସିନ୍‌ କାରବାର ମାମଲାକୁ ନେଇ ଜନସାଧାରଣ ଧୀରେଧୀରେ ପ୍ରତିକ୍ରିୟାଶୀଳ ହେବାକୁ ଲାଗିଲେଣି। ବୁଧବାର ଏହି ମାମଲାର ସିବିଆଇ ତଦନ୍ତ ଦାବି କରି ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିବା ବେଳେ ଗୁରୁବାର ଜାତୀୟ ମାନବ ଅଧିକାର…

୪ ମହିଳାଙ୍କୁ ଗୋଲକିପର୍ସ ଗ୍ଲୋବାଲ୍‌ ଗୋଲ୍ସ ଆଓ୍ବାର୍ଡ

ନ୍ୟୁୟର୍କ: ଜାତିସଂଘର ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍‌ଡିଜି) ହାସଲରେ ଉଲ୍ଲେଖନୀୟ ଅବଦାନ ପାଇଁ ଭାରତର ରାଧିକା ବାତ୍ରା, ଆଫଗାନିସ୍ତାନର ଜହରା ଜୋୟା, ଉଗାଣ୍ଡାର ଭନେସା ନାକାଟେ ଏବଂ ୟୁରୋପୀୟ କମିଶନ ଅଧ୍ୟକ୍ଷା ଉର୍ସୁଲା ଭୋନ୍‌ ଡେୟାର୍‌ ଲେୟେନ୍‌ଙ୍କୁ ଗେଟ୍ସ ଫାଉଣ୍ଡେଶନ୍‌ ପକ୍ଷରୁ…

ସମବାୟ ସମୀକ୍ଷକ ବର୍ଗର ପଦବୀ ସଂଖ୍ୟା ୧୯ରୁ ୩୯କୁ ବୃଦ୍ଧି

ଭୁବନେଶ୍ବର,୨୩ା୯(ବ୍ୟୁରୋ): ପ୍ରଚଳିତ ନିୟମ ବ୍ୟବସ୍ଥାରେ ଓଡ଼ିଶା ସମୀକ୍ଷକ ବର୍ଗର ଅଧିକାରୀମାନଙ୍କୁ ସମବାୟ ସେବା ବର୍ଗରୁ ନିଯୁକ୍ତି ମିଳୁଥିଲା। ଓଡ଼ିଶା ସମବାୟ ସମୀକ୍ଷକ ବର୍ଗକୁ ଓଡ଼ିଶା ସମବାୟ ସେବାବର୍ଗରୁ ପୃଥକୀକରଣ କରି ଏହି ବର୍ଗକୁ ଅନୁଷ୍ଠାନିକ ଭାବେ ସୁସଙ୍ଗଠିତ ଏବଂ ମଜଭୁତ କରାଯାଇଛି।…

ବିହାର ସ୍ବାସ୍ଥ୍ୟ ବିଭାଗକୁ ଚିଠି ଲେଖିଲେ ରାଜ୍ୟ ସରକାର

ଭୁବନେଶ୍ୱର, ୨୩।୯(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାର ନେଇ ସ୍ବାସ୍ଥ୍ୟ ବିଭାଗ ତଦନ୍ତ ଆରମ୍ଭ କରିଛି। ବିହାରରୁ ନକଲି ଔଷଧ ଆସିଥିବାରୁ ଓଡ଼ିଶା ସ୍ବାସ୍ଥ୍ୟ ବିଭାଗ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ବିହାର ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ…

ଏମ୍‌ଆଣ୍ଡଏମ୍‌ ଫାଇନାନ୍‌ସିଆଲକୁ ଆର୍‌ବିଆଇର ତାଗିଦ

ନୂଆଦିଲ୍ଲୀ,୨୩।୯:ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ) ପକ୍ଷରୁ ଗୁରୁବାର ମହିନ୍ଦ୍ରା ଏବଂ ମହିନ୍ଦ୍ରା ଫାଇନାନ୍‌ସିଆଲ ଲିମିଟେଡ (ଏମ୍‌ଏମ୍‌ଏଫ୍‌ଏସ୍‌ଏଲ୍‌)ର ଆର୍ଥିକ ସେବା ଋଣ ପୁନରୁଦ୍ଧାର କାର୍ଯ୍ୟ ପାଇଁ ୩ୟ ପକ୍ଷ ବ୍ୟବସ୍ଥାର ବ୍ୟବହାରକୁ ବନ୍ଦ କରିବାକୁ ଆରବିଆଇ ତାଗିଦ କରିବା ସହ କଡା…

ବିଳମ୍ବିତ ରାତିରେ ଖୋଲୁନି ଔଷଧ ଦୋକାନ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ବରକୁ ସ୍ମାର୍ଟ ସିଟି କୁହାଯାଉଛି। ଏଠି ହାତ ପାହାନ୍ତାରେ ସବୁ କିଛି ମିଳିଯାଉଛି। ହେଲେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସ୍ବାସ୍ଥ୍ୟ ସେବା ଠିକ୍‌ ଭାବେ ମିଳିପାରୁନି। କେଉଁଠି ହସ୍ପିଟାଲରେ ରୋଗୀ ପାଇଁ ବେଡ୍‌ ନାହିଁ ତ ଆଉ କେଉଁଠି ଡାକ୍ତର…

୬୭ ପବ୍‌ରେ ମଦ ପିଇ ୱାଲର୍‌ଡ ରେକର୍ଡ

ଲଣ୍ଡନ: ୱାଲର୍‌ଡ ରେକର୍ଡ କରିବା ନିଶାରେ ଅନେକ ବ୍ୟକ୍ତି ଅଜବ କାମ କରିବାକୁ ପଛାଇ ନ ଥାନ୍ତି। ଏପରି ଏକ ଘଟଣା ସାମ୍‌ନାକୁ ଆସିଛି। ବ୍ରିଟେନ୍‌ରେ ରହୁଥିବା ୨୨ ବର୍ଷୀୟ ନାଥନ କ୍ରିମ୍ପ ୱାଲର୍‌ଡ ରେକର୍ଡ କରିବା ପାଇଁ ଦୌଡି ଦୌଡି…

‘ପିଏନ୍‌ବି ରକ୍ଷକ ପ୍ଲସ ସ୍କିମ୍‌’ର ନବୀକରଣ

ନୂଆଦିଲ୍ଲୀ,୨୩।୯:ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି) ପକ୍ଷରୁ ଭାରତୀୟ ସେନା ସହ ହୋଇଥିବା ସ୍ବତନ୍ତ୍ର ବୀମା ସ୍କିମ୍‌ ‘ପିଏନ୍‌ବି ରକ୍ଷକ ପ୍ଲସ ସ୍କିମ୍‌’ର ବୁଝାମଣା ପତ୍ର (ଏମ୍‌ଓୟୁ)ର ନବୀକରଣ କରାଯାଇଛି। ଗୁରୁବାର ଦିଲ୍ଲୀର ଭାରତୀୟ ସେନା ମୁଖ୍ୟାଳୟରେ ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହରେ…

ମେକ୍ସିକୋ ବାରରେ ଫାୟରିଂ, ୧୦ ମୃତ

ମେକ୍ସିକୋ ସିଟି,୨୩ ।୯: ମେକ୍ସିକୋର ଏକ ବାରରେ ଜଣେ ଅଜ୍ଞାତ ବନ୍ଧୁକ ଧାରୀ ଆଖିବୁଜା ଗୁଳିଚାଳନା କରିବାରୁ ଅତିକମରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହି ଘଟଣା ପରେ ଉକ୍ତ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି…

ପାର୍ବଣ ପୂର୍ବରୁ ମୂଲ୍ୟ ବଢ଼ାଇଲା ହିରୋ

ନୂଆଦିଲ୍ଲୀ,୨୩।୯: ଚଳିତ ବର୍ଷଣ ପାର୍ବଣ ପୂର୍ବରୁ ଦେଶର ପ୍ରମୁଖ ୨ଚକିଆ ଯାନ ନିର୍ମାତା ହିରୋ ମୋଟୋକର୍ପର ବିଭିନ୍ନ ବର୍ଗର ବାଇକ ମୂଲ୍ୟ ଉପରେ ୧୦୦୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରିଥିବା ଜଣାପଡ଼ିଛି। ଏପରିକି ଏହି ବର୍ଦ୍ଧିତ ମୂଲ୍ୟ ଗୁରୁବାରଠାରୁ ସାରା ଦେଶରେ…

ଉତ୍ପାଦନ-ଆର୍ଥିକ ମାନଦଣ୍ଡରେ ନାଲ୍‌କୋର ଦୃଢ଼ ପ୍ରଦର୍ଶନ

ଭୁବନେଶ୍ୱର,୨୩।୯:ଦେଶର ପ୍ରମୁଖ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌ (ନାଲ୍‌କୋ)ର ୪୧ତମ ବାର୍ଷିକ ସାଧାରଣ ବୈଠକ (ଏଜିଏମ୍‌) ଗୁରୁବାର ଭୁବନେଶ୍ୱରଠାରେ ଆୟୋଜିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଅଂଶୀଦାରମାନେ ୧୪,୧୮୧ କୋଟି ଟଙ୍କାର ସର୍ବାଧିକ ଆୟ ସାଙ୍ଗକୁ ବିକ୍ରୟ କାରବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri