Home Left

ପୁନର୍ଗଠିତ ହେବ ଓଡ଼ିଶା ସମବାୟ ସେବାବର୍ଗ

ଭୁବନେଶ୍ବର,୨୩ା୯(ବ୍ୟୁରୋ): ଓଡିଶା ସମବାୟ ସେବାବର୍ଗ ହେଉଛି ଓଡିଶା ପ୍ରଶାସନିକ ସେବାବର୍ଗର ଗୋଟିଏ ଅଂଶ। ବର୍ତ୍ତମାନ ନିବନ୍ଧକ ସମବାୟ ସମିତି ସମୂହ, ଓଡିଶାଙ୍କ କାର୍ଯ୍ୟଭାର, ଦାୟିତ୍ୱ ଓ ଉତ୍ତରଦାୟିତ୍ୱ ବହୁ ମାତ୍ରାରେ ବୃଦ୍ଧି ପାଇଛି। ଏହାର ପ୍ରତିଷ୍ଠା ହେବା ଠାରୁ ମାତ୍ର ଛୋଟିଆ…

ବିଗ୍‌ବସ୍‌କୁ ଆସିବା ପାଇଁ ଶିଳ୍ପାଙ୍କ ସ୍ବାମୀ ଦାବି କରୁଛନ୍ତି ଏତିକି କୋଟି, ଫି’ ଜାଣିଲେ ଚମକି ପଡ଼ିବେ

ମୁମ୍ବାଇ: ବିଗ୍‌ବସ୍‌- ୧୬ରେ ଦିନକୁ ଦିନ ନୂଆ ନୂଆ କଥା ସାମ୍ନାକୁ ଆସୁଛି। ଶୋ’ରେ ଭାଗ ନେବା ପାଇଁ ଏପର୍ଯ୍ୟନ୍ତ ଅନେକ ଲୋକଙ୍କ ନାଁ ସାମ୍ନାକୁ ଆସିଛି। ଏଥି ସହିତ ଅନେକ ପ୍ରତିଯୋଗୀଙ୍କ ନାମ ମଧ୍ୟ ଷ୍ଟାମ୍ପ କରାଯାଇଛି। ତଥାପି ଏପରି…

ଆସନ୍ତା ୨୫ରେ ଟେଲିଭିଜନରେ ପ୍ରସାରିତ ହେବ ‘ଆର୍‌ଆର୍‌ଆର୍‌’

ମୁମ୍ବାଇ: ଏସ୍‌ ଏସ ରାଜାମୌଲିଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଆର୍‌ଆର୍‌ଆର୍‌’ ଚଳିତ ବର୍ଷ ସୁପରହିଟ୍‌ ଫିଲ୍ମ ବୋଲି ପ୍ରମାଣିତ ହୋଇଛି। ଏହି ଫିଲ୍ମଟି ମାର୍ଚ୍ଚ ୨୪ରେ ପରଦାକୁ ଆସିଥିଲା। ଯାହା ବେଶ୍‌ ଲୋକପ୍ରିୟ ହୋଇଥିଲା। ବକ୍ସ ଅଫିସରେ ମଧ୍ୟ ରେକର୍ଡ ସଂଖ୍ୟକ ଆୟ…

ଶେଷ ହୋଇନାହିଁ ମହାମାରୀ, ହେଲେ ଦେଖାଯାଉଛି ଏହାର ଅନ୍ତ: ଡବ୍ଲୁଏଚଓ ମୁଖ୍ୟ

ନ୍ୟୁୟର୍କ,୨୩ ।୯: କରୋନା ମହାମାରୀ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ । ହେଲେ ଏହାର ଅନ୍ତ ଖୁବ୍ ନିକଟରୁ ଦେଖାଯାଉଛି । ନ୍ୟୁୟର୍କରେ ଆୟୋଜିତ ୟୁଏନଜିଏ ବୈଠକରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ)ର ମହାନିର୍ଦ୍ଦେଶକ ଡା. ଟେଡ୍ରୋସ ଅଧନୋମ ଘେବ୍ରେୟସସ କହିଛନ୍ତି ।…

ସୁପ୍ରିମକୋର୍ଟରେ ବଂଶଧାରା ମାମଲା ଶୁଣାଣି ଘୁଞ୍ଚିଲା

ନୂଆଦିଲ୍ଲୀ,୨୩ା୯:ବଂଶଧାରା ଜଳବିବାଦ ଟ୍ରିବ୍ୟୁନାଲ ରାୟକୁ ଚ୍ୟାଲେଞ୍ଜ କରି ଓଡ଼ିଶା ସରକାରଙ୍କ ପକ୍ଷରୁ ଦାଏର ଏକାଧିକ ପିଟିଶନର ଶୁଣାଣିକୁ ଗୁରୁବାର ସର୍ବୋଚ୍ଚ ଅଦାଲତ ଘୁଞ୍ଚାଇ ଦେଇଛନ୍ତି। ଜଷ୍ଟିସ୍‌ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ହିମା କୋହଲିଙ୍କ ଖଣ୍ଡପୀଠ ଶୁଣାଣିକୁ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ସ୍ଥଗିତ…

ସ୍ତ୍ରୀ ଖୁସି ପାଇଁ ଅନ୍ୟର ପିଲାକୁ ହସ୍ପିଟାଲରୁ ନେଇଥିଲେ ସ୍ବାମୀ

ରାୟଗଡ଼ା ଅଫିସ,୨୩ା୯: ପ୍ରସବ ବେଳେ ନିଜ ସନ୍ତାନ ନଷ୍ଟ ହୋଇଯିବାରୁ ସ୍ତ୍ରୀ ଭାଙ୍ଗିପଡ଼ିଥିଲେ। ଫଳରେ ଅନ୍ୟର ଶିଶୁପୁତ୍ରକୁ ଡାକ୍ତରଖାନାରେ ଏକା ଦେଖି ସ୍ବାମୀ ଘରକୁ ନେଇଗଲେ। ହେଲେ ୮ମାସର ଶିଶୁପୁତ୍ର ନିଜ ମା’କୁ ଛାଡ଼ି ତାଙ୍କ ପାଖରେ ରହିପାରି ନ ଥିଲେ।…

ଉଲଗ୍ନ ଅବସ୍ଥାରେ ଘରକୁ ଚାଲିଚାଲି ଗଲେ ଗଣବଳାତ୍କାର ପୀଡ଼ିତା

ମୋରଦାବାଦ, ୨୩ା୯: ଉତ୍ତରପ୍ରଦେଶର ମୋରଦାବାଦରୁ ଏକ ସମ୍ବେଦନଶୀଳ ଘଟଣା ସାମ୍‌ନାକୁ ଆସିଛି। ଜଣେ ୧୫ ବର୍ଷୀୟା ବାଳିକା ଉଲଗ୍ନ ଅବସ୍ଥାରେ ରାସ୍ତାରେ ଚାଲିଚାଲି ଯାଉଥିବାର ସିସିଟିଭି ଫୁଟେଜ୍‌ ଓ ଭିଡିଓ ଭାଇରାଲ ହେବାରେ ଲାଗିଛି। ତାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

୨୭ରୁ ସାମ୍ବିଧାନିକ ପୀଠ ଶୁଣାଣିର ସିଧା ପ୍ରସାରଣ

ନୂଆଦିଲ୍ଲୀ,୨୩।୯(ପି.ଟି.): ସୁପ୍ରିମକୋର୍ଟ କାର୍ଯ୍ୟରେ ସ୍ବଚ୍ଛତା ବଢ଼ାଇବା ସହ ସମସ୍ତଙ୍କ ପାଖରେ ପହଞ୍ଚାଇବା ଲାଗି ଆସନ୍ତା ୨୭ ତାରିଖରୁ ସମସ୍ତ ସାମ୍ବିଧାନିକ ପୀଠର ଶୁଣାଣି ସିଧା ପ୍ରସାରଣ କରାଯିବାକୁ ନିଷ୍ପତ୍ତି ହୋଇଛି। ଠିକ୍‌ ୪ ବର୍ଷ ପୂର୍ବେ ୨୦୧୮ରେ ସୁପ୍ରିମକୋର୍ଟ ସ୍ବପ୍ନିଳ ତ୍ରିପାଠୀ…

ପୁଣି ଧରାପଡ଼ିଲା ନକଲି ଟେଲ୍‌ମା-୪୦

କଟକ ଅଫିସ,୨୩ା୯: ବାରଣ ସତ୍ତ୍ୱେ ନକଲି ମେଡିସିନ କାରବାର ଥମିବାର ନାଁ ଧରୁନି। ଡ୍ରଗ୍ସ କଣ୍ଟ୍ରୋଲର ବିଭାଗ ପକ୍ଷରୁ ଗୁରୁବାର ପୁଣି କଟକର ୩ଟି ଏଜେନ୍ସିରେ ଚଢ଼ାଉ କରାଯାଇ ନକଲି ଟେଲ୍‌ମା-୪୦ ଓ ଟେଲ୍‌ମା-ଏଏମ୍‌ ମେଡିସିନ ଜବତ କରାଯାଇଛି। ଜବତ ନକଲି…

୨ହଜାର ଟଙ୍କାରେ ଦୁଇ ପିଲାଙ୍କୁ ବିକିଥିଲେ

ନୀଳଗିରି,୨୩।୯(ସ୍ବ.ପ୍ର): ଦାରିଦ୍ର୍ୟର କଷାଘାତରେ ଏକ ଦମ୍ପତି ସେମାନଙ୍କ ଦୁଇ ଶିଶୁଙ୍କୁ ମାତ୍ର ୨ ହଜାର ଟଙ୍କାରେ ଜଣେ ବ୍ୟକ୍ତିଙ୍କୁ ବିକ୍ରି କରିଦେବା ଘଟଣା ପଦାକୁ ଆସିଛି। ଏହା ଜଣାପଡ଼ିବା ପରେ ସାଧାରଣରେ ଉତ୍ତେଜନା ପ୍ରକାଶ ପାଇଛି। ଗୁରୁବାର ପୋଲିସ ପହଞ୍ଚି ଶିଶୁ…

ରୁଷିଆ-ୟୁକ୍ରେନ୍‌ ମଧ୍ୟରେ ବଡ଼ଧରଣର ଅଦଳବଦଳ

କିଭ୍‌/ମସ୍କୋ, ୨୨ା୯: ୟୁକ୍ରେନ୍‌ରେ ବଡ଼ ଧରଣର ଆକ୍ରମଣ ପାଇଁ ରୁଷିଆ ରଣନୀତି ପ୍ରସ୍ତୁତ କରୁଥିବାବେଳେ ଉଭୟ ଦେଶ ଆଶ୍ଚର୍ଯ୍ୟଜନକ ଭାବେ ଦୁଇପଟୁ ୩୦୦ ଯୁଦ୍ଧ ବନ୍ଦୀଙ୍କୁ ମୁକୁଳାଇଛନ୍ତି। ଫେବୃୟାରୀ ୨୪ରେ ମସ୍କୋର କିଭ୍‌ ଆକ୍ରମଣ ପରଠାରୁ ଏହା ବଡ଼ଧରଣର ଅଦଳବଦଳ। ସେମାନଙ୍କ…

ପ୍ରେମ ସମ୍ପର୍କକୁ ନେଇ ଉତ୍ତେଜନା: ୪ ଗିରଫ

ଭୋପାଳ,୨୨।୯: ମଧ୍ୟପ୍ରଦେଶର ଛିନ୍ଦଓ୍ବାରା ଜିଲାରେ ଜଣେ ମୁସଲମାନ ଯୁବକ ହିନ୍ଦୁ ଝିଅଙ୍କ ସହ ସମ୍ପର୍କକୁ ନେଇ ଉତ୍ତେଜନା ପରିସ୍ଥିତି ଦେଖାଦେଇଛି। ପ୍ରତିଶୋଧ ପରାୟଣ ହୋଇ ଉତ୍ତ୍ୟକ୍ତ ଲୋକେ ମୁସଲମାନ ଯୁବକ ଏବଂ ତାଙ୍କ ପରିବାର ଲୋକଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି। ମୁସଲମାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri