Home Left

ନିର୍ଦ୍ଦେଶନା ଭାର ସମ୍ଭାଳିବେ ରଣଦୀପ

ମୁମ୍ବାଇ: ସ୍ବାଧୀନତା ସଂଗ୍ରାମୀ ବିନାୟକ ଦାମୋଦର ସବରକରଙ୍କ ଉପରେ ନିର୍ମାଣ ହେବାକୁ ଥିବା ଫିଲ୍ମ ‘ ସ୍ବତନ୍ତ୍ର ବୀର ସବରକର’ର ନିର୍ଦ୍ଦେଶନା ଦେବେ ରଣଦୀପ ହୁଡ୍ଡା। ଏହାସହ ସେ ମଧ୍ୟ ଏହି ଫିଲ୍ମରେ ସବରକରଙ୍କ ଭୂମିକାରେ ନଜର ଆସିବେ। ଏହା ପୂର୍ବରୁ…

ଜେଲର ୧୦କଏଦୀ ଏଚ୍‌ଆଇଭି ପଜିଟିଭ୍‌

ଲକ୍ଷ୍ନୌ,୨୨।୯: ଉତ୍ତରପ୍ରଦେଶର ଆଜମଗଡ଼ ଜିଲାରେ ନିର୍ମାଣ ହୋଇଥିବା ହାଇଟେକ୍‌ ଜେଲରେ କୋର୍ଟଙ୍କ ନିର୍ଦ୍ଦେଶରେ କଏଦୀମାନଙ୍କର ଏଚ୍‌ଆଇଭି ପରୀକ୍ଷା କରାଯାଇଛି। ଜେଲରେ କେତେଜଣ କଏଦୀ ଏଚ୍‌ଆଇଭି ସଂକ୍ରମିତ ଅଛନ୍ତି ସେନେଇ ଜାଣିବା ପାଇଁ ଏହି ପରୀକ୍ଷା କରାଯାଇଥିଲା। ତେବେ ସଦ୍ୟ ରିପୋର୍ଟ ଅନୁଯାୟୀ…

ହାତୀଙ୍କୁ ଜଗିବେ ଗଜସାଥୀ

ବେତନଟୀ, ୨୧।୯ (ସ୍ବ.ପ୍ର.): ହାତୀପ୍ରବଣ ଅଞ୍ଚଳରେ କାମ କରିବେ ଗଜସାଥୀ। ଏଥିପାଇଁ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ କାର୍ଯ୍ୟାଳୟରେ ଗଜସାଥୀମାନଙ୍କୁ ବୁଧବାର ତାଲିମ ପ୍ରଦାନ କରାଯାଇଛି। ରେଞ୍ଜର ଘନଶ୍ୟାମ ସିଂଙ୍କ ସଂଯୋଜନାରେ ଆୟୋଜିତ ଶିବିରରେ ସହକାରୀ ବନ ସଂରକ୍ଷକ ରବିନାରାୟଣ ମହାନ୍ତି…

କୁଡୁତୁଲି ସରପଞ୍ଚଙ୍କୁ ଆକ୍ରମଣ, ୨ ଭାଇ ଗିରଫ

କ.ନୂଆଗାଁ ୨୨ା୯(ଡି.ଏନ୍‌.ଏ.): କ.ନୂଆଗାଁ ବ୍ଲକ ଅନ୍ତର୍ଗତ କୁଡୁତୁଲି ସରପଞ୍ଚ ଶ୍ରୀ ଚୈତନ୍ୟ ମଲ୍ଲିକଙ୍କୁ ଆକ୍ରମଣ ଅଭିଯୋଗରେ ସ୍ଥାନୀୟ ଥାନା ପୋଲିସ ୨ଜଣଙ୍କୁ ଗୁରୁବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଗୁରୁବାରିଆ ଦିଗାଳ ଓ ତାଙ୍କ ଭାଇ ବିନାଶ। ବୁଧବାର ମଦ…

୩ ମାସ ତଳେ ହୋଇଥିଲା ନିର୍ମାଣ: ଭୁଶୁଡ଼ିଲା ଗାର୍ଡୱାଲ

ହିଞ୍ଜିଳିକାଟୁ,୨୨।୯(ଡି.ଏନ.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଖରିଡ଼ା ଗ୍ରାମରେ ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା କାର୍ଯ୍ୟ ବେଳେ ଗୁରୁବାର ଗାଁ ମଧ୍ୟରେ ଥିବା ବଡ ବନ୍ଧର ଗାର୍ଡଓ୍ବାଲ ଧସି ଭୁଶୁଡ଼ି ପଡିଛି। ଫଳରେ କାର୍ଯ୍ୟର ଗୁଣାତ୍ମକମାନକୁ ନେଇ ଏବେ ପ୍ରଶ୍ନ ଉଠିଛି।…

ଛତିଶା ନିଯୋଗ ବୈଠକ: ହବିଷ୍ୟାଳୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ପୁରୀ ଅଫିସ, ୨୨।୯: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଗୁରୁବାର ଅନୁଷ୍ଠିତ ହୋଇଥିବା ଛତିଶା ନିଯୋଗ ବୈଠକ ଶେଷ ହୋଇଛି। ବୈଠକରେ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇଥିବା ଜଣାପଡିଛି। ଏଥିରେ କାର୍ତ୍ତିକ ପୂର୍ଣ୍ଣିମା ନୀତିକାନ୍ତି ଚୂଡ଼ାନ୍ତ ହେବା ସହ ହବିଷ୍ୟାଳୀଙ୍କ ଶୃଙ୍ଖଳିତ ଦର୍ଶନ…

ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ: ପୀଡ଼ିତାଙ୍କୁ ଦେବେ ଆର୍ଥିକ ସହାୟତା

ବ୍ରହ୍ମପୁର ଅଫିସ,୨୨ା୯: ବ୍ରହ୍ମପୁର ସ୍ବତନ୍ତ୍ର ଫାଷ୍ଟଟ୍ରାକ୍‌ ପୋକ୍‌ସୋ କୋର୍ଟ ଜଜ୍‌ ଗଣେଶ୍ୱର ପତି ଗୁରୁବାର ଜନୈକା ନାବାଳିକା ବଳାତ୍କାର ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳିବାରୁ ସେ ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ ପାଇଁ ରାୟ ପ୍ରକାଶ କରିଛନ୍ତି।…

ଓଲଟିଲା ଛେଳି ବୋଝେଇ ଟ୍ରକ୍‌, ନେଇଗଲେ ଲୋକେ…

ଭଣ୍ଡାରିପୋଖରୀ,୨୨।୯ (ଡି.ଏନ.ଏ.): ଭଣ୍ଡାରିପୋଖରୀ ଥାନା ୧୬ନଂ ଜାତୀୟ ରାଜପଥର ଯାମିନିବିନ୍ଧା ନିକଟ ଆସାମ ଅଏଲ ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ଏକ ଛେଳି ବୋଝେଇ ଟ୍ରକ୍‌ ଓଲଟି ପଡିଛି। ଏଥିରେ ୪ ଜଣ ଆହତ ହେବା ସହ ୫ ଛେଳିଙ୍କ ମୃତ୍ୟୁ…

ଏଏନ୍‌ଏମ୍‌ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ ଅଫିସ,୨୨ା୯: କନ୍ଧମାଳ ଜିଲା କୋଟଗଡ଼ ଥାନା ଅଧୀନ ଶ୍ରୀରାମପୁର ଏଏନ୍‌ଏମ୍‌ ଅସଦାଚରଣ ମାମଲାର ବିଚାର କରି କୋଟଗଡ଼ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଅନୁରାଗ ଦେହୁରୀ ଗୁରୁବାର ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ଲମ୍ବୁ ବଳିଆରସିଂଙ୍କୁ ୩ ବର୍ଷ…

ବସ୍‌ ଚାପାରେ ଚାଲିଗଲା ଜୀବନ

କେନ୍ଦୁଝର,୨୨ା୯ (ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ପଳାଶପଙ୍ଗା ବିଟ ଅଧିନ ୨୦ ନମ୍ବର ଜାତୀୟ ରାଜପଥ ଟାଙ୍ଗରାଣୀ ହୋଟେଲ ମାନସ ସାମ୍ନାରେ କୌଶଲ୍ୟା ନାମକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ହରିଚନ୍ଦନପୁରଥାନା ଦିନବନ୍ଧୁପୁର ଗ୍ରାମର…

୨୭ରେ ଜାପାନ ଯିବେ ମୋଦି

ନୂଆଦିଲ୍ଲୀ, ୨୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୨୭ରେ ଜାପାନ ଗସ୍ତରେ ଯିବେ। ପ୍ରଧାନମନ୍ତ୍ରୀ ମୋଦି ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେବେ ବୋଲି ବର୍ହିବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ଅରିନ୍ଦମ ବାଗଚି ଗୁରୁବାର ସୂଚନା ଦେଇଛନ୍ତି।ସୂଚନାଯୋଗ୍ୟ,…

ଶେଷ ମ୍ୟାଚରେ ପାର୍ଟନର ହୋଇ ଖେଳିବେ ଫେଡରର

ଲଣ୍ଡନ,୨୨ା୯: ଶୁକ୍ରବାର ଲାଭର କପ୍‌ରେ ପୁରୁଷ ଡବଲ୍ସରେ ରୋଜର ଫେଡେରର ଓ ରାଫାଲ ନାଡାଲ ପାର୍ଟନର ହୋଇ ଖେଳିବେ। ଫେଡରରଙ୍କ କ୍ୟାରିୟରର ଏହା ଶେଷ ମ୍ୟାଚ ବୋଲି ସେ ପୂର୍ବରୁ ଘୋଷଣା କରିସାରିଛନ୍ତି। ଫେଡେରର ହେଉଛନ୍ତି ୨୦ ଗ୍ରାଣ୍ଡସ୍ଲାମ ବିଜେତା। ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri