ଋଷିକୁଲ୍ୟାରେ ହେବ ପିପଳପଙ୍କା ଡ୍ୟାମ୍: ବ୍ୟୟ ଅଟକଳ ହୋଇପାରେ ୧୦୦୦ କୋଟି
ବ୍ରହ୍ମପୁର ଅଫିସ,୨୨ା୯: ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନମଣ୍ଡଳୀରେ ପ୍ରବାହିତ ଋଷିକୁଲ୍ୟା ନଦୀକୁ ନେଇ ନିର୍ମାଣ ହେବ ପିପଳପଙ୍କା ଜଳଭଣ୍ଡାର। ଦୀର୍ଘବର୍ଷରୁ ପ୍ରସ୍ତାବିତ ଏହି ଡ୍ୟାମ୍ ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ସର୍ଭେ କରାଯାଇ ସ୍ଥାନ ଚିହ୍ନଟ ହୋଇଛି। ଏହି ପ୍ରକଳ୍ପ ନିମନ୍ତେ…
ନାତୁଣୀ ରାଗିଲେ ଏମିତି ବୁଝାନ୍ତି ଅମିତାଭ ବଚ୍ଚନ
ବଲିଉଡର ଭେଟେରାନ ଅମିତାଭ ବଚ୍ଚନ ଜଣେ ପାରିବାରିକ ଲୋକ ଭାବେ ଜଣାଶୁଣା। ସେ ନିଜ ପରିବାରକୁ ବେଶୀ ଗୁରୁତ୍ୱ ଦିଅନ୍ତି। ସ୍ତ୍ରୀ ଜୟା ବଚ୍ଚନ ଏବଂ ପୁଅ ଅଭିଷେକ ବଚ୍ଚନ, ଝିଅ ଶ୍ୱେତା ବଚ୍ଚନ ଏବଂ ବୋହୂ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ…
ପୂର୍ବତନ ଛତ୍ରପୁର ବିଧାୟକ ଆଦିକନ୍ଦ ସେଠୀଙ୍କ ବିୟୋଗ
ଗଞ୍ଜାମ,୨୨।୯(ଡି.ଏନ୍.ଏ.): ଛତ୍ରପୁର ନିର୍ବାଚନମଣ୍ଡଳୀ ପୂର୍ବତନ ବିଧାୟକ ତଥା ଶିକ୍ଷକ ନେତା ଆଦିକନ୍ଦ ସେଠୀଙ୍କ ଗୁରୁବାର ଭୋର ୪ଟାରେ ଅକାଳ ବିୟୋଗ ଘଟିିଛି । ବୁଧବାର ବିଳମ୍ବିତ ରାତିରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ପରିବାରଲୋକେ ତାଙ୍କୁ ଖଲିକୋଟ ମେଡିକାଲ…
ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୫୨ କରୋନା ପଜିଟିଭ୍
ଭୁବନେଶ୍ୱର,୨୨।୯(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ୪୩ ଆକ୍ରାନ୍ତ ଥିବା ବେଳେ ୧୪୮ କ୍ୱାରାଣ୍ଟାଇନ୍ରୁ ଏବଂ ୧୦୪ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ରାଜ୍ୟରେ…
୬ ମାସ ହେଲା ଉତ୍ପାତ ଚଳାଇଛି ଦନ୍ତା, ଲୋକେ ଭୟଭୀତ
ରୂପସା, ୨୨।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ୬ ମାସ ଧରି ଉତ୍ପାତ ଚଳାଇଛି। ବ୍ଲକ ଅଧୀନ ପଣିସାପଡ଼ା, ବଡ଼ଚରଣେଶ୍ୱରପୁର, ହଦମୌଦ, ଚାଷୀପଡ଼ା ଆଦି ଗ୍ରାମରେ ହାତୀ ପଶି ବ୍ୟାପକ ଭଙ୍ଗାରୁଜା କରୁଥିବା ନଜରକୁ ଆସିଛି।…
ସରକାରୀ ବୈଠକ-ସମ୍ମିଳନୀରେ ମାଣ୍ଡିଆ ସ୍ନାକ୍ସ ସାମିଲ ଯୋଜନା: ସବୁ ବିଭାଗକୁ କୃଷି ସଚିବଙ୍କ ଚିଠି
ଭୁବନେଶ୍ୱର,୨୨ା୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଦ୍ୱାରା ଆୟୋଜିତ ବୈଠକ ଏବଂ ସମ୍ମିଳନୀରେ ମାଣ୍ଡିଆରୁ ପ୍ରସ୍ତୁତ ସ୍ନାକ୍ସ ପରିବେଷଣ କରିବା ଦିଗରେ ବିଚାର କରିବା ପାଇଁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢ଼ୀ ବୁଧବାର…
ସମୁଦ୍ରରେ ‘ଓ୍ବାଟରସ୍ପାଉଟ୍’, ଭିଡିଓ ଦେଖିଲେ…
ପ୍ରକୃତି ଯେତିକି କରାଳ ରୂପ ଦେଖାଏ, ସେତିକି ଚମତ୍କାର ଦୃଶ୍ୟ ଦେଖାଏ। ବେଳେବେଳେ ପ୍ରକୃତିରାଣୀ ଏତେ ଶାନ୍ତ ହୋଇଯାଏ ଯେ, ଆମେ ତା’ କୋଳରେ କିଛି ସମୟ ଆରାମରେ ବିତାଇବାକୁ ଚେଷ୍ଟା କରୁ। ଏବେ ସେମିତି ଏକ ଭିଡିଓ ସୋସିଆଲ ମିଡିଆରେ…
ଶ୍ରୀ ହନୁମାନ-ଭୋଳାନାଥଙ୍କ ନାମକୁ ଯୋଡି ପୁଅର ନାମକରଣ କଲେ ସୋନମ, ୟୁଜର୍ସ କହିଲେ କିଛି ଶିଖନ୍ତୁ କରିନା
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ସୋନମ କପୁର ନିକଟରେ ତାଙ୍କ ପୁଅର ନାମକରଣ କରିଛନ୍ତି । ପ୍ରଶଂସକ ସୋନମଙ୍କ ପୁଅର ନାମ ଜାଣିବା ପରେ ଏବେ ସେ ଆସିଛନ୍ତି ଚର୍ଚ୍ଚାକୁ । ସୋନମ ତାଙ୍କ ପୁଅର ନାମ ବାୟୁ ରଖିଛନ୍ତି । ସୋନମ…
ଭଲ ବର୍ଷିଲା ଦକ୍ଷିଣ ପଶ୍ଚିମ ମୌସୁମୀ
ଭୁବନେଶ୍ୱର,୨୨ା୯(ବ୍ୟୁରୋ): ଚଳିତ ମୌସୁମୀ ଋତୁରେ ରାଜ୍ୟକୁ ଭଲ ବର୍ଷା ମିଳିଛି। ଦକ୍ଷିଣ ପଶ୍ଚିମ ମୌସୁମୀର ଓଡ଼ିଶା ଉପରେ ଶୁଭଦୃଷ୍ଟି ରହିଛି। ରାଜ୍ୟରେ ବର୍ଷା ସ୍ବାଭାବିକଠାରୁ ୫% ଅଧିକ ହୋଇଛି। କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହୋଇଛି। ଆଉ…
୨୮ରେ ମୁଖ୍ୟମନ୍ତ୍ରୀଙ୍କ ୨ ଦିନିଆ ବେଙ୍ଗାଲୁରୁ ଗସ୍ତ
ଭୁବନେଶ୍ବର,୨୨ା୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୮ ତାରିଖରୁ ୨ ଦିନିଆ ବେଙ୍ଗାଲୁରୁ ଗସ୍ତରେ ଯିବେ। ସେଠାରେ ଆୟୋଜିତ ‘ଓଡିଶା ଇନଭେଷ୍ଟର୍ସ ମିଟ୍’ରେ ସେ ଯୋଗଦେବେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି। ନିବେଶକମାନଙ୍କୁ ଓ୍ବାନ ଟୁ ଓ୍ବାନ୍ ଭେଟି ଓଡିଶାରେ ସେମାନଙ୍କୁ ପୁଞ୍ଜି…
ସେମିରେ ସୁନ୍ଦରଗଡ଼-ସମ୍ବଲପୁର, କିଟ୍-ଦେବଗଡ଼
ଭୁବନେଶ୍ୱର, ୨୨।୯ (କ୍ରୀଡ଼ା ପ୍ରତିନିଧି):ହକି ଆସୋସିଏଶନ ଅଫ୍ ଓଡ଼ିଶା ଆନୁକୂଲ୍ୟରେ ରାଜ୍ୟ ଜୁନିୟର ହକି ଚାମ୍ପିୟନଶିପର ସେମିଫାଇନାଲ ଲାଇନ୍ଅପ୍ ହୋଇଯାଇଛି। ଗୁରୁବାର ସୁନ୍ଦରଗଡ଼-ସମ୍ବଲପୁର ଏବଂ କିଟ୍-ଦେବଗଡ଼ ମଧ୍ୟରେ ସେମିଫାଇନାଲ ଅନୁଷ୍ଠିତ ହେବ। କିଟ୍ ଷ୍ଟାଡିୟମରେ ମ୍ୟାଚ ୨ଟି ଯଥାକ୍ରମେ ଅପରାହ୍ନ ୩ଟା୩୦…
ହିତ୍, ଜୟଦେବ ସମ୍ମାନ ରଖିଲେ
କୋଏମ୍ବାଟୁର, ୨୧।୯: ପଶ୍ଚିମାଞ୍ଚଳ ଓ ଦକ୍ଷିଣାଞ୍ଚଳ ମଧ୍ୟରେ ଦୁଲିପ ଟ୍ରଫି କ୍ରିକେଟ ଫାଇନାଲ ବୁଧବାର ଆରମ୍ଭ ହୋଇଛି। ଅଜିଙ୍କ୍ୟ ରାହାନେ ଓ ଶ୍ରେୟସ ଆୟାରଙ୍କ ପରି ତାରକା ବ୍ୟାଟରମାନେ ପ୍ରଭାବୀ ବ୍ୟାଟିଂ କରିବାରେ ବିଫଳ ହୋଇଥିବାବେଳେ ପ୍ରଥମ ଦିବସ ଶେଷ ବେଳକୁ…
Archives


