ଶ୍ରେଣୀଗୃହରେ ୧୮ ଘଣ୍ଟା ବନ୍ଦ ରହିଲେ ଛାତ୍ରୀ
ଲକ୍ଷ୍ନୌ,୨୨।୯: ଉତ୍ତର ପ୍ରଦେଶ ସମ୍ଭାଲର ଧନରିପତ୍ତି ବିଦ୍ୟାଳୟରେ ପ୍ରଥମ ଶ୍ରେଣୀର ଜଣେ ଛାତ୍ରୀ ୧୮ ଘଣ୍ଟା କାଳ ଶ୍ରେଣୀଗୃହରେ ବନ୍ଦ ରହିଥିବା ଘଟଣା ସାମ୍ନାକୁ ଆସିଛି। ମଙ୍ଗଳବାର ସ୍କୁଲ ଛୁଟି ହେବା ପରେ ଛାତ୍ରୀ ଜଣକ ଘରକୁ ଫେରି ନ ଥିଲେ।…
ନବରାତ୍ରୀରେ ନୂଆ ପାର୍ଟିର ଘୋଷଣା କରିବେ ଆଜାଦ, ପଞ୍ଜିକରଣ ପାଇଁ ତିନି ସଦସ୍ୟ ବିଶିଷ୍ଟ ଟିମ କରୁଛନ୍ତି କାମ
ଜମ୍ମୁ,୨୨ ।୯: ପ୍ରାୟ ଏକ ମାସ ହେବ କଂଗ୍ରେସ ଛାଡିଥିବା ବରିଷ୍ଠ ନେତା ଗୁଲାମ ନବି ଆଜାଦ ତାଙ୍କ ନୂଆ ଦଳର ନାମର ଘୋଷଣା ନବରାତୀରେ କରିବେ । ଆସନ୍ତା ସପ୍ତାହରେ ଏହାର ଘୋଷଣା ହୋଇପାରେ । ଏହାପରେ ଦଳ ନିର୍ବାଚନ…
ଜଙ୍ଗଲରେ ଶିକ୍ଷକ, ଛାତ୍ରୀଙ୍କ ଝୁଲନ୍ତା ମୃତଦେହ
ଲକ୍ଷ୍ନୌ,୨୨ା୯: ଉତ୍ତରପ୍ରଦେଶର ସାହାରନ୍ପୁର ନିକଟ ଜଙ୍ଗଲରୁ ବୁଧବାର ଜଣେ ଶିକ୍ଷକ ଓ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଜବତ କରାଯାଇଛି। ଉଭୟେ ଗତ ୩ ତାରିଖରୁ ନିଖୋଜ ଥିଲେ। ଦୁହଁିଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା ବୋଲି ଚର୍ଚ୍ଚା ହେଉଛି। ପୋଲିସ ସୂଚନା…
ତିସ୍ତାଙ୍କ ବିରୋଧରେ ଚାର୍ଜଶିଟ୍
ଅହମଦାବାଦ, ୨୨ା୯: ୨୦୦୨ ଗୁଜରାଟ ଦଙ୍ଗା ମାମଲାରେ ଏକ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍ (ଏସ୍ଆଇଟି) ବୁଧବାର ଆକ୍ଟିଭିଷ୍ଟ ତିସ୍ତା ସିତଲଭାଡ୍ଙ୍କ ସମେତ ୩ ଅଭିଯୁକ୍ତଙ୍କ ବିରୋଧର ଚାର୍ଜଶିଟ୍ ଦାଖଲ କରିଛି। ଅନ୍ୟ ଦୁଇଜଣ ହେଲେ ଅବସରପ୍ରାପ୍ତ ପୋଲିସ ମହାନିର୍ଦ୍ଦେଶକ ଆର୍.ବି. ଶ୍ରୀକୁମାର…
ମଣିଷଠୁ ୨.୫ ନିୟୁତ ଗୁଣ ଅଧିକ ପିମ୍ପୁଡ଼ି ସଂଖ୍ୟା
ହଂକଂ,୨୨।୯: ଜୀବଜଗତର ପରିଶ୍ରମୀ କୀଟ କହିଲେ ପିମ୍ପୁଡିକୁ ବୁଝାଏ। ଘର, ଗଛ, ମାଟିତଳ ହେଉ ଅବା ଗାତ ପ୍ରତ୍ୟେକ ସ୍ଥାନରେ ଏମାନେ ଦେଖାଯାଆନ୍ତି। ବିଶେଷ କରି ସ୍ଥଳ ଭାଗ ଏମାନଙ୍କ ପାଇଁ ବାସୋପଯୋଗୀ। ପିମ୍ପୁଡ଼ିଙ୍କ ପରିମାଣ ଅନ୍ୟ କୀଟପତଙ୍ଗ ତୁଳନାରେ କାହିଁ…
ମୋର ବ୍ୟକ୍ତିଗତ ଇଚ୍ଛା କିଛି ନାହିଁ: ନୀତୀଶ
ପାଟନା,୨୧।୯: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଉତ୍ତରପ୍ରଦେଶର ଫୁଲପୁର ଅଞ୍ଚଳରୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ନେଇ ହେଉଥିବା ଚର୍ଚ୍ଚାକୁ ଖଣ୍ଡନ କରିଦେଇଛନ୍ତି। ସେ କହିଛନ୍ତି, ତାଙ୍କର କୌଣସି ବ୍ୟକ୍ତିଗତ ଆକାଂକ୍ଷା ନାହିଁି। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା…
ଗୁରୁବାରଠାରୁ ଯୁକ୍ତ ୨ ପାଠପଢ଼ା ଆରମ୍ଭ
ଭୁବନେଶ୍ୱର, ୨୧।୯(ବ୍ୟୁରୋ): ରାଜ୍ୟରେ ଗୁରୁବାରଠାରୁ ଯୁକ୍ତ୨ ପ୍ରଥମ ବର୍ଷ ପିଲାଙ୍କ କ୍ଲାସ ଆରମ୍ଭ ହେବ। ପ୍ରଥମ ତିନିଦିନ ଅର୍ଥାତ୍ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ଇଣ୍ଡକ୍ସନ କ୍ଲାସ୍ ହେବ। ଏ ନେଇ ବୁଧବାର ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ରାଜ୍ୟର…
ବର୍ଷିଲେ ଗାଭାସ୍କର: ‘୧୯ତମ ଓଭର ପାଲଟିଲାଣି ଚିନ୍ତାର ବିଷୟ…ସବୁଥର ଦେଉଛନ୍ତି ଅଧିକ ରନ୍’
ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ବିପକ୍ଷ ଘରୋଇ ଟି୨୦ ସିରିଜରେ ନୈରାଶ୍ୟଜନକ ପ୍ରଦର୍ଶନ କରିଛି ଟିମ୍ ଇଣ୍ଡିଆ। ଏହାକୁ ନେଇ ବିଭିନ୍ନ ମହଲରେ ଦଳକୁ ସମାଲୋଚନାର ଶିକାର ହେବାକୁ ପଡ଼ୁଛି। ଏହି କ୍ରମରେ ଏବେ ମହାନ କ୍ରିକେଟର ସୁନୀଲ ଗାଭାସ୍କର ଭାରତୀୟ ଖେଳାଳିଙ୍କୁ ନେଇ…
ଫଟୋରେ ଏହି ଦୁଇ କୁନି ଝିଅ ଆଜି ବଲିଉଡ୍ର ପ୍ରସିଦ୍ଧ ଅଭିନେତ୍ରୀ
ମୁମ୍ବାଇ: ବଲିଉଡ୍ ସେଲିବ୍ରିଟିମାନେ ବେଳେବେଳେ ସେମାନଙ୍କ ପିଲାଦିନର ଫଟୋ ଶେୟାର କରିଥାନ୍ତି। ଯାହାକୁ ଚିହ୍ନିବା ପାଇଁ ପ୍ରଶଂସକଙ୍କୁ ବହୁତ କଷ୍ଟ ହୋଇଥାଏ। ଆଜି ସେମିତି ଏକ ଫଟୋ ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ପ୍ରଶଂସକମାନେ ଚିହ୍ନିବା ନେଇ ଦ୍ୱନ୍ଦ୍ୱରେ ପଡ଼ିଛି। ବଲିଉଡ୍…
ପଞ୍ଜାବ ସରକାରଙ୍କୁ ଝଟ୍କା
ଚଣ୍ଡିଗଡ,୨୧।୯: ପଞ୍ଜାବ ରାଜ୍ୟପାଳ ବନୱାରିଲାଲ ପୁରୋହିତ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଡକାଇବା ନିଷ୍ପତ୍ତି ପ୍ରତ୍ୟାହାର କରିଛନ୍ତି। ଫଳରେ ପଞ୍ଜାବର ଭଗଓ୍ବନ୍ତ ମାନ ସରକାରଙ୍କୁ ଏକ ବଡ଼ ଝଟ୍କା ଲାଗିଛି। ପଞ୍ଜାବ ରାଜ୍ୟପାଳ ଏକ ବିବୃତ୍ତି ଜାରି କରି କହିଛନ୍ତି, ସରକାର ନିଜ…
ଟିମ୍ରେ ଜାଡେଜା ନାହାନ୍ତି, କେହି ପ୍ରତିଭା ନାହାନ୍ତି; ଏମିତିରେ ମ୍ୟାଚ୍ ଜିତିବେ କେମିତି: ଶାସ୍ତ୍ରୀ
ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜ ଆରମ୍ଭରୁ ଭାରତ ନୈରାଶ୍ୟଜନକ ପ୍ରଦର୍ଶନ କରିଛି। ମଙ୍ଗଳବାର ଖେଳାଯାଇଥିବା ପ୍ରଥମ ମୁକାବିଲାରେ ଦଳ ୪ ଉଇକେଟରେ ପରାଜିତ ହୋଇଛି। ୨୦୮ ରନ୍ର ବୃହତ୍ ସ୍କୋର କରିଥିଲେ ହେଁ ଖରାପ ବୋଲିଂ…
ମଧ୍ୟାହ୍ନଭୋଜନ ଖାଦ୍ୟରେ ପୋକ, ଉପବାସ ରହିଲେ ପିଲା
ହିଞ୍ଜିଳିକାଟୁ,୨୧ା୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ସାରୁ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୁଧବାର ମଧ୍ୟାହ୍ନଭୋଜନ ଖାଦ୍ୟରେ ପୋକ ବାହାରିବାରୁ ବହୁ ଛାତ୍ରୀଛାତ୍ର ଖାଦ୍ୟ ଖାଇ ଉପବାସ ରହିଥିବା ଅଭିଯୋଗ ହୋଇଛି। ଖାଦ୍ୟରେ ପୋକ ବାହାରିବା ଭିଡିଓ ଏବଂ ଫଟୋ ବିଭିନ୍ନ…
Archives


