Home Left

ଟାଟା ମୋଟର୍ସର ନୂତନ ଉତ୍ପାଦ ଉନ୍ମୋଚିତ

ନୂଆଦିଲ୍ଲୀ,୨୧ା୯: ଦେଶର ପ୍ରମୁଖ ବାଣିଜି୍ୟକ ଯାନ ନିର୍ମାତା ‘ଟାଟା ମୋଟର୍ସ’ ପକ୍ଷରୁ ନୂତନ ଉତ୍ପାଦର ଉନ୍ମୋଚନ ହୋଇଯାଇଛି। ବିଶେଷକରି ଏହାର ନୂତନ ପିଢ଼ିର ବିଏସ୍‌-୬ ଡିଜେଲ ଇଞ୍ଜିନର କାର୍ଯ୍ୟଦକ୍ଷତା ବୃଦ୍ଧି କରିବା ପାଇଁ ସ୍ବତନ୍ତ୍ର ଭାବେ ବିକଶିତ ଅଲ୍‌ ନ୍ୟୁ ୫ଡବ୍ଲ୍ୟୁ୩୦…

ଏଏସ୍‌ବିଏମ୍‌ର ୨ୟ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର,୨୧ା୯: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଏଏସ୍‌ବିଏମ୍‌ ବିଶ୍ୱବିଦ୍ୟାଳୟର ଦ୍ବିତୀୟ ସମାବର୍ତ୍ତନ ଉତ୍ସବ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବ୍ୟାଙ୍କ ଅଫ୍‌ ଇଣ୍ଡିଆର ପରିଚାଳନା ନିର୍ଦ୍ଦେଶକ ତଥା ସିଇଓ ଅତନୁ କୁମାର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଭାଷଣ ପ୍ରଦାନ…

ପାହାଡ଼ ତାଡ଼ି ମୋରମ ଚାଲାଣ

କେନ୍ଦୁଝର,୨୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ତହସିଲ ଅଫିସଠାରୁ ଦେଢ଼ କି.ମି ଦୂର ରାସ୍ତା କଡ଼ରେ ବେଆଇନ ମୋରମ ଖନନକୁ ନେଇ ବିବାଦ ସୃଷ୍ଟି ହୋଇଛି। ବିନା ଲିଜ୍‌ରେ ମେଶିିନ ଲଗାଇ ମୋରମ ଖନନ କରି ଟ୍ରାକ୍ଟର ଯୋଗେ ଚାଲାଣ କରାଯାଉଥିବାରୁ ବ୍ୟାପକ…

ସେନ୍‌ସେକ୍ସରେ ୮୭୮ ପଏଣ୍ଟ ବୃଦ୍ଧି

ନୂଆଦିଲ୍ଲୀ,୨୧ା୯: କ୍ରମାଗତ ୨ଦିନ ହେବ ଶେୟାର ବଜାରର ଫଳାଫଳ ଭଲ ରହିଛି। ଫଳରେ ଦଲାଲ ଷ୍ଟ୍ରିଟ୍‌ର ନିବେଶକମାନେ କିଛି ପରିମାଣର ପୂର୍ବ କ୍ଷତିଭରଣା କରିବାରେ ସମର୍ଥ ହୋଇଛନ୍ତି। ଚଳିତ ସପ୍ତାହର ୨ମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଷ୍ଟକ୍‌ ବଜାରର କାରବାର…

ଭାରତରେ ବ୍ୟବସାୟ କରିପାରେ ରୁଷୀୟ ବ୍ୟାଙ୍କ

ନୂଆଦିଲ୍ଲୀ,୨୧ା୯: ଭାରତୀୟ ମୁଦ୍ରା ରୁପି (ଟଙ୍କା) ଏବଂ ରୁଷିଆ ମୁଦ୍ରା ରୁବଲ ମଧ୍ୟରେ ଦ୍ୱିପାକ୍ଷିକ ବାଣିଜ୍ୟ କାରବାର ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଖୁବ୍‌ଶୀଘ୍ର ଆଶାୟୀ ବ୍ୟାଙ୍କଗୁଡିକୁ ମଞ୍ଜୁରୀ ଦେଇପାରେ ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ବିଶେଷକରି ଏକ…

ବୈମାତୃକ ମନୋଭାବରୁ ରାଜ୍ୟ ଭାଗ ହେବ: ନରସିଂହ

ବଲାଙ୍ଗୀର ଅଫିସ,୨୧ା୯: ପଶ୍ଚିମ ଓଡିଶା ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବ ଓ ଅବହେଳା କାରଣରୁ ସ୍ବତନ୍ତ୍ର କୋଶଳ ରାଜ୍ୟ ଦାବି ଜୋରଦାର ହେଉଛି। ବ୍ୟକ୍ତିଗତ ଭାବେ ସ୍ବତନ୍ତ୍ର ରାଜ୍ୟ ଗଠନ ଦାବି ପ୍ରତି ତାଙ୍କ ସମର୍ଥନ ନାହିଁ। ତେବେ ବର୍ତ୍ତମାନ…

୮କି.ମି. ଚାଲିଲେ ଛାତ୍ରୀଛାତ୍ର

ଠାକୁରମୁଣ୍ଡା,୨୧।୯(ଡି.ଏନ୍‌.ଏ):ପ୍ରତିଶ୍ରୁତି ରଖିଲାନି ପ୍ରଶାସନ। ଫଳରେ ୮ କି.ମି ଦୂର ବ୍ଲକ୍‌ କାର୍ଯ୍ୟାଳୟକୁ ଚାଲିଚାଲି ଅଭିଯୋଗ କରିବାକୁ ଗଲେ ଛାତ୍ରୀଛାତ୍ର। ସେମାନଙ୍କୁ ଅଧା ବାଟରେ ପୋଲିସ ଓ ବ୍ଲକ୍‌ ପ୍ରଶାସନ ଅଟକାଇଥିଲା। ମଙ୍ଗଳବାର ଏପରି ଏକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା…

ସିବିଆଇ, ଇଡି ଓଡ଼ିଶା ଆସିବା ଆବଶ୍ୟକ: ଜୟନାରାୟଣ

ଭୁବନେଶ୍ବର,୨୧ା୯(ବ୍ୟୁରୋ): ସିବିଆଇ ଓ ଇଡି ଓଡ଼ିଶା ଆସିବାର ଆବଶ୍ୟକତା ନିଶ୍ଚିତ ରହିଛି। କାରଣ ଓଡ଼ିଶାରେ ଦୁର୍ନୀତି ଚରମସୀମାରେ ପହଞ୍ଚିଯାଇଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟି ଦିଲ୍ଲୀରୁ ଫେରିବା ପରେ ବିରୋଧୀ ଦଳ…

‘ରଘୁପତି ରାଘବ’ ଗାନକୁ ମେହବୁବାଙ୍କ ବିରୋଧ

ଶ୍ରୀନଗର,୨୧ା୯: କଶ୍ମୀରୀ ଛାତ୍ରୀଛାତ୍ର କ୍ଲାସରେ ମହାତ୍ମା ଗାନ୍ଧୀଙ୍କ ପ୍ରିୟ ଭଜନ ‘ରଘୁପତି ରାଘବ ରାଜା ରାମ’ ଗାନକୁ ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି) ଅଧ୍ୟକ୍ଷା ମେହବୁବା ମୁଫ୍‌ତି ବିରୋଧ କରିଛନ୍ତି। ପିଲାମାନେ ଉକ୍ତ ଭଜନ ଗାଇବା ବେଳର ଭିଡିଓକୁ ପିଡିପି ନେତ୍ରୀ…

ଭିଜିଲାନ୍ସ ଜାଲରେ ଫାଣ୍ଡି ଅଧିକାରୀ

ଭଞ୍ଜନଗର,୨୧।୯(ଡି.ଏନ.ଏ.): ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଭେଜିପୁଟ ଫାଣ୍ଡି ଅଧିକାରୀ ସନ୍ତୋଷ ସ୍ବାଇଁ। ବେଲ୍‌ କରାଇ ଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ସୂଚନାନୁଯାୟୀ, ଭେଜିପୁଟ ଫାଣ୍ଡି ଅନ୍ତର୍ଗତ ଗୁରାପଲ୍ଲୀ ଗ୍ରାମର ଭୁବନ ପାତ୍ର ଓ ତାଙ୍କ ପଡୋଶୀଙ୍କ…

ସୋମବାର ନାମାଙ୍କନ କରିବେ ଗେହଲଟ

ନୂଆଦିଲ୍ଲୀ,୨୧ା୯: କଂଗ୍ରେସରେ ଅଧ୍ୟକ୍ଷ ପଦ ପାଇଁ ଅକ୍ଟୋବର ୧୭ରେ ନିର୍ବାଚନ ହେବାକୁ ଯାଉଛି। ବରିଷ୍ଠ ନେତା ଶଶୀ ଥରୁରଙ୍କୁ ପ୍ରାର୍ଥୀ ହେବାରେ କୌଣସି ଆପତ୍ତି ନାହିଁ ବୋଲି ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର ଜଣାଇଥିଲେ। ଅନ୍ୟପକ୍ଷରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ତଥା…

ବିଧାନସଭାକୁ ଗାଈ ଆଣିଲା ଭାଜପା

ଜୟପୁର,୨୧ା୯: ରାଜସ୍ଥାନରେ ଲମ୍ପି ଚର୍ମରୋଗ ଅଦ୍ୟାବଧି ୫୭,୦୦୦ ଗୋରୁଙ୍କ ଜୀବନ ନେଲାଣି। ଏହି ରୋଗରେ ୧୧ ଲକ୍ଷ ଗୋରୁ ପ୍ରଭାବିତ ହେଲେଣି। ଗୋରୁଙ୍କ ଲମ୍ପିଜନିତ ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଥିବାରୁ ସ୍ଥାନୀୟ କୃଷକଙ୍କୁ କ୍ଷତି ସହିବାକୁ ପଡ଼ୁଛି। ରାଜ୍ୟ ସରକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri