ଗୋଟିଏ ଜାଗାରେ ୪ ଭିନ୍ନ ସୂଚନା
ନାଉଗଁା,୨୧ା୯(ସ୍ବ.ପ୍ର.): ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ପଞ୍ଚାୟତଗୁଡିକର ଉନ୍ନତୀକରଣ ପାଇଁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରାଯାଉଛି। ମାତ୍ର ଗୋଟିଏ ଜାଗାରେ ଦୁଇଟି କାମ ଚାଲିଥିବା ଦର୍ଶାଇ ଭିନ୍ନ ଭିନ୍ନ ସୂଚନା କାନ୍ଥରେ ଲେଖାଯାଇଛି। ନାଉଗଁା ବ୍ଲକର ଗଜରାଜପୁର ପଞ୍ଚାୟତରେ ଏହା…
ଆଦିବାସୀ ମେଧାବୀ ଛାତ୍ରୀ ଉଚ୍ଚ ଶିକ୍ଷାରୁ ବଞ୍ଚିତ
ମହାକାଳପଡା,୨୧ା୯ (ଡି.ଏନ.ଏ,): କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳରେ ବସବାସ କରୁଥିବା ଜନଜାତି ସମ୍ପ୍ରଦାୟର ଲୋକମାନଙ୍କ ବିକାଶ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ ତୃଣମୂଳସ୍ତରରେ ଅଭାବୀ ପରିବାରର ଅର୍ଥ ବାଧକ ଯୋଗୁ ଅନୁସୂଚିତ ଜନଜାତି ଛାତ୍ରୀଛାତ୍ରମାନେ ଉଚ୍ଚତର ଶିକ୍ଷାରୁ…
ଶୀତଳ ଭଣ୍ଡାର ନାହିଁ, ଆଳୁଚାଷ ପ୍ରଭାବିତ
ଜଗତ୍ସିଂହପୁର ଅଫିସ, ୨୧ା୯: ଆଳୁ ଓଡ଼ିଶାର ଏକ ପ୍ରମୁଖ ପରିବା ଭାବେ ଜଣାଶୁଣା। ଅଧିକାଂଶ ପରିବାର ଆଳୁ ଉପରେ ନିର୍ଭରଶୀଳ। କିନ୍ତୁ ଏହାର ଉତ୍ପାଦନ ଓଡ଼ିଶାରେ ସନ୍ତୋଷଜନକ ନୁହେଁ। ଏଥିପାଇଁ ଓଡ଼ିଶା ପଡୋଶୀ ରାଜ୍ୟ ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ ଓ ପଞ୍ଜାବ ଠାରୁ…
ପାକ୍ ବନ୍ୟା ବିପନ୍ନଙ୍କୁ ଭେଟିଲେ ଆଞ୍ଜେଲିନା
ଇସ୍ଲାମାବାଦ୍: ହଲିଉଡ୍ ଅଭିନେତ୍ରୀ ତଥା ଜାତିସଂଘର ସ୍ବତନ୍ତ୍ର ପ୍ରତିନିଧି ଆଞ୍ଜେଲିନା ଜୋଲିି ମଙ୍ଗଳବାର ପାକିସ୍ତାନ ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି। କରାଚୀ ବିମାନ ବନ୍ଦରରେ ପହଞ୍ଚିବା ପରେ ଆଞ୍ଜେଲିନା ପାକିସ୍ତାନର ଦକ୍ଷିଣାଞ୍ଚଳରେ ଥିବା ସିନ୍ଧ୍ ପ୍ରଦେଶ ଯାଇଥିଲେ। ଜୁନ୍ ମାସ ମଧ୍ୟ ଭାଗରେ…
ଓସ୍କାର ଦୌଡ଼ରେ ‘ଚ୍ଛେଲୋ ଶୋ’
ନୂଆଦିଲ୍ଳୀ: ଫିଲ୍ମ ଜଗତର ସବୁଠାରୁ ବଡ଼ ସମାରୋହ କୁହାଯାଉଥିବା ଓସ୍କାର ରେସ୍ରେ ସାମିଲ ହୋଇଛି ଗୁଜରାଟୀ ଫିଲ୍ମ ‘ଚ୍ଛେଲୋ ଶୋ’। ଏ ନେଇ ଇଣ୍ଡିଆନ୍ ଫିଲ୍ମ ଫେଡେରେଶନ୍ ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି। ଏହାର ଇଂଲିଶ ନାମ ‘ଲାଷ୍ଟ ଫିଲ୍ମ ଶୋ’…
୪ରେ ବାଜିବ ସାହାନାଇ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ରିଚା ଚଢ଼ା ଅକ୍ଟୋବର ୪ରେ ପ୍ରେମିକ ଅଲ୍ଲୀ ଫଜଲ୍ଙ୍କୁ ବିବାହ କରିବାକୁ ଯାଉଛନ୍ତି। ମୁମ୍ବାଇରେ ସେମାନଙ୍କ ବିବାହ ଅନୁଷ୍ଠିତ ହେବ। ବାହାଘର ପରେ ପରିବାର, ବନ୍ଧୁ ଏବଂ ବଲିଉଡ୍ ଇଣ୍ଡଷ୍ଟ୍ରି ପାଇଁ ରିସେପ୍ଶନ୍ ପାର୍ଟିର ଆୟୋଜନ କରାଯିବାର…
ପୁଅକୁ କିଡ୍ନୀ ଦେଲେ ବାପା
ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ଛୁଇଁଛି ଏମ୍ସ ଭୁବନେଶ୍ୱର। ଏମ୍ସରେ ପ୍ରଥମ କିଡ୍ନୀ ପ୍ରତିରୋପଣ ସଫଳ ହୋଇଛି। ପିତା ଓ ପୁତ୍ରଙ୍କ ମଧ୍ୟରେ ଏହି କିଡ୍ନୀ ପ୍ରତିରୋପଣ ହୋଇଥିଲା। ଅସୁସ୍ଥ ପୁଅକୁ ପିତା ନିଜ କିଡ୍ନୀ ଦାନ…
ନିଷିଦ୍ଧାଞ୍ଚଳ ବାହାରେ ଅଭ୍ୟର୍ଥନା ଗୃହକୁ ଅନୁମତି
ପୁରୀ ଅଫିସ,୨୧।୯: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ନେଇ ପୁଣି ଚର୍ଚ୍ଚା ପରିସରକୁ ଆସିଛି। ପୂର୍ବରୁ ଏହି ପ୍ରକଳ୍ପ କାର୍ଯ୍ୟକୁ ନେଇ ବିବାଦ ଚାଲିଥିବା ବେଳେ ଏବେ ପୁଣି ପ୍ରକଳ୍ପର ନିଷିଦ୍ଧାଞ୍ଚଳ ମଧ୍ୟରେ ଶ୍ରୀଜଗନ୍ନାଥ ଅଭ୍ୟର୍ଥନା ଗୃହ(ରିସେପସନ୍ ସେଣ୍ଟର) ନିର୍ମାଣକୁ…
୩୫୪୦ ମାମଲାରୁ ୨୧୮୨ ସମାଧାନ
ଭୁବନେଶ୍ୱର ୨୧।୯ (ବ୍ୟୁରୋ): କମିଶନରେଟ ପୋଲିସ ଓ ମହିଳା ସ୍ବେଚ୍ଛାସେବୀ ଅନୁଷ୍ଠାନ ଇନଷ୍ଟିଚ୍ୟୁଟ୍ ଫର୍ ସୋସିଆଲ୍ ଡେଭେଲପ୍ମେଣ୍ଟ (ଆଇ.ଏସ୍.ଡି.)ର ମିଳିତ ସହଯୋଗରେ ଆରମ୍ଭ ହୋଇଥିବା ମହିଳା ସହଯୋଗ କେନ୍ଦ୍ର ‘ମାଧ୍ୟମ’କୁ ୮ ବର୍ଷ ପୂରିଛି। ୨୦୧୪ ସେପ୍ଚେମ୍ବର ୪ରୁ ଭୁବନେଶ୍ୱର ଡିସିପି…
ସାଲିଆସାହି ଦେଶୀମଦ ଭାଟି ଭାଙ୍ଗିଲା
ଭୁବନେଶ୍ୱର, ୨୧।୯(ବ୍ୟୁରୋ): ନୟାପଲ୍ଲୀ ଥାନା ଅନ୍ତର୍ଗତ ସାଲିଆସାହି ଦେଶୀମଦ ପ୍ରସ୍ତୁତିର ପେଣ୍ଠସ୍ଥଳୀ ପାଲଟିଛି। ବିଭିନ୍ନ ସମୟରେ ଅବକାରୀ ଟିମ୍ ଓ କମିଶନରେଟ ପୋଲିସ ପକ୍ଷରୁ ସେଠାରେ ଚଢ଼ାଉ କରାଯାଇ ବହୁ ପରିମାଣର ଦେଶୀମଦ ଜବତ କରାଯାଉଛି। ଭାଟି ଭଙ୍ଗାଯିବା ସହ ବିପୁଳ…
ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମ ଯୋଗୁ ସମ୍ଭବ: ଅଶୋକ ପଣ୍ଡା
ଭୁବନେଶ୍ୱର,୨୧ା୯(ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ଭୁବନେଶ୍ୱର ଏକାମ୍ର ପ୍ରକଳ୍ପ ଏବଂ କୋଣାର୍କ ପ୍ରକଳ୍ପ ପାଇଁ ଜାତୀୟ ଐତିହ୍ୟ କର୍ତ୍ତୃପକ୍ଷ (ଏନ୍ଏମ୍ଏ) ନୋ ଅବ୍ଜେକ୍ସନ ସାର୍ଟିଫିକେଟ (ଏନ୍ଓସି) ଦେଇଛନ୍ତି। କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ରାଜ୍ୟ ସଂସ୍କୃତି ବିଭାଗକୁ…
ଡମଣାରେ ‘ପଶ୍ଚିମବଙ୍ଗର ରୟାଲ ପ୍ୟାଲେସ’
ଭୁବନେଶ୍ୱର,୨୧।୯(ବ୍ୟୁରୋ): ମା’ ଆସୁଛନ୍ତି। ଚଳଚଞ୍ଚଳ ହୋଇପଡିଛି ରାଜଧାନୀ। ଚାରିଆଡେ ଖୁସିର ମାହୋଲ। ଦୁଇ ବର୍ଷ ପରେ ଭକ୍ତମାନେ ଦର୍ଶନ କରିବେ ମା’ ଦଶଭୁଜାଙ୍କୁ। ଏଥିପାଇଁ ବିଭିନ୍ନ ପୂଜା କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ଦୌଡ଼ରୁ ବାଦ୍ପଡ଼ିନି ଡମଣା…
Archives


